• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Odia Jawan
ରେଳ ଧାରଣା କଡ଼ରୁ ମିଳିଲା ଯବାନଙ୍କ ମୃତଦେହ

ଭଉଣୀ ବାହାଘର ପାଇଁ ଦାୟିତ୍ୱରୁ ଛୁଟି ନେଇ ଘରକୁ ଆସିଥିଲେ ଯବାନ ଚନ୍ଦ୍ରକାନ୍ତ ସେଜପଡ଼ା । ଆଉ ସବୁ କାମ ସରି ପୁଣି ଫେରିଯାଇଥିଲେ କର୍ମକ୍ଷେତ୍ରକୁ । ଏହାର ମାତ୍ର ଦୁଇ ସପ୍ତାହ ପରେ ହରିଆଣାର ବାହାଦୁର ପାଖ ଏକ ରେଳ ଧାରଣା କକ୍ଷରୁ ତାଙ୍କର ମୃତଦେହ ମିଳିଥିଲା ।

Ambulance
ମୂଲ-ଚାଲ ହୋଇପାରିଲାନି ! ଅଧାବାଟରେ ଶବକୁ ଛାଡ଼ି ପଳାଇଲା ଆମ୍ବୁଲାନ୍ସ

ଛବି ମହାନ୍ତିଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପ୍ରଥମେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ।

Shane Warne With Andrew Symonds
ଦୁଃଖର ପାହାଡ଼ ଭିତରେ ଅଷ୍ଟ୍ରେଲିଆ କ୍ରିକେଟ୍ ! ଦୁଇ ଦୁଇ ଜଣ କିମ୍ବଦନ୍ତି କ୍ରିକେଟରଙ୍କୁ ହରାଇଲା

ମହାନ କ୍ରିକେଟରଙ୍କ ବିୟୋଗ କ୍ରିକେଟ ଜଗତ ପାଇଁ ବି ଏକ ଅପୂରଣୀୟ କ୍ଷତି ସୃଷ୍ଟି ହୋଇଛି । 

Andrew Symonds
ସାଇମଣ୍ଡସ୍‌-ହରଭଜନଙ୍କ ‘ମଙ୍କିଗେଟ୍’ ମାମଲା ପାଇଁ ଅଷ୍ଟ୍ରେଲିଆକୁ ଧମକ ଦେଇଥିଲା BCCI

ସାଇମଣ୍ଡସ୍ ତାଙ୍କ କ୍ୟାରିୟରରେ ୨୬ଟି ଟେଷ୍ଟ, ୧୯୮ଟି ଦିନିକିଆ ଏବଂ ୧୪ଟି-୨୦ ମ୍ୟାଚ୍ ଖେଳିଛନ୍ତି । ଟେଷ୍ଟରେ ୧୪୬୨ ରନ୍ କରିଥିବା ବେଳେ ଦିନିକିଆରେ ୫୦୮୮ ରନ୍ ଏବଂ ଟି -୨୦ରେ ୩୩୩ ରନ୍ କରିଛନ୍ତି ।

Water Scarcity
ଆଠଗଡ଼-ମାଲକାନଗିରି-ବାଲେଶ୍ୱର ! ଉପାନ୍ତରୁ ଉପକୂଳିଆ ସମସ୍ତଙ୍କୁ କଲବଲ କରୁଛି ପାନୀୟ ଜଳ ସମସ୍ୟା

ଧାଡ଼ି ଧାଡ଼ି କରି ରଖିଛନ୍ତି ଗରା, ବାଲଟି । ଅପେକ୍ଷା କରିଛନ୍ତି ପାଣି ଟ୍ୟାଙ୍କରକୁ । ପାଣି ନେଲେ ଘରେ ରୋଷେଇ ହେବ, ନିତ୍ୟ ବ୍ୟବହାର୍ଯ୍ୟ କାମରେ ଆସିବ ।

 self-immolation
SP ଅଫିସ୍ ଆଗରେ ଆତ୍ମାହୁତି ଦେଇଥିବା ଯୁବକ ମୃତ

ଜଣେ ବ୍ୟକ୍ତି ତାଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ ଏବଂ ଏହାର ତଦନ୍ତ ଜାରି ରହିଥିଲା । ପ୍ରକୃତରେ କେଉଁ କାରଣ ଲାଗି ସେ ଏତେବଡ଼ କଠୋର ନିଷ୍ପତ୍ତି ନେଲେ ତାହାର ତଦନ୍ତ ଚାଲିଛିି ।

Encounter
ଖୋଜି ଖୋଜି ପୋଲିସ କରୁଛି ଏନ୍‌କାଉଣ୍ଟର

ମୃତ ଶିକାରୀ ହେଲେ ନୌସାଦ ମେୱାଟୀ । ଏହାସହ ପୋଲିସ ଚାରିଜଣ ଶିକାରୀଙ୍କୁ ଗିରଫ କରିଛି ।

Andrew Symonds
ସଡ଼କ ଦୁର୍ଘଟଣାରେ ଚାଲିଗଲା ଅଷ୍ଟ୍ରେଲିଆ ଷ୍ଟାର କ୍ରିକେଟର ଆଣ୍ଡ୍ର୍ୟୁ ସାଇମଣ୍ଡସ୍‌ଙ୍କ ଜୀବନ

ଅଷ୍ଟ୍ରେଲିଆ ପାଇଁ ୨୬ ଟେଷ୍ଟ, ୧୯୮ ଦିନିକିଆ ଓ ୧୪ ଟି-ଟ୍ୱେଣ୍ଟି ଖେଳିଥିଲେ ସାଇମଣ୍ଡସ୍‌ ।

Delhi Plastic Factory
ପୁଣି ଦିଲ୍ଲୀରେ ଅଗ୍ନିକାଣ୍ଡ ! ହୁତୁହୁତୁ ହୋଇ ଜଳିଗଲା ଫ୍ୟାକ୍ଟ୍ରି, ୨୭ ଅଗ୍ନିଶମ ବାହିନୀ ନିୟୋଜିତ

ଶିନବାର ରାତି ପ୍ରାୟ ୯ଟା ୧୦ ସମୟରେ ଫ୍ୟାକ୍‌ଟ୍ରିରେ ନିଆଁ ଲାଗିଥିବା ନେଇ ଅଗ୍ନିଶମ ବିଭାଗକୁ ଫୋନ ଆସିଥିଲା ।

IPL 2022
ଧାୱନ୍‌-ରବାଡ଼ାଙ୍କ ଭିଡିଓ ଭାଇରାଲ ! ତଳେ ପକାଇ ଗୋଇଠା ମାରୁଛନ୍ତି

ନିକଟରେ ଧାୱନ ଏକ ଭିଡିଓ ସେୟାର କରିଛନ୍ତି ଯେଉଁଥିରେ ସାଥି ଖେଳାଳି କୈଗିସୋ ରବାଡା ତାଙ୍କୁ ଗୋଇଠା ମାରୁଥିବା ଦେଖାଯାଇଛି ।

IPL 2022
ପାଟିଦାରଙ୍କ ଛକାରେ ବୃଦ୍ଧଙ୍କ ମୁଣ୍ଡ ଫାଟିଲା ! ଦେଖନ୍ତୁ ଭିଡିଓ..

ଏହି ମ୍ୟାଚରେ ରଜତ ପାଟିଦାର ୨୧ଟି ବଲରେ ୨୬ ରନ୍ ସଂଗ୍ରହ କରିଥିଲେ। ଏଥିରେ ତାଙ୍କର ଦୁଇଟି ଲମ୍ବା ଛକା ମଧ୍ୟ ସାମିଲ ଅଛି । ତାଙ୍କର ଗୋଟିଏ ଛକା ଏକ ଦୁର୍ଘଟଣାକୁ ଅଳ୍ପକେ ଏଡାଇ ଯାଇଥିଲା ।

Delhi Firemishap
ବିରାଟ ଅଗ୍ନିକାଣ୍ଡ ପରେ ସରକାରଙ୍କ ଚେତା ପଶିଲା, କଡ଼ାକଡ଼ି ହେଲା ନିୟମ

ଅଗ୍ନି ନିରାପତ୍ତା ତ୍ରୁଟି ଥିଲେ ୧୧୨ ଡାଏଲ କରି ସୂଚନା ଦେଇପାରିବେ ବୋଲି କହିଛନ୍ତି ଦିଲ୍ଲୀ ସରକାର ।

Vigilance Raid
ଭିଜିଲାନ୍ସ ହାତରେ ଭିଜିଲାନ୍ସ ଇନିସ୍‌ପେକ୍ଟର ମାନସୀ ଜେନା ଗିରଫ

୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଗତକାଲି ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ।

27 Die In Massive Delhi Fire
ଥମିନି ଦୁର୍ଦଶା ! ଏବେ ବି ଅନେକ ନିଖୋଜ, ଏଣେ ତେଣେ ଦୌଡ଼ୁଛନ୍ତି ସମ୍ପର୍କୀୟ

ନିଜ ଲୋକଙ୍କୁ ଖୋଜିବାକୁ ସମ୍ପର୍କୀୟ ମାନେ, ଏ ମେଡିକାଲ୍‌ରୁ ସେ ମେଡିକାଲ୍ ଦୌଡ଼ୁଛନ୍ତି ।

Aparajita Sarangi
ବିଳମ୍ବରେ ହେଲେ ବି ସରକାର ତ୍ରୁଟି ସଂଶୋଧନ କରିଛନ୍ତି, ଆଗକୁ ନିୟମ ମାନି କାର୍ଯ୍ୟ କରନ୍ତୁ: ଅପରାଜିତା ଷଢ଼ଙ୍ଗୀ

ସରକାର ଭୁଲ ମାନିଛନ୍ତି, ଆଉ ନିଜ ଭୁଲକୁ ସ୍ୱୀକାର କରି ଆଗକୁ ସଠିକ୍‌ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ଲେଖିଛନ୍ତି ଅପରାଜିତା ।

Mahanga IIC
ଥାନାରେ ହାଜର ହେଲେ ମାହାଙ୍ଗା ଥାନା IIC, ପତ୍ନୀଙ୍କୁ ଗିରଫ କରିସାରିଛି ପୋଲିସ

ଭୁବନେଶ୍ୱର ଭିଜିଲାନ୍ସ କାର୍ଯ୍ୟାଳୟରେ ସେ ହାଜର ହୋଇଛନ୍ତି । ଭିଜିଲାନ୍ସ ନିର୍ଦ୍ଦେଶରେ ସେ ହାଜର ହୋଇଥିବା ଜଣାପଡିଛି ।

Saroj Padhi
ପୂର୍ବତନ ବିଧାୟକ ଉଭାନ୍‌ ! ୩ ଦିନ ହେଲା ପତ୍ତା ମିଳୁନି, ଅପହରଣ ସନ୍ଦେହ

ଗୁରୁବାର ସକାଳ ସାଢ଼େ ୮ଟାରେ ବାହାରିଥିଲେ ସରୋଜ । ତା’ରେ ସେ ଆଉ ଘରକୁ ଫେରିନାହାନ୍ତି ।

srimandira
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ରାୟ ଆସିବା ପର୍ଯ୍ୟନ୍ତ ନିର୍ମାଣ ସ୍ଥଗିତ ରହିଲେ ପ୍ରକଳ୍ପ ପାଇଁ ଅସୁବିଧା ନାହିଁ ବୋଲି ଚିଠିରେ ଦର୍ଶାଯାଇଛି ।

srimandira
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବାହାରେ ହେବ ବାହ୍ୟ ରାସ୍ତା

ASI ଡିଜିଙ୍କ ପରାମର୍ଶକୁ ଦୃଷ୍ଟିରେ ରଖି ୧୦୦ ମିଟର ନିଷିଦ୍ଧାଞ୍ଚଳ ବାହାରକୁ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ସ୍ଥାନାନ୍ତର ପ୍ରସ୍ତାବ ଉପରେ ରାଜି ହୋଇଛି ସିଏସି ।

Tamato Flu
କର୍ଣ୍ଣାଟକରେ ଏବେ ଟମାଟୋ ଫ୍ଲୁକୁ ନେଇ ଆତଙ୍କ

ଗତ କିଛି ଦିନ ଧରି କର୍ଣ୍ଣାଟକରେ ଏହି ରୋଗ ଦେଖା ଦେଇଛି। ପୂର୍ବରୁ ତାମିଲନାଡୁ ଓ କେରଳରେ ଏହି ରୋଗ ଦେଖା ଦେଇଥିଲା। ତେବେ ଏହି ସଂକ୍ରାମକ ରୋଗ ଧୀରେ ଧୀରେ ବ୍ୟାପୁଥିବାରୁ କର୍ଣ୍ଣାଟକରେ ହାଇ ଆଲର୍ଟ ଜାରି କରାଯାଇଛି।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।