• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Lord Jagannath
ଘୋଷଯାତ୍ରାର ଅନ୍ତିମ ପର୍ବରେ ରସଗୋଲା ଖୁଆଇ ମା' ଲକ୍ଷ୍ମୀଙ୍କ ମାନଭଞ୍ଜନ କଲେ ମହାପ୍ରଭୁ

ମାନଭଞ୍ଜନ ପରେ ନୀଳକନ୍ଦରକୁ ବିଜେ କରିଛନ୍ତି ନିଳାଦ୍ରୀବିହାରୀ । ପ୍ରାଚୀନ ଦାଣ୍ଡି ରାମାୟଣରେ ବର୍ଣ୍ଣିତ ରସଗୋଲାର ଗାଥା ।

Dengue
ଡେଙ୍ଗୁ ଡର ! ୧୬ ଜିଲ୍ଲା ମାଡ଼ିଲାଣି, ୧୭୫ ଆକ୍ରାନ୍ତ ଚିହ୍ନଟ...

କେବଳ ଭୁବନେଶ୍ୱରରେ ୮୦ରୁ ଅଧିକ ଆକ୍ରାନ୍ତ । ହଟସ୍ପଟ ପାଲଟିଛି ରାଜଧାନୀର ସାଲିଆସାହି ।

Vegetable Price Hike
ପରିବା ଦର ଶୁଣିଲେ ମୁଣ୍ଡ ଝାଇଁ ମାରିଯାଉଛି ! ଯାହା କିଣିବ ୮୦ ଉପରେ...

ପରିବା ବଜାରରେ ସଙ୍ଗୀନ ପରିସ୍ଥିତି । ଚିନ୍ତା ବଢ଼ାଉଛି ହୁ ହୁ ବଢ଼ିଚାଲିଥିବା ପରିବା ଦର ।

ACF
ACF ସୌମ୍ୟରଂଜନ ମୃତ୍ୟୁ ମାମଲା; ଗିରଫ ହେବେ କି ପତ୍ନୀ ବିଦ୍ୟାଭାରତୀ ଓ ପୂର୍ବ DFO ?

ସମସ୍ତଙ୍କ ବିରୋଧରେ NBW ଜାରି କଲେ ପାରଳାଖେମୁଣ୍ଡି କୋର୍ଟ । ସୌମ୍ୟଙ୍କ ପରିବାର କହିଲେ, ଆମକୁ କୋର୍ଟରୁ ହିଁ ନ୍ୟାୟ ମିଳିବ ।

Train Tragedy
ଆସିଲା ବାହାନଗା ଟ୍ରେନ୍ ଟ୍ରାଜେଡି ରିପୋର୍ଟ ! ରିଲେ ରୁମରେ ତ୍ରୁଟି ଅନିଚ୍ଛାକୃତ ନା ଉଦ୍ଦେଶ୍ୟମୂଳକ ?

ସିଗନାଲିଂ ଓ ଟେଲି କମ୍ୟୁନିକେସନ୍ ବିଭାଗରେ ଷ୍ଟାଫ୍‌ଙ୍କ ତ୍ରୁଟି । ରେଲୱେ ସେଫ୍ଟି କମିଶନଙ୍କ ରିପୋର୍ଟକୁ ନେଇ ଚର୍ଚ୍ଚା ।

Niladri Bije Of Holy Trinity To Be Held Today
ଶ୍ରୀଜିଉଙ୍କ ନୀଳାଦ୍ରି ବିଜେ

ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ଅନ୍ତିମ

Youtuber Shfa
କୁନି ଝିଅର ବୟସ ୧୧, କିନ୍ତୁ ରୋଜଗାର ମାସିକ ୨ରୁ ୩ ଲକ୍ଷ ଡଲାର...

ଶାଫାଙ୍କ ମାତା ପିତା UAEରେ ରୁହନ୍ତି । ଶାଫାଙ୍କ ମାଆ ହିଁ ତାଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌କୁ ଚଳାଇଥାନ୍ତି ।

Yogi Adityanath
ଫ୍ରାନ୍ସରେ ଥମୁନି ଦଙ୍ଗା ! ‘ଯୋଗୀ ଆଦିତ୍ୟନାଥଙ୍କୁ ପଠାଅ, ୨୪ ଘଣ୍ଟାରେ ସବୁ ଥମିଯିବ’

ଜନ୍‌ କେମ୍‌ ନିଜ ଟ୍ୱିଟ୍‌ରେ ଯୋଗୀ ଆଦିତ୍ୟନାଥଙ୍କ ବୁଲ୍‌ଡୋଜର ଟ୍ରିଟ୍‌ମେଣ୍ଟ କଥା ମଧ୍ୟ ଉଲ୍ଲେଖ କରିଛନ୍ତି । ସେ ଲେଖିଛନ୍ତି ଦଙ୍ଗା ଭିଆଉଥିବା ଲୋକଙ୍କୁ ବା ଦଙ୍ଗା ରୋକିବାକୁ, ବୁଲ୍‌ଡୋଜର ଟ୍ରିଟ୍‌ମେଣ୍ଟଠାରୁ ଭଲ ଚିକିତ୍ସା ଆଉ କିଛି ହୋଇନପାରେ ।

Adharanapana
ତିନି ରଥରେ ଭାଙ୍ଗିଲା ଅଧରଚୁମ୍ବୀ ତୁମ୍ବ, ପାର୍ଶ୍ୱ ଦେବଦେବୀ ଓ ଚଣ୍ଡି ଚାମଣ୍ଡାଙ୍କ ହେଲେ ତୃପ୍ତ

ତିନିରଥ ଉପରେ ସୁନାବେଶ ପରଦିନ ଅଧରପଣା ନୀତି ସମାପନ ହୋଇଥାଏ। ଆଷାଢ଼ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥିରେ ଏହି ନୀତି କରାଯାଇଥାଏ। ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଅଧରପଣା ନୀତି ଅନୁଷ୍ଠିତ ହୋଇଥାଏ।

Ratna Bhandar
ରତ୍ନଭଣ୍ଡାର ପ୍ରସଙ୍ଗ ନେଇ ହାଇକୋର୍ଟରେ ବିଜେପି, ନରସିଂହ କହିଲେ ନଖୋଲିବାକୁ ମୋତେ ବି ପଡ଼ିଥିଲା ଚାପ

ରତ୍ନଭଣ୍ଡାର ଖୋଲିବାକୁ ଦାବି କରି ବିଜେପିର ଜନସ୍ୱାର୍ଥ ମାମଲା । ରତ୍ନ ଭଣ୍ଡାର ଖୋଲିବା, ମରାମତି ଓ ଅଳଙ୍କାର ଗଣତି ଦାବି ।

Odisha Politics BJD
5T ସଚିବଙ୍କ ପାଇଁ ଢାଲ ସାଜୁଛନ୍ତି ବିଜେଡି ନେତା

ବିଜେଡି ନେତାଙ୍କ ସ୍ବାଭିମାନ ନାହିଁ କହିଲା ବିଜେପି । କଂଗ୍ରେସ କହିଲା ନେତାଙ୍କୁ ଘାରିଛି ଟିକଟ ଭୟ ।

OTV
OTV ସୋସିଆଲ ମିଡିଆରେ ଭାଇରାଲ ଅଡିଓ ପୋଷ୍ଟ ମାମଲା, ଇନପୁଟ ଏଡିଟରଙ୍କ ବିରୋଧରେ ଅପରାଧିକ ମାମଲା ଖାରଜ

ଅଭିଯୋଗର ଆଧାର ନଥିବା କହି ମାମଲା ଖାରଜ କଲେ ହାଇକୋର୍ଟ । ଏଭଳି ମାମଲା ପ୍ରେସ ସ୍ୱାଧୀନତା ଉପରେ ନକାରତ୍ମକ ପ୍ରଭାବ ପକାଇବ କହିଲେ କୋର୍ଟ ।

Social Media-Viral Video
ଜିପ୍‌ଲାଇନ୍‌ରେ ଅଚାନକ ଅଟକି ଗଲା ଛୁଆ, ୪୦ ଫୁଟ୍‌ ତଳକୁ ଖସି ପଡ଼ିଲା ! ତାପରେ... ଦେଖନ୍ତୁ ଭିଡିଓ

ଅଧିକାଂଶଙ୍କ ମତ ଛୋଟ ଛୁଆକୁ ନେଇ ଏଭଳି ବିପଦଜ୍ଜନକ ଆଡ୍‌ଭେଞ୍ଚର କରିବା ଉଚିତ୍ ନଥିଲା । ଏହି ଦୁର୍ଘଟଣା ଗତ ୨୫ ତାରିଖରେ ଘଟିଛି ।

Odisha Politics
କଂଗ୍ରେସ କହିଲା ଟିକଟ କଟିବା ଭୟରେ ସଚିବଙ୍କୁ ସମର୍ଥନ କରୁଛନ୍ତି ବିଜେଡି ନେତା

ବିଜେଡି ନେତା ପାଣ୍ଡିଆନଙ୍କୁ ସମର୍ଥନ କରୁଛନ୍ତି । ପ୍ରଚ୍ଛଦପଟ୍ଟର ଲୋକ ଶାସନ ଚଲାଉଛନ୍ତି କହିଲେ ପୃଥ୍ୱୀରାଜ ।

Kalma Barrage
ପୁଣି ଛତିଶଗଡ଼ର ମନମାନି ! ଖୋଲିଦେଲା କଲମା ବ୍ୟାରେଜର ସମସ୍ତ ୬୪ ଗେଟ୍ 

ପ୍ରବଳ ବର୍ଷା ଯୋଗୁଁ ସବୁ ଗେଟ୍ ଖୋଲିଦେଲା ଛତିଶଗଡ଼ । କଲମା ବ୍ୟାରେଜ ଦେଇ ମହାନଦୀକୁ ପଶୁଛି ୧.୧୮ ଲକ୍ଷ କ୍ୟୁସେକ୍ ।

Bhartruhari Mahatab
ସୌମ୍ୟଙ୍କ ପରେ ଭର୍ତ୍ତୃହରି ମାରିଲେ ତୀର ! ହେଲେ ବାଜିଲା କାହାକୁ..?

ନୂଆଦିଲ୍ଲୀରେ ଫକୀରମୋହନ ସେନାପତିଙ୍କ 'ଦ ମେକିଂ ଅଫ୍ ଆନ ଅଥର' ପୁସ୍ତକର ଉନ୍ମୋଚନ ଅବସରରେ ଯୋଗ ଦେଇ ଏଭଳି ମନ୍ତବ୍ୟ ଦେଇଛନ୍ତି ସାଂସଦ ଭର୍ତ୍ତୃହରି ମହତାବ।

Twitter
ଟ୍ୱିଟରକୁ କୋର୍ଟଙ୍କ ଜବରଦସ୍ତ ଝଟ୍‌କା, ଆବେଦନ ଖାରଜ ସହ ୫୦ ଲକ୍ଷ ଜରିମାନା

ଗତବର୍ଷ ଜୁଲାଇ ମାସରେ କର୍ଣ୍ଣାଟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ଟ୍ୱିଟର । ଇଲେକ୍ଟ୍ରୋନିକ ଓ ଇନଫର୍ମେସନ ଟେକ୍ନୋଲୋଜି ମନ୍ତ୍ରଣାଳୟ ଆଇଟି ଆକ୍ଟର ଧାରା ୬୯ ଅଧୀନରେ କେନ୍ଦ୍ର ଜାରି କରିଥିବା ନିର୍ଦ୍ଦେଶକୁ ସଂସ୍ଥା ଚ୍ୟାଲେଞ୍ଜ କରିଥିଲା। 

Nabarangpur Disha Meeting
ଦିଶା ବୈଠକରେ 5T ଝଡ଼, ବିଗିଡିଲେ ଉମରକୋଟ ବିଧାୟକ

5T ଅଧୀନରେ ଚାଲିଥିବା କାମ ନିମ୍ନ ମାନର ହେଉଥିବା ଅଭିଯୋଗ କରି ବୈଠକ ଅଧାରୁ ଉଠି ଚାଲିଯାଇଥିଲେ ବିଧାୟକ ନିତ୍ୟାନନ୍ଦ ଗଣ୍ଡ ।

Suna Besha
ମହାପ୍ରଭୁଙ୍କ ଶ୍ରୀପୟର ଦର୍ଶନ କଲେ ମୋକ୍ଷ ମିଳେ

ଆଜି ମହାପ୍ରଭୁଙ୍କ ସୁନାବେଶ.. ୧୩୮ ପ୍ରକାର ସ୍ୱର୍ଣ୍ଣାଭୂଷଣରେ ସଜେଇ ହେବେ ଜଗନ୍ନାଥ ।

Puri Suna Besha 2023 | Auspicious Suna Besha ritual of Holy Trinity to begin soon
ଶ୍ରୀଜିଉ ପିନ୍ଧିବେ ମହଣ ମହଣ ସୁନା

ଡଦାଣ୍ଡରେ ଲାଗିଲାଣି ପ୍ରବଳ ଗହଳି ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।