ଗୁଜରାଟରୁ ଅଭିଯୁକ୍ତକୁ ଧରି ଓଡ଼ିଶା ମୁହାଁ କ୍ରାଇମବ୍ରାଞ୍ଚ ଟିମ୍ । ଗୁଜରାଟରେ ୭ ଘଣ୍ଟିଆ ନାର୍କୋଟେଷ୍ଟରେ ଗୋପାଳ ଉଗାରିଛି ସତ ।
ଅସହ୍ୟ ଥଣ୍ଡାରେ କଲବଲ ବିପନ୍ନ । ଭଗ୍ନାବଶେଷ ତଳୁ ୫ଦିନ ପରେ ଜୀବନ୍ତ ଉଦ୍ଧାର ହେଲା ନବଜାତ ଶିଶୁ ।
ପଂଚାୟତରେ ବିଜେଡି ଓ ଜିଲ୍ଲା ସ୍ତରରେ ବିଜେପି କରିବ ଆନ୍ଦୋଳନ । ୧୪ରୁ ୧୬ ଯାଏଁ ଚାଲିବ ହାଇଭୋଲେଟେଜ୍ ପଲିଟିକାଲ୍ ସୋ ।
ତିନି ଦିବ୍ୟାଙ୍କ ଶିଶୁଙ୍କ ସହ ପଲିଥିନ୍ ତଳେ ମୁଣ୍ଡ ଗୁଞ୍ଜିଥିଲେ ପରିବାର । କୋଠା ଘର କରି ରହିବାକୁ ଦେଲେ ତିବ୍ଦତୀୟ ଶରଣାର୍ଥୀ ।
OHRC ସଦସ୍ୟ ପଦରୁ ଜଷ୍ଟିସ ରଘୁବୀର ଦାସଙ୍କ ଇସ୍ତଫା । ଜଷ୍ଟିସ ଶତ୍ରୁଘନ ପୂଜାହାରୀ OHRC ଅଧ୍ୟକ୍ଷ ନିଯୁକ୍ତ ।
ନୂଆ ପଦ୍ଧତିକୁ ନେଇ ଆଶଙ୍କାରେ ମାଟ୍ରିକ ପରୀକ୍ଷାର୍ଥୀ ।
ଗୁଳି କରିବା ପରେ ଦୁଇ ଜଣ ଯାକ ଅଜଣା ବ୍ୟକ୍ତି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ।
ପିଲାଙ୍କୁ ନାଁ ପଚାରିବା ସହ କେଉଁ ଶ୍ରେଣୀରେ ପଢୁଛନ୍ତି ପଚାରିଥିଲେ।
ବୈଜ୍ଞାନିକମାନେ ଏବେ ଏହି ନିଆଁ ପିଣ୍ଡୁଳା ଉପରେ ନଜର ରଖିଛନ୍ତି ଏବଂ ଏହାର ସ୍ଥିତିକୁ ନେଇ ତର୍ଜମା କରୁଛନ୍ତି ।
ବ୍ୟକ୍ତିର ଉନ୍ନତି ପାଇଁ ସାମାଜିକ, ଆର୍ଥିକ ଉନ୍ନତି ସହ ଆଧ୍ୟାତ୍ମିକ ବିକାଶ ଜରୁରୀ ।
ପୂର୍ବରୁ କିଛି କଂଗ୍ରେସ କର୍ମୀଙ୍କ ସହ ତାଙ୍କ ବସା ଉଠା କରିବା ନେଇ ଦେଖାଯିବା ପରେ ଏହି ଚର୍ଚ୍ଚା ଆରମ୍ଭ ହୋଇଥିଲା ।
ମୁଖ୍ୟମନ୍ତ୍ରୀଙ୍କ ଉପରେ ବିରୋଧୀ ଠୋ-ଠୋ ହୋଇ ହସିବା ସହ ଗୃହରେ ହଙ୍ଗାମା କରିଥିଲେ ।
ପରେ ଛାତ୍ର ଜଣକ ରକ୍ତାକ୍ତ ହେବାରୁ, ତାଙ୍କୁ ସେଠାରେ ପକାଇ ଘଟଣାସ୍ଥଳରୁ ଫେରାର ହୋଇଗଲେ ।
ଖାଲି ଆପଣ ନୁହଁନ୍ତି ଯିଏ ବି ସେହି ଭିଡିଓ ଦେଖୁଛି ଟିକେ ଥମି ଯାଉଛି ।
ସରକାର ଇଭି ପ୍ରତି ଅଧିକ ଗୁରୁତ୍ୱ ଦେଉଛନ୍ତି ।
ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ବିଶ୍ୱରେ ସେ ଏହି ବର୍ଗରେ ଦ୍ୱିତୀୟ ସ୍ଥାନରେ ଅଛନ୍ତି ।
ହେଲେ ଦୀର୍ଘ ୪୦ ବର୍ଷ ହେଲା ସେମାନେ କିଛି କରିନଥିଲେ । ହେଲେ ଆମେ ଦେଶର ଲୋକଙ୍କ ଇଚ୍ଛାକୁ ଲକ୍ଷ ରଖି କଠିନ ପରିଶ୍ରମ ଜାରି ରଖିଛୁ ।