ଯଦି ଜଣେ ବ୍ୟକ୍ତି ହେଲମେଟ୍ ପିନ୍ଧି ମଦ କିଣିବା ପାଇଁ ଆସିବ ତେବେ ତାକୁ ମଦ ଦିଆଯିବ । ନଚେତ ଦୋକାନୀ ତାଙ୍କୁ ମଦ ବିକ୍ରି କରିପାରିବ ନାହିଁ ବୋଲି କଡ଼ା ନିୟମ କରାଯାଇଛି ।
ଷ୍ଟେସନକୁ ଯିବା ଆସିବା ଲାଗି ୪ଟି ଏକ୍ସାଲେଟର୍ ରହିବ । ଯାତ୍ରୀଙ୍କ ସୂଚନା ପାଇଁ ଡିସପ୍ଲେ ବୋର୍ଡ ଓ ଦିବ୍ୟାଙ୍ଗଙ୍କ ପାଇଁ ଅନୁକୂଳ ବ୍ୟବସ୍ଥା ରହିବ ।
ଯୁବକଙ୍କୁ ସ୍କୁଟରରେ ବାନ୍ଧି ବିଚ୍ ରାସ୍ତାରେ ଦୌଡ଼ାଇଲେ ଅଭିଯୁକ୍ତ । ମାମଲାରେ ସଂପୃକ୍ତ ଦୁଇ ଅଭିଯୁକ୍ତଙ୍କୁ ଧରି ପୋଲିସର ଖୋଳତାଡ଼ । ବର୍ବରତାକୁ ସଭ୍ୟ ସମାଜର ନିନ୍ଦା ।
ପିଲାଙ୍କ ବୌଦ୍ଧିକ ଓ ଶାରୀରିକ ବିକାଶ ଉଦ୍ଦେଶ୍ୟ । ଉଭୟ ନବମ ଓ ଦଶମ ଶ୍ରେଣୀ ପିଲା ପଢ଼ିବେ । ୧୦୦ ମାର୍କର ହେବ ପରୀକ୍ଷା ।
ବିଏମ୍ଡବ୍ଲୁ ଗାଡ଼ି ରକେଟ୍ ବେଗରେ ଯାଉଥିଲା । କଣ୍ଟା ୩୦୦ ଟପୁଥିଲା । ଟିକିଏ ସ୍ପିଡ୍ କମି ୨୩୦କୁ ଖସିଲା ବେଳକୁ ପାଖରେ ବସିଥିବା ଜଣେ ବ୍ୟକ୍ତି ଡ୍ରାଇଭରଙ୍କୁ ଟିହାଉଛି, ଆଉ ଟିକେ ସ୍ପିଡ୍ ବଢ଼ା ।
ଦୁନିଆ ସମ୍ପର୍କରେ କିଛି ଜାଣିବା ପୂର୍ବରୁ ଏମିତି ରୋଗ ଯନ୍ତ୍ରଣାରେ ଘାଂଟି ହେଉଛି ଯେ ତାର କଷ୍ଟକୁ ସେ ବୁଝିପାରୁଛି ନା ଅନ୍ୟ କାହାକୁ ବୁଝାଇ ପାରୁଛି ? ଆଉ ସେହି କଷ୍ଟ ଭିତରେ ବି ଖେଳରେ ମାତିଛି ସ୍ୱରୂପ ।
ଯୁବତୀଙ୍କ ବାପା ଦିବାକର ଦାସ ପୋଲିସ ବିଭାଗରେ ଡ୍ରାଇଭର ଭାବେ କାର୍ଯ୍ୟରତ ।
ଦରମା କଥା ଶୁଣିବା ପରେ ଝିଅ ଘର ଲୋକ କାଳେ କହୁଥିଲେ ପିଲା ୧୩ ହଜାର ପାଉଛି । ଏଥିରେ ସେ ନିଜେ ତ ଚଳିପାରୁନଥିବ ଝିଅକୁ ଚଳାଇବ କେମିତି ?
ତାଙ୍କ ପତ୍ନୀଙ୍କୁ ଏବେ ୮୯ ବର୍ଷ ଛୁଇଁଲାଣି । ସେ ମଧ୍ୟ ଏବେ ବି ନିଜର ବୃତ୍ତି ଛାଡ଼ିନାହାନ୍ତି । ସେ ଏବେ ବି ସାଇକୋନାଲିଷ୍ଟ ଭାବେ କାମ କରୁଛନ୍ତି ।
ଆମେ କହୁଛୁ ସେହି କ୍ଷମା ବିନ୍ଦୁଙ୍କ କଥା, ଯେଉଁ ମହିଳା ଦିନେ ନିଜକୁ ନିଜେ ବିବାହ କରି ହନିମୁନ୍ ଯାଇଥିଲେ । ଆଉ ତାଙ୍କୁ ବିଭିନ୍ନ ମହଲରେ ସମାଲୋଚନା କରାଯାଇଥିଲା ।
ସମାଜର ସମସ୍ତ ବର୍ଗ ବିଶେଷକରି ଯୁବକମାନଙ୍କର ପ୍ରେରଣା ଥିଲେ ଡକ୍ଟର କଲାମ । ଆଜି ବି ଭାରତବାସୀଙ୍କ ହୃଦୟରେ ତାଙ୍କ ପାଇଁ ରହିଛି ଏକ ସ୍ୱତନ୍ତ୍ର ସ୍ଥାନ।
ଯିଏ ସିଟ୍ ବେଲ୍ଟ ପିନ୍ଧିନଥିବେ ତାଙ୍କୁ ଜରିମାନା ଦେବାକୁ ପଡ଼ିବ । ମୋର ଭେହିକିଲ ଆକ୍ଟ ୨୦୧୯ ଅନୁସାରେ ଏହି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିଷ୍ପତି ମଧ୍ୟ ହୋଇଛି ।
ଶୁଣାଣି ପରେ ଜାମିନ୍ ରାୟକୁ ସଂରକ୍ଷିତ ରଖିଲେ କୋର୍ଟ । କଳା ସାମ୍ରାଜ୍ୟର ଇଡି ତଦନ୍ତ ଦାବିରେ ହାଇକୋର୍ଟରେ ପିଆଇଏଲ୍ ।
ଧାମନଗର ବିଜେଡିରେ ବିଦ୍ରୋହ ନିଆଁ । କୁଚକ୍ରି ଗୋଷ୍ଠୀ କହି ଭଦ୍ରକ ବିଜେଡି ନେତାଙ୍କୁ ରାଜେନ୍ଦ୍ରଙ୍କ ଟାର୍ଗେଟ୍ ।
୫ ଟଙ୍କାରେ ଗରିବ ଲୋକଙ୍କୁ ଭାତ ଡାଲମା ଦେବା ପାଇଁ ସରକାର ଆହାର ଯୋଜନା ଆରମ୍ଭ କରିଥିଲେ । ହେଲେ ବାସ୍ତବ ଚିତ୍ର କିନ୍ତୁ ଭିନ୍ନ । ହିତାଧିକାରୀ ପାଉନାହାନ୍ତି ଖାଦ୍ୟ ।
ନବମ ଶ୍ରେଣୀର ଛାତ୍ର ଶ୍ରୀତମ । ରବିବାର ଦିନ ସୁଦ୍ଧକଁଠି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ବିଜୟ କୁମାର ସାହୁ ତାଙ୍କୁ ଟ୍ୟୁସନ ହେବାକୁ ଡାକିଥିଲେ । ଶ୍ରୀତମଙ୍କ ସହ ଅନ୍ୟ ୩ ଜଣ ବି ଟ୍ୟୁସନ ଯାଇଥିଲେ ।
ଗାଁରେ ୨୮ରୁ ଅଧିକ ସ୍ୱୟଂ ସହାୟକ ଗୋଷ୍ଠୀ ବି କଲେ । ହେଲେ ପରିବାରର ଆକ୍ରୋଶର ଶିକାର ହେଲେ । ଏମିତିକି ଗାଁ ଲୋକଙ୍କ ପାଇଁ ଘର ଛାଡିଥିଲେ ଭୂମିକା ।
ସାତଟି ଶ୍ରେଣୀକୁ ମାତ୍ର ଦୁଇଜଣ ଶିକ୍ଷକ l ଥରେ ଚିନ୍ତା କରନ୍ତୁ କେମିତି ପାଠ ପଢା ଚାଲିଥିବ ସେହି ସବୁ ସ୍କୁଲରେ ?
ପ୍ରେମିକାର ଭାଇ ତାକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ।