• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Adivasi Ritual, Bihana Chinna Jatra
ନିଆରା ପରମ୍ପରା ନିଆରା ପର୍ବ ! ‘ଦେବୀ ମାଆ ଧାନ ବାଣ୍ଟିଲେ ଲାଗେ ନାହିଁ ପୋକ’

ନିଆରା ପରମ୍ପରା ନିଆରା ପର୍ବ ! ‘ଦେବୀ ମାଆ ଧାନ ବାଣ୍ଟିଲେ ଲାଗେ ନାହିଁ ପୋକ’

3 New Fire Station In Bhubaneswar. There Are in Pahala, Mancheswar, Tamando
ରାଜଧାନୀରେ ଆଉ ତିନି ଅଗ୍ନିଶମ ସେବା କେନ୍ଦ୍ର, ଜାଣନ୍ତୁ କେଉଠି ?

୪୫ଟି ପଦବୀକୁ ଅନୁମୋଦନ ମିଳିଥିବା ବେଳେ ପ୍ରତି କେନ୍ଦ୍ରରେ ୧୫ କର୍ମଚାରୀ ରହିବେ ।

Heat Wave In Odisha
ଓଃ.. କି ଗରମ.. ! ୮ ଜିଲ୍ଲାକୁ ସତର୍କ ରହିବାକୁ କହିଲା ପାଣିପାଗ ବିଭାଗ

ଉତ୍ତରରୁ ଉପକୂଳ, ଦକ୍ଷିଣରୁ ପଶ୍ଚିମ ସବୁଠି ଖରା । ପ୍ରବଳ ଖରାରେ ଜନଜୀବନ ଅସ୍ତବ୍ୟସ୍ତ ।

Aparajita Sarangi On Mining Scam
ପୁଣି ଆଟାକିଂ ମୋଡ୍‌ରେ ଅପରାଜିତା, ଖଣି ଦୁର୍ନୀତି କଥା କହି ସରକାରଙ୍କୁ କାଠଗଡ଼ାକୁ ଟାଣିଲେ

ରାଜ୍ୟ ସରକାର ଏବଂ ଖଣି ମାଫିଆଙ୍କ ମଧ୍ୟରେ ଅନୈତିକ ବୁଝାମଣା ସ୍ପଷ୍ଟ ହେଉଛି ବୋଲି ଅଭିଯୋଗ କରିଛନ୍ତି ଅପରାଜିତା । ଏହାଦ୍ୱାରା ପାଖାପାଖି ୫ ଶହ କୋଟି ଟଙ୍କାର ରାଜସ୍ୱ କ୍ଷତି ହେଉଥିବା ଅପରାଜିତା ଅଭିଯୋଗ କରିଛନ୍ତି ।

Manasika Thakurani
ଜମୁଛି ବ୍ରହ୍ମପୁରର ପ୍ରସିଦ୍ଧ ବୁଢୀ ଠାକୁରାଣୀ ଯାତ୍ରା

ମାନସିକ ପୂରଣ ହେଲେ ବିଭିନ୍ନ ବେଶ ଧାରଣ କରି ନିଜକୁ ସମର୍ପଣ କରିଥାନ୍ତି ମାଆଙ୍କ ପାଖରେ।

Jharsuguda Bypoll, Odisha Politics, BJD, Odisha BJP
ଝାରସୁଗୁଡ଼ାରେ ବିଜେପିର ଶକ୍ତି ପ୍ରଦର୍ଶନ

ବିଜୟର ଆହ୍ୱାନ ଦେଇଛନ୍ତି ରାଜ୍ୟ ସଭାପତି ମନମୋହନ ସାମଲ। ବୁଲେଟ୍ ବିରୋଧରେ ବାଲଟରେ ମତଦାନ ନିର୍ଣ୍ଣାୟକ ହେବ ବୋଲି ମନମୋହନ କହିଛନ୍ତି ।

BJP Vice President Baijayanta Panda On Sambalpur Curfew
‘ହନୁମାନ ଜୟନ୍ତୀ ଶୋଭାଯାତ୍ରା ବେଳେ ସମ୍ବଲପୁରରେ ହିଂସାକାଣ୍ଡ ପ୍ରି ପ୍ଲାନ୍ଡ଼ ଥିଲା’ 

ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ବିଜେଡିକୁ ଟାର୍ଗେଟ କରିଛନ୍ତି । କହିଛନ୍ତି, ସମ୍ବଲପୁରରେ ଯାହା ଘଟିଲା, ଶାସକ ଦଳ ତାକୁ ଚପାଇ ଦେବାକୁ ବସିଛି ।

SHG Group
SHG ନାଁରେ କାର୍ଯ୍ୟାଦେଶ, ହେଲେ କାମ କରୁଛନ୍ତି ଠିକାଦାର

ଯୋଜନା ପୁରା ବାଟବଣା ବୋଲି ଅଭିଯୋଗ ଭିତରେ ବିଭାଗୀୟ ମନ୍ତ୍ରୀ କିନ୍ତୁ କହିଛନ୍ତି ରାଜ୍ୟରେ ମହିଳାମାନେ ମିଶନ ଶକ୍ତି ଜରିଆରେ କୋଟି କୋଟି ଟଙ୍କା ରୋଜଗାର କରୁଛନ୍ତି।

Animal like Elephant, Tiger Struggle Due To Heat Wave
ଜଙ୍ଗଲରେ ଜଳକଷ୍ଟ, ବିପଦରେ ବନ୍ୟପ୍ରାଣୀ

ଜଙ୍ଗଲ ଭିତର ଦେଇ ବୋହି ଯାଇଥିବା ଝରଣା ଶୁଖିଗଲାଣି ।

Old Lady
ଭତ୍ତା ପାଇଁ ଡହଳ ବିକଳ ୭୦ ବର୍ଷୀୟ ବୁଢୀ ମାଆ

ଓଟିଭିରେ ଖବର ପ୍ରସାରଣ ପରେ ଗୋଟିଏ ପଟେ ବୃଦ୍ଧାଙ୍କୁ ୬ ମାସର ବକେୟା ଭତ୍ତା ଟଙ୍କା ମିଳିଛି, ଅନ୍ୟପଟେ ବିଡିଓ ତାଙ୍କ ଘରକୁ ଯାଇ ଅଭାବ ଅସୁବିଧା ବୁଝିଛନ୍ତି।

Jharsuguda Bypoll, Odisha Politics, BJD, Odisha BJP
ପ୍ରଦୀପ ପୁରୋହିତଙ୍କ ସାଂଘାତିକ ଅଭିଯୋଗ 'ବାପାଙ୍କ ହତ୍ୟାକାରୀଙ୍କ ସହ ଦିପାଳୀ ହାତ ମିଳାଇଛନ୍ତି'

ଝାରସୁଗୁଡ଼ା ପ୍ରତି ହୋଇଥିବା ଅନ୍ୟାୟ ପାଇଁ ସାଧାରଣ ଲୋକ ଏହି ନିର୍ବାଚନ ଲଢୁଛନ୍ତି ବୋଲି କହିଛନ୍ତି ଟଙ୍କଧର ।

BJP Vice President Baijayanta Panda On Sambalpur Curfew
ପ୍ରି ପ୍ଲାନ୍‌ ଥିଲା ସମ୍ବଲପୁର ହିଂସାକାଣ୍ଡ... ପୋଲିସ ସଜାଗ ରହିଲାନି କାହିଁକି ?

ଏସପିଙ୍କ ବୟାନ ପରେ ତେଜିଲା ରାଜନୀତି । ଘଟଣା ଚପାଇଦେବାକୁ ଶାସକଦଳ ଉଦ୍ୟମ କରୁଛି କହିଲେ ବୈଜୟନ୍ତ ।

Animal like Elephant, Tiger Struggle Due To Heat Wave
ଡହ ଡହ ଖରାରେ ଡହଳବିକଳ ଜଙ୍ଗଲୀ ଜନ୍ତୁ; ନୂଆପଡ଼ାରେ ବାଘ ଚେତାଶୂନ୍ୟ, ନରସିଂହପୁରରେ ହାତୀ ମୃତ୍ୟୁ 

ପାଣି ଅଭାବରୁ ହାତୀ ମୃତ୍ୟୁ ଘଟଣାକୁ କିନ୍ତୁ ଅସ୍ୱୀକାର କରିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ । ସେ କହିଛନ୍ତି, ହାତୀ ମରିଥିବା ଅଞ୍ଚଳରେ ୩ଟି ପୋଖରୀରେ ପାଣି ଅଛି।

UP Gangster Atiq Ahmed Shot Dead In Presence Of Cops
ଅତିକ-ଅଶ୍ରଫଙ୍କୁ କାହିଁକି କରାଗଲା ହତ୍ୟା, ସାମ୍ନାକୁ ଆସିଲା ନୂଆ ତଥ୍ୟ !

ଆଶଙ୍କା କରାଯାଉଛି ଏହି ହତ୍ୟାକାଣ୍ଡରେ ଯେଉଁ ଯିଗାନା ପିସ୍ତଲ ସନି ସିଂ ବ୍ୟବହାର କରିଥିଲା, ତାହା ସୁନ୍ଦର ଭଟ୍ଟି ଗ୍ୟାଙ୍ଗ ପକ୍ଷରୁ ତାକୁ ଯୋଗାଇ ଦିଆଯାଇଥିଲା ।

Pension
ସରକାରୀ ବ୍ୟବସ୍ଥାକୁ ଉପହାସ, ଚଉକିକୁ ଆଶାବାଡ଼ି କରି ବୃଦ୍ଧା କୋଷେ ଦୂର ଯାଉଛନ୍ତି ! କିଏ ବୁଝିବ ଦୁଃଖ..?

ଖାଲି ପାଦରେ ପେନ୍‌ସନ୍‌ ପାଇଁ କୋଷେ ଦୂର ଚାଲି ଚାଲି ଯାଉଛନ୍ତି ବୃଦ୍ଧା । ପ୍ଲାଷ୍ଟିକ ଚୌକିଟିଏ ଭରସା ମାତ୍ର ।

Suicide
ବିଷ ପିଇଦେଲେ ଦୁଇ ନାବାଳିକା, ହେଲେ କାହିଁକି ?

ଖବର ପାଇ ପୋଲିସ ଗଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ଅନ୍ୟପଟେ କୁହାଯାଉଛି ଯେ, ଭୁଲ ବସତଃ କିମ୍ବା ଅଜାଣତରେ ପିଲାମାନେ ବିଷ ପିଇ ଥାଇପାରନ୍ତି ।

Odisha
ଜଙ୍ଗଲରେ ଗଡ଼ିଆ ଖୋଳି ପାଣି ରଖ ! ଖରାରେ ଦହଗଞ୍ଜ ହେଲେଣି ବନ୍ୟଜନ୍ତୁ

ନୂଆପଡ଼ାରୁ ଉଦ୍ଧାର ହୋଇଥିବା ବାଘ ସୁସ୍ଥ ଅଛି। ଅଂଶୁଘାତ ନା କେଉଁ କାରଣରୁ ସେ ଅସୁସ୍ଥ ହୋଇଥିଲା, ତାହା ନିରୀକ୍ଷଣ କରାଯାଉଛି ।

IAS
ଦେଶରେ ୧୦୦୦ରୁ ଅଧିକ IAS ନେବେ ମିଡ୍ କ୍ୟାରିୟର ତାଲିମ

ଏମାନଙ୍କ ମଧ୍ୟରେ କେବଳ ୨୦୦୯ରୁ ୨୦୧୫ ବ୍ୟାଚ୍‌ର ଅଫିସର୍ ସାମିଲ ଅଛନ୍ତି । ଆସନ୍ତା ମେ’ ମାସରୁ ଏହି ଟ୍ରେନିଂ କାର୍ଯ୍ୟକ୍ରମ ଆରମ୍ଭ ହେବ ।

Humanity
ମରିନି ମାନବିକତା: ମା’ ପୁଅଙ୍କୁ ଦେଇଦେଲେ ଛତା, ନିଜେ ବର୍ଷାରେ ଭିଜିଲେ...ଦେଖନ୍ତୁ ଭିଡିଓ

ଏହି ସିସିଟିଭି ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି ।

special story
ଦିନେ ୟୁଟ୍ୟୁବ୍‌ ଚ୍ୟାନେଲ ଖୋଲି ପିଲାଙ୍କୁ ପଢ଼ାଉଥିଲେ, ଏବେ ୧୯୦୦୦ କର୍ମଚାରୀ ରଖିଛନ୍ତି

ଦେଶର ମାନ୍ଦାବସ୍ଥା ଅନେକଙ୍କୁ ଡୁବାଇ ଦେଇଥିବା ବେଳେ ଫିଜିକ୍ସ ୱାଲା ପାଇଁ ନୂଆ ସୁଯୋଗ ସୃଷ୍ଟି କରିଥିଲା ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।