• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Ranil Wickremesinghe
ରନୀଲ ବିକ୍ରମସିଂଘେ ହେଲେ ଶ୍ରୀଲଙ୍କାର ନୂଆ ପ୍ରଧାନମନ୍ତ୍ରୀ

ଅନ୍ୟପଟେ ଶ୍ରୀଲଙ୍କାର ପୂର୍ବତନ ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପକ୍‌ସଙ୍କ ଉପରେ କଟକଣା ଲଗାଇଛନ୍ତି ସ୍ଥାନୀୟ କୋର୍ଟ । ସେ କୋର୍ଟଙ୍କ ବିନା ଅନୁମତିରେ ଦେଶ ଛାଡ଼ିପାରିବେ ନାହିଁ ।

Rajeev Kumar
ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର ହେଲେ ରାଜୀବ କୁମାର

ରାଜୀବ କୁମାରଙ୍କ କାର୍ଯ୍ୟକାଳ ୧୫ ତାରିଖରୁ ଆରମ୍ଭ ହେବ । ଏନେଇ ଆଜି କେନ୍ଦ୍ର ଆଇନମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି ।

IAS Puja Singhal
ବରିଷ୍ଠ IAS ତଥା ଖଣି ସଚିବ ପୂଜା ସିଂଘଲ ନିଲମ୍ବିତ

୨୦୦୦ ବ୍ୟାଚ୍‌ର ଝାଡ଼ଖଣ୍ଡ କ୍ୟାଡର IAS ପୂଜା ସିଙ୍ଘଲଙ୍କ ନାଁରେ ମନରେଗା ଅର୍ଥ ହେରଫେର ନେଇ ଅଭିଯୋଗ ଥିଲା ।

Aparajita Sarangi
ପୁଣି ରାଜ୍ୟ ସରକାରଙ୍କ ଉପରେ ଗର୍ଜିଲେ ଅପରାଜିତା, କହିଲେ ଜଗନ୍ନାଥଙ୍କ ଜମି ଫେରାଇ ଆଣ

ଶ୍ରୀଜଗନ୍ନାଥଙ୍କ ବିପୁଳ ଜମି ଜବରଦଖଲ ହୋଇଛି । ସେଗୁଡ଼ିକୁ ଫେରାଇ ଅଣାଯାଉ ବୋଲି କହିଥିଲେ ଅପରାଜିତା ।

Jayanta Sarangi
ପରିକ୍ରମା ପ୍ରକଳ୍ପ ନେଇ ବାରମ୍ବାର ବଦଳୁଛି BJP ବିଧାୟକଙ୍କ ବୟାନ, କ’ଣ କହିବେ ଜାଣିପାରୁ ନାହାନ୍ତି !

ଗତ ତିନି ଦିନରେ ବାରମ୍ବାର ସଫେଇ ଦେଇ ପ୍ରକଳ୍ପକୁ ବେଆଇନ୍ ବୋଲି କହୁଛନ୍ତି ବିଧାୟକ । ହେଲେ ଅନ୍ୟପଟେ କହୁଛନ୍ତି ନିର୍ମାଣ କାମ ଶୀଘ୍ର ସାରିବାକୁ ।

Jitu Pattnaik
ED ରେଡ୍‌ ନେଇ ମୁହଁ ଖୋଲିଲେ ଖଣି ମାଲିକ ଜିତୁ ପଟ୍ଟନାୟକ

ଯାଞ୍ଚ ବେଳେ ଘରୁ ୫୫ ଲକ୍ଷ ଓ ଅଫିସ୍‌ରୁ ୧୪.୫ ଲକ୍ଷ ଟଙ୍କା ମିଳିଥିଲା । ଏତେ ପରିମାଣର ନଗଦ ଟଙ୍କା କେଉଁଠୁ ଆସିଲା ବୋଲି ପଚାରିଲେ ।

Rajyasabha MP
ରାଜ୍ୟସଭା ନିର୍ବାଚନ ନେଇ ବିଜ୍ଞପ୍ତି, ସରୁଛି ଭାସ୍କର ରାଓ-ପ୍ରସନ୍ନ ଆଚାର୍ଯ୍ୟ-ସସ୍ମିତ ପାତ୍ରଙ୍କ କାର୍ଯ୍ୟକାଳ

ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏଁ ହେବ ଭୋଟ ଗ୍ରହଣ । ଜୁନ୍ ୧୦ ତାରିଖ ଅପରାହ୍ନ ୫ଟାରେ ହେବ ଭୋଟ ଗଣତି ।

Gotabaya Rajapaksa
ଗୋଟାବାୟାଙ୍କ ବଡ଼ ବାର୍ତ୍ତା, ଖୁବ୍‌ଶୀଘ୍ର ଦେଶରେ ନୂଆ ପ୍ରଧାନମନ୍ତ୍ରୀ

ସମ୍ବିଧାନ ସଂଶୋଧନ କରି ସଂସଦକୁ ଅଧିକ ଶକ୍ତିଶାଳୀ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ଗୋଟାବାୟା । ଘୋର ଆର୍ଥିକ ସଂକଟ ପାଇଁ ସାରା ଦେଶରେ ଲାଗି ରହିଛି ହିଂସାକାଣ୍ଡ ।

Cyclone Update
Cyclone Update: ଓଡ଼ିଶାରେ ସମୁଦ୍ର ଅଶାନ୍ତ, କୋରାପୁଟରେ ଦିନ ସାରା ଛେଚୁଛି

କୋରାପୁଟ ସମେତ, ପଟାଙ୍ଗି, ସେମିଳିଗୁଡ଼ା, ନନ୍ଦପୁର, ନାରାୟଣପାଟଣାରେ ଆଜି ଏଭଳି ନିର୍ଧୁୁମ ବର୍ଷା ଲାଗି ରହିଛି ।

Cyclone
ବାତ୍ୟା ଅସାନିର କୋପ ! କାକିନାଡ଼ାରେ ସମୁଦ୍ରର ଭୀମକାୟ ରୂପ

ଝଡ଼ର ଅଧିକ ଉଗ୍ର ରୂପ ଦେଖିବାକୁ ମିଳିଛି କାକିନାଡ଼ାରେ । କୂଳଲଂଘି ଗାଁ ଛାରଖାର କରିଛି ସମୁଦ୍ର ।

SRC Pradeep Jena
Cyclone Update: ପ୍ରବଳ ବର୍ଷା ନେଇ ସୂଚନା ଦେଲେ SRC ପ୍ରଦୀପ ଜେନା

ବାତ୍ୟା ନେଇ ଓଡ଼ିଶାରେ କିଛି ବିପଦ ଆଶଙ୍କା କରୁନାହୁଁ । କେବଳ କିଛି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣ ବର୍ଷା ହୋଇପାରେ । ଗତ ୨୪ ଘଣ୍ଟାରେ ଖୋର୍ଦ୍ଧାରେ ସର୍ବାଧିକ ୨୮.୬ ମିମି ବର୍ଷା ରେକର୍ଡ ।

Kashmir Files
ସିଙ୍ଗାପୁରରେ କାଶ୍ମୀର ଫାଇଳ୍ସ ବ୍ୟାନ୍‌ ! ଅଗ୍ନିହୋତ୍ରୀଙ୍କୁ ଥରୁରଙ୍କ ଜବାବ, କହିଲେ ଦିବଂଗତ ପତ୍ନୀଙ୍କୁ ଯୋଡ଼ ନାହିଁ

ଫିଲ୍ମ ସହ ଜଡ଼ିତ ଏକ ମିଡିଆ ରିପୋର୍ଟକୁ ଆଧାର କରି ଶଶି ଥରୁର କହିଥିଲେ ଯେ, ଫିଲ୍ମକୁ ସିଙ୍ଗାପୁରରେ ବ୍ୟାନ୍‌ କରାଯାଇଛି।

Crime
ଜଜ୍‌ଙ୍କ ଆଗରେ ବିଷ ପିଇଲେ ମହିଳା ଆଇନଜୀବୀ

ଜେରା ସମୟରେ ମହିଳା ଜଣକ ଅତିଷ୍ଠ ହୋଇ ବ୍ୟାଗରୁ ବିଷ କାଢି ଜଜ୍‌ଙ୍କ ଆଗରେ ପିଇଦେଇଥିଲେ ।

PM Modi
ମୋଦି ସେୟାର କଲେ ପୁରୁଣା ପୋଖରାନ ଭିଡିଓ.. ଅଟଳ ଜୀଙ୍କୁ ମନେ ପକାଇଲେ

ସେ ଟ୍ୱିଟ୍ କରି, ଆମ ଦେଶର ଦକ୍ଷ ବୈଜ୍ଞାନିକ ଏବଂ ସେମାନଙ୍କ ଉଦ୍ୟମକୁ କୃତଜ୍ଞତା ଜଣାଇବା ସହ ପ୍ରଶଂସା କରିଛନ୍ତି ।

Temple In Mahanadi
ପୁଣି ଦେଖାଗଲା ମହାନଦୀରେ ପୋତି ହୋଇଥିବା ୫୦୦ ବର୍ଷର ମନ୍ଦିର ଚୂଡ଼ା

୨ ବର୍ଷ ତଳେ ବୁଡ଼ି ରହିଥିବା ଏହି ମନ୍ଦିରକୁ ପ୍ରଥମେ ଠାବ କରିଥିଲା ଓଟିଭି । ଯାହାକୁ ନେଇ ସମଗ୍ର ରାଜ୍ୟରେ ଚର୍ଚ୍ଚା ହୋଇଥିଲା ।

Heat Wave
ଜୀବଜନ୍ତୁଙ୍କ ପାଇଁ ଖରାଦିନେ ପାଣି ଯୋଗାଇବାର ଅଭିନବ ପ୍ରୟାସ, ଆପଣ ବି ଦେବେ ସାବାସି..

କଥା କହି ପାରୁନଥିବା ଜୀବଙ୍କ କଷ୍ଟକୁ ଅନୁଭବ କରି ସେମାନଙ୍କ ପାଇଁ ପିଇବା ପାଣିର ବ୍ୟବସ୍ଥା କରୁଛନ୍ତି କିଛି ଯୁବଗୋଷ୍ଠୀ ।

Samarth Verma
ଘନଉଛି ବିବାଦ ! ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଜିଲ୍ଲାପାଳଙ୍କ ନାଁରେ ରୁଜୁ ହେବ ମାମଲା

ପୂର୍ବରୁ ଆଇନଜୀବୀ ଏନେଇ ସିଂହଦ୍ୱାର ଥାନାରେ ଏତଲା ଦେଇଥିଲେ । ହେଲେ ଥାନା ତାହକୁ ଗ୍ରହଣ ନ କରିବାରୁ ସେ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

Sambit Patra- Pratap Dev
ସମ୍ବିତଙ୍କୁ ପ୍ରତାପଙ୍କ କାଉଣ୍ଟର ଆଟାକ୍ ! ନିର୍ବାଚନ ପୂର୍ବରୁ କେବେ ପୁରୀ ଆସିଥିଲେ ନା ଦେଖିଥିଲେ ?

ପୁରୀରୁ ସାଂସଦ ପ୍ରାର୍ଥୀ ହେବା ପୂର୍ବରୁ ସେ କେବେ ପୁରୀ ଆସିଥିଲେ ନା ଜଗନ୍ନାଥଙ୍କ ପାଇଁ କିଛି କହିଥିଲେ । ମାମଲା କୋର୍ଟରେ ଥିବାରୁ ବୈଷୟିକ ଦିଗ ଉପରେ କିଛି କହିବା ଠିକ ହେବନି ବୋଲି ପ୍ରତାପ କହିଛନ୍ତି ।

zomato 1.
ଜୋମାଟୋ ଅବସ୍ଥା ଶୋଚନୀୟ ! ଟମାଟୋ ଦାମ୍‌ଠୁ ବି କମ୍‌ରେ ମିଳୁଛି ସେୟାର

ଖାଦ୍ୟ ବିତରଣ କମ୍ପାନୀ ଜୋମାଟୋର ସେୟାର କ୍ରମାଗତ ଭାବରେ ହ୍ରାସ ପାଉଛି । ଏମିତିକି ମଙ୍ଗଳବାର ଜୋମାଟୋ ଷ୍ଟକ୍ ତଳକୁ ଖସିବାରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛି ।

Astadhatu
ଚୋରଙ୍କ ଟେର ପାଉନି ପୋଲିସ ! ଆଖି ପିଛୁଳାକେ ହେଉଛି ମନ୍ଦିରରୁ ଅଷ୍ଟଧାତୁ ମୂର୍ତ୍ତି ଚୋରି

ପୋଲିସ୍ କି ଠାକୁର କାହାରିକୁ ଏମାନଙ୍କ ଡର କି ଖାତିର ନାହିଁ । ସୁଯୋଗ ଉଣ୍ଡି ସାଏଁ କରି ବୁଲାଇ ଦେଉଛନ୍ତି କଳାକନା ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।