୨ ପର୍ଯ୍ୟାୟ ପରେ ପୁଣି ୨୪ ବିଧାୟକଙ୍କ ସହ ନବୀନଙ୍କ ବୈଠକ ଚର୍ଚ୍ଚା । ଭେଟି ନଥିବା ନେତାଙ୍କ ଟିକେଟ୍ କାଟ୍ ନେଇ କଳ୍ପନାଜଳ୍ପନା ।
ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି । ଏହି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି ।
ଆମେ ଯେଉଁ କଥା କହୁଛୁ ତାହା ଏହାଠାରୁ ଟିକେ ଭିନ୍ନ । କାହାଣୀ ସମାନ, ଢ଼ଙ୍ଗ ବି ସମାନ । ହେଲେ କଲ୍ ରିସିଭ କରିଥିବା ବ୍ୟକ୍ତ କିନ୍ତୁ ଏଥର କୌଣସି ଯୁବକ ନୁହଁନ୍ତି। ସେ ଜଣେ ୭୨ ବର୍ଷିୟ ବୃଦ୍ଧ ।
ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନଡ୍ଡାଙ୍କ ଏହି ଗସ୍ତ ବିଜେପି ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ଚର୍ଚ୍ଚା ହେଉଛି ।
ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏହି ଟଙ୍କା ବିଷୟରେ କୌଣସି ବି ଶ୍ରମିକ ଜାଣିନାହାନ୍ତି । କେଉଁଠୁ ଏହି ଟଙ୍କା ଆସିଲା, କିଏ ପଠାଇଲା, ତାହା ସେମାନଙ୍କୁ ଜଣାନାହିଁ ।
ରଥଯାତ୍ରା ଦିନ ହିଁ ମୁଖ୍ୟମନ୍ତ୍ରୀ ଏହି ବିଧାୟକମାନଙ୍କ ସହ ଆଲୋଚନା କରିଥିବା କୁହାଯାଉଛି ।
ଆଗାମୀ ୨ ଦିନ ମଧ୍ୟରେ ସାରା ଓଡ଼ିଶାକୁ ଅଗ୍ରସର ହେବ ମୌସୁମୀ। ତେବେ ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି ।
ନିକଟରେ ସୁଚେତନା ଏକ ଏଲ୍ଜିବିଟିକ୍ୟୁ (Lesbian, gay, bisexual, and transgender) କର୍ମଶାଳାରେ ଯୋଗ ଦେଇଥିବା ବେଳେ ସେ ନିଜକୁ ଜଣେ ପୁରୁଷ ମନେ କରନ୍ତି ବୋଲି କହିଥିଲେ। ସେ ପୁରୁଷ ହେବା ପାଇଁ ଚାହୁଁଥିବା ସେଠାରେ କହିଥିଲେ।
ବଳକା ନୁହେଁ ବିଦ୍ୟୁତ୍ ଉତ୍ପାଦନ କ୍ଷେତ୍ରରେ ଓଡ଼ିଶା ନିଅଣ୍ଟିଆ । ଟ୍ରିପ୍ ନୁହଁ, ପିକ୍ ଆୱାରରେ ସଟେଜରୁ ହେଉଛି ବିଦ୍ୟୁତ୍ କାଟ୍ ।
ବିଜେପି ସହ ବିଜେଡି ଥିବା ନେଇ ଟିଏମ୍ସିର ଅଭିଯୋଗ । ଡେରିକ ଓ'ବ୍ରାଏନ୍ଙ୍କ ଅଭିଯୋଗ ପରେ ତେଜିଲା ରାଜନୀତି ।
ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନ୍ୟୁୟର୍କରେ ଏଲନ ମସ୍କଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ।
ଏତଲା ପରଠାରୁ ବାୟବ ଅଛନ୍ତି ଗାୟକ ସୌରୀନ ଭଟ୍ଟ । ସୌରୀନଙ୍କ କୋଲକାତା ସ୍ଥିତ ଘରକୁ ଯିବ ପୋଲିସ ।
ତଣ୍ଟି ଚିପି ହତ୍ୟା କରିବା ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି ଦୁଇ ଅଭିଯୁକ୍ତ ।
ଏଠି ପ୍ରଶ୍ନ ଉଠୁଛି, ଶବ ପଡି ରହିଥିବା ବେଳେ ପ୍ରଶାସନିକ ସ୍ତରରେ ଏହାର ସତ୍କାର କରାଗଲାନି କାହିଁକି ।
ବିଦ୍ୟୁତ ବିଭାଗ ଅଫିସ ଉପରକୁ କଲେ ଅଣ୍ଡା ଓ ଟମାଟ ମାଡ଼ । ଆସନ୍ତା ୨୭ରେ ସବୁ ଜିଲ୍ଲାରେ ବିଦ୍ୟୁତ୍ ଅଫିସ୍ ଘେରିବ କଂଗ୍ରେସ ।
ଇଏ ସେହି ସାଇନ୍ବୋର୍ଡ ଯାହାକି ରାସ୍ତା ଉପରେ ଲାଗିଥାଏ ଏବଂ ଏଥିରେ କେଉଁ ସ୍ଥାନକୁ କେତେ କିଲୋମଟର ଲେଖାଯାଇଥାଏ ।
ହୀରାକୁଦ ୩୩.୪ ଡିଗ୍ରୀ, ପାରାଦୀପ ୩୩ ଡିଗ୍ରୀ, ଗୋପାଳପୁର ୩୨.୬ ଡିଗ୍ରୀ ରହିଥିବା ବେଳେ ପୁରୀ ୩୫ ଡିଗ୍ରୀ ଛୁଇଁଛି ।
ତୁମକୁ ଏ ଉନ୍ମୁକ୍ତ ବଡ଼ଦାଣ୍ଡରେ ଥରେ ଦେଖି, ତୁମର ସେ ବାହୁ ଯୁଗଳରେ ନିଜକୁ ହଜାଇ ଏ ପାପରୁ କ୍ଷଣିଏ ମୁକ୍ତି ଚାହୁଁ ପ୍ରଭୁ । ଆଉ ଅପେକ୍ଷା କରାଅନି ଆମକୁ । ଶୀଘ୍ର ଚାଲିଆସ। ଆଉ ଅଝଟ ହୁଅନି ବୋଲି କୁହୁଛି ଭକ୍ତ ।
ସୁଦର୍ଶନଙ୍କ ପରେ ବଡ଼ ଭାଇ ବଳଭଦ୍ର ବି ରଥରେ ବିଜେ କରିଛନ୍ତି । ତାଙ୍କ ପରେ ପରେ ଧାଡ଼ି ପହଣ୍ଡିରେ ଆସି ଦେବୀ ଭଭଦ୍ରା ବି ରଥରେ ବିରାଜମାନ ହୋଇଛନ୍ତି ।
ରଥାରୁଢ ଶ୍ରୀଜିଉଙ୍କ ଦର୍ଶନ ପାଇଁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ପହଣ୍ଡି ପୂର୍ବରୁ କେନ୍ଦ୍ରମନ୍ତ୍ରୀ ମନ୍ତ୍ରୀ ଅମିତ ଶାହ ଜମଲପୁରା ସ୍ଥିତ ଜଗନ୍ନାଥ ମନ୍ଦିର ପହଞ୍ଚି ମହାପ୍ରଭୁଙ୍କ ଆରତି କରିଥିଲେ।