• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Plus 2 Result
ଦିନ ୧୧ଟାରେ ବାହାରିବ ଯୁକ୍ତ ଦୁଇ ବିଜ୍ଞାନ-ବାଣିଜ୍ୟ ରେଜଲ୍ଟ

କାଲି ପରିଷଦ କାର୍ଯ୍ୟାଳୟରେ ପ୍ରକାଶ ପାଇବ ଫଳ । କଳା ଓ ଧନ୍ଦାମୂଳକ ଫଳ ପ୍ରକାଶନରେ ଆହୁରି ଡେରି । ​​​​​​​ପରିଷଦର ବ୍ୟବସ୍ଥାଗତ ତ୍ରୁଟିକୁ ଦାୟୀ କଲେ ଶିକ୍ଷାବିତ୍ ।

Odisha Politics, Mo Ghara
କାହିଁକି 'ମୋ ଘର' ଯୋଜନା ଆଣିଲେ ରାଜ୍ୟ ସରକାର ?

ପ୍ରଧାନମନ୍ତ୍ରୀ ଆବାସ ବନାମ ମୋ ଘର ଯୋଜନା । ମାଗଣା ନଦେଇ ଋଣରେ ଘର ଦେବା ନିଷ୍ପତ୍ତିକୁ ନେଇ ବିବାଦ । ଯୋଜନାକୁ ତ୍ରୁଟିପୂର୍ଣ୍ଣ କହି ପ୍ରତ୍ୟାହାର ପାଇଁ ବିଜେପିର ଦାବି ।

High Price Puri Hotel Room For Ratha Jatra and Snanapurnima
ପୁରୀରେ ହାଇ ରେଟ୍ ହୋଟେଲ ରୁମ୍, ୪୫ ହଜାର ଛୁଇଁଲାଣି ପ୍ୟାକେଜ୍...!

ସ୍ନାନ ଓ ରଥଯାତ୍ରା ପାଇଁ ଚଢା ଦର କଷୁଛନ୍ତି ମାଲିକ । ଗତବର୍ଷ ଅପେକ୍ଷା ଏଥର ୪୦% ଅଧିକ । ଅଫଲାଇନ୍ ବୁକିଂକୁ ଟୁର ଅପରେଟରଙ୍କ ନାପସନ୍ଦ ।

Odisha Politics, Mo Ghara Scheme
ଭୋଟ୍ ପୂର୍ବରୁ ଘର ଥୋପ ! କ୍ୟାବିନେଟରେ ପାସ୍ 'ମୋ ଘର' ସ୍କିମ୍, ୩ ଲକ୍ଷ ଯାଏଁ ସବସିଡିରେ ଲୋନ୍

ନିମ୍ନ ମଧ୍ୟବିତ୍ତଙ୍କ ଆଶା ପୂରଣ ନେଇ ଯୋଜନା । ହିତାଧିକାରୀଙ୍କୁ ୩ ଲକ୍ଷ ଯାଏଁ ସବସିଡିରେ ମିଳିବ ଋଣ । ବିରୋଧୀ କହିଲେ ନିର୍ବାଚନୀ ଷ୍ଟଣ୍ଟ ।

Odisha Politics, Naveen Patnaik Government
୫ମ ପାଳିର ୫ମ ବର୍ଷରେ ନବୀନ ସରକାର, ଦଳରେ ବିଦ୍ରୋହ ଓ ବିଜେପିର ଶକ୍ତି ବୃଦ୍ଧି ହେବ ଚ୍ୟାଲେଞ୍ଜ

ମନମୋହନଙ୍କ ମନ୍ତବ୍ୟକୁ ନେଇ ବିଜେଡିରେ ଛନକା । ସବୁ ବିଜେଡି ବିଧାୟକ ବିଜେପି ଲିଙ୍କରେ କହିଲେ ମନମୋହନ ।

Governor Of Odisha
କିଏ ହେବେ ଓଡ଼ିଶାର ନୂଆ ରାଜ୍ୟପାଳ ?

ପ୍ରଫେସର ଗଣେଶୀ ଲାଲ୍‌ଙ୍କ କାର୍ଯ୍ୟକାଳ ସରିଲା । ଏବେ ରାଷ୍ଟ୍ରପତି ଭବନ ଉପରେ ରାଜ୍ୟବାସୀଙ୍କ ନଜର ।

Mortal remains of American army officer who died in India 58 years ago returned home
୧୯୬୫ରେ ଆମେରିକାରୁ ଭାରତ ବୁଲି ଆସିଥିଲେ, ଚାଲିଗଲା ଜୀବନ ! ୫୮ ବର୍ଷ ପରେ ଫେରିଲା ମୃତଦେହ...

ତାଙ୍କର ମୃତଦେହ ଏବେ ଆମେରିକାର ଆର୍ଲିଙ୍ଗଟନ୍‌ ନାସନାଲ ସିମେଟ୍ରୀରେ ରଖାଯାଇଛି ।

Chain Snatching
ପୋଲିସ ଭୟରେ ଗିଳିଦେଲା ସୁନା ଚେନ୍‌, ପେଟକୁ ଗଲାନି ଛାତିରେ ଅଟକିଲା...

ଚୋରମାନଙ୍କ ଆଖି ଚେନ୍‌ ଉପରେ ରହିଥିବା ବେଳେ ବିବାହିତା ମହିଳାଙ୍କ ବେକରେ ପଡ଼ିଥିବା ମଙ୍ଗଳସୂତ୍ର ଉପରେ ମଧ୍ୟ ରହିଛି ।

New Parliament House
ବଡ଼ ଗୌରବର କଥା ! ନୂଆ ସଂସଦ ଭବନରେ ସ୍ଥାନ ପାଇଛି ଓଡ଼ିଶାର ପଟ୍ଟଚିତ୍ର...

ନୂଆ ସଂସଦ ଭବନର ନିଖୁଣ କାରିଗରି ଓ ସାଜସଜ୍ଜାକୁ ନେଇ ଏକ ଭିଡିଓ ପୋଷ୍ଟ କରିଛନ୍ତି କବିର ବେଦି, ଯାହାକି ଅତି ଆକର୍ଷଣୀୟ ଓ ମନୋରମ ହୋଇଛି । ଏହି ଭିଡିଓକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରିଟ୍ୱିଟ୍ କରିଛନ୍ତି ।

Stabbed 21 times then battered with boulder: Delhi girl killed as people walk by | Caught on camera
ଲଭ୍‌ ଜିହାଦ୍‌ ! ପ୍ରେମିକାକୁ ବିଚ୍‌ ରାସ୍ତାରେ ୨୧ ଥର ଛୁରା ମାଡ଼ ପରେ ପଥରରେ ଛେଚି ହତ୍ୟା

ସବୁଠାରୁ ବଡ଼ କଥା ହେଲା ଏହି ଘଟଣା ଘଟିବା ସମୟରେ ରାସ୍ତାରେ ଲୋକ ଯିବା ଆସିବା କରୁଥିଲେ । ସାଧାରଣ ଭାବେ ଲୋକେ ଯେମିତି ସବୁବେଳେ ଯାଆନ୍ତି ସେମିତି ଯାଆ ଆସ କରୁଥିଲେ ।

Friendship
ଏମିତି ସାଙ୍ଗ ! ସାଙ୍ଗର ଜୁଇକୁ ଡେଇଁ ହାରିଦେଲା ନିଜ ଜୀବନ

ଯେଉଁ ଜୁଇରେ ସାଙ୍ଗକୁ ପୋଡ଼ା ହେଉଥିଲା, ସେହି ଜୁଇକୁ ଡେଇଁ ସାଙ୍ଗ ପ୍ରାଣ ହରାଇଲା । ଏହି ଘଟଣା ଆପଣଙ୍କୁ ସହଜରେ ହଜମ ହେଉନଥିଲେ ବି ସତ । 

Ayasha vs Ayasha: ‘Achievers’ turn out to be frauds, UPSC plans action
UPSC Result Fraud: ଧରାପଡ଼ିଲେ ଦୁଇ ମିଛୁଆ ପରୀକ୍ଷାର୍ଥୀ, IAS ପାଇଛନ୍ତି ବୋଲି ମିଛରେ କହୁଥିଲେ

ଏହି ଘଟଣା ଯେତେବେଳେ UPSC ଜାଣିବାକୁ ପାଇଲା, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ଆରମ୍ଭ ହେଲା ।

Niti Aayog
ନିତି ଆୟୋଗ ବୈଠକରେ ଯୋଗଦେଲେନି ଓଡ଼ିଶା ସମେତ ଆଉ ୭ ରାଜ୍ୟ

ଓଡ଼ିଶା ବ୍ୟତୀତ ଏହି ବୈଠକରେ ପଶ୍ଚିମବଂଗ, ବିହାର, ରାଜସ୍ଥାନ, ଦିଲ୍ଲୀ, କେରଳ, ତେଲେଙ୍ଗାନା ଓ ପଂଜାବର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଯୋଗଦେଇ ନାହାନ୍ତି ।

Big Breaking: Higher Education Department stopped the salary of 223 college principals
Big Breaking: ୨୩୩ କଲେଜ ପ୍ରିନ୍ସପାଲଙ୍କ ଦରମା ବନ୍ଦ କଲା ଉଚ୍ଚ ଶିକ୍ଷା ବିଭାଗ

ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦ୍ଦେଶକଙ୍କ ଚିଠିର ଉତ୍ତର ଦେଉ ନଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବା କୁହାଯାଇଛି ।

Chhattisgarh constable pulls woman's hair, thrashes her during anti-encroachment drive | Video
ନିର୍ଦୟ ପୋଲିସ ! ମହିଳାଙ୍କୁ ପିଟିଲେ, ଗୋଇଠା ମାରିଲେ, ଚୁଟି ଧରି ଘୋଷାଡ଼ିଲେ... ଦେଖନ୍ତୁ ଭିଡିଓ

ବୁଦ୍ଧିଜୀବୀ ମାନେ ପୋଲିସର ଏଭଳି ଆଚରଣକୁ କଡ଼ା ସମାଲୋଚନା କରିଛନ୍ତି ।

Ginger Garlic Price Hike
ଅଚାନକ ବଢିଲା ଅଦା ରସୁଣର ଦର, ହେଲେ କାହିଁକି ?

ଉତ୍ପାଦନ କମ ଥିବାରୁ ଦର ଅଚାନକ ବଢିଥିବା କହିଛନ୍ତି ରାଜ୍ୟ ବ୍ୟବସାୟୀ ସଂଘ ସମ୍ପାଦକ ସୁଧାକର ପଣ୍ଡା ।

Karnataka: 24 ministers to be inducted into Siddaramaiah Cabinet today
ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବେ ସଦ୍ଦରମୈୟା, ସାମିଲ ହୋଇପାରନ୍ତି ୨୦ରୁ ୨୪ ମନ୍ତ୍ରୀ

ସାମିଲ ହୋଇପାରନ୍ତି ୨୦ରୁ ୨୪ ମନ୍ତ୍ରୀ । ସିଦ୍ଦରମୈୟାଙ୍କ କ୍ୟାବିନେଟରେ ମିଳିପାରେ ସ୍ଥାନ ।

Emergency Door Opened In Flight, One Arrested
Viral Video: ଅଚାନକ ଖୋଲିଦେଲେ ଏମର୍ଜେନ୍ସି ଡୋର, ଅଣନିଶ୍ୱାସୀ ହେଲେ ଯାତ୍ରୀ

ବିମାନଟି ଦକ୍ଷିଣ କୋରିଆର ଡାଏଗୁ ଏୟାରପୋର୍ଟରେ ସୁରକ୍ଷିତ ଅବତରଣ କରିଥିଲା ।

Rainfall Alert
ତାତିରୁ ମିଳିବ ଆଶ୍ୱସ୍ତି ! ଆଗାମୀ ୩ ଦିନ କମ୍ ରହିବ ତାପମାତ୍ରା

୨୮, ୨୯ ଏବଂ ୩୦ ତାରିଖରେ ମଧ୍ୟ କିଛି କିଛି ଜିଲ୍ଲାରେ ଘଡଘଡି ସାଙ୍ଗକୁ ବର୍ଷା ସମ୍ଭାବନା ରହିଛି ।

Metro Train Work In Odisha From June
ଜୁନ୍‌ରେ ଶିଳାନ୍ୟାସ, ଖୁବ୍‌ଶୀଘ୍ର ଆରମ୍ଭ ହେବ ମେଟ୍ରୋ କାମ...

ପରବର୍ତ୍ତୀ ସମୟରେ ଜଟଣୀ ଓ ପୁରୀକୁ ମେଟ୍ରୋ ଟ୍ରେନ ଯିବା ପାଇଁ ଯୋଜନା କରାଯାଉଥିବା ନଗର ଉନ୍ନୟନ ସଚିବ ସୂଚନା ଦେଇଛନ୍ତି ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।