ସତ ଓଗାଳେ ସେରମ୍ । ସେଥିପାଇଁ ତାକୁ ଟ୍ରୁଥ୍ ସେରମ୍ ମଧ୍ୟ କୁହାଯାଏ ।
ଯେଉଁ ସ୍କୁଲର ଭୂଗୋଳ ଭାଙ୍ଗିଯାଇଛି ସେଠି ପିଲାଏ ପାଠ ପଢ଼ି ଭବିଷ୍ୟତ ଗଢ଼ିବେ କେମିତି ।
ସୌମ୍ୟଙ୍କ ଏଭଳି ମନ୍ତବ୍ୟ ଏବେ ସରକାରୀ ଦଳରେ କମ୍ପନ ସୃଷ୍ଟି କରିଛି ।
ଟି-ଟ୍ୱେଣ୍ଟି ବିଶ୍ୱକପ ସେମିଫାଇନାଲରେ ଉଭୟ ଦଳ ହାରିବା ପରେ ପରସ୍ପରକୁ ଭେଟୁଛନ୍ତି । ଆଜି ୱେଲିଂଟନରେ ପ୍ରଥମ ଟ୍ୱେଣ୍ଟି-୨୦ ମୁକାବିଲା ହେବ ।
ମନ ଛୁଇଁଲା ଲେଜର ସୋ ଓ କଟକ ଇନ୍ କଟକ ଥିମ୍ । ପାଣି ବୋତଲରେ କ୍ୟୁଆର କୋଡ୍ ଯୋଜନା ଫେଲ୍ ।
ଅଫତାବକୁ ଫାଶିଦଣ୍ଡ ଦାବି କଲେ ଆଇନଜୀବୀ ।
୧୦୮କୁ ଦୈନିକ ଆସୁଛି ୭ ଶହରୁ ଅଧିକ ଫେକ୍ କଲ । ଏତଲା ସତ୍ତ୍ୱେ ଆକ୍ସନ ଶୂନ, ଚିନ୍ତାରେ ହେଲ୍ପ ଲାଇନ କର୍ମଚାରୀ ।
୫ ଗିରଫ, ୩ କୋର୍ଟ ଚାଲାଣ, ୨ ଗଲେ ସୁଧାର ଗୃହ । ଦେଖଣାହାରୀ ଝିଅ ବିରୁଦ୍ଧରେ ବି ହେବ କାଯର୍ୟାନୁଷ୍ଠାନ ।
କାରକୁ ଜାଣିଶୁଣି କେହି ଲୁଚାଇବାରେ ସହଯୋଗ କରୁଥିଲେ ତାଙ୍କ ବିରୋଧରେ ବି କାର୍ଯ୍ୟାନୁଷ୍ଠାନ ପାଇଁ କୋର୍ଟଙ୍କ ଜରିଆରେ ପ୍ରକ୍ରିୟା ଆରମ୍ଭ କରିଛି ଇଡି ।
EMI ଋଣ ସଠିକ୍ ଟାଇମ୍ରେ ନଦେଲେ ତାହା ଆପଣଙ୍କୁ ଭବିଷ୍ୟତରେ ମହଙ୍ଗା ସାବ୍ୟସ୍ତ ହୋଇପାରେ ।
କିଛି ଯୁବକ ଖୁବ୍ ଚେଷ୍ଟା କରିଥିଲେ ଷଣ୍ଢକୁ ସେହି କଷ୍ଟରୁ ରକ୍ଷା କରିବା ପାଇଁ । କିନ୍ତୁ ତାହା ଏତେ ସହଜ ନଥିଲା ।
ଲାଇଟ୍ ସବୁ ଘୋଡା ହେବା ପଛର ସତ ଜାଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ । ଆଉ କହିବେ ଲାଇଟ୍ ପାଇଁ ଆମେ ଦିନେ ଉପବାସରେ ରହିବା ।
ଆଇନଜୀବୀଙ୍କ ପାଇଁ ଆଜି ରାସ୍ତା କଡରେ ଏମିତି ବସି କଇଁ କଇଁ କାନ୍ଦୁଛନ୍ତି ସେହି ବୁଢୀ ମାଆ ।
୧୯୮୨ ମସିହାରେ ସ୍ଥାପିତ ଏହି ହାଇସ୍କୁଲ ୧୯୯୪ ମସିହାରେ ସରକାରୀ ଅନୁଦାନ ପାଇଥିଲା ।
କୋର୍ଟଙ୍କ ନିଷ୍ପତ୍ତି ନଆସିଲା ଯାଏଁ କୁକୁର ଆଉ ତପସ୍ୱିନୀ ସୋସାଇଟିକୁ ଫେରିପାରିବନି ।
ବ୍ୟାସନଗର ୮ ନମ୍ବର ଓ୍ୱାର୍ଡରେ ରହୁଥିବା ଜଣେ ବ୍ୟକ୍ତିଙ୍କ ନିଜସ୍ୱ ଜାଗାରେ ମୋବାଇଲ୍ ଟାଓ୍ୱାର୍ ବସାଇବା ପାଇଁ ଏନ୍ଓସି ଦେବାକୁ ନେଇ, ଉତକ୍ଷିପ୍ତ ପୌରାଧ୍ୟକ୍ଷା ।
ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ଚାଲିଥିବା ଆନ୍ଦୋଳନ ଭିତରେ ଆଜି ସାମ୍ନାକୁ ଆସିଥିଲା ଏଭଳି ୩ଟି ଚିତ୍ର । ଆଗକୁ ପଦ୍ମପୁର ଭୋଟ୍ ଥିବାରୁ ବଡ଼ ପ୍ରସଙ୍ଗ ଭାବେ ମୁଣ୍ଡ ଟେକି ଠିଆ ହୋଇଛି ଜିଲ୍ଲା ଗଠନ ଦାବି ।
କେଉଁ ରିପୋର୍ଟ ଆଧାରରେ ରାଜ୍ୟ ସରକାର ଇନପୁଟ୍ ସବ୍ସିଡି ଘୋଷଣା କରିଛନ୍ତି ତାକୁ ନେଇ ଉଠିଛି ପ୍ରଶ୍ନ ।
ମହିଳାଙ୍କ ନେତୃତ୍ୱରେ ବିକାଶ ଭାରତ ପାଇଁ ଜି-୨୦ର ଏଜେଣ୍ଡା ହେବ ଓ ଡିଜିଟାଲ ବିଭେଦ ଦୂର ଲାଗି ଭାରତ ସେତୁ ଭଳି କାମ କରିବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ।