ତାସହ ସ୍ୱାମୀ ଗୋବିନ୍ଦଙ୍କୁ ଷଡ଼ଯନ୍ତ୍ର କରି ହତ୍ୟା କରାଯାଇଥିବା ନେଇ କଳାହାଣ୍ଡିର କେ.ଗାଁ ଥାନାରେ ଲିଖିତ ଅଭିଯୋଗ କରିବା ସହ ନ୍ୟାୟ ମାଗିଛନ୍ତି ସୁଷମା ।
ବିଜେପିର ପ୍ରଶ୍ନ ମାରିଦେଲେ ନା ମରିବାକୁ ବାଧ୍ୟ କଲେ ? ଗୋବିନ୍ଦ ସାହୁ ମୃତ୍ୟୁର ହେଉ ସିବିଆଇ ତଦନ୍ତ-ବିଜେପି ।
ହକି ବିଶ୍ୱକପ୍ ଆଳରେ ବ୍ରାଣ୍ଡ ନବୀନର ପ୍ରମୋସନ ଫନ୍ଦି ।
ଅର୍ଚ୍ଚନା ଥିବା ବେଳେ ମାଗି ମାଗି ଦେଲେନି, ଏବେ ଆସିଲା ଡିଜିଟାଲ ଫରେନସିକ୍ ରିପୋର୍ଟ
ଟ୍ୱିଟରରେ ବ୍ଲୁ-ଟିକ୍ ପାଇବା ପାଇଁ ୮ ଡଲାର ଦେବାକୁ ହେଉଛି । ଯିଏ ମାସିକ ଆଠ ଡଲାର ବା ଭାରତୀୟ ମୁଦ୍ରା ଅନୁସାରେ ୬୬୨ ଟଙ୍କା ଦେବ ସେମାନଙ୍କ ପାଇଁ ଟ୍ୱିଟରରେ ବ୍ଲୁ-ଟିକ୍ ଉପଲବ୍ଧ ହେବ ।
ଗୋବିନ୍ଦ ମୃତ୍ୟୁର କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ମହାନିର୍ଦ୍ଦେଶକ ।
ଗତକାଲି ୧୧ଟାରେ ଗୋବିନ୍ଦ ଘରକୁ ଫୋନ୍ କରିଥିଲେ ଘରର ଭଲମନ୍ଦ କଥା ବୁଝାବୁଝି କରିଥିଲେ ବୋଲି କହିଛନ୍ତି ଗୋବିନ୍ଦଙ୍କ ପତ୍ନୀ ।
ସମସ୍ତ ଅଭିଯୁକ୍ତଙ୍କୁ ଧରି ପୋଲିସ ସିନ ରିକ୍ରିଏସନ କରିବ ବୋଲି ଜଣାପଡ଼ିଛି ।
ହକିପ୍ରେମୀଙ୍କୁ ଟିକଟ୍ ଟେନସନ୍ ଅଫଲାଇନ୍ ଟିକଟ୍ ବିକ୍ରି ବେଳେ ଅରମ୍ଭରୁ ଅବ୍ୟବସ୍ଥା ।
ନାରୀର ମଯର୍ୟାଦା ପ୍ରତି ଆଞ୍ଚ ଭଳି ପ୍ରଶ୍ନ କରାଯାଇପାରିବନି । ବର୍ଷା କେଉଁ ଭାଷାରେ ଉତ୍ତର ଦେବେ ତାକୁ ନେଇ ବିବାଦ ।
ଓକିଲଙ୍କ ଅଭାବ ଓ ଅସହଯୋଗରୁ ବିନା ଆଇନ୍ ପରାମର୍ଶରେ ଦୈନିକ ଫେରିଯିବାକୁ ବାଧ୍ୟ ହେଉଛନ୍ତି ଶହ ଶହ ସାଧାରଣ ଜନତା ।
ପାଟଣାଗଡ଼ରେ କ୍ଷେତରେ ସଢୁଛି ଲାଲ୍ ଟହ ଟହ ଟମାଟୋ । ସବୁଠି କୃଷି ଅଧିକାରୀ ଦେଖାଇଲେ ଶୀତଳଭଣ୍ଡାର ସ୍ୱପ୍ନ ।
ନୟାଗଡ଼ର ନାବାଳକ ଅମ୍ରିତ୍ ଅପହରଣର ଫିଟିବ ଗୁମର ? ବାପାଙ୍କଠୁ ଟଙ୍କା ପାଇଁ ୩ ମୁଖାପିନ୍ଧା ଦୁର୍ବୃତ୍ତଙ୍କ କିଡ୍ନାପ୍ ଆଶଙ୍କା।
ଏହି ନୂଆ ଫିଚର ଦ୍ୱାରା ବଡ଼ ସମସ୍ୟାରୁ ସହଜରେ ବର୍ତ୍ତି ହେବ । ସବୁଠାରୁ ବଡ଼ କଥା ହେଲା, ଏହି ଫିଚର ଆଜିଠୁ ଲଞ୍ଚ କରିଛି ।
ୟୁଏସ୍ ମାସ୍କୁସେଟ୍ସର ଜଣେ ବ୍ୟକ୍ତି ଯିଏ କି ରେମଣ୍ଡ ରବର୍ଟ ସିନିୟର ଭାବେ ଖୁବ୍ ପରିଚିତ । ତାଙ୍କର ୧୯ କୋଟି ଟଙ୍କାର ଲଟେରୀ ଲାଗିଛି । ଯାହାକି ଏକ ବମ୍ଫର ଲଟେରୀ ।
ଏବେ ସାରା ଦେଶରେ ତଥା ଆମ ରାଜ୍ୟରେ ଗ୍ୟାସ୍ ଦର ହଜାରେ ଟଙ୍କା ପରେ ରହିଥିବା ବେଳେ ରାଜସ୍ଥାନରେ ଏପ୍ରିଲ୍ରୁ ୫୦୦ ଟଙ୍କାରେ ମିଳିବ ଗ୍ୟାସ ।
ଆପଣ ଜାଣନ୍ତି କି, ଯଦି ଆମ ଦୈନନ୍ଦିନ ଜୀବନରେ ଲୁଣର ବ୍ୟବହାର ଆବଶ୍ୟକ ଠାରୁ ଅଧିକ ହୁଏ ତେବେ କ’ଣ ସବୁ କ୍ଷତି ହୋଇପାରେ । ଶରୀରରେ ଏହାର କି ପ୍ରଭାବ ପଡ଼ିଥାଏ ।
ପେଶା ସିନା ରାଜନୀତି ହେଲେ ଲୋକଙ୍କ ସେବା କରିବାର ନିଶା ତାଙ୍କୁ ଆଜି ଚର୍ଚ୍ଚିତ କରିଦେଇଛି ।
ନ୍ନକ୍ଷମ ହୋଇଥିବାରୁ ରୋଜଗାର ପାଇଁ ଅକ୍ଷମ । ଏପଟେ ସାଙ୍ଗରେ ସ୍ତ୍ରୀ ଓ ତିନି ତିନିଟି ପିଲାଙ୍କ ବୋଝ ।
ଛୋଟମୋଟ ବେପାର କରି ପୁଅକୁ ନେଇ ଭବିଷ୍ୟତ ଦେଖୁଥିବା ବାପାର ବି ଦମ୍ଭ ଭାଙ୍ଗିଯାଉଛି । ଚାରିଦିନ ହେଲା ଘରେ ଚୁଲି ଜଳିନି ।