ଛାତ୍ରଛାତ୍ରୀ ଓ ଅଭିଭାବକମାନେ cbse.nic.in କିମ୍ବା cbseresults.nic.in ୱେବ୍ସାଇଟ୍ରୁ ରେଜଲ୍ଟ ଦେଖିପାରିବେ ।
୨୦ ଟଙ୍କା ପୈଠର ମିନିଟିକରେ ୮ ଲକ୍ଷରୁ ଅଧିକ ଲୋଭ । ମିଛ ବିଜ୍ଞାପନ ଦେଖାଇ ଚୁନ ଲଗାଉଛନ୍ତି ଲୁଟେରା । ବଲିଉଡ୍ ଷ୍ଟାରଙ୍କ ଫଟୋ ବିଜ୍ଞାପନ ଦେଖାଇ ମହାଠକେଇ ।
ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ଗ୍ରୀଷ୍ମପ୍ରବାହ ସ୍ଥିତି । ୩ ସହରରେ ପାରଦ ୪୩ ଡିଗ୍ରୀ ଉପରେ । ଗ୍ରୀଷ୍ମ ପ୍ରବାହ ସ୍ଥିତି ସମୀକ୍ଷା କଲେ ଏସଆରସି ।
ଝାରସୁଗୁଡ଼ା ଫଳାଫଳ ପୂର୍ବରୁ ହାର୍-ଜିତର ଅଙ୍କକଷା । ବିଜେଡି ଓ ବିଜେପିର ଭିନ୍ନ ନେତାଙ୍କ ଭିନ୍ନ ଆକଳନକୁ ଚର୍ଚ୍ଚା । କଂଗ୍ରେସ କହିଲା ‘ଆମେ ଜିତିବୁ’ ।
ପ୍ରାଧିକରଣର ସବୁ ଆଦେଶକୁ ଫୁ କରି ଉଡ଼ାଉଛନ୍ତି ବିଲଡର୍ । ଜରିମାନା ଅସୁଲିକୁ ଢିଲାରେ ନେଉଛି ପ୍ରଶାସନ । ପିଆଇଏଲ୍ ପରେ ଜବାବ ମାଗିଲେ ହାଇକୋର୍ଟ । ରେରାଠୁ ମୁହଁ ଫେରାଉଛନ୍ତି ଗୃହ କ୍ରେତା ।
ବୁଦ୍ଧଙ୍କ ଜୀବନୀ ଉପରେ ସମସ୍ତ ତଥ୍ୟ ସହ କାହାଣୀ ମଧ୍ୟ ଏହି ପ୍ରଦର୍ଶନୀରେ ପ୍ରଦର୍ଶିତ କରାଯାଇଛି ।
ଏହି ଅଭିଯୋଗକୁ ପାକିସ୍ତାନ ସେନା ପକ୍ଷରୁ ସମ୍ପୂର୍ଣ୍ଣ ଖଣ୍ଡନ କରାଯାଇ ନାହିଁ, କିନ୍ତୁ କୁହାଯାଇଛି ଯେ, ଯେଉଁମାନେ ବିଦ୍ରୋହ କରିଛନ୍ତି ସେମାନେ ଅବସର ପ୍ରାପ୍ତ ସେନାଧିକାରୀ ।
‘ତୁତୀୟ ସାମ୍ମୁଖ୍ୟରେ ନାହିଁ ବିଜେଡି । ଆଗାମୀ ନିର୍ବାଚନରେ ଏକା ଲଢ଼ିବ ଦଳ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କୌଣସି ରାଜନୈତିକ ଆଲୋଚନା ହୋଇ ନାହିଁ ବୋଲି ନବୀନ କହିଛନ୍ତି।
ଏମିତିକି ମାମଲାର ଶୀଘ୍ର ସମାଧାନ କିଭଳି ହେବ ସେଥିପ୍ରତି ମଧ୍ୟ କୋର୍ଟ ଗୁରୁତ୍ୱ ଦେବା ଉଚିତ ବୋଲି ଦିଲ୍ଲୀ ହାଇକୋର୍ଟ କହିଥିଲେ ।
ପିଡିଏସ ଚାଉଳ ପାଇଁ ଏହି ଗାଁର ଲୋକମାନେ ଅଣଓସାରିଆ ଓ ବିପଦପୂର୍ଣ୍ଣ ୧୦ କିଲୋମିଟର ଯାତ୍ରା କରି ଯିବା ପରେ ମୁଣ୍ଡରେ ମୁଣ୍ଡେଇ ଚାଉଳ ଆଣନ୍ତି ।
ସୁବିଧାବାଦୀ ରାଜନୀତି କହି ବର୍ଷିଲା ବିଜେପି । କଂଗ୍ରେସର ଅଭିଯୋଗ, ବିଜେଡି-ବିଜେପି ଏକ୍ । ସମଦୂରତା କଥା ଦୋହରାଇଲା ବିଜେଡି ।
ଏବେ ମରି ମରି ବଞ୍ଚୁଛନ୍ତି ଆଳି ବ୍ଲକ ଏକମାଣିଆର ସୁଦର୍ଶନ ସ୍ୱାଇଁଙ୍କ ବିଧବା ପତ୍ନୀ ଓ ପୁଅ ।
କଳାହାଣ୍ଡି ପୋଲିସକୁ ଖବର ଦେଇ ନଜର ରଖିଥିଲେ ମାଓବାଦୀଙ୍କ ଉପରେ । ତେବେ ସ୍ପେଶାଲ ଅପରେସନ ଗ୍ରୁପ୍ ବା SOର କମାଣ୍ଡୋ ପହଁଚିବା ପୂର୍ବରୁ ସଉଦା କିଣି ଗାଁରୁ ବାହାରିଯାଉଥିଲେ ମାଓବାଦୀ ।
ଅପରାହ୍ନ ୫ଟା ସୁଦ୍ଧା ୬୮.୧୨% ମତଦାନ । ସବୁ ବୁଥରେ ୱେବକାଷ୍ଟିଂ, ନଜର ରଖିଲା ଡ୍ରୋନ୍ ।
କର୍ଣ୍ଣାଟକରେ ଏଥର ବିଜେପି କଂଗ୍ରେସ ଓ ଜେଡିଏସ ମଧ୍ୟରେ ତ୍ରିମୁଖୀ ଲଢେଇ ହେଉଛି । ଆସନ୍ତା ୧୩ ତାରିଖରେ ଭୋଟ୍ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ ।
ଉଚ୍ଚଶିକ୍ଷିତ ହେବା ସହ ମୋଟା ଅଙ୍କର ରୋଜଗାର କରିଥାନ୍ତି ଏହି ଡିଜିଏମ୍ । ହେଲେ ମାତ୍ର ୫୦ଟଙ୍କା ଲୋଭରେ ହରାଇଛନ୍ତି ୩୯ ଲକ୍ଷ ଟଙ୍କା ।
ଦୁର୍ଭାଗ୍ୟବଶତଃ ଯେଉଁ ରୋଗୀକୁ ଡାକ୍ତର ନୂଆ ଜୀବନ ଦେଉଥିଲେ, ସେହି ରୋଗୀ ହିଁ ନେଇଗଲା ତାଙ୍କର ଜୀବନ ।
ଦିଲ୍ଲୀରେ ତାଙ୍କର 1BHK ଫ୍ଲାଟ୍ରେ ମାଆଙ୍କୁ ଆଣି ରଖିଲେ । ମାଆଙ୍କୁ ପାଖରେ ରଖି ତାଙ୍କର ଦେଖାଶୁଣା କରିବେ ବୋଲି ସେ ଆଣିଥିଲେ ।
୬୦୦ ବର୍ଷ ଇତିହାସରେ ପ୍ରଥମ ଥର ପାଇଁ, ପୋପ୍ ବେନେଡିକ୍ଟ ଫେବୃଆରୀ ୨୦୧୩ରେ ଇସ୍ତଫା ଦେଇଥିଲେ । ପୂର୍ବରୁ କୌଣସି ପୋପ୍ ଏଭଳି ଇସ୍ତଫା ଦେଇନଥିଲେ ।
ଶେଷରେ ଗିରଫ ହେଲେ ପାକିସ୍ତାନର ପୂର୍ବ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ । ବେଲ୍ ରିନ୍ୟୁ ପାଇଁ ଆସିଥିବା ବେଳେ ଉଠାଇନେଲେ ପାକ୍ ରେଞ୍ଜର୍ସ ।