ଗୋପାଳଙ୍କ ପ୍ରଥମ ଗୁଳିଟି ଜୀବନଙ୍କ ବେକରେ ଘସି ହୋଇ ମନ୍ତ୍ରୀଙ୍କ ଛାତିରେ ବାଜିଥିଲା ।
ଗୁଳିକାଣ୍ଡର ବିଭିନ୍ନ ଦିଗ ସମ୍ପର୍କରେ ଅନୁଧ୍ୟାନ କରୁଛି କ୍ରାଇମ୍ବ୍ରାଞ୍ଚ ।
ଟପ୍ ଲେବଲ୍ ଲୋକ ଏଥିରେ ସାମିଲ ନେଇ କଂଗ୍ରେସର ଅଭିଯୋଗ । କାହିଁକି ଗୃହମନ୍ତ୍ରୀ ପଦ ଛାଡ଼ୁନାହାନ୍ତି ମୁଖ୍ୟମନ୍ତ୍ରୀ ?
ହିଡେନ୍ବର୍ଗ ରିପୋର୍ଟର ଷ୍ଟକ୍ ମ୍ୟାନିପୁଲେସନ ଅଭିଯୋଗ ପରେ ଆଦାନୀ ଗ୍ରୁପ୍ ୧୧ ନମ୍ବର ସ୍ଥାନକୁ ଖସି ଟପ୍ ଟେନ୍ ଧନୀ ତାଲିକାରୁ ଆଉଟ୍ ହୋଇଯାଇଛନ୍ତି।
ଅଭିଯୁକ୍ତ ଗୋପାଳ ଦାସଙ୍କୁ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଆଣି ଆଜି ଝାରସୁଗୁଡ଼ା JMFC କୋର୍ଟରେ ହାଜର କରାଇଛି କ୍ରାଇମବ୍ରାଞ୍ଚ୍ ।
ଗିରଫ ପରେ ଏବେ କ୍ରାଇମବ୍ରାଞ୍ଚ ହେପାଜତରେ ଅଛନ୍ତି ଗୋପାଳ ।
ଆଶାରାମ ବାପୁଙ୍କ ସମେତ ତାଙ୍କ ପତ୍ନୀ ଓ ଅନ୍ୟ ୬ ଜଣଙ୍କୁ ଅଭିଯୁକ୍ତ ଦର୍ଶାଇଥିଲେ ମହିଳା ଅନୁଗାମୀ ।
ନବଙ୍କ କାକା ଓ ସମର୍ଥକମାନେ ଏହି ହତ୍ୟାକାଣ୍ଡ ପଛରେ ଷଡ଼ଯନ୍ତ୍ର ଥିବା ଅଭିଯୋଗ କରିଛନ୍ତି ।
ଅନ୍ତିମ ଦର୍ଶନ ସାଙ୍ଗକୁ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ଅସମ୍ଭବ ଭିଡ଼ ଲଗାଇଥିଲେ ସମର୍ଥକ ଓ ଶୁଭେଚ୍ଛୁ ।
ନବଙ୍କ ରବିବାର ଦିନ ଗସ୍ତ ବେଳେ SOP ପାଳନ କରାଯାଇଥିଲା କି ନାହିଁ, ତ୍ରୁଟି କେଉଁଠି ରହିଲା, ତାହା ସାମ୍ନାକୁ ଆସିବା ଜରୁରୀ ।
ଗ୍ୟାଙ୍ଗ୍ ଲିଡର ରକ୍ତ କର୍କଟ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ମେଡିକାଲରେ ଚିକିତ୍ସିତ ହେଉଛି ।
ଶେଷରେ ଅରୁଣ ବୋଥ୍ରା ଆହୁରି ମଧ୍ୟ କହିଛନ୍ତି ଯେ, ଗୋପାଳ ଦାସ କେବେ ବି ନବ ଦାସଙ୍କ ପିଏସ୍ଓ ଦାୟିତ୍ୱରେ ନଥିଲେ ।
କୁକୁର ଧରାଇଦେଲା ପ୍ରକୃତ ଦୋଷୀ । ଆଉ ଦୋଷୀକୁ ଧରିବା ପରେ ସାମ୍ନାକୁ ଆସିଛି ହତ୍ୟାକାଣ୍ଡ ପଛର କାରଣ ।
ଆଖିବୁଜା ଗୁଳିମାଡ଼ରେ ଘଟଣାସ୍ଥଳରେ ୮ ଜଣଙ୍କ ଜୀବନ ଯାଇଥିବା ବେଳେ ଆଉ ୩ ଜଣ ଗୁରୁତର ଆହତ ହୋଇଛନ୍ତି।
ଖୋଦ୍ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ପୋଲିସ କର୍ମଚାରୀଙ୍କ ଗୁଳି । ଘଟଣାର ନିନ୍ଦା କରିବା ସହ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ।
ନବଙ୍କ ସହ ପୂର୍ବ ଶତ୍ରୁତା ନା ରହିଛି ଅନ୍ୟ କିଛି ରହସ୍ୟ ? କାହିଁକି ଏତେ ବଡ଼ ଦୁଃସାହସ କଲେ ASI ଗୋପାଳ ?
ପୂର୍ବରୁ ପୋଲିସ କେବେ ବି ନେତାଙ୍କୁ ଗୁଳି କରି ହତ୍ୟା କରିଥିବା ନଜିର ନାହିଁ ।
ପ୍ରାୟ ବର୍ଷେ ତଳେ ଗୋପାଳ ଚେକ୍ଅପ ପାଇଁ ଆସିଥିଲେ ବୋଲି ସୂଚନା ଦେଇଛନ୍ତି ଡାକ୍ତର ।
ଆଜି ଡ୍ୟୁଟିରେ ଥିବା ବେଳେ ଏଭଳି କାଣ୍ଡ ଭିଆଇଛନ୍ତି ଗୋପାଳ ।