ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ କାଳବୈଶାଖୀର ତାଣ୍ଡବ । ପ୍ରବଳ ବର୍ଷା ଓ ପବନ ଯୋଗୁ ଉପୁଡ଼ିଲା ଗଛ, ଭାଙ୍ଗିଲା ଘର । ଝଡ଼ ବର୍ଷା ଯୋଗୁ ଅନେକ ଜମିରେ ଫସଲ ନଷ୍ଟ ।
ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ପ୍ରଶାସନକୁ ଖବର ଦେଇଥିଲେ । କିଛି ବର୍ଷ ପୂର୍ବେ ଜଣେ ଚାଷୀ ପାଣି ଲାଗି ବୋଲୱେଲ ଖୋଳିଥିଲେ।
ଯେତେବେଳେ ପୋଲିସ ଶବ ହସ୍ତାନ୍ତର ପୂର୍ବରୁ ଯାଞ୍ଚ ପ୍ରକ୍ରିୟା ଆରମ୍ଭ କରିଥିଲା, ସେତେବେଳେ ମହିଳା ଜଣକ ସେଠାରୁ ଚମ୍ପଟ ମାରିଥିଲେ ।
ବାହାନଗା ରେଳ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଛନ୍ତି ମାନିକଲାଲ୍ । ସେଦିନର କଥା କ୍ୟାମେରା ଆଗରେ କହିଲେ । ଆଖି ଆଗରେ ଲୋକ ମୃତ୍ୟୁବରଣ କରୁଥିବା ଦେଖିଥିବା କହିଲେ ।
ଦୁଇ ଦିନ ଖୋଜି ଖୋଜି ପୁଅକୁ ପାଇଲେ ବାପା ଓ ମାଆ। ହସ୍ପିଟାଲରୁ ହସ୍ପିଟାଲ ଖୋଜି ବୁଲୁଥିଲେ ନେପାଳର ଦମ୍ପତି ।
ସୋସିଆଲ ମିଡିଆରେ ମମତାଙ୍କ ଗସ୍ତ ଓ ତାଙ୍କ କାର୍ଯ୍ୟକଳାପକୁ ନେଇ ଖୁବ୍ ସମାଲୋଚନା କରାଯାଉଛି । ଆଉ ଏହାରି ପଛରେ ସବୁଠାରୁ ବଡ଼ କାରଣ ହେଲା, ୨୦୦୦ ଟଙ୍କିଆ ନୋଟ ।
ଶେଷ ବିକଳ୍ପ ଭାବେ ଆରମ୍ଭ ହେଲା ଡିଏନ୍ଏ ମ୍ୟାଚିଂ । ଏମ୍ବେଲମିଂ ପ୍ରଣାଳୀରେ ଶବକୁ ଅଧିକ ଦିନ ସଂରକ୍ଷିତ ରଖିବାକୁ ଗୁରୁତ୍ୱ ।
ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ବଗିରୁ ଏଭଳି ୪୦ ମୃତଦେହ ମିଳିଥିବା ଚର୍ଚ୍ଚା । ଏଲ.ଟି ଲାଇନ୍ ଛିଡ଼ି ବିଦ୍ୟୁତ୍ ଆଘାତରୁ ବଗିରେ ଅନେକଙ୍କ ମୃତ୍ୟୁ ସନ୍ଦେହ ।
ଆପଣା ଲୋକଙ୍କ ଶବ ଖୋଜିବାରେ ନାକେଦମ୍ ଆତ୍ମୀୟ । ବିଭିନ୍ନ ହସ୍ପିଟାଲରେ ନିଜ ଲୋକଙ୍କୁ ଖୋଜି ନୟାନ୍ତ ପ୍ରିୟ ପରିଜନ । ଜାଣି ପାରୁନାହାନ୍ତି ନିଖୋଜ ଥିବା ମଣିଷଟି ବଞ୍ଚିଛି କି ନାହିଁ ।
ଗୁଗୁଲ କ୍ଲାଉଡ୍ ସିକ୍ୟୁରିଟି ଏଆଇ ୱର୍କ ବେଞ୍ଚ ଆରମ୍ଭ କରିବା ନେଇ ଗୁଗୁଲ ନିଜେ ଘୋଷଣା କରିଛି । ଏହା ସ୍ୱୟଂ ଏକ ଲାର୍ଜ ଲାଙ୍ଗୁଏଜ୍ ମଡେଲ ଯୁକ୍ତ ଫ୍ଲାଟ୍ଫର୍ମ ।
୨୭୫ ଭିତରୁ ୧୭୦ ଶବ ନେଇ ସାରିଲେଣି ସଂପର୍କୀୟ । ବାକି ମୃତଦେହ ସଂରକ୍ଷଣ ପାଇଁ ପାରାଦୀପରୁ ଆସିଲା ସ୍ପେଶାଲ କଣ୍ଟେନର ।
ତଦନ୍ତ ଆରମ୍ଭ କଲା କେନ୍ଦ୍ରୀୟ ଦୃତଦନ୍ତକାରୀ ସଂସ୍ଥା । ରେଳ ଉପକରଣରେ ଟାମ୍ପରିଂ ଆଶଙ୍କା ଦିଗକୁ ଅଧିକ ଫୋକସ୍ ।
ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ୨ ଲୋକୋ ପାଇଲଟ ଏବେ ଚିକିତ୍ସାଧୀନ ।
NIRF ରାଙ୍କିଙ୍ଗରେ ଇଞ୍ଜିନିୟରିଂ, ମେଡିକାଲ, ମ୍ୟାନେଜମେଣ୍ଟ, ଆଇନ, ଫାର୍ମାସି, କୃଷି ବିଜ୍ଞାନ ଭଳି ଶିକ୍ଷାନୁଷ୍ଠାନ ସମେତ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକର ମାନ ନିର୍ଦ୍ଧାରଣ କରାଯାଇଛି ।
ରଣବୀର ସିଂହ ଏଥିରେ ଅଭିନୟ କରିପାରନ୍ତି ବୋଲି ସେ ଆଶଙ୍କା କରିଛନ୍ତି । କିନ୍ତୁ ଅଫିସିଆଲି କିଛି କୁହାଯାଇ ନାହିଁ ।
ଏନେଇ ଏହାର ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସ ସୂଚନା ଦେଇଛନ୍ତି ।
ଭାରତୀୟ ରେସଲିଂ ଫେଡେରେସନ ସଭାପତି ବ୍ରିଜ ଭୁଷଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନା ନେଇ ଚାଲିଥିବା ଆନ୍ଦୋଳନ ଜାରି ରହିବ ।
ରେଲୱେ ଆକ୍ଟ ୧୫୩, ୧୫୪ ଓ ୧୭୫ରେ ମଧ୍ୟ ମାମଲା ରୁଜୁ ହୋଇଛି । କେସ୍ ରୁଜୁ ପରେ ଡିଏସ୍ପି ରଞ୍ଜିତ ନାୟକଙ୍କୁ ମାମଲାର ତଦନ୍ତ ଦାୟିତ୍ୱ ଦିଆଯାଇଥିବା ନେଇ ସୂଚନା ରହିଛି ।
ଶେଷରେ ସୁଯୋଗ ଦେଖି ପୋଲିସ କବଳରୁ ଫେରାର ମଧ୍ୟ ହୋଇଯାଇଛନ୍ତି ।
ISRO ମୁଖ୍ୟ ଏସ୍ ସୋମନାଥଙ୍କ କହିବାନୁଯାୟୀ, ମହାକାଶଚାରୀଙ୍କୁ ମିଶନ ସମୟରେ ଭାରତୀୟ ଖାଦ୍ୟ ପରଷାଯିବ । ହେଲେ ଧିରେ ଧିରେ ଏଥିପ୍ରତି ଅଧିକ ଯତ୍ନବାନ ହେବା ସହ ଏହାର ବିକଳ୍ପ ଚିନ୍ତା ମଧ୍ୟ କରାଯାଉଛି ।