ହନୁମାନ ଜୟନ୍ତୀବେଳେ ହିଂସା ମାମଲାରେ ଧର୍ମେନ୍ଦ୍ର କହିଛନ୍ତି, ଗତବର୍ଷ ତୁଳନାରେ ପୋଲିସ୍ ଫୋର୍ସ ସଂଖ୍ୟା କମ ଥିଲା। ପୋଲିସ୍ କଣ ଜାଣିଶୁଣି ଏମିତି କଲା କି ?
ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ସୋମବାର ମୁଖ୍ୟମନ୍ତ୍ରୀ ଗେହଲଟ ବିଧାୟକମାନଙ୍କ ସହ ୱାନ ଟୁ ୱାନ ବୈଠକ କରିଥିଲେ। ଦଳର ପ୍ରଭାରୀ ସୁଖଜିନ୍ଦର ସିଂହ ରନ୍ଧୱା ଓ ରାଜସ୍ଥାନ ପ୍ରଦେଶ କଂଗ୍ରେସ କମିଟି ମୁଖ୍ୟ ଗୋବିନ୍ଦ ସିଂହ ଦୋତାସ୍ର ମଧ୍ୟ ସାମିଲ ଥିଲେ ।
ଏହା ତାପମାତ୍ରାକୁ ସନ୍ତୁଳିତ କରିଥାଏ । ଗୋବରର ଲେପ ଏସି ବଦଳରେ ବେଶ୍ ଭଲ କାମ କରିଥାଏ ବୋଲି ଡାକ୍ତର ସୁଶୀଲ କହିଛନ୍ତି ।
ମେଡିକାଲ କର୍ତ୍ତୃପକ୍ଷ ପ୍ରତିକ୍ରିୟା ଦେଇନଥିବା ବେଳେ, ସିନାପାଲି ଚିକିତ୍ସାଳୟରେ ମହାପ୍ରୟାଣ ଗାଡିର ବ୍ୟବସ୍ଥା ନାହିଁ ଓ ବ୍ୟକ୍ତିଗତ ଭାବରେ ଯୋଗାଇ ଦିଆଯାଏ ବୋଲି ଲୋକେ ଅଭିଯୋଗ କରିଛନ୍ତି ।
ନିଆରା ପରମ୍ପରା ନିଆରା ପର୍ବ ! ‘ଦେବୀ ମାଆ ଧାନ ବାଣ୍ଟିଲେ ଲାଗେ ନାହିଁ ପୋକ’
୪୫ଟି ପଦବୀକୁ ଅନୁମୋଦନ ମିଳିଥିବା ବେଳେ ପ୍ରତି କେନ୍ଦ୍ରରେ ୧୫ କର୍ମଚାରୀ ରହିବେ ।
ଉତ୍ତରରୁ ଉପକୂଳ, ଦକ୍ଷିଣରୁ ପଶ୍ଚିମ ସବୁଠି ଖରା । ପ୍ରବଳ ଖରାରେ ଜନଜୀବନ ଅସ୍ତବ୍ୟସ୍ତ ।
ରାଜ୍ୟ ସରକାର ଏବଂ ଖଣି ମାଫିଆଙ୍କ ମଧ୍ୟରେ ଅନୈତିକ ବୁଝାମଣା ସ୍ପଷ୍ଟ ହେଉଛି ବୋଲି ଅଭିଯୋଗ କରିଛନ୍ତି ଅପରାଜିତା । ଏହାଦ୍ୱାରା ପାଖାପାଖି ୫ ଶହ କୋଟି ଟଙ୍କାର ରାଜସ୍ୱ କ୍ଷତି ହେଉଥିବା ଅପରାଜିତା ଅଭିଯୋଗ କରିଛନ୍ତି ।
ମାନସିକ ପୂରଣ ହେଲେ ବିଭିନ୍ନ ବେଶ ଧାରଣ କରି ନିଜକୁ ସମର୍ପଣ କରିଥାନ୍ତି ମାଆଙ୍କ ପାଖରେ।
ବିଜୟର ଆହ୍ୱାନ ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ। ବୁଲେଟ୍ ବିରୋଧରେ ବାଲଟରେ ମତଦାନ ନିର୍ଣ୍ଣାୟକ ହେବ ବୋଲି ମନମୋହନ କହିଛନ୍ତି ।
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ବିଜେଡିକୁ ଟାର୍ଗେଟ କରିଛନ୍ତି । କହିଛନ୍ତି, ସମ୍ବଲପୁରରେ ଯାହା ଘଟିଲା, ଶାସକ ଦଳ ତାକୁ ଚପାଇ ଦେବାକୁ ବସିଛି ।
ଯୋଜନା ପୁରା ବାଟବଣା ବୋଲି ଅଭିଯୋଗ ଭିତରେ ବିଭାଗୀୟ ମନ୍ତ୍ରୀ କିନ୍ତୁ କହିଛନ୍ତି ରାଜ୍ୟରେ ମହିଳାମାନେ ମିଶନ ଶକ୍ତି ଜରିଆରେ କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି।
ଓଟିଭିରେ ଖବର ପ୍ରସାରଣ ପରେ ଗୋଟିଏ ପଟେ ବୃଦ୍ଧାଙ୍କୁ ୬ ମାସର ବକେୟା ଭତ୍ତା ଟଙ୍କା ମିଳିଛି, ଅନ୍ୟପଟେ ବିଡିଓ ତାଙ୍କ ଘରକୁ ଯାଇ ଅଭାବ ଅସୁବିଧା ବୁଝିଛନ୍ତି।
ଝାରସୁଗୁଡ଼ା ପ୍ରତି ହୋଇଥିବା ଅନ୍ୟାୟ ପାଇଁ ସାଧାରଣ ଲୋକ ଏହି ନିର୍ବାଚନ ଲଢୁଛନ୍ତି ବୋଲି କହିଛନ୍ତି ଟଙ୍କଧର ।
ଏସପିଙ୍କ ବୟାନ ପରେ ତେଜିଲା ରାଜନୀତି । ଘଟଣା ଚପାଇଦେବାକୁ ଶାସକଦଳ ଉଦ୍ୟମ କରୁଛି କହିଲେ ବୈଜୟନ୍ତ ।
ପାଣି ଅଭାବରୁ ହାତୀ ମୃତ୍ୟୁ ଘଟଣାକୁ କିନ୍ତୁ ଅସ୍ୱୀକାର କରିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ । ସେ କହିଛନ୍ତି, ହାତୀ ମରିଥିବା ଅଞ୍ଚଳରେ ୩ଟି ପୋଖରୀରେ ପାଣି ଅଛି।
ଆଶଙ୍କା କରାଯାଉଛି ଏହି ହତ୍ୟାକାଣ୍ଡରେ ଯେଉଁ ଯିଗାନା ପିସ୍ତଲ ସନି ସିଂ ବ୍ୟବହାର କରିଥିଲା, ତାହା ସୁନ୍ଦର ଭଟ୍ଟି ଗ୍ୟାଙ୍ଗ ପକ୍ଷରୁ ତାକୁ ଯୋଗାଇ ଦିଆଯାଇଥିଲା ।
ଖାଲି ପାଦରେ ପେନ୍ସନ୍ ପାଇଁ କୋଷେ ଦୂର ଚାଲି ଚାଲି ଯାଉଛନ୍ତି ବୃଦ୍ଧା । ପ୍ଲାଷ୍ଟିକ ଚୌକିଟିଏ ଭରସା ମାତ୍ର ।
ଖବର ପାଇ ପୋଲିସ ଗଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଅନ୍ୟପଟେ କୁହାଯାଉଛି ଯେ, ଭୁଲ ବସତଃ କିମ୍ବା ଅଜାଣତରେ ପିଲାମାନେ ବିଷ ପିଇ ଥାଇପାରନ୍ତି ।