• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

40 Wives 1 Husband
ଏକାଥରେ ୪୦ ମହିଳା କହିଲେ ରୁପ୍ ଚାନ୍ଦ ଆମ ସ୍ୱାମୀ...

ଜଣେ ବ୍ୟକ୍ତି ୪୦ ଜଣ ମହିଳାଙ୍କୁ ବିବାହ କରିଛନ୍ତି ! ଏହା ପୁଣି ସମସ୍ତେ ଜାଣିଛନ୍ତି ! ଲୁଚା ଛପା ନୁହେଁ ବରଂ ସମସ୍ତଙ୍କର ଜାଣତରେ ବ୍ୟକ୍ତି ଜଣକ ୪୦ ଜଣ ମହିଳାଙ୍କ ସ୍ୱାମୀ ହୋଇଛନ୍ତି !

Mao Attack On Soldiers
ନକ୍ସଲ ଖେଳିଲେ ରକ୍ତର ହୋଲି ! ୧୦ DRG ଯବାନ, ଜଣେ ଡ୍ରାଇଭର ସହିଦ

ପ୍ରଧାନମନ୍ତ୍ରୀ ମୋଦି ନକ୍ସଲ ହମଲାକୁ ଦୃଢ ଭାବେ ନିନ୍ଦା କରିବା ସହ ସହିଦ ଯବାନଙ୍କ ବଳିଦାନ ସବୁବେଳେ ମନେ ରହିବ ବୋଲି କହିଛନ୍ତି ।

Commission Report Missing
ହେ ଭଗବାନ ! ୧୯୩୬ରୁ ୧୯୯୯ ମଧ୍ୟରେ ହୋଇଥିବା ତଦନ୍ତ କମିଶନ ରିପୋର୍ଟ ଉଭାନ...

ସରକାରଙ୍କ ଅପରାଗତାକୁ ଦାୟୀ କରି ବର୍ଷିଲେ ବିରୋଧୀ । ବିଜେଡି କହିଲା ସେବେ ନଥିଲା ଆମ ସରକାର ।

Odisha Politics, Jharsuguda Bypoll
Jharsuguda Bypoll: ଅଲଗା ଦଳର ନେତାଙ୍କୁ BJD ଟାଣୁଥିବା କହି ବର୍ଷିଲେ ବିରୋଧୀ...

ନିରାଶ ହେବା ପରେ ଅସନ୍ତୁଷ୍ଟ ମହେନ୍ଦ୍ରଙ୍କୁ ଆଦିବାସୀଙ୍କ ଭୋଟ୍ ଗୋଟାଇବା ଆଶାରେ କୋଳେଇ ନେଇଛି ବିଜେଡି ।

Viral Video
Viral Video: ଟଙ୍କା ଦେଇ କିଣିଲେ ଚଢ଼େଇ, ଦେଲେ ମୁକ୍ତିର ଆନନ୍ଦ

ପିଞ୍ଜରାରୁ ମୁକ୍ତି ପାଇବା ପରେ ପକ୍ଷୀଙ୍କୁ ଯେତିକି ଆନନ୍ଦ ମିଳୁଛି ତାଠାରୁ ଅଧିକ ଆନନ୍ଦିତ ହେଉଛନ୍ତି ମୁକ୍ତ କରୁଥିବା ବ୍ୟକ୍ତି ।

ଚାପ ଖେଳିବାକୁ ବିରାଟ ପଟୁଆରରେ ପାଲିଙ୍କିରେ ବିରାଜମାନ କରି ଶ୍ରୀମନ୍ଦିରରୁ ବାହାରିଲେ ମଦନମୋହନ।
ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳୁଛନ୍ତି ମଦନମୋହନ, ଦେଖନ୍ତୁ ଫଟୋ...

ଚାପ ଖେଳିବାକୁ ବିରାଟ ପଟୁଆରରେ ପାଲିଙ୍କିରେ ବିରାଜମାନ କରି ଘଣ୍ଟ କାହାଳିର ଶବ୍ଦରେ ଝୁମି ଝୁମି ଶ୍ରୀମନ୍ଦିରରୁ ବାହାରିଛନ୍ତି ମଦନମୋହନ।

Alert ! Toxic Cough Syrup Available In Market
WHO ଦେଲା ସତର୍କବାଣୀ ! ଏହି ସିରପ୍‌ ପ୍ରତି ରୁହନ୍ତୁ ସାବଧାନ, ଦୋକାନୀ ବିକୁଥିଲେ କିଣନ୍ତୁ ନାହିଁ...

ଏହା ମଣିଷ ଶରୀର ପାଇଁ କ୍ଷତିକାରକ ନୁହେଁ, କମ୍ପାନୀ ଏଭଳି ଯୁକ୍ତି ବାଢ଼ିପାରୁ ନାହିଁ ବୋଲି WHO କହିଛି ।

Revenge ! Threat Call To UP CM Yogi Adityanath
ଅଜବ ପ୍ରତିଶୋଧ ! ପ୍ରେମରେ ବାଧା ଦେଲେ ପ୍ରେମିକାର ବାପା, ପାନେ ଦେବାକୁ ପ୍ରେମିକ କଲା ଏମିତି କାଣ୍ଡ...

ଗର୍ଲଫ୍ରେଣ୍ଡର ବାପାଠାରୁ ବଦ୍‌ଲା ନେବା ଉଦେଶ୍ୟରେ ସେ ଏଭଳି କାଣ୍ଡ ଭିଆଇଥିବା ପୋଲିସ ଆଗରେ ସ୍ୱୀକାର କରିଛି । 

Whatsapp New Feature
Whatsapp New Feature: ଏଣିକି ଗୋଟିଏ ନୁହେଁ, ୪ ମୋବାଇଲରେ ସମାନ ହ୍ୱାଟ୍‌ସଆପ୍‌

ଫେସ୍‌ବୁକ୍‌ ଫାଉଣ୍ଡର ମାର୍କ ଜୁକର ବର୍ଗ ନିଜେ ସୋସିଆଲ ମିଡିଆରେ ଲେଖି ସୂଚନା ଦେଇଛନ୍ତି ।

Jagannath Temple
ବ୍ରିଟେନରେ ଶୋଭା ପାଇବ କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ଶ୍ରୀଜଗନ୍ନାଥଙ୍କ ଭବ୍ୟ ମନ୍ଦିର

ଅକ୍ଷୟ ତୃତୀୟା ଅବସରରେ ଲଣ୍ଡନରେ ଆୟୋଜିତ ଶ୍ରୀଜଗନ୍ନାଥ ସମ୍ମିଳନୀ ଅବସରରେ ପୁରୀ ଗଜପତି ମହାରାଜାଙ୍କ ଉପସ୍ଥିତିରେ ମନ୍ଦିର ନିର୍ମାଣ ନେଇ ଘୋଷଣା ହୋଇଛି ।

Gangster Atiq Friend Guddu Muslim Was In Odisha For 12 Days
ଓଡ଼ିଶାରେ ୧୨ ଦିନ ଲୁଚିଥିଲା ଗ୍ୟାଙ୍ଗଷ୍ଟର ଗୁଡ୍ଡୁ ମୁସଲିମ୍ ! 

STFକୁ ଚକମା ଦେବା ଲାଗି ମିରଟ, ଆଜମେର, ଝାନସୀ, ନାସିକ ପରେ ପୁଣେ ଦେଇ ବରଗଡ଼ ଚାଲି ଆସିଥିଲା ଗୁଡ୍ଡୁ ।

mask
ସରକାରଙ୍କୁ ପୁଣି ଘାରିଲା କୋଭିଡ୍ ସଂକ୍ରମଣ ଚିନ୍ତା

ସମସ୍ତଙ୍କୁ ଆଉ କିଛି ଦିନ ଜଗିରଖି ଚଳିବାକୁ ପଡ଼ିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ।

Sambalpur Violence
ବିଜେଡିକୁ ହିନ୍ଦୁ ବିରୋଧୀ କହି ବର୍ଷିଲା ବିଜେପି

ସମ୍ବଲପୁର ଘଟଣାକୁ ନେଇ ସେ ରାଷ୍ଟ୍ରପତିଙ୍କୁ ରିପୋର୍ଟ ଦେବେ ବୋଲି କହିଛନ୍ତି ।

Highcourt Order On Ratna Bhandar Key Missing Issue
ସରକାରଙ୍କୁ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କୋର୍ଟଙ୍କ ଏ ନିର୍ଦ୍ଦେଶ ପରେ ତୁରନ୍ତ ରତ୍ନଭଣ୍ଡାର ଖୋଲାଯିବାକୁ ଦାବି ଉଠିଛି ।

ADR report
ଚାନ୍ଦା ନେଇ ତଥ୍ୟ ଦେଲାନି ବିଜେଡି

ବିରୋଧୀ କଳାଧନ ପ୍ରସଙ୍ଗ ଉଠାଇ ବିଜେଡିକୁ ଘେରିଥିବା ବେଳେ ଉତ୍ତରରେ ଶାସକ ଦଳ କହିଛି କୌଣସି ତଥ୍ୟ ଲୁଚାଯାଇନି।

Prakash Singh Badal
ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କ ପରଲୋକ

ଶିରୋମଣି ଅକାଳି ଦଳର ପରିଚିତ ଚେହେରା ଥିଲେ ।

Highcourt Order On Ratna Bhandar Key Missing Issue
କାହିଁକି ସାର୍ବଜନୀନ ହେଉନି କମିଶନଙ୍କ ରିପୋର୍ଟ ? ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ, ଜୁଲାଇ ୧୦ ସୁଦ୍ଧା ଜବାବ ଦେବାକୁ ନିର୍ଦ୍ଦେଶ । ଜୋର ଧରିଲା ରତ୍ନଭଣ୍ଡାର ଖୋଲାଯିବା ଦାବି ।

Sambalpur Violence
ସମ୍ବଲପୁର ହିଂସା ପଛରେ କିଏ ? ବିଜେଡିକୁ ହିନ୍ଦୁ ବିରୋଧୀ କହି ବର୍ଷିଲା ବିଜେପି

ଧର୍ମକୁ ନେଇ ରାଜନୀତି ଠିକ୍ ନୁହେଁ କହିଲା ବିଜେଡି । ମୃତ ଚନ୍ଦ୍ରକାନ୍ତ ମିର୍ଦ୍ଦାଙ୍କ ଗାଁରେ ଜାତୀୟ ST କମିଶନ୍ ।

Gangster Atiq Friend Guddu Muslim Was In Odisha For 12 Days
ଗୁଡ୍ଡୁ ମୁସ୍‌ଲିମ୍‌ ସହଯୋଗୀ ରାଜା ଖାନ୍‌, ଆଉ ତା’ସହ ରହିଛି ବିଜେଡି ମନ୍ତ୍ରୀଙ୍କ ଲିଙ୍କ୍ !

ଓଡ଼ିଶାରେ ୧୨ ଦିନ ଲୁଚିଥିଲା ଗ୍ୟାଙ୍ଗଷ୍ଟର ଗୁଡ୍ଡୁ ମୁସଲିମ୍, ଜାତୀୟ ଗଣମାଧ୍ୟମ ରିପୋର୍ଟକୁ ନେଇ ପୁଣି ହଇଚଇ ।

Covid 19
Corona Virus: ପୁଣି ଫେରୁଛି କରୋନା, ମାସ୍କ ବାଧ୍ୟତାମୂଳକ କଲେ ସରକାର

କ୍ଲିନିକ୍ ଓ ଲାବୋରେଟାରୀରେ କାର୍ଯ୍ୟରତ ଷ୍ଟାଫ୍ ମଧ୍ୟ ପିନ୍ଧିବେ ମାସ୍କ । ଥଣ୍ଡାକାଶରେ ପୀଡ଼ିତ ବ୍ୟକ୍ତି ମାସ୍କ ପିନ୍ଧିବା ବାଧ୍ୟତାମୂଳକ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।