ଅବକାରୀ ବିଭାଗ ଜବତ୍ କରିଥିବା ପ୍ରାୟ ୫୦ ଲକ୍ଷ ଟଙ୍କାର ନକଲି ମଦରେ ବୁଲଡୋଜର ଚଢ଼ାଇ ଥିଲା ବେଳେ, ଖୋଦ୍ କ୍ୟାପିଟାଲ ସିଟିରେ ନକଲି ମଦ, ସମସ୍ତଙ୍କ ହୋସ୍ ଉଡ଼ାଇ ଦେଇଛି।
କୌଣସି ନିର୍ଦ୍ଦିଷ୍ଟ ସମୟ ସୀମା ନାହିଁ । ଆଜି ଏଭଳି ସୂଚନା ଦେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
କର୍କଟ ଆକ୍ରାନ୍ତ ଟିକି ପିଲାଙ୍କ ମୁହଁରେ ହସ ଫୁଟାଇବାକୁ ଏବଂ ବ୍ୟୟବହୁଳ ଚିକିତ୍ସା ପାଇଁ ଅଭିଭାବକଙ୍କ ଆନୁସଙ୍ଗିକ ଖର୍ଚ୍ଚ ମୁଣ୍ଡାଇବାକୁ ଏହି ସଂଗଠନ ଆଗେଇ ଆସେ।
ଚର୍ଚ୍ଚାରେ କ୍ୟାନସର ପୀଡ଼ିତ ଶିଶୁଙ୍କ ସେବା ପାଇଁ ସମର୍ପିତ ସଂସ୍ଥା । ଭୁବନେଶ୍ୱର ଏମସ ନିକଟରେ ଅଛି ସେବା ହୋମ୍ ।
୫୦ ଲକ୍ଷର ନକଲି ମଦରେ ଜେସିବି ଚଢ଼ାଇଲା ଅବକାରୀ ବିଭାଗ । ବରମୁଣ୍ଡାରେ ଥିବା ମଦ ଦୋକାନ ସିଲ୍ ।
ତେଜିଲା ପାରାଦୀପ ରାଜନୀତି । ଜାଣିଶୁଣି ବିଲ୍ ବନ୍ଦ କଲେ ନିଆଁ ଜଳିବା ନେଇ ଶଙ୍ଖ ଦଳର ଚେତାବନୀ ।
ଲାଞ୍ଜିଗଡ଼ରେ ଥିବା ବେଦାନ୍ତ କମ୍ପାନୀର ରେଡ୍ ମଡ୍ ପଣ୍ଡ ଭୁଶୁଡ଼ିଲା । ଆଖପାଖ ଗାଁର ହେକ୍ଟର ହେକ୍ଟର ଚାଷ ଜମିରେ ମାଡ଼ିଗଲା କାଦୁଅ ପାଣି ।
ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ୍ ଏବଂ ଏସଡିଆରଏଫ୍ ଟିମ୍ । ଭଗ୍ନାବଶେଷ ତଳୁ ୫ ଜଣ ସୁରକ୍ଷିତ ଉଦ୍ଧାର ।
ପଶ୍ଚିମବଙ୍ଗରୁ ମାଲ ଓ ଯାତ୍ରୀ ପରିବହନ କ୍ଷେତ୍ରରେ ପ୍ରମୁଖ ଭୂମିକା ନେଇଥିଲା ଏହି କେନାଲ। ହେଲେ ରକ୍ଷଣାବେକ୍ଷଣ ଅଭାବ ଏବଂ ଜବରଦଖଲ ଯୋଗୁଁ ଏବେ ଅସ୍ତିତ୍ୱ ହରାଇବାକୁ ବସିଲାଣି ।
ହଁ ଏମିିତି ଜଣେ ନିଆରା ପ୍ରତିଭା ହେଉଛନ୍ତି ବ୍ରହ୍ମପୁର ଉପକଣ୍ଠ ବଡ଼କୁଶସ୍ଥଳରୀର ଫାଇନ୍ ଆର୍ଟ ଆଟିଷ୍ଟ ପ୍ରତାପ ବାଡ଼ତ୍ୟା । ନିକଟରେ ସେ ରାଷ୍ଟ୍ରପତି ଭବନରେ ଆୟୋଜିତ ପ୍ରଦର୍ଶନୀରେ ନିଜର ଜାଦୁଗରି ଦ୍ୱାରା ମହାମହିମଙ୍କୁ ପ୍ରଭାବିତ କରିପାରେ ସଫଳ ହୋଇଛନ୍ତି ।
ନିଜ ସଂସଦୀୟ କ୍ଷେତ୍ରରେ ଅଟକିଥିବା ଉନ୍ନୟନମୂଳକ କାର୍ଯ୍ୟ ନେଇ ଆଲୋଚନା । ଅଟକି ରହିଥିବା ୪ଟି ପ୍ରସ୍ତାବ ସଂପର୍କରେ ଲିଖିତ ଜଣାଇଲେ ଅପରାଜିତା ।
ଆଜି 'ବ୍ରହ୍ମପୁର-ଟାଟାନଗର' ଓ 'ହାୱଡ଼ା-ରାଉରକେଲା'ର ଶୁଭାରମ୍ଭ । ଆସନ୍ତାକାଲି ଗଡ଼ିବ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସ ।
ପ୍ରଫେସରଙ୍କ ପାଟିରୁ କଥା ସରୁ ସରୁ କ୍ଲାସ୍ରେ ଥିବା ସବୁ ଛାତ୍ରଛାତ୍ରୀ ଆଖି ପିଛୁଳାକେ ଟେବୁଲ ଉପରେ ମୁଣ୍ଡ ନୁଆଁଇ ଶୋଇପଡ଼ିଲେ ।
ତେବେ ସାପଙ୍କୁ ପୂର୍ବଜ ଭାବରେ ମଧ୍ୟ ବିବେଚନା କରାଯାଏ । ଏପରି ପରିସ୍ଥିତିରେ, ବେଳେବେଳେ ସାପ ସ୍ୱପ୍ନ ଦେଖିବା ଧନ ଆଗମନର ସଙ୍କେତ ମଧ୍ୟ ଦେଇଥାଏ । କିଛି ଜ୍ୟୋତିଷ ସ୍ୱପ୍ନରେ ସାପ ଦେଖିବାର ବିଭିନ୍ନ ସଙ୍କେତ ବିଷୟରେ କହିଛନ୍ତି ।
ଗତବର୍ଷ ସେପ୍ଟେମ୍ବରରେ ଶୁଣାଯାଇଥିଲା ଶବ୍ଦ । ଏହା ଭୂକମ୍ପ ଭଳି କିନ୍ତୁ ଭୂକମ୍ପ ନୁହେଁ ।
ସାଉଦିରୁ ଫେରିବା ପରେ ଶ୍ରମିକ ବଖାଣିଲେ ଦୁର୍ଦ୍ଦଶା । ପେଟ ପାଇଁ ଦାନା ଯୋଗାଡ଼ କରିବାକୁ ଯାଇ ଫସିଥିଲେ ।
ମୟୂରଭଂଜ ଏବଂ କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ । ବାଲେଶ୍ବର, ଭଦ୍ରକ, ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣଂ ।
ବିଜେଡିର ସମାଲୋଚନା ନେଇ ବିଜେପି କି ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ଭୁବନେଶ୍ୱରରେ ପହଞ୍ଚିଲା ୮ ଜଣିଆ SPG ଟିମ୍ । ଭୁବନେଶ୍ୱର ବିମାନ ବନ୍ଦର ସହ ବିଭିନ୍ନ ସ୍ଥାନରେ କରିବେ ଯାଞ୍ଚ ।