• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Rahul Gandhi Flying Kiss In Parliament
ଗାନ୍ଧି ଖାନ୍‌ଦାନ୍‌ରେ ଏହା ଆଉ ଏକ ସଂସ୍କାର, ଏମିତି କହି ତାତ୍ସଲ୍ୟ କଲେ ସ୍ମୃତି

ସଂସଦରେ ଅନେକ ମହିଳା ଉପସ୍ଥିତ ଅଛନ୍ତି । ସେମାନଙ୍କ ସାମ୍ନାରେ ଏଭଳି ଆଚରଣ ଆଦୌ ସମୀଚିନ ନୁହେଁ କହିଲେ ରବି ଶଙ୍କର ପ୍ରସାଦ ।

Insurance Policy
ସବୁଠାରୁ ଶସ୍ତା ଓ ଲାଭଦାୟକ ସ୍କିମ୍‌, ଶୀଘ୍ର କରନ୍ତୁ ଆବେଦନ

ଏହାକୁ ‘ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା’ PMSBY ନାମରେ ନାମିତ କରାଯାଇଛି । କେନ୍ଦ୍ର ସରକାରଙ୍କ ଏହି ସ୍କିମ୍‌ ୨୦୧୫ରେ ଆରମ୍ଭ ହୋଇଥିଲା । 

Supreme Court
ଲାଗିପାରିବନି କଟକଣା ! ‘ଯେଉଁ ଚ୍ୟାନେଲ ଭଲ ଲାଗୁନି ଦେଖ ନାହିଁ, କିଏ କହୁଛି ଦେଖିବାକୁ’

ଜଷ୍ଟିସ ଅଭୟ ଓକା ଏବଂ ଜଷ୍ଟିସ ସଞ୍ଜୟ କାରୋଲଙ୍କ ଖଣ୍ଡପିଠରେ ଏହି ପିଆଇଏଲ୍‌ର ଶୁଣାଣି କରାଯାଇଥିଲା ।

Tomato Price
ହୋଟେଲ୍‌ରେ ବଢ଼ିଲା ମିଲ୍ସ ରେଟ୍‌ ! ଟମାଟୋ ପଡ଼ିଲେ ରେଟ୍‌ ବଢ଼ିବ

ମେନୁରେ ଥରେ ରେଟ୍ ଲେଖାହେଲେ ତାକୁ ବଦଳାଇବା ମୁସକିଲ୍। ତେଣୁ ବିନା ଟମାଟୋ ନଚେତ୍ ଅଳ୍ପ ଟମାଟୋରେ ତିଆରି ହେଉଛି ଖାଦ୍ୟ।

Tata Power
ଟାଟା ପାୱାରର ଭୁଲ ପାଇଁ ବଳି ପଡ଼ିଲେ କି କର୍ମଚାରୀ ?

ମିଟର ରିଡିଂ କର୍ମଚାରୀଙ୍କୁ ହତ୍ୟା ପଛର କାରଣକୁ ନେଇ ଚର୍ଚ୍ଚା । କଂପାନୀକୁ ଦାୟୀ କରି ବର୍ଷିଲା ଉପଭୋକ୍ତା ମହାସଂଘ ।

No Confidence Motion
ଅନାସ୍ଥାକୁ ବିରୋଧ କରି ଅଡ଼ୁଆରେ BJD ! ନବୀନଙ୍କ ସମଦୂରତ୍ୱ ନୀତିକୁ ଜାତୀୟ ସ୍ତରରେ କଟାକ୍ଷ

ଦିଲ୍ଲୀ ସର୍ଭିସ୍ ବିଲ୍‌କୁ ସମର୍ଥନ ପରେ ବିଜେଡିକୁ ଟାର୍ଗେଟ୍ । ବାଧ୍ୟବାଧକତା କହି ବିରୋଧୀଙ୍କ ସମାଲୋଚନା ।

No Confidence Motion
ଅନାସ୍ଥାକୁ ନେଇ PMଙ୍କୁ ଘେରିଲେ ବିରୋଧୀ ! BJD କହିଲା ବହୁତ ଦେଇଛି, ବିରୋଧ କେମିତି କରିବୁ ?

ମଣିପୁର ପ୍ରସଙ୍ଗରେ ସଂସଦରେ ଆସ୍ଥା-ଅନାସ୍ଥାର ଲଢ଼େଇ । ଅନାସ୍ଥା ବିତର୍କରେ ଭାଗ ନେଇ ପିଏମଙ୍କୁ ଘେରିଲେ ବିରୋଧୀ ।

Rahul Gandhi
ରାହୁଲଙ୍କ ପାଇଁ ଆଉ ଏକ ଖୁସି ଖବର ! ଫେରିପାଇଲେ ପୁରୁଣା ବଙ୍ଗଳା

ପୂର୍ବରୁ ଦିଲ୍ଲୀ ସ୍ଥିତ ଯେଉଁ ସରକାରୀ ବଙ୍ଗଳାରେ ରହୁଥିଲେ, ଏବେ ତାଙ୍କୁ ପୁଣିଥରେ ସେଠାରେ ରହିବାକୁ ସରକାର ଅନୁମତି ଦେଇଛନ୍ତି ।

Odisha, Crime Against Women
ନାଳରୁ ମିଳିଲା ଯୁବତୀଙ୍କ ମୃତଦେହ, ଟଙ୍କା ଗହଣା ନେଇ ଘରୁ ହୋଇଥିଲେ ଫେରାର

ପରିବାର ଲୋକଙ୍କ କହିବା ଅନୁଯାୟୀ, ଗତ କିଛିଦିନ ତଳେ ସଂଗୀତା ଘରୁ ୬ ଭରି ସୁନା, ୨୨ ହଜାର ଟଙ୍କା ନେଇ ବାହାରିଯାଇଥିଲେ। 

Mother Sprayed Relief Spray In Son Mouth
ଗୋଡ଼ରେ ମାରିବା ସ୍ପ୍ରେ, କୁନି ଛୁଆର ପାଟିରେ ମାରିଦେଲା ମାଆ ! ତା’ପରେ...

ଭୁଲ ଔଷଧ ପାଇଁ ଏବେ ଶିଶୁ ଜଣକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

Temple
ଛୋଟ ଡ୍ରେସ୍‌-ଚିରା ଜିନ୍ସ ପିନ୍ଧିଥିଲେ, ମନ୍ଦିର ଯିବା ମନା

ବୋର୍ଡ ପକ୍ଷରୁ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି ଏବଂ ଏନେଇ ଏକ ଘୋଷଣାନାମା ମଧ୍ୟ ପ୍ରକାଶ ପାଇଛି ।

CM Shivrajsingh Chauhan
ଜୋରଦାର ଚାଲିଥିଲା CMଙ୍କ ରୋଡ୍‌ ସୋ, ଫ୍ଲପ୍‌ କରିଦେଲା ମଞ୍ଚ ଭୁଶୁଡ଼ିବା ଭିଡିଓ

କିଛି କର୍ମୀଙ୍କ ଗୋଡ଼ ଭାଙ୍ଗିଯାଇଥିବା ବେଳେ କିଛି ଜଣଙ୍କ ହାତ ଓ କାନ୍ଧରେ ଗଭୀର ଆଘାତ ଲାଗିଛି । ଚାରି ଜଣ ଗୁରୁତର ହୋଇଥିବା ବେଳେ ୬ ଜଣ ଆହତ ହୋଇଛନ୍ତି ।

Delhi Ordinance Bill Pass
ଦିଲ୍ଲୀ ସେବା ବିଲ୍ ପାସ୍, ସମର୍ଥନରେ ୧୩୧ ଭୋଟ

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଅସୁସ୍ଥ ଥିଲେ ମଧ୍ୟ ଆଜି ଦିଲ୍ଲୀ ବିଲ୍‌ ବିପକ୍ଷରେ ଭୋଟ ଦେବାକୁ ରାଜ୍ୟସଭାକୁ ଆସିଥିଲେ। ସେ ହ୍ୱିଲ ଚେୟାରରେ ଆସି ଭୋଟ ଦେଇଥିଲେ ହେଁ ଏହା ବିଲ୍‌କୁ ମାତ ଦେବାକୁ ଯଥେଷ୍ଟ ହୋଇନାହିଁ । 

Ratna Bhandar
ରକ୍ଷଣାବେକ୍ଷଣ ଦୃଷ୍ଟିରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି ନିହାତି ଆବଶ୍ୟକ

ଏଭଳି ସତ୍ୟପାଠ ଦାଖଲ କରି ମରାମତି କାର୍ଯ୍ୟରେ ବହୁ ବିଳମ୍ବ ହୋଇଥିବା ଦର୍ଶାଇଛି ASI ।

Ganja Smuggling
ଫିରିଙ୍ଗିଆ ଥାନା ପୋଡ଼ି ମାମଲା ପଛର ମୁଖ୍ୟ ଖଳନାୟକ କିଏ ?

୩ ଦିନ ଧରି ଲାଗିରହିଥିବା ରହସ୍ୟ ଭିତରେ ସାମ୍ନାକୁ ଆସୁଛି ନୂଆ ନୂଆ ଚର୍ଚ୍ଚା ।

College Admission & Voter I Card Form
କଲେଜରେ ନାମ ଲେଖା ଫର୍ମ ସହିତ ମିଳିବ ଭୋଟର ଲିଷ୍ଟରେ ସାମିଲ ଲାଗି ଫର୍ମ

ପ୍ରଥମ ଥର ଲାଗି ଏପରି ଅଭିନବ ଢଙ୍ଗରେ ରାଜ୍ୟରେ ଯୁବ ଭୋଟରଙ୍କ ସଂଖ୍ୟା ବଢ଼ାଇବାକୁ ପଦକ୍ଷେପ ନେଇଛି ଉଚ୍ଚଶିକ୍ଷା ବିଭାଗ ।

Coastal Highway Project In Odisha
କଣ ହେବ ପ୍ରତିକ୍ଷୀତ କୋଷ୍ଟାଲ ହାଇ ୱେ'ର ଭାଗ୍ୟ

ଯାହାକୁ ନେଇ ଆରମ୍ଭ ହୋଇଛି ବିବାଦ, ତେଜିଛି ରାଜନୀତି ।

Mo Ghara
ଏକ ପ୍ରକାର ଫେଲ୍ ମାରିଛି ରାଜ୍ୟ ସରକାରଙ୍କ ମୋ ଘର ଯୋଜନା

ହଜାର ହଜାର ହିତାଧିକାରୀ ନିଜ ଘର ମରାମତି ପାଇଁ ଏହି ଯୋଜନାରେ ଆବେଦନ କରୁଛନ୍ତି, ହେଲେ ମିଳୁଛି ହାତ ଗଣତିଙ୍କୁ ।

Weavers In Odisha
ଆଜି ଜାତୀୟ ହସ୍ତତନ୍ତ ଦିବସ

ତେବେ ହସ୍ତତନ୍ତକୁ ପେଶା କରି ଚଳୁଥିବା ଆମ ରାଜ୍ୟର ବୁଣାକାର ପରିବାର ଆଜିର ଦିନରେ କିଭଳି ସ୍ଥିତିର ସମ୍ମୁଖୀନ ହେଉଛନ୍ତି, ଆସନ୍ତୁ ଜାଣିବା ।

Rahul Gandhi
ସଂସଦକୁ ଫେରିଲେ ରାହୁଲ ଗାନ୍ଧି

ମୋଦି ସରନେମ୍ ସଂପର୍କିତ ମାନହାନୀ ମାମଲାରେ ସୁରତ କୋର୍ଟ ୨ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇବା ପରେ, ଗତ ମାର୍ଚ୍ଚ ମାସରେ ରାହୁଲଙ୍କ ସଦସ୍ୟତା ରଦ୍ଦ ହୋଇଥିଲା ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।