• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Humanity
ଅନାଥ ହେବା ପରେ ମାଡ଼ି ବସିଲା ଦୁଖ, ଏବେ ଦୁଇ ଭଉଣୀଙ୍କୁ କୋଳେଇ ନେଲା ପ୍ରଶାସନ

ବାପା-ମାଆ ଚାଲିଯିବା ପରେ ବଡଭାଇ ସିନା ପଚାରିଲାନି ହେଲେ ସାନ ଭାଇ ଦୁଇ ଭଉଣୀଙ୍କୁ ମଣିଷ କରିବାକୁ ଯେଉଁ ସଂକଳ୍ପ କରିଥିଲେ ତାହା ଆଜି ପୂରଣ ହେବାକୁ ଯାଉଛି ।

Elon Musk
ଟ୍ୱିଟର କିଣିବା ପରେ ପଡ଼ିଛି ଶନି ଦଶା ! କମୁଛି ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ଏଲନ୍‌ଙ୍କ ସମ୍ପତ୍ତି..

ବିଶ୍ୱ ଧନୀ ତାଲିକାର ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ଥିବା ବ୍ୟକ୍ତିଙ୍କ ସମ୍ପତ୍ତି କ୍ଷୀପ୍ର ବେଗରେ ଉପରମୁହାଁ ହେବାରରେ ଲାଗିଛି ।

padmapur bypoll
ବିଜେଡି ପାଇଁ ପଦ୍ମପୁର ଚିନ୍ତା ! ଖୋଲାଖୋଲି ଆଶାୟୀ କହିଲେଣି ଆମର ଟିକଟ ଆଶା

ପଦ୍ମପୁରରେ ଯଦି ବାହାରନ୍ତି ପୁଣି ଜଣେ ରାଜୁ ଦାସ । ତେବେ ବିଜେଡି ପାଇଁ ଏହା ଘାଟା ହୋଇପାରେ । ତେଣୁ ଏଠି ଦଳ ଭାବିଚିନ୍ତି ନେବ ନିଷ୍ପତ୍ତି ।

Draupadin Murmu
ପୋଲିସ ଛାଉଣୀ ହେବ ରାଜଧାନୀ, ସରିଲା ଫୁଲ୍‌ଡ୍ରେସ୍‌ ରିହର୍ସଲ; ଦେଖନ୍ତୁ ଭିଡିଓ..

ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ପାଇଁ ବ୍ୟାପକ ବନ୍ଦୋବସ୍ତ କାଲି ପୁରୀରେ ହେବ କାରକେଡ୍ ରିହର୍ସାଲ୍ ।

Tara bahinipati
ତାରାଙ୍କ ବିସ୍ଫୋରକ ବୟାନ ! ‘ବିଜେଡି ନେତା ଫଣ୍ଡିଂ କଲେ ବୋଲି କଂଗ୍ରେସର ଭୋଟ କମିଲା’

ପଦ୍ମପୁରରେ କଂଗ୍ରେସର ଭଲ ପ୍ରାର୍ଥୀ ଅଛନ୍ତି ବୋଲି ସେ କହିଛନ୍ତି । ଏନେଇ ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।

Love Story
ଏମିତି ବି ପ୍ରେମ ହୁଏ, ଆଉ ବିବାହ ମଧ୍ୟ ! ପଢ଼ନ୍ତୁ ସୁନ୍ଦର କାହାଣୀ..

ଯୁବକଙ୍କ ନା ହାଫିଜ୍‌ ମହମ୍ମଦ ନଦୀମ । ଆଉ ମହିଳା ଜଣକ ହେଉଛନ୍ତି ପୋଲାଣ୍ଡ ଦେଶର ମୂଳ ବାସିନ୍ଦା । ତାଙ୍କର ନା ବ୍ରୋମା ।

Lord Jagannath
ଜଗାକୁ ଛାଡ଼ି ଯିବାକୁ ହବିଷ୍ୟାଳିଙ୍କ ହେଉନି ମନ, ଲୁହରେ ଭିଜିଯାଉଛି ଆଖି

କାଳିଆକୁ ଛାଡ଼ିଯିବାର ଦୁଃଖ ପ୍ରତିଟି ହବିଷ୍ୟାଳିଙ୍କ ଆଖିକୁ ଭିଜାଇ ଦେଉଥିବା ସ୍ପଷ୍ଟ ବାରି ହେଉଥିଲା ।

Baliyatra
ବାଲିଯାତ୍ରାରେ ଦୁଲୁକିଲାଣି ମଞ୍ଚ, କୁଆଖାଇ ପଠାରେ ମନମୋହୁଛି ମୀନାବଜାର

ଦୁଇ ବର୍ଷ ଧରି କୋଭିଡ କଟକଣା ଯୋଗୁଁ ଶ୍ରଦ୍ଧାଳୁମାନେ ପାଳନ କରିପାରିନଥିଲେ ଉତ୍କଳୀୟ ସମୃଦ୍ଧ ଐତିହାସିକ ଗାଥାକୁ ମନେ ପକାଇ ପାଳନ କରାଯାଉଥିବା ପରମ୍ପରାର ଏହି ପର୍ବ ।

Odisha Politics
ବିଜେଡିକୁ ଘାରିଲାଣି ବିଦ୍ରୋହୀ ଭୟ ! ରାଜୁ ସାଜିଲେ ଟ୍ରେଣ୍ଡ ସେଟର, ଅସନ୍ତୁଷ୍ଟଙ୍କୁ ମିଳିଲା ବଳ

ସବୁଠି ବିଦ୍ରୋହୀ ଥିବା କହି ବିଜେପି ଓ କଂଗ୍ରେସର ଆକ୍ଷେପ । ଶଙ୍ଖ ଶିବିରରେ ଛନକା ସତ୍ତ୍ୱେ ମାନିବାକୁ ନାରାଜ ବିଜେଡି ।

Padmapur Politics
ପଦ୍ମପୁର ପାଇଁ ବିଜେଡିର ପ୍ଲାନ୍‌ ଚେଞ୍ଜ, ବିଜେପି ବି ଆପଣାଇବ ବଡ଼ ଷ୍ଟ୍ରାଟେଜୀ

ପଦ୍ମପୁର ପାଇଁ ମଧ୍ୟ ଖୁବ ଶୀଘ୍ର ଓଡିଶା ଆସି ରଣନୀତି ପ୍ରସ୍ତୁତ କରିବେ ସୁନିଲ ବଂଶଲ ଏବଂ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ।

Lohia Academy
ପରାଗଠୁ ବଳିଗଲା ଗ୍ରହଣରେ ଖାଦ୍ୟ ଭକ୍ଷଣ ବିବାଦ ! ମାରପିଟ୍-ଠେଲାପେଲା-ଲାଠି ଚାର୍ଜ, ଦେଖନ୍ତୁ ଭିଡିଓ...

ଭୁବନେଶ୍ୱର, ବ୍ରହ୍ମପୁରରେ ହେତୁବାଦୀ-ପରଂପରାବାଦୀ ଖଣ୍ଡଯୁଦ୍ଧ । ରଣକ୍ଷେତ୍ର ପାଲଟିଲା ରାଜଧାନୀର ଲୋହିଆ ଏକା଼ଡେମୀ ।

Bonny Kapoor V/s Akshay Kumar
କପିଲ ଶର୍ମା ସୋ’ରେ ବୋନି କପୁରଙ୍କ ଭିନ୍ନ ଅନ୍ଦାଜ୍‌, ଅକ୍ଷୟ କୁମାରଙ୍କୁ କଲେ ସମାଲୋଚନା !

ବୋନି କପୁରଙ୍କ ବିବୃତ୍ତିରୁ ସ୍ପଷ୍ଟ ବାରି ହୋଇପଡ଼ୁଛି ଯେ, ସେ ବଲିଉଡ୍‌ର ଖିଲାଡ଼ି କୁମାର ବା ଅକ୍ଷୟ କୁମାରଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ।

Lunar Eclipse
ମହାକାଶରେ ମହାଜାଗତିକ ଦୃଶ୍ୟ, ୨ଟା ୩୮ରେ ଲାଗିଲା ଗ୍ରହଣ; ଦେଖନ୍ତୁ ଭିଡିଓ...

ସନ୍ଧ୍ୟା ୫ଟା ୧୧ରୁ ଚନ୍ଦ୍ର ଗ୍ରହଣ ଦୃଶ୍ୟ ମାନ । ୬ଟା ୧୮ ମିନଟ୍‌ରେ ଗ୍ରହଣ ସର୍ବମୋକ୍ଷ  ।

Viral Video
ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ ପାଞ୍ଚନ୍ତି ଗୋବିନ୍ଦ, ଦେଖନ୍ତୁ ମଜାଦାର ଭିଡିଓ..

ହିନ୍ଦିରେ ବି ଗୋଟିଏ କଥା ଅଛି, ଉପର ବାଲେ କି ଲାଠି ମେ ଆବାଜ୍ ନେହିଁ ହୋତା ।

Jagannath Temple
ଶ୍ରୀଜିଉଙ୍କୁ ସୁନାବେଶରେ ମିଳିବ ତ ଦର୍ଶନ ? ପ୍ରଶାସନ ବି ଦୂର କରିପାରିଲାନି ଦ୍ୱନ୍ଦ୍ୱ

ଭୋର୍ ୫ଟା ୩୮ ମଧ୍ୟରେ ଡଙ୍ଗା ଭସାଇବାକୁ ପରାମର୍ଶ । ଆଜି ରାତି ୧୦ଟାରୁ କାଲି ସକାଳ ଯାଏଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ।

Padmapur Bypoll
ଏବେ ପଦ୍ମପୁର ପାଳି, ଏଠି ବି ପ୍ରାର୍ଥୀ ଚୟନ ନେଇ ଦ୍ୱନ୍ଦ୍ୱରେ ପଡ଼ିପାରେ ବିଜେଡି...

ଧାମନଗର ଝଟ୍‌କା ପରେ ବିଜେଡିରେ ବଢୁଛି ପ୍ରାର୍ଥୀ ଦ୍ୱନ୍ଦ୍ୱ । ପ୍ରଦୀପ ପୁରୋହିତ ବିଜେପିରୁ ଲଢ଼ିବା ପ୍ରାୟ ନିଶ୍ଚିତ ।

Dhamnagar
କିଏ କରିଥିଲା ଅବନ୍ତୀଙ୍କ ପ୍ରାର୍ଥୀତ୍ୱ ପାଇଁ ଲବି, କାହାର ଥିଲା ସ୍ୱାର୍ଥ ? ଏବେ ତାକୁ ଖୋଜୁଛି ଦଳ...

ବିଜେଡିକୁ ବୁମେରାଂ ହେଲା କି ଅବନ୍ତୀଙ୍କ ପ୍ରାର୍ଥୀତ୍ୱ ? ଚର୍ଚ୍ଚାରେ ବିଜେଡି ବିଜୟ ଧାରାରେ କଳଙ୍କ ଲଗାଇଥିବା ନେତା ।

Cheetah
କୁନୋ ଜଙ୍ଗଲରେ ପ୍ରଥମ ଶିକାର କରିଛନ୍ତି ନାମିବ୍ୟାରୁ ଆସିଥିବା ଚିତା, ଦେଖନ୍ତୁ ଭିଡିଓ

ଗତ ସେପ୍ଟେମ୍ବର ୧୭ରେ ନାମିବ୍ୟାରୁ ୮ଟି ଚିତାଙ୍କୁ ଆଣି ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ଛଡ଼ାଯାଇଥିଲା ।

Dhanuyatra
ଏଥର ଜମିବ ଧନୁଯାତ୍ରା ! ପୁରିଲା ୭୫ ବର୍ଷ, ପାଳନ ହେବ ଡାଇମଣ୍ଡ ଜୁବ୍‌ଲି

୧୦ ତାରିଖରେ ଧନୁଯାତ୍ରାର ମୁଖ୍ୟ ଭୂମିକା ମହାରାଜ କଂସଙ୍କ ପାଇଁ କଳାକାର ଚୟନ କରାଯିବାକୁ ସ୍ଥିରୀକୃତ ହୋଇଛି ।

Florence Nightangle Award
ଓଡ଼ିଶାର ଦୁଇ ନର୍ସଙ୍କୁ ରାଷ୍ଟ୍ରପତିଙ୍କ ଫ୍ଲୋରେନ୍ସ ନାଇଟଏଙ୍ଗେଲ ପୁରସ୍କାର

ଜଗତସିଂହପୁର DDHରେ କାର୍ଯ୍ୟରତ ଖୁଲାନା ବାରିକ ଓ ବ୍ରହ୍ମପୁର ଶୀତଳାପଲ୍ଲୀ କୋଭିଡ ହସ୍ପିଟାଲରେ କାର୍ଯ୍ୟରତ ନର୍ସ ଶିବାନୀ ଦାଶଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫ୍ଲୋରେନ୍ସ ନାଇଟଏଙ୍ଗେଲ ସମ୍ମାନରେ ସମ୍ମାନୀତି କରିଛନ୍ତି ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।