ସର୍ବେକ୍ଷଣ ସରିବା ପରେ ଆସନ୍ତା ସେପ୍ଟେମ୍ବର ୪ ତାରିଖରେ ଜିଲ୍ଲା ଅଦାଲତରେ ASI ସର୍ବେକ୍ଷଣ ରିପୋର୍ଟ ଦାଖଲ କରିବେ ।
‘ବାରମ୍ବାର ବୋର୍ଡ ଗଠନ ଦାବି ସତ୍ତ୍ୱେ ସମୟ ଗଡ଼ାଉଛନ୍ତି ସରକାର’ । ‘ବୀମା ପାଇଁ ସରକାର କହିଥିଲେ ବି ବୋର୍ଡ ନଥିବାରୁ କାମରେ ଲାଗୁନି’
ପରୀକ୍ଷା ପାଇଁ ୩୦ଫୁଟ୍ ତଳୁ ସଂଗ୍ରହ କରାଯାଉଛି ମାଟି । ପରୀକ୍ଷଣ ଆରମ୍ଭ କରିଛି ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ୍ ।
ପରବର୍ତ୍ତୀ ୨୪ ଘଣ୍ଟାରେ ନେଇପାରେ ଲଘୁଚାପର ରୂପ । ଆସନ୍ତାକାଲିଠାରୁ ରାଜ୍ୟରେ ବଢ଼ିପାରେ ବର୍ଷାର ପରିମାଣ ଓ ବିସ୍ତୃତି ।
ପିଲା ଦିନେ ମହିପାଲ ସ୍କୁଲ ଯାଉଥିଲେ । ହେଲେ ପାଠ ତାଙ୍କ ଦ୍ୱାରା ହେଲା ନାହିଁ । ଦଶମରେ ଫେଲ୍ ହେଲେ । ତା’ପରେ ଚାଷ କାମ ଆରମ୍ଭ କଲେ । ଚାଷରେ ବି ଫେଲ୍ ମାରିଲେ । ମାନେ ନିୟମିତ ଭାବେ ଯେଉଁ ଧାନ ଚାଷ ହୁଏ...
ପୂର୍ବରୁ କେବଳ ନିର୍ଦ୍ଧିଷ୍ଟ ଷ୍ଟେସନ ସର୍ଚ୍ଚ କଲେ ସେହି ବିଷୟରେ ତଥ୍ୟ ମିଳୁଥିଲା । କିନ୍ତୁ ଏବେ ସେହି ଷ୍ଟେସନ ସମେତ ଆଖପାଖ ଷ୍ଟେସନର ସମସ୍ତ ସୂଚନା ମିଳିପାରିବ ।
ଗାଁ ଲୋକେ କିଛି ବୁଝି ପାରନ୍ତି ନାହିଁ । କାହିଁକି କଟୁଛି ବିଜୁଳି ? କାରଣ କ’ଣ ?
ବଡ଼ ଆଶ୍ଚର୍ଯ୍ୟର କଥା ହେଲା, ଆଦିତି ୧୦ ବର୍ଷର ହୋଇଥିବା ବେଳେ ୫୦ ଦେଶ ବୁଲିବା ସହ ଗୋଟିଏ ବି ଦିନ ସେ ତାଙ୍କର ସ୍କୁଲ ମିସ୍ କରି ନାହାନ୍ତି ।
ୱେଷ୍ଟଇଣ୍ଡିଜ୍ ବିପକ୍ଷ ପୋର୍ଟଅଫ୍ ସ୍ପେନ ଟେଷ୍ଟରେ ଶକତ ହାସଲ । ଟେଷ୍ଟରେ ୨୯ ଶତକ ସହ ବ୍ରାଡମ୍ୟାନଙ୍କ ରେକର୍ଡ ସହ ସମକକ୍ଷ ।
ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ କରାଯାଇଛି । ସେଗୁଡ଼ିକ ହେଲା ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ।
ସାରା ଗାଁକୁ ଚୁନା ଲଗାଇଦେଲେ ସାଇବର ଠକ ! ମୋବାଇଲ ଆପ୍ ଜରିଆରେ କୋଟିଏରୁ ଅଧିକ ଟଙ୍କାର ଠକେଇ ।
ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିଲେ ନବୀନ । ବନିଛନ୍ତି ଦେଶର ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ ।
‘ସିଗନାଲିଂ ସର୍କିଟ ପରିବର୍ତ୍ତନରେ ତ୍ରୁଟିରୁ ଘଟିଲା ଦୁର୍ଘଟଣା । ଦୁର୍ଘଟଣାରେ ମୃତ ୨୯୫ରୁ ଚିହ୍ନଟ ଅପେକ୍ଷାରେ ୪୧ ମୃତଦେହ’, କହିଲେ ଅଶ୍ୱିନୀ
କୋର୍ଟ କହିଛନ୍ତି ଏଏସ୍ଆଇ ମସ୍ଜିଦ୍ ପରିସରରେ ସମସ୍ତ ପ୍ରକାର ସର୍ଭେ କରିପାରିବ ।
ସିସୀଲି ଉପକୂଳକୁ ଚାଲାଣ ହେଉଥିଲା ବୋଲି ଶୁକ୍ରବାର ପୋଲିସ ସୂଚନା ଦେଇଛି । ଏହି ମାମଲାରେ ପୋଲିସ ୫ ଜଣଙ୍କୁ ଗିରଫ କରିଛି।
ବର୍ଷା ବଢ଼ିଲେ କେତୋଟି ଗେଟ୍ ଖୋଲାଯିବ ସେ ସମ୍ପର୍କରେ ସେହିଦିନ ହିଁ ନିଷ୍ପତ୍ତି ନିଆଯିବ ବୋଲି ଡ୍ୟାମ୍ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।
ଗୁଗୁଲର ଏଭଳି ନିଷ୍ପତ୍ତି କେବଳ ୟୁଜରଙ୍କ ସୁରକ୍ଷା ପାଇଁ ବୋଲି କୁହାଯାଇଛି ।
ଗାଡ଼ିରେ ପୋଲିସ ଲେଖିବା ଦ୍ୱାରା ରାସ୍ତାରେ କୌଣସି ପ୍ରତିବନ୍ଧକ ରହିବ ନାହିଁ ବୋଲି ସାଧାରଣରେ ଲୋକଙ୍କ ଧାରଣା ଥାଏ । ଏବେ ଉକ୍ତ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି ।
ଅଷ୍ଟ୍ରେଲିଆର ଜଣେ ମହିଳା ଏବେ ଖୁବ୍ ଚର୍ଚ୍ଚାରେ । ତାଙ୍କୁ ନେଇ ଏବେ ଢ଼େର ଆଲୋଚନା । କାରଣ ତାଙ୍କ ବିବାହ ଉତ୍ସବ ବେଳେ ଘଟିଯାଇଛି ଏମିତି ଏକ ଘଟଣା ଯାହା ନିହାତି ଭାବେ ଏକ ଚର୍ଚ୍ଚାର ବିଷୟ ।
ପିଏଚ୍ଡି ଲାଗି କର୍ତ୍ତୃପକ୍ଷ ଚକ୍ରାନ୍ତ ଚଲାଇଥିବା ଅଭିଯୋଗ । ଆରଟିଆଇରୁ ଆସିଲା ସାଙ୍ଘାତିକ ତଥ୍ୟ ।