ମାଆ ଚଲାଉଥିଲେ ଗାଡ଼ି, ଝିଅକୁ ଦେଇଥିଲେ ମୋବାଇଲ । ଝିଅ ଖେଳୁ ଖେଳୁ ଆମାଜନ୍ରୁ ଏମିତି କିଛି ଅର୍ଡର କଲା ଯେ, ମାଆଙ୍କର ଉଡ଼ିଗଲା ହୋସ୍ ।
ଆଇସ୍କ୍ରିମ୍ ଖାଇ ସାରି ଟିସୁରେ ନୁହେଁ, ୫୦୦ ଟଙ୍କିଆ ନୋଟରେ ପୋଛନ୍ତୁ ହାତ ! ଏଭଳି ଏକ ପୋଷ୍ଟ ଭାଇରାଲ୍ ହେବାରେ ଲାଗିଛି
ନବ ଦାସ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲା, କ’ଣ ହେଲା ବୋଲି ପ୍ରଶ୍ନ କଲେ । ଏହି କେସ୍ରେ ମଧ୍ୟ କ୍ରାଇମବ୍ରାଞ୍ଚ ତଦନ୍ତ କରି ନ୍ୟାୟ ଦେଇପାରିବ ନାହିଁ କହିଲେ ଜୟନାରାୟଣ ।
ଛାତ୍ରଛାତ୍ରୀଙ୍କୁ ଜାଣିଶୁଣି ଫେଲ କରାଯାଇଥିବା ଅଭିଯୋଗ । ସ୍କୁଲରେ ବ୍ୟାପକ ଅବ୍ୟବସ୍ଥା ନେଇ କହିଲେ ଅଭିଭାବକ ।
ଅନୁସନ୍ଧାନ ନକଲେ ସନ୍ଦେହ ରହିବ ବୋଲି କହିଛନ୍ତି ନରସିଂହ । ଅନ୍ୟପଟେ ନରସିଂହଙ୍କ ଅଭିଯୋଗ ନେଇ ବିଜେଡି ପକ୍ଷରୁ ପ୍ରତିକ୍ରିୟା ମିଳିପାରିନାହିଁ ।
ବିମାନ ବନ୍ଦର, ରେଲୱେ ଷ୍ଟେସନ, ବାଣୀବିହାର, ଜୟଦେବ ବିହାର, ପଟିଆ, ନନ୍ଦନକାନନ ଏବଂ ତ୍ରିଶୁଲିଆ ଦେଇ ମେଟ୍ରୋ ଚଳାଇବାକୁ ଯୋଜନା ରହିଛି ।
ବାଙ୍କି ମହାବିଦ୍ୟାଳୟର ଖେଳ ପଡ଼ିଆରେ ଦର୍ଶକଙ୍କ ପାଇଁ ନୂଆ କରି ତିଆରି ହୋଇଥିଲା ଗ୍ୟାଲେରୀ । ଆଉ ଗ୍ୟାଲେରୀ ଲୋକାର୍ପଣ ହେବାର ମାତ୍ର ୭ ଦିନରେ ତାହା ଭୁଶୁଡ଼ି ପଡ଼ିଛି ।
ରାଜ୍ୟ ସରକାରର ତଥା ବିଭିନ୍ନ ଘରୋଇ ସଂସ୍ଥା ଏବଂ ସଂଗଠନ ପକ୍ଷରୁ ମଧ୍ୟ ଉତ୍କଳ ଦିବସ ପାଳନ କରାଯାଉଛି ।
ଫେକ୍ ସାର୍ଟିଫିକେଟ୍ ରାକେଟର ମାଷ୍ଟରମାଇଣ୍ଡ ମନୋଜ ମିଶ୍ରଙ୍କ ସହ ପୂର୍ବତନ ମନ୍ତ୍ରୀ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହାରାଙ୍କ ଫଟୋ ଥିବା କହି ସରକାରଙ୍କୁ ନିଶାନା କରିଥିଲେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ।
ମୁହୂର୍ତ୍ତକ ମଧ୍ୟରେ ଶୋକରେ ବୁଡ଼ିଗଲା ବାହାଘରର ଖୁସି ।
କଂଗ୍ରେସର ପ୍ରାର୍ଥୀ ଖୋଜା ଜାରି । ନବ ହତ୍ୟା ଷଡ଼ଯନ୍ତ୍ର ଇମ୍ପାକ୍ଟକୁ ନେଇ ଚର୍ଚ୍ଚା ।
ବିଧାନସଭାରେ ବଣିକ କୋଚିଂ ଓ ଫେକ୍ ସାର୍ଟିଫିକେଟ ତାତି । ବିଜେଡି ଲିଙ୍କ ଅଭିଯୋଗ ଆଣି ବିରୋଧୀଙ୍କ ହଙ୍ଗାମା ।
ଏପ୍ରିଲ ଫୁଲ୍ ନୁହେଁ ପ୍ରଥମେ ଏହାକୁ ଏପ୍ରିଲ ହୋଲି ବୋଲି କୁହାଯାଉଥିଲା ଏବଂ ଏହାକୁ ପାଳନ ମଧ୍ୟ କରାଯାଉଥିଲା ।
ଆସନ୍ତାକଲି ପାଇଁ ଉତ୍ତର ଓଡିଶାର ଅଧିକାଂଶ ଅଞ୍ଚଳ ଏବଂ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ଅପହରଣକାରୀ କବଳରୁ ବଂଚି ନୂଆ ଜୀବନ ପାଇଥିବା ମନୋଜ ନିଜ ପ୍ରତିକ୍ରିୟାରେ ଏହା କହିଛନ୍ତି ।
ଜେଣେ ବ୍ୟକ୍ତି ଅଫିସ୍ରୁ ଏତ ଥର ବ୍ରେକ୍ ନେଇଛନ୍ତି ଯେ, ଅଫିସ୍ କର୍ତ୍ତୃପକ୍ଷ ଦେଖି ତାଟକା ।
BJDର ଯେଉଁ ଲୋକ ଏଥିରେ ସଂପୃକ୍ତ, ସମସ୍ତଙ୍କୁ ତଦନ୍ତକୁ ଅଣାଯାଉ । ବିଧାନସଭାରେ ଏ ପ୍ରସଙ୍ଗ ଉଠାଇବୁ କହିଲେ କଂଗ୍ରେସର ବରିଷ୍ଠ ବିଧାୟକ ସନ୍ତୋଷ ସିଂହ ସାଲୁଜା ।