• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Train Derailed
ପୁଣି ଏକ ପାସେଞ୍ଜର ଟ୍ରେନ୍‌ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୪ଟି ବଗି

ବିଶାଖାପାଟଣା-ଜଗଦଲପୁର ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ । ଜୟପୁର ଛତ୍ରିପୁଟ ନିକଟରେ ଟ୍ରେନର ୪ଟି ବଗି ଲାଇନଚ୍ୟୁତ ହୋଇଥିବା ଖବର ସାମ୍ନାକୁ ଆସିଛି ।

Inhumanity
ମଣିଷ ନା ଅମଣିଷ ! ଷଣ୍ଢକୁ ଆଖି କାନ ବୁଜି ପିଟିଲା, ପୁଣି ବେକରେ କାଠ ଗଣ୍ଡି ଝୁଲାଇ ଗଛରେ ବାନ୍ଧିଦେଲା..

କାଠ ଗଣ୍ଡିକୁ ବେକରେ ବୋହି ଚାଲିବା ଯେ କେତେ କଷ୍ଟକର ତାହା ଥରେ ଚିନ୍ତା କରନ୍ତୁ ।

Humanity
ବିହାରର ପୁଅ ନିଶା ଖାଇ ହଜିଯାଇଥିଲା, ୧୦ ବର୍ଷ ପରେ ଓଡ଼ିଶାରୁ ଉଦ୍ଧାର ! ଜାଣନ୍ତୁ ପୁରା କାହାଣୀ..

ଅତ୍ୟଧିକ ନିଶା ଖାଇ ୧୦ ବର୍ଷ ହେଲାଣି ପରିବାରଠାରୁ ନିଖୋଜ ହୋଇଯାଇଥିଲେ ବିହାରର ଯୁବକ ମିଟୁ ପାଣ୍ଡେ ।

Tussar Farming
ଦିନେ ପରଦୁଆରେ ମୂଲ ଲାଗୁଥିଲେ, ଏବେ ଚାଷ କରି ଅନ୍ୟକୁ ରୋଜଗାର ଦେଉଛନ୍ତି

ନୂଆପଡା ଜିଲ୍ଲା ପାଇଁ ଖୁସି ଆଣିଛି ଟସର ଚାଷ । କାରଣ ଏଇ ଚାଷ କରି ଅନେକ ପରିବାରର ବଦଳିଯାଇଛି ଭାଗ୍ୟ। ଟସର ପୂର୍ବରୁ ଏମାନେ ପର ଦୁଆରେ ମୂଲ ଲାଗୁଥିଲେ ।

Prince Charles
ଓଡ଼ିଶା ସହ ରହିଛି ପ୍ରିନ୍ସ ଚାର୍ଲସଙ୍କ ସମ୍ପର୍କ...

ରାଣୀ ଏଲିଜାବେଥଙ୍କ ପରେ ରାଜା ହେବାକୁ ଯାଉଥିବା ପ୍ରିନ୍ସ ଚାର୍ଲସ ୧୯୮୦ରେ କୋଣାର୍କ ବୁଲିବାକୁ ଆସିଥିଲେ । କୋଣାର୍କ ବୁଲିବାବେଳେ ସେ ନିମାପଡ଼ା ନିର୍ବାଚନ ମଣ୍ଡଳୀର ହରିପୁର ଶାସନ ଆସିଥିଲେ ।

Rahul Gandhi
ସଭାପତି ହେବେ କି ନାହିଁ ? ପ୍ରଶ୍ନର ଉତ୍ତର ଦେଲେ ରାହୁଲ, କହିଲେ..

କଂଗ୍ରେସ ଅଧ୍ୟକ୍ଷ ହେବେ କି ରାହୁଲ ଗାନ୍ଧି ? କହିଲେ, ୨୦୨୪ରେ ସବୁ ସ୍ପଷ୍ଟ ହେବ । ଆଗତ ଭବିଷ୍ୟତ ସ୍ଥିର କରିସାରିଛନ୍ତି କି ରାହୁଲ ?

Humanity
ଗାଁ ଲୋକ କି ସାହି ପଡ଼ିଶା ଆସିଲେନି, ଶେଷରେ ଶବ କାନ୍ଧେଲେ ଥାନା ASI

ଜଣେ ପୋଲିସ ଅଧିକାରୀ ମାନବିକତାର ପରିଚୟ ଦେଖାଇ ନିଜେ ଶବ କାନ୍ଧେଇବା ସହ ଶ୍ମଶାନରେ ସତ୍କାର କରିଥିଲେ । ଏହି ଘଟଣାକୁ ସବୁ ମହଲରେ ପ୍ରଶଂସା କରାଯାଉଛି ।

School
୧୦ଟା ପରେ ବି ଖୋଲୁନି ସ୍କୁଲ୍‌, ମନ ଇଚ୍ଛା ଆସୁଛନ୍ତି ଶିକ୍ଷକ-ଶିକ୍ଷୟିତ୍ରୀ

ସରକାରୀ ନିୟମକୁ ଫୁ’ । ଇଚ୍ଛା ହେଲେ ସ୍କୁଲ ଖୋଲୁଛନ୍ତି ନହେଲେ ନାହିଁ । ପାଠ ପାଇଁ ଗଛ ମୂଳେ ଅପେକ୍ଷା କରୁଛନ୍ତି ପିଲା ।

Bridge
ପ୍ରବଳ ବର୍ଷାରେ ଧୋଇଗଲା ଅସ୍ଥାୟୀ ବ୍ରିଜ୍, ସ୍କୁଲରୁ ଫେରିପାରୁ ନାହାନ୍ତି ଛାତ୍ରଛାତ୍ରୀ

ପଟାଙ୍ଗିରୁ ସମ୍ବାଇ ଦେଇ ଆରୁକୁ ଗାଡି ଚଳାଚଳ ଠପ୍ । ପାହାଡି ନଦୀରେ ବନ୍ୟାପାଣି ଆସିବାରୁ ଧୋଇଗଲା ଅସ୍ଥାୟୀ ବ୍ରିଜ୍ ।

Rainfall Likely In Odisha From Today
ଲଘୁଚାପ ପ୍ରଭାବରେ ଆଜିଠୁ ପୁଣି ବର୍ଷା, ୧୧ ଜିଲ୍ଲାକୁ ୱାର୍ଣ୍ଣିଂ

ଆଜି ପାଇଁ ୧୧ଟି ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Bhubaneswar Crime
ପାର୍ବଣ ଋତୁରେ ରାଜଧାନୀରେ ହତ୍ୟା ! ନିଶା କାରବାରକୁ ବିରୋଧ କରିବାରୁ ଯୁବକଙ୍କୁ ହତ୍ୟା

ୟୁନିଟ୍-୮ର ଏକ ବସ୍ତି ଅଞ୍ଚଳରେ ଜଣଙ୍କୁ ପିଟିପିଟି ହତ୍ୟା । ସଂଘବଦ୍ଧ ହୋଇ କିଛି ଯୁବକ ଜଣଙ୍କୁ ପିଟିପିଟି ହତ୍ୟା କଲେ ।

Drowning
ବୈତରଣୀ ଦେଲା ଦୁଃଖ ! ପୁଅ ଆଖି ଆଗରେ ନଦୀ ସୁଅରେ ଭାସିଗଲେ ବାପା...

କେନ୍ଦୁଝର ନୟାକୋଟ କେନ୍ଦୁଘାଟି ନଦୀ ଘାଟରେ ଅଘଟଣ । ନଦୀ ସୁଅରେ ପୁଅ ଆଖି ଆଗରେ ଭାସିଗଲେ ବାପା ।

Cuttack Durga Puja
ଜୋରସୋର୍‌ରେ ଚାଲିଛି ପୂଜା ପ୍ରସ୍ତୁତି, କଲେଜ ଛକ ଦୁର୍ଗା ମେଢ଼ରେ ଲାଗିବ ୩ କ୍ୱିଣ୍ଟାଲ ଚାନ୍ଦି

କଟକର ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ଚାଲିଛି ବ୍ୟାପକ ପ୍ରସ୍ତୁତି । ଚାନ୍ଦି ମେଢ଼ ସଫାସଫି ପାଇଁ କାରିଗରଙ୍କ ହାତକୁ ବି ଫୁରସତ ନାହିଁ ।

Biju Patnaik Police Academy
ଦେଶରେ ଶ୍ରେଷ୍ଠ ତାଲିମ କେନ୍ଦ୍ର, ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ

୨୦୨୦-୨୧ ପାଇଁ ପାଇଲା ୟୁନିଅନ୍ ହୋମ୍ ମିନିଷ୍ଟର ଟ୍ରଫି । ଏକାଡେମୀର ଅତିରିକ୍ତ ଡିଜି ଅରୁଣ ଷଡ଼ଙ୍ଗୀ ଗ୍ରହଣ କଲେ ପୁରସ୍କାର 

Unknown Disease
ଗାଁରେ ଅଜଣା ରୋଗ ଆତଙ୍କ, ଗଲାଣି ୬ ଜଣ ଜୀବନ ! ତଥାପି ଡାକ୍ତରଖାନା ଯିବାକୁ ଅମଙ୍ଗ

ମାଥିଲି ବ୍ଲକ୍ ହଳଦୀକୁଣ୍ଡ ଗାଁରେ କୋକୁଆ ଭୟ । ଗାଁରେ ପହଞ୍ଚି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରୁଛି ମେଡିକାଲ୍ ଟିମ୍ ।

Kings Charles-Queen Elizabeth
କିଙ୍ଗ୍ ଚାର୍ଲସ ଏବେ ଇଂଲଣ୍ଡ ପାଣି ପବନର ମାଲିକ; ବିଦେଶ ଗଲେ ଲୋଡ଼ା ନାହିଁ ପାସପୋର୍ଟ କି ଲାଇସେନ୍ସ

କିଙ୍ଗ ଚାର୍ଲ୍‌ସ ଏବେ ଯେ କୌଣସି ଦେଶକୁ ବିନା ପାସ୍‌ପୋର୍ଟ ମାଧ୍ୟମରେ ଯାଇପାରିବେ । କାରଣ ତାଙ୍କୁ କୌଣସି ପ୍ରକାର ଡକ୍ୟୁମେଣ୍ଟର ଆବଶ୍ୟକ ନାହିଁ । ତାଙ୍କ ନାଁରେ କୌଣସି ପ୍ରକାର ଡକ୍ୟୁମେଣ୍ଟ ଇସୁ ହେବାର ଆବଶ୍ୟକ ମଧ୍ୟ ନାହିଁ ।

Neet Qualifier
ସାବାସ୍ ! ବାପାଙ୍କ ସ୍ୱପ୍ନ ସାକାର କଲା ଝିଅ, ଝାଳବୁହା ପରିଶ୍ରମର ରଖିଲା ମୂଲ୍ୟ

ଇଶ୍ରିତା ପଣ୍ଡା । ଘର ଗଜପତିର ଅଡ଼ବା ଗାଁରେ । ପିଲାଟି ଦିନରୁ ପାଠ ପ୍ରତି ତାଙ୍କର ଥିଲା ଅହେତୁକ ଦୁର୍ବଳତା ।

Lord Jagannath
ବିନାଶ କାଳେ ବିପରୀତ ବୁଦ୍ଧି, ମହାପ୍ରଭୁଙ୍କର ଏ କି ଅବସ୍ଥା..?

କେହି କେହି ଉକ୍ତ ଗାଡ଼ି ଡ୍ରାଇଭର ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ କହିଛନ୍ତି । କାରଣ ଏହା ଧର୍ମିୟ ଭାବନାକୁ ଆଘାତ ପହଞ୍ଚାଇଛି ।

Doctor
ମେଡିକାଲରେ ଡାକ୍ତର କରୁଛନ୍ତି ନର୍ସଙ୍କ କାମ ! ହେଲେ କାହିଁକି.. ?

ଡାକ୍ତରଖାନାରେ ଷ୍ଟାଫ ନର୍ସ କେହି ନଥିବାରୁ ଡାକ୍ତରମାନେ ନିଜେ ନର୍ସଙ୍କ କାମ କରିବାକୁ ବାଧ୍ୟ ହେଉଛନ୍ତି ।

MKCG
MKCG ଛାତରୁ ପୁଣି ଖସିଲା ସିଲିଂ

କେହି ରୋଗୀ କିମ୍ବା ତାଙ୍କ ସଂପର୍କୀୟ ଆହତ ହୋଇ ନଥିବା ସୂଚନା ମିଳିଛି ।​​​​​​​

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।