ବିନିକା ପୋଲିସ ଗାଡ଼ିକୁ ଜବତ କରିଛ ତଦନ୍ତ କରୁଛି । ତେବେ ଦୁର୍ଘଟଣା ପରେ କାର ଡ୍ରାଇଭର ଫେରାର ହୋଇଯାଇଛି ।
କେନ୍ଦ୍ରାପଡ଼ାରେ ସାମ୍ନାକୁ ଆସିଲା ରାସ୍ତା ଦୂରବସ୍ଥାର ଚିତ୍ର । ହଳଦିଆଗଡ଼-ପାଟକୁରା ମୁଖ୍ୟ ରାସ୍ତାରୁ ଧସିଲା ମାଟି ।
୨ଟି ଆଡିବନ୍ଧ ସତ୍ତ୍ବେ ଓଡ଼ିଶା ଚାଷୀଙ୍କ ଜମିକୁ ଯାଉନି ପାଣି । ଲୋକଙ୍କ ଅଭିଯୋଗ, ତ୍ରୁଟିପୂର୍ଣ୍ଣ ନିର୍ମାଣରୁ କାମ ଦେଉନି ପ୍ରକଳ୍ପ ।
ପୋଲିସ ବ୍ୟାରିକେଡକୁ ପିଟି ଗାଡ଼ିଟି ଭାଙ୍ଗିରୁଜି ଯାଇଛି । ଗାଡ଼ିକୁ ଜବତ କରି ଥାନା ନିଆଯାଇଥିବା ପୋଲିସ କମିଶନର ସୂଚନା ଦେଇଛନ୍ତି ।
'ପରର ମନ୍ଦ ପାଞ୍ଚୁଥିବା ପାକିସ୍ତାନ ଏବେ ନିଜର କର୍ମଫଳ ଭୋଗୁଛି' । ପାକିସ୍ତାନର ଜିଡିପିକୁ କଟ୍ଟରବାଦ ଓ ଆତଙ୍କବାଦ ରପ୍ତାନୀରେ ମପାଯାଇପାରିବ ।
ଶନିବାର ହିଜବୁଲ୍ଲା ମୁଖ୍ୟ ହସନ୍ ନସ୍ରଲ୍ଲାହକୁ ନିପାତ କଲା ଇସ୍ରାଏଲ । ଇସ୍ରାଏଲର ଅଧିକାରକୁ ସମ୍ପୂର୍ଣ୍ଣ ସମର୍ଥନ କଲେ ବାଇଡେନ୍ ।
ବିପର୍ଯ୍ୟୟର ଗୋହି ଖୋଳୁଥିବା ନେତାଙ୍କୁ କାଉଣ୍ଟର । ପରାଜିତ ନେତାଙ୍କୁ ବିଧାୟକ ଦିଶାରୀଙ୍କ କଡ଼ା ଜବାବ । ସମାଲୋଚନା କରୁଥିବା ନେତା ପାର୍ଟି ଛାଡ଼ି ଦିଅନ୍ତୁ କହିଲେ ପ୍ରଦୀପ ।
ଜିଲ୍ଲାପାଳ-ଏସପିଙ୍କ ସମ୍ମିଳନୀରେ ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ତାଗିଦ୍ । 'ବ୍ୟବହାର ସୁଧାର, ବନ୍ଧୁଟିଏ ଭଳି ଲୋକଙ୍କ ଅଭିଯୋଗ ଶୁଣ' ।
ଯେଉଁମାନେ କଲେଜ ତିଆରି କରି ନାମ ଦେଇଥିଲେ, ତାକୁ କିଏ ବଦଳାଇଲା । ମୟୂରଭଞ୍ଜ ମହାରାଜାଙ୍କ ସନ୍ଦେହଜନକ ମୃତ୍ୟୁର ଗବେଷଣା ଦରକାର ।
ସମ୍ବଲପୁର ଜିଲ୍ଲା ଗସ୍ତରେ ବିଜେପି ସାଂସଦ ବୈଜୟନ୍ତ ପଣ୍ଡା । ଅଁଳାପାଲିରେ ବୈଜୟନ୍ତଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ।
ଆଗାମୀ ଦିନରେ ଦଳକୁ ସୁଦୃଢ କରିବାକୁ ପଦକ୍ଷେପ ନେବା କଥା । ହାରିଯିବା ପରେ ଦୁର୍ବଳ ମନୋଭାବ କି ଅସନ୍ତୋଷ ଦେଖାଇବା ଠିକ୍ ନୁହଁ ।
ବାପା କହିଲେ ମୁଁ ଉପମୁଖ୍ୟମନ୍ତ୍ରୀ ନଥିବା ବେଳୁ ମୋ ପୁଅ ବଡ଼ ଗାଡ଼ି ଚଢ଼ୁଛି । ସେ ପିଲା ଦିନୁ ବିଳାସପୂର୍ଣ୍ଣ ଗାଡ଼ି ଦେଖିଛି ଆଉ ବୁଲୁଛି ।
ଘଞ୍ଚ ଜଙ୍ଗଲରୁ ବାଉଁଶ କାଟି ନେଉଛନ୍ତି ଆନ୍ଧ୍ର ବ୍ୟବସାୟୀ । ଦିନ ଦ୍ବିପ୍ରହରେ ବାଉଁଶ ବୋହି ନେଉଛନ୍ତି । କୋରାପୁଟ ଡିଏଫଓଙ୍କ ହସ୍ତକ୍ଷେପ ପରେ ବନ୍ଦ ହେଲା ବାଉଁଶ କଟା।
ହିରାଲାଲ ଜଣେ ବଢ଼େଇ । ସେ କାଠ କାମ କରି ପରିବାର ପ୍ରତିପୋଷଣ କରନ୍ତି । ବର୍ଷେ ତଳେ ତାଙ୍କ ପତ୍ନୀ କ୍ୟାନ୍ସରରେ ମୃତ୍ୟୁ ବରଣ କରିଛନ୍ତି ।
ଅପରାଧର ତଦନ୍ତ ଓ ଅପରାଧ ରୋକିବା ଦିଗରେ ଦକ୍ଷ ବିଶେଷଜ୍ଞ ସୃଷ୍ଟି କରିବାରେ ମଧ୍ୟ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ବୈଠକରେ ଉଚ୍ଚଶିକ୍ଷାର ବିକାଶ ଏବଂ ଭିତ୍ତିଭୂମି ପ୍ରସଙ୍ଗରେ ଆଲୋଚନା ହୋଇଥିଲା।
ନିଜ ଅନୁଭୁତି ଓ ଅଭିଜ୍ଞତାରୁ ପୂର୍ବ ସରକାର ସମୟରେ ପ୍ରଶାସନିକ ସ୍ତରରେ ହେଉଥିବା ତ୍ରୁଟି ବିଚ୍ୟୁତିର ଉଦାହରଣ ଦେଇ ପ୍ରଶାସନକୁ ଲୋକାଭିମୁଖୀ ହେବାକୁ ପରାମର୍ଶ ବି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ରାଜ୍ୟବ୍ୟାପି ସରକାରୀ ମେଡ଼ିକାଲ୍ ଗୁଡ଼ିକ ଆଗରେ ଧାରଣା ଦେଇ ଦାବି ପୂରଣ ପାଇଁ ଅଡ଼ିବସିଛନ୍ତି ନର୍ସିଂ ଅଫିସର।
ମନ୍ତ୍ରୀ କହିଛନ୍ତି-ଜଗନ୍ନାଥ ମନ୍ଦିରରେ ମହାପ୍ରସାଦର ମାନ ଯାଞ୍ଚ ପାଇଁ ନିଯୁକ୍ତ ହେବେ ଫୁଡ୍ ଇନ୍ସପେକ୍ଟର। ଏଥିପାଇଁ ସ୍ବାସ୍ଥ୍ୟ ବିଭାଗ ସହ ଆଲୋଚନା ସରିଛି।
ଦଳର ଦ୍ବିତୀୟ କ୍ଷମତାକେନ୍ଦ୍ର ପାଣ୍ଡିଆନ ଏବଂ ପ୍ରଣବ ପ୍ରକାଶ ଦାସଙ୍କୁ ଇଙ୍ଗିତ କରି ମହୀଧର କହିଛନ୍ତି, ନିର୍ବାଚନ ପରିଚାଳନାରେ ତ୍ରୁଟି ରହିଲା।