• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

BRS,Odisha Politics
ଓଡ଼ିଶାରେ BRSର ତେଲେଙ୍ଗାନା ମଡେଲ୍, ବିଜୟ-ଦିଲ୍ଲୀପ-ତଥାଗତ ହେବେ କି ସାମିଲ ?

ଓଡ଼ିଶାରେ ସରକାର ଗଢିବାକୁ BRSର ଦମ୍ଭ । ଅଣଦେଖା ନେତାଙ୍କୁ ସାମିଲ କରିବ BRS ।

Arun Govil
ଉତ୍କଳ ମଣ୍ଡପରେ ଆୟୋଜିତ ‘ସୁନୋ ରାମ କହାନୀ’ରେ ରିଲ ରାମଙ୍କ ମୁହଁରେ ରିୟଲ ରାମଙ୍କ କଥା

ରାମାନନ୍ଦ ସାଗରଙ୍କ ବହୁ ଚର୍ଚ୍ଚିତ ତଥା ଲୋକପ୍ରିୟ ‘ରାମାୟଣ’ ଧାରାବାହିକରେ ରାମଙ୍କ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ କହିଲେ ରାମଙ୍କ କଥା ।

Online App BAN
୧୩୮ ଅନଲାଇନ୍ ଜୁଆ ଆପ୍-୯୪ ଲୋନ୍ ଆପ୍ ଉପରେ କେନ୍ଦ୍ର ସରକାରଙ୍କ କାର୍ଯ୍ୟାନୁଷ୍ଠାନ !

ଏଭଳି ଆପ୍‌ ତିଆରି କରି ଚୀନ୍‌ ଭାରତୀୟଙ୍କ ମୋବାଇଲରୁ ତଥ୍ୟ ଚୋରି କରୁଥିବା ମଧ୍ୟ ଅନେକ ସମୟରେ ଅଭିଯୋଗ ହୋଇଥିଲା ।

Matric Exam
ମାର୍ଚ୍ଚ ୧୦ ରୁ ୨୦ ମାଟ୍ରିକ୍‌ ପରୀକ୍ଷା...

ପ୍ରତିଦିନ ସକାଳ ୮ଟାରୁ ୧୦ଟା ପର୍ଯ୍ୟନ୍ତ ମାଟ୍ରିକ ସମ୍ମେଟିଭ୍ ପରୀକ୍ଷା ଅନୁଷ୍ଠିତ ହେବ । 

Psychiatrist Will Interrogate Gopal
ନବ ହତ୍ୟାକାଣ୍ଡରେ ନୂଆ ଫର୍ଦ୍ଦ ! ଗୋପାଳକୁ ପଚରାଉଚରା ପାଇଁ ପହଞ୍ଚିଲେ ସାଇକାଟ୍ରିଷ୍ଟ ଟିମ୍...

କ୍ରାଇମ୍‌ବ୍ରାଞ୍ଚ ଉପରେ କାହାରି ଭରସା ନାହିଁ ବୋଲି ମଧ୍ୟ ଦୋହରାଇଛନ୍ତି ଶରତ ।

Narsingh Mishra
ମୁଖ୍ୟମନ୍ତ୍ରୀ-ପୋଲିସ ଡିଜିଙ୍କ ଉପରେ ବର୍ଷିଲେ ନରସିଂହ ମିଶ୍ର, କହିଲେ ଗୃହ ବିଭାଗ ଛାଡ଼ନ୍ତୁ ନବୀନ

ନରସିଂହ ଉଭୟ ମୁଖ୍ୟମନ୍ତ୍ରୀ ଓ ପୋଲିସ ଡିଜିଙ୍କୁ କାଠଗଡ଼ାକୁ ଟାଣିଛନ୍ତି ।

Uma Bharati
ମଦ ଦୋକାନ ଆଗରେ ଗାଈ ବାନ୍ଧିଲେ ଉମା; କ୍ଷୀର ପିଇବାକୁ କହିଲେ

ବିଜେପି ଶାସିତ ରାଜ୍ୟରେ ମଦ୍ୟପାନକୁ ବିରୋଧ କରାଯାଇଥିଲା ।

Union Railways Minister Ashwini Vaishnaw
ଯେତିକି ମାଗିଥିଲେ ରାଜ୍ୟ ସରକାର, ତା’ଠାରୁ ଅଧିକ ଦେଲେ କେନ୍ଦ୍ର ସରକାର...

ରାଜ୍ୟ ସରକାର ମାଗିଥିଲେ ୮ ହଜାର ୪୦୦ କୋଟି, କେନ୍ଦ୍ର ସରକାର ଅଜାଡ଼ି ଦେଲେ ୧୦ ହଜାର ୧୨ କୋଟି ।

12 Moon On Space
ମହାକାଶକୁ ନେଇ ବଡ଼ ଖୁଲାସା : ପୃଥିବୀ କକ୍ଷପଥ ବାହାରେ ୧୨ ନୂତନ ଚନ୍ଦ୍ର ଆବିଷ୍କାର

ଜାତୀୟ ଗଣମାଧ୍ୟମରେ ଦିଆଯାଇଥିବା ସୂଚନା ଅନୁସାରେ ପୃଥିବୀର କକ୍ଷପଥ ବାହାରେ ୧୨ ନୂତନ ଚନ୍ଦ୍ର ଆବିଷ୍କାର କରାଯାଇଛି ।

Suicide Plant
ଦୁନିଆର ସବୁଠୁ ବିଷାକ୍ତ ଗଛ; ସ୍ପର୍ଶ କଲେ ସଙ୍ଗେସଙ୍ଗେ ହେବ ମୃତ୍ୟୁ

ବୈଜ୍ଞାନିକ ମାନେ ସୁଇସାଇଡ୍ ପ୍ଲାଣ୍ଟକୁ ନେଇ ବଡ଼ ତଥ୍ୟ ମଧ୍ୟ ରଖିଛନ୍ତି ।

Amul Milk
ବଢ଼ିଲା କ୍ଷୀର ଦାମ୍‌, ଲିଟର ପ୍ରତି ୩ଟଙ୍କା ବୃଦ୍ଧି କଲା କମ୍ପାନୀ

ଯେଉଁ ଗ୍ରାହକ ୧ ଲିଟର କ୍ଷୀର କିଣିବେ ତାଙ୍କୁ ଆଜିଠାରୁ ୫୪ଟଙ୍କା ଦେବାକୁ ପଡ଼ିବ ।

Hongkong
ବିଶ୍ୱର ସବୁଠାରୁ ବଡ଼ ସ୍ୱାଗତ ! ହଂକଂ ଯିବାକୁ ମାଗଣା ଟିକଟ ଜାରି କଲେ ସରକାର...

ପୁଣି ଥରେ ହଂକଂ ସରକାର ପକ୍ଷରୁ ନିବେଶକ ତଥା ବଡ଼ ବଡ଼ ବ୍ୟବସାୟୀ ଏବଂ ପର୍ଯ୍ୟଟକଙ୍କୁ ଆମନ୍ତ୍ରଣ କରାଯାଇଛି ।

Parents
ଟିକେଟ କରିବାକୁ ପଡ଼ିବ ବୋଲି ଛୁଆକୁ ବିମାନବନ୍ଦରରେ ଛାଡ଼ି ଚାଲିଗଲେ ବାପା-ମାଆ !

ବିମାନରେ ଟିକେଟ କରିବାକୁ ପଡ଼ିବ ବୋଲି ନିଜ କୁନି ଛୁଆକୁ ବିମାନବନ୍ଦରରେ ଛାଡ଼ି ଚାଲିଗଲେ ।

Theft
ଫିଲ୍ମ ଷ୍ଟାଇଲ୍‌ରେ ଆସିଥିଲେ ଚୋରି କରିବାକୁ, ଫ୍ଲପ୍‌ ମାରିଲେ.. ସରି କହିଲେ...

ଟନେଲ ମାଧ୍ୟମରେ ସେମାନେ ଅଳଙ୍କାର ଦୋକାନ ଭିତରକୁ ଯାଇ ଚୋରି କରିବାର ପ୍ଲାନ୍‌ କରିଥିଲେ । ହେଲେ ସବୁ ପ୍ଲାନ୍‌ ଫ୍ଲପ୍‌ ହୋଇଗଲା ।

Ugandan
ଗୋଟିଏ ପରିବାରରେ ଜଣେ ସ୍ୱାମୀ ୧୨ ସ୍ତ୍ରୀ-୧୦୨ ସନ୍ତାନ-୫୭୮ ନାତି ନାତୁଣୀ

ଏହି ପୁରା ପରିବାର ଗାଁର ପ୍ରାୟ ଦୁଇ ଏକର ଜାଗାରେ ବସବାସ କରନ୍ତି ।

Exam
ପରୀକ୍ଷା ଦେବାକୁ ଛାତ୍ରୀମାନେ ଲୁହା ଗେଟ୍‌ ଡେଇଁ ଯାଉଛନ୍ତି.. ହେଲେ କାହିଁକି..?

ଏହି ଫଟୋ ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେବାରେ ଲାଗିଛି ।

Ayushman-BSKY
ପୁଣି ତେଜିଲା ‘କିଏ ଭଲ’ ରାଜନୀତି ? BSKY ନା ଆୟୁଷ୍ମାନ ?

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଘରୋଇ ମେଡିକାଲରେ ବ୍ୟାପକ ଦୁର୍ନୀତି କଥା ଉଠାଇ, ଏ ଯୋଜନାର ସ୍ୱଚ୍ଛତା ଉପରେ ପ୍ରଶ୍ନ ଉଠାଇଛି ବିଜେପି ।

KCR
ମୁଖ୍ୟମନ୍ତ୍ରୀ KCRଙ୍କୁ ଜୋତା ଉପହାର ଦେଇ ଶର୍ମିଲାଙ୍କ ଚ୍ୟାଲେଞ୍ଜ, ଆସନ୍ତୁ ମୋ ସହ ଚାଲିବେ...

ଗଣମାଧ୍ୟମ ଆଗରେ ଏକ ନୂଆ ଜୋତା ଦେଖାଇ କହିଥିଲେ, ମୁଖ୍ୟମନ୍ତ୍ରୀ ପଦଯାତ୍ରରେ ସାମିଲ ହେଲେ ମୁଁ ଏହାକୁ ଉପହାର ଦେବି ।

Car Fire Mishap
ଖୋଲିଲାନି ସିଟ୍ ବେଲ୍ଟ, ଜଳିଗଲେ ଦମ୍ପତି ! ପେଟରେ ଥିଲା ଛୁଆ...

ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ମେଡିକାଲ ନିଆଯାଉଥିଲା ବୋଲି ପରିବାର ଲୋକ କହିଛନ୍ତି ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।