• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Hanuman Paisa Racket
ପୁଣି ସାମ୍ନାକୁ ଆସିଲା ହନୁମାନ ପଇସା ରାକେଟ, ୫ ଗିରଫ

ସାକ୍ଷୀଗୋପାଳ ନୂଆଗାଁ ଢ଼ିହିରେ ଗଦାଧର ସାହୁ ନାମକ ଜଣେ ବ୍ୟକ୍ତିଙ୍କ ଘରେ ହନୁମାନ ପଇସା କାରବାର ପାଇଁ ଡିଲ୍ ଚାଲୁଥିଲା ।

Bahuda Jatra, Sudarshan Pahandi
ଆରମ୍ଭ ହେଲା ପହଣ୍ଡି, ପ୍ରଥମେ ଚକ୍ରରାଜ ସୁଦର୍ଶନ ଚଢ଼ିଲେ ରଥରେ

ଦର୍ପଦଳନରେ ବିରାଜମାନ କଲେ ଶ୍ରୀସୁଦର୍ଶନ ।

Bahuda Jatra
ନବଦିନାତ୍ମକ ଯାତ୍ରାର ଆଉ ଏକ ପର୍ବ ବାହୁଡ଼ା, ଭାଇ ଭଉଣୀଙ୍କ ସହ ରତ୍ନବେଦୀକୁ ଫେରିବେ ମହାବାହୁ

ଅପରାହ୍ନ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଗଜପତିଙ୍କ ଛେରାପହଁରା ନୀତି ରହିଥିବାବେଳେ ଅପରାହ୍ନ ୪ଟାରେ ରଥଟଣା ହେବ।

Barajatri Accident
ଭୟଙ୍କର ଦୁର୍ଘଟଣା ! ଟ୍ରକ୍ ଧକ୍କାରେ ୫ ବରଯାତ୍ରୀ ମୃତ, ବାହା ନହୋଇ ଫେରିଗଲା ବର

ସ୍ଥାନୀୟ ଲୋକଙ୍କ ଦ୍ୱାରା ରାଜମୁଣ୍ଡା-ପାଣିକୋଇଲି NH ଅବରୋଧ କରାଯାଇଛି ।

DoPT asks Odisha chief secretary to take action against IAS officer
ଅଡ଼ୁଆରେ ସଚିବ ଓ ସରକାର ! କେନ୍ଦ୍ରରୁ ଆସିଛି କଡ଼ା ନିର୍ଦେଶ, କେମିତି କରିବେ ସାମ୍ନା..?

ଦଳୀୟ କାର୍ଯ୍ୟକ୍ରମରେ ସଂପୃକ୍ତି, ରଜାନୈତିକ ସଭାସମିତି କରିବା, ବିଭିନ୍ନ ପ୍ରକାର ପ୍ରକଳ୍ପ ଘୋଷଣା କରିବା, ପୋଲିସ୍ ବିଭାଗକୁ ବ୍ୟକ୍ତିଗତ ଭାବେ ବ୍ୟବହାର କରିବା, ଅଲ୍ ଇଣ୍ଡିଆ ସର୍ଭିସ୍ କଣ୍ଡକ୍ଟ ରୁଲର ଉଲ୍ଲଂଘନ, ଅର୍ଡର ଅଫ୍ ପ୍ରିସିଡେନସିର ଉଲ୍ଲଂଘନ, ମନ୍ତ୍ରୀ, ସାଂସଦ, ବିଧାୟକମାନଙ୍କୁ ଅବମାନନା ଏବଂ ଦୁର୍ବ୍ୟବହାର, ବ୍ୟକ୍ତିଗତ ପ୍ରଚାରରେ ଲିପ୍ତ ଆଦି ଅଭିଯୋଗ ଫାଇଭ୍-ଟି...

Narendra Modi
ଦେଶରେ ୟୁନିଫର୍ମ ସିଭିଲ କୋଡ୍ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗୁରୁତ୍ୱ

ୟୁସିସିକୁ ନେଇ ଲୋକଙ୍କୁ ବିଭ୍ରାନ୍ତ କରାଯାଉଛି ଓ ମୁସଲିମ ସଂପ୍ରଦାୟର ଲୋକଙ୍କୁ ଉସକା ଯାଉଛି ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି।

Highest Paid Singer In India
ଏହି ବଲିଉଡ ଗାୟକ ଗୀତ ପିଛା ନେଇଥାନ୍ତି ୩ରୁ୫ କୋଟି ! ସେ ଶ୍ରେୟା କି ସୁନିଧି ନୁହଁନ୍ତି..

ଏନେଇ କୌଣସି ସ୍ପଷ୍ଟ ପ୍ରମାଣ ନଥିଲେ ମଧ୍ୟ ଏହି ଗାୟକଙ୍କ ପାଉଣାକୁ ନେଇ ସବୁବେଳେ ଖୁବ୍‌ ଚର୍ଚ୍ଚା ହୋଇଥାଏ ।

Shark Attack
ସମୁଦ୍ରରେ ମାଛ ଧରୁଥିଲେ, ପାଣିରେ ହାତ ଧୋଇଲା ବେଳକୁ ଟାଣିନେଲା ସାର୍କ ! ଦେଖନ୍ତୁ ଭିଡିଓ

ଜଣେ ବ୍ୟକ୍ତି ସେହିଭଳି ସ୍ଥାନକୁ ଯିବା କ’ଣ ଦରକାର, ଯେଉଁଠି ଆମେ ଜାଣୁଛନ୍ତି ଯେ ସେଠାରେ ବିପଦ ନିଶ୍ଚୟ । ଏବେ ଆପଣ ସେହି ଭିଡିଓ ବିଷୟରେ ଭାବୁଥିବେ ? କ’ଣ ରହିଛି ସେହି ଭିଡିଓରେ ?

Sarat Pattnaik
‘ଅଡିଓ ବର୍ତ୍ତାରେ କ’ଣ ରହିଛି ସତ୍ୟତା ? ତାହା ମୁଖ୍ୟମନ୍ତ୍ରୀଙ୍କର ତ ?’, ପଚାରିଲେ ଶରତ

ଗୋଟିଏ ପଟେ ବିଜେପି ବାରମ୍ବାର ସରକାର ଓ ସଚିବଙ୍କୁ ଟାର୍ଗେଟ କରୁଥିବା ବେଳେ ଏବେ କଂଗ୍ରେସ ବି ଫୁଲ୍‌ ଦମ୍‌ରେ ଆଗକୁ ଆସିଛି ।

Bijay Pattnaik
Odisha Politics: 5T ସଚିବଙ୍କ ବିରୋଧରେ କେନ୍ଦ୍ର ନିକଟରେ ଫେରାଦ ହେଲେ ବିଜୟ

ପାରଳାଖେମୁଣ୍ଡିରେ ଦଳୀୟ ଚିହ୍ନ ସହ ସଚିବଙ୍କ ହୋଡିଂ ଲାଗିଥିବା କେନ୍ଦ୍ରକୁ ଜଣାଇଛନ୍ତି ବିଜୟ ।

Bus Tragedy
ବାହାବେଦୀ ପାଖରେ ଆଜି ବନ୍ଧା କୋକେଇ

ଲୁହରେ ଭିଜିଲା ଖଣ୍ଡଦେଉଳି ଗାଁ, ଏକାଠି ଜଳିଲା ୩ ଜୁଇ । ଅକସ୍ମାତ୍ ଅଫେରା ରାଇଜର ପଥିକ ହୋଇଗଲେ ୧୧ ଆତ୍ମିୟ ।

Bus Tragedy
ଦିଗପହଣ୍ଡି ବସ୍ ଟ୍ରାଜେଡି: ୨୫ ବର୍ଷର ଦଦରା ବସ୍‌ର ନଥିଲା ପରମିଟ୍, କମିତି ମିଳିଥିଲା ଫିଟନେସ୍ ?

ଦୁର୍ଘଟଣାକୁ ନେଇ ସ୍ତବ୍ଧ ରାଜ୍ୟ, ଚାଲିଛି କାରଣ ଖୋଜା । ଦୁର୍ଘଟଣାଗ୍ରସ୍ତ ଘରୋଇ ବସ୍‌ର ନଥିଲା ପରମିଟ୍ ।

CM Naveen Patnaik
5T ସଚିବଙ୍କ ପାଇଁ ବିରୋଧୀଙ୍କ ନିଶାନାରେ CM, ମାନସିକ ସ୍ତରରେ ଗୃହବନ୍ଦୀ କି ମୁଖ୍ୟମନ୍ତ୍ରୀ ?

ପାଣ୍ଡିଆନଙ୍କ ବରଗଡ଼ ଗସ୍ତ ବେଳେ ବର୍ଷିଲା ବିଜେପି । ବାସ୍ତବରେ ଓଡିଶାର ମୁଖ୍ୟମନ୍ତ୍ରୀ କିଏ, ଦଳରେ କଣ କେହି ବି ଯୋଗ୍ୟ ଜନପ୍ରତିନିଧି ନାହାଁନ୍ତି ବୋଲି ପଚାରିଛି କଂଗ୍ରେସ। 

Himant Biswa sarma
ଯେଉଁମାନେ ଜରୁରୀକାଳିନ ସ୍ଥିତିକୁ ବିରୋଧ କରିଥିଲେ, ସେମାନଙ୍କୁ ମାସକୁ ୧୫୦୦୦ ପେନ୍‌ସନ୍‌

୩୦୦ ‘ସ୍ୱାଧିନିତା ସଂଗ୍ରାମୀ’ ଏବଂ ଜରୁରୀକାଳୀନ ପରିସ୍ଥିତିକୁ ବିରୋଧ କରିଥିବା ଓ ସେମାନଙ୍କ ସମ୍ପର୍କୀୟଙ୍କୁ ସମ୍ମାନିତ କରାଯିବା ପାଇଁ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ସେହି କାର୍ଯ୍ୟକ୍ରମରେ ଏଭଳି ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା । 

Traffic Jam
ଭୟଙ୍କର ରାସ୍ତା ଜାମ୍ ! ଗାଡ଼ିରେ କଟିଲା ରାତି, ମିଳିଲାନି ହୋଟେଲ ରୁମ୍.. ଦେଖନ୍ତୁ ଭିଡିଓ

ଏମିତି ଏକ ପରିସ୍ଥିତି ଦେଖିବାକୁ ମିଳିଛି ହିମାଚଳ ପ୍ରଦେଶରେ । ହଜାର ହଜାର ସ୍ଥାନୀୟ ଲୋକ ପର୍ଯ୍ୟଟକ ତଥା ବ୍ୟବସାୟୀ,ସମସ୍ତେ ଏହି ଟ୍ରାପିକ୍‌ ଜାମ୍‌ରେ ଫସିଛନ୍ତି । 

MS Dhoni
କୁଲ କ୍ୟାପଟେନ୍ ଧୋନିଙ୍କ ନୂଆ ଅନ୍ଦାଜ, ଫ୍ୟାନ୍‌ ମାନଙ୍କୁ ଆସିଲା ଖୁବ୍‌ ପସନ୍ଦ

ଭିଡିଓରେ ଖୁବ୍‌ ଲାଇକ୍‌ କମେଣ୍ଟ ବି ଆସୁଛି । ସମସ୍ତେ ଧୋନିଙ୍କୁ ପ୍ରଶଂସା କରୁଛନ୍ତି । ଧୋନିଙ୍କ ଷ୍ଟାଇଲ ଆଉ ଅନ୍ଦାଜରେ ସମସ୍ତେ ଫିଦା ।

Train Missed
ବଡ଼ ଭୁଲ୍ ! ଗୋଟିଏ ପ୍ଲାଟଫର୍ମରେ ଛିଡ଼ା ହୋଇଥିଲେ ଯାତ୍ରୀ, ଆଉ ଗୋଟେ ପ୍ଲାଟଫର୍ମରୁ ଛାଡ଼ିଦେଲା ଟ୍ରେନ୍‌

ଯାତ୍ରୀମାନେ କହିଛନ୍ତି ଯେ ଯେତେବେଳେ ଇଲେକ୍ଟ୍ରୋନିକ୍ ଡିସ୍‌ପ୍ଲେ ବୋର୍ଡରେ ସକାଳ ୬.୩୨ ରେ ଟ୍ରେନ ପହଞ୍ଚିବାର ସମୟ ଦେଖାଯାଇଥିଲା, ସେତେବେଳେ ବି ପ୍ଲାଟଫର୍ମ ନେଇ କୌଣସି ସୂଚନା ଦିଆଯାଇନଥିଲା ।

Loot Video Viral
ଦୟାବାନ ଲୁଟେରା ! ବନ୍ଧୁକ ଦେଖାଇ ଲୁଟ୍ କରିବାକୁ ଆସିଥିଲେ, ଶେଷରେ ଦୁଃଖ ବୁଝି ୧୦୦ ଟଙ୍କା ଦେଇ ଗଲେ

ଏହି ଲୁଟେରା ଦୁଇ ଜଣଙ୍କ ମଧ୍ୟରୁ ଜଣେ ହେଲେ, ଦେବ ବର୍ମା । ଯିଏ କି ଜଣେ ଜିଏସ୍‌ଟି ଆକାଉଣ୍ଟାଣ୍ଟ । ଅନ୍ୟ ଜଣେ ହେଲେ ହର୍ସ ରାଜପୁତ୍ । ଯିଏ କି ଏକ ପ୍ରାଇଭେଟ କମ୍ପାନୀରେ କାମ କରନ୍ତି ।

Pink WhatsApp
Pink WhatsApp ! ବଜାରରେ ମାତିଛନ୍ତି ସାଇବର ଠକ, ଆପ୍‌ ଜରିଆରେ କରୁଛନ୍ତି ଲୁଟ୍

ପିଙ୍କ୍‌ ହ୍ୱାଟ୍‌ସଆପ୍‌ ବ୍ୟବହାର ପାଇଁ ଲୋକଙ୍କ ହ୍ୱାଟ୍‌ସଆପ୍‌କୁ ଆସୁଛି ମେସେଜ୍‌ । ଆଉ ଏହି ହ୍ୱାଟ୍‌ସଆପ୍‌ ମେସେଜ୍‌ ଲିଙ୍କ୍‌ରେ କ୍ଲିକ୍‌ କରି ପିଙ୍କ୍‌ ହ୍ୱାଟ୍‌ସଆପ୍‌ ଡାଉନ୍‌ଲୋଡ୍‌ କରିବା ପରେ ହାକ୍ ହେଉଛି ମୋବାଇଲ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।