ଅବନ୍ତୀ ଦାସ ହେଲେ ବିଜୁ ଜନତା ଦଳର ପ୍ରାର୍ଥୀ । ଏବେ ତିହିଡ଼ି ବ୍ଲକ ଅଧ୍ୟକ୍ଷା ଅଛନ୍ତି ଅବନ୍ତୀ ।
ପ୍ରଶାସନ ବି ଡିଜିଟାଲ ଦୁନିଆ ସହ ପାଦ ମାଳାଇ ଚାଲୁଥିବା ଦେଖାଯାଇଛି ।
ଠକଙ୍କଠାରୁ ଟଙ୍କା ତ ଆଦାୟ ହୋଇଛି ହେଲେ କାହିଁକି ଟଙ୍କା ଫେରସ୍ତ ପାଉ ନାହାନ୍ତି ଜମାକାରୀ ?
ଧାମନଗର ଉପନିର୍ବାଚନ ପାଇଁ ବଢୁଛି ଉଷ୍ମତା, ନାମାଙ୍କନ ଭରିଲେ ସୂଯର୍ୟବଂଶୀ । ବିଜେପି କହିଲା ୨୪ ପୂର୍ବରୁ ଆମ ପାଇଁ ଇଏ ସେମିଫାଇନାଲ୍ ।
ଖୋଲୁଛି ଅର୍ଚ୍ଚନା ନାଗର ପାପ ପେଡ଼ି ! ଭିଡ଼ିଓ କନଫରେନ୍ସିଂରେ ହାଜର, ଲାଗିଛି ୧୬ ଦଫା ।
ପାଂଚ ଜଣ ଜଳ ସତ୍ୟାଗ୍ରହ କରୁଥିବା ବେଳେ ଆଲୋକ ବୁଡେକ ନାମକ ଜଣେ ଆନ୍ଦୋଳନକାରୀଙ୍କ ଅବସ୍ଥା ଗୁରୁତର ହୋଇଛି ।
ଏହି ସବୁ କାହାଣୀ ଜାଣିବା ପରେ ନିସ୍କର୍ଷ ହେଲା, ମନରେ ଦୃଢ଼ ଇଚ୍ଛାଶକ୍ତି ଥିଲେ ଉପାୟ ଆପେ ଆପେ ଆସେ । ଯାହାକୁ ଏମାନେ ଶତପ୍ରତିଶତ ପ୍ରମାଣ କରି ଦେଖାଇଛନ୍ତି ।
ଏବେ ସୁଦ୍ଧା ପାଖାପାଖି ୨୦୦ରୁ ଅଧିକ ଫିଲ୍ମରେ ସେ ଅଭିନୟ କରିସାରିଛନ୍ତି । ଭାରତୀୟ ଫିଲ୍ମ ଜଗତରେ ଏମିତି କୌଣସି ପୁରସ୍କାର ନାହିଁ ଯାହା ତାଙ୍କୁ ନମିଳିଛି ।
ଶୋକବ୍ୟକ୍ତ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହ ବହୁ ବିଶିଷ୍ଟ ବ୍ୟକ୍ତି । ନୂଆଦିଲ୍ଲୀ ଗୁରୁଗ୍ରାମ ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ ମୁଲାୟମ ।
ଗୁମର ଫିଟାଇଲା ପ୍ରଡ୍ୟୁସର ଅକ୍ଷୟ ପରିଜାଙ୍କ ଏତଲା । ୩ କୋଟି ଟଙ୍କା ମାଗି ହତ୍ୟା ଧମକ ବି ଦେଇଥିଲା ଅର୍ଚ୍ଚନା ।
ଗଂଜାମକୁ ବେଶୀ ଗୁରୁତ୍ୱ, ଅନ୍ୟ ଦଳର ଆମଦାନୀ ନେତାଙ୍କୁ ବି ପ୍ରଧାନ୍ୟ । ଦାସବର୍ମାଙ୍କ ଭଳି ବରିଷ୍ଠଙ୍କୁ ବାଦ୍, ଝୁଲିଲା ଯୋଜନାବୋର୍ଡ ଉପାଧ୍ୟକ୍ଷ ପଦ ।
ବ୍ରହ୍ମାସ୍ତ୍ର ଫିଲ୍ମ ପାଇଁ ପୂର୍ବରୁ ଟ୍ରୋଲ ହୋଇଥିଲେ ରଣବୀର । ହେଲେ ଏବେ ତ ସେହି ବିଷୟ ପୁରୁଣା ହୋଇସାରିଲାଣି । ତାହାଲେ କାହିଁକି ସୋସିଆଲ ମିଡିଆରେ ରଣବୀରଙ୍କୁ କରାଯାଉଛି ତାତ୍ସଲ୍ୟ ।
ଆଜି ଆମେ ଆପଣଙ୍କୁ ଜୋମାଟୋର କୌଣସି ଅଫର କିମ୍ବା ତା’ର କୌଣସି ବିଜ୍ଞାପନ କଥା କହିବୁ ନାହିଁ । ଆମେ ଏହି ସଂସ୍ଥାର ଏକ ବଡ଼ ଗୁମର ଖୋଲିବାକୁ ଯାଉଛୁ ।
ପୁଟିନ୍ ଆହୁରି ମଧ୍ୟ ଧମକ ଦେଇଥିଲେ ଯେ, ଯଦି ଏହି ଯୁଦ୍ଧ ଭିତରେ ଆଉ କିଏ ମୁଣ୍ଡ ପୁରେଇବ ତେବେ ସେହି ଦେଶର ଅବସ୍ଥା ବି ଭୟଙ୍କର ହେବ ।
ବେନ୍ ବେର୍ଣ୍ଣାନ୍କେ, ଡଗଲାସ୍ ଡାଇମଣ୍ଡ, ଫିଲିପ୍ ଡିଭିଗ୍ଙ୍କୁ ନୋବେଲ ପୁରସ୍କାର ଦିଆଯିବ ନେଇ ଘୋଷଣା କରାଯାଇଛି ।
ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅଙ୍କୁ ଧାମନଗର ଟିକେଟ୍ ସୂଯର୍ୟବଂଶୀଙ୍କୁ ଧାମନଗର ଯୋଦ୍ଧା ଘୋଷଣା କଲା ବିଜେପି ।
ଲେଡି ବ୍ଲାକ୍ମେଲର ଅର୍ଚ୍ଚନା ନାଗଫାଶରେ ମାଳ ମାଳ ନେତା । ସୋସିଆଲ୍ ମିଡିଆରେ ଭାଇରାଲ୍ ମନ୍ତ୍ରୀଙ୍କ ସହ ଫଟୋ ।
ମହିଳା କମିଶନ ଅଧ୍ୟକ୍ଷା ପଦ ବଜାୟ ରଖିଛନ୍ତି ମିନତୀ ବେହେରା । ଓଡ଼ିଶା ଖଦି ନିଗମର ଅଧ୍ୟକ୍ଷ ଦାୟିତ୍ୱ ନେଇଛନ୍ତି ସଂଗ୍ରାମ ପାଇକରାୟ ।
୨୬୨ ରାଙ୍କ ରଖି ସଫଳତା ପାଇଥିବା ବାଣପୁରର ଅଲାଇଡିହ ଗ୍ରାମର ପ୍ରସନ୍ନ କୁମାର ପଣ୍ଡା । ପରୀକ୍ଷାରେ ସଫଳତା ପରେ ଏବେ ତାଙ୍କ ପାଖକୁ ଛୁଟିଛି ଶୁଭେଚ୍ଛାର ସୁଅ ।
କୋହ ଭରା କଣ୍ଠରେ କାନ୍ଦି କାନ୍ଦି ଜିଲ୍ଲାପାଳଙ୍କୁ ଗୁହାରି କରୁଛନ୍ତି ମହିଳା । ସବୁ କଥା ଶୁଣିବା ପରେ ଜିଲ୍ଲାପାଳ କହିଛନ୍ତି, ‘ମାଉସୀ ଆପଣ ବ୍ୟସ୍ତ ହୁଅନ୍ତୁ ନାହିଁ ।’