• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

visut
VISUTରେ ଛାତ୍ର ଅଶାନ୍ତି, ରାତି ତମାମ ଧାରଣା

ରାତିରେ କୁଳପତି, କୁଳସଚିବ ଏବଂ ବରିଷ୍ଠ ପୋଲିସ ଅଧିକାରୀମାନେ ଆନ୍ଦୋଳନରତ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ ।

Pregnant Lady
ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର ! ଗଛମୂଳେ ପ୍ରସବ କଲେ ମହିଳା

ଆଜି ବି ରାଜ୍ୟର ଅନେକ ଗାଁରେ ଚିକିତ୍ସା ସୁବିଧା ନାହିଁ । କେଉଁଠି ହସ୍ପିଟାଲ ନାହିଁ ତ କେଉଁଠି ହସ୍ପିଟାଲ ଥିଲେ ଡାକ୍ତର ନାହାନ୍ତି । କେଉଁଠି ଷ୍ଟାଫ୍‌ ନାହାନ୍ତି ।

Tara Bahinipati
ପ୍ରକାଶ ମାଝିଙ୍କ ମାମଲାରେ ସତ ଚାପିବାକୁ ଚେଷ୍ଟା କଲେ ରାଜ୍ୟବ୍ୟାପି ହେବ ଆନ୍ଦୋଳନ: ତାରା ବାହିନୀପତି

ନବରଙ୍ଗପୁର ଝରିଗାଁ ବିଧାୟକ ପ୍ରକାଶ ମାଝୀଙ୍କ ବିରୋଧରେ ଆସିଥିବା ଯୌନ ଶୋଷଣ ଏବଂ ଭୃଣହତ୍ୟା ଅଭିଯୋଗ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଏଭଳି କହିଛନ୍ତି ବିଧାୟକ ତାରା ପ୍ରସାଦ ବିହିନୀପତି ।

Raygada Cold Storage
ସରକାରଙ୍କ ଚାଷୀ ପ୍ରୀତି ! ୨୦୧୩ରେ ଶୀତଳଭଣ୍ଡାର ଉଦ୍‌ଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ, ଏଯାଏଁ କାର୍ଯ୍ୟକ୍ଷମ ହୋଇନି

ରାଜ୍ୟ ସରକାରଙ୍କ ଚାଷୀ ପ୍ରୀତି କେମିତି ରହିଛି ? ତାହାର ଆଉ ଏକ ବଡ଼ ଉଦାହରଣ ହେଉଛି ରାୟଗଡ଼ା ଜିଲ୍ଲାର ଶୀତଳ ଭଣ୍ଡାର । କୋଟି କୋଟି ଟଙ୍କା ଖର୍ଚ୍ଚ କରି ସରକାର ଏହି ଶୀତଳଭଣ୍ଡାର ଛିଡ଼ା କରିଛନ୍ତି ।

Virat Kohli
ଧୋନି ଆଉଟ୍‌ ହେବାରୁ ଗାଳି ଦେଲେ କୋହଲି ? ରାଗିଲେ ଫ୍ୟାନ୍ସ.. ଭିଡିଓ ଭାଇରାଲ

ଧୋନିଙ୍କ ୱିକେଟ୍‌ ଯିବା ପରେ ପୁରା ଚେନ୍ନାଇ ଟିମ୍‌ ସତେ ଯେମିତି ହାଲୁକା ହୋଇଯାଇଥିଲା । ଚେନ୍ନାଇ ସୁପର କିଙ୍ଗ୍ସର ସବୁ ଆଶା ଭାଙ୍ଗିଯାଇଥିଲା ।

Thunderstorm
କାଳବୈଶାଖୀର ତାଣ୍ଡବ ! ଖୁଣ୍ଟି ଉପୁଡ଼ିଲା - ଛପର ଉଡ଼ିଲା - ଗଛ ଭାଙ୍ଗିଲା - ଟାୱାର ଭାଙ୍ଗିଲା

ସନ୍ଧ୍ୟା ହେଉ ହେଉ, ୩ଟି ବ୍ଲକରେ ସ୍ଥିତି ଅଣାୟତ୍ତ କଲା ପବନ । ନୟାଗଡ, ନୂଆଗାଁ ଏବଂ ଓଡ଼ଗାଁ ବ୍ଲକରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଲା ।

Ratha Yatra
ରଥଯାତ୍ରା ପାଇଁ ଜୋରସୋର ପ୍ରସ୍ତୁତି, ପ୍ରଶାସନ କରିଛି ଡବଲ ପ୍ଲାନ୍‌

ଆଗାମୀ ରଥଯାତ୍ରା ଓ ଏତେ ସଂଖ୍ୟକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ କରିଛି ଦୁଇ ପ୍ରକାର ପ୍ଲାନ । ପ୍ଲାନ ନମ୍ବର ୧- ଯଦି ପରିସ୍ଥିତି ସ୍ୱାଭାବିକ ହୁଏ ଓ ଶ୍ରୀକ୍ଷେତ୍ରକୁ ଦୁଇଗୁଣା ଭକ୍ତ ଆସନ୍ତି, ତାହାଲେ କଣ କରିବାକୁ ପଡ଼ିବ ?

Cyclone
ସମ୍ଭାବ୍ୟ ବାତ୍ୟା ମୁକାବିଲା ସରକାର ପ୍ରସ୍ତୁତ, ହେଲେ ଏଯାଏଁ ଆସିନି ସ୍ପଷ୍ଟ ସୂଚନା

ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜୋରସୋର୍ ପ୍ରସ୍ତୁତିରେ ଲାଗିଛନ୍ତି ରାଜ୍ୟ ସରକାର । ୧୮ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବା ଲାଗି ଏଆର୍‌ସି ଚିଠି ଲେଖିବାପରେ ଆଜି ଭିଡିଓ କନଫରେନସିଂ ମାଧ୍ୟମରେ ଜିଲ୍ଲାପାଳମାନଙ୍କ ସହ ଆଲୋଚାନ କରିଛନ୍ତି ।

Duplicate Liquor Factory
ନକଲି ମଦ କାରଖାନା ଉପରେ ଚଢ଼ାଉ, ନାମି-ଦାମୀ କମ୍ପାନୀର ଲେବଲ ଜବତ

କାରଖାନାରୁ ବିପୁଳ ମାତ୍ରାର ନକଲି ମଦ ଜବତ କରାଯାଇଛି । ଏହାସହ ନାମିଦାମି ମଦ କମ୍ପାନୀର ଲେବଲ, ପ୍ୟାକିଂ ମେସିନ୍, ମଦ ପ୍ରସ୍ତୁତିର କେମିକାଲ ସହ ଅନ୍ୟ ସାମଗ୍ରୀ ଜବତ ହୋଇଛି ।

Balangir
ବଲାଙ୍ଗିର ଜିଲ୍ଲାପାଳଙ୍କ ଅଫିସ୍ ଛାତ ଭାଙ୍ଗି ସିଲିଂ ଖସିଲା, ମହିଳା ଅଧିକାରୀ ଗୁରୂତର.. ଦେଖନ୍ତୁ ଭିଡିଓ

ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଲେ ବଲାଙ୍ଗିର ଏଡିଏମ୍ । ତେବେ ପୁରା ଘଟଣା ସିସିଟିଭିରେ ରେକର୍ଡ ହୋଇଛି ।

Chilika Boat Capsize
ଚିଲିକାରେ ବୁଡ଼ିଲା ଡଙ୍ଗା, ଜଣେ ନିଖୋଜ, ୧୦ ଉଦ୍ଧାର.. ଦେଖନ୍ତୁ ଭିଡିଓ

ଡଙ୍ଗାରେ ୮ ପର୍ଯ୍ୟଟକଙ୍କ ସମେତ ୧୧ ଜଣ ଥିଲେ, ଜଣେ ନିଖୋଜ

SRC
ଅଧା ରାଜ୍ୟର ବିଜୁଳି-ଘଡ଼ଘଡ଼ି-ବର୍ଷା ! ଏବେ ବି ବାତ୍ୟା ଅସ୍ପଷ୍ଟ: SRC

୧୭ NDRF, ୨୦ ଓଡ୍ରାଫ୍, ୧୭୫ ଅଗ୍ନିଶମ ଟିମ୍ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରହିଛନ୍ତି । ବିଦ୍ୟୁତ, ପାନୀୟ ଜଳ ଯୋଗାଣ ନେଇ ସଚିବଙ୍କ ସହ ଆଲୋଚନା ହୋଇଛି ।

Virat Kohli
ଏଥର IPL କୋହଲିଙ୍କ ପାଇଁ ଦୁଃସ୍ୱପ୍ନ ! ଯେକେହି ନେଉଛନ୍ତି ୱିକେଟ୍‌, ଚିନ୍ତା ପ୍ରକଟ କଲେ ଇଆନ୍‌ ବିଶପ

କୋହଲିଙ୍କ ଏଭଳି ଫର୍ମକୁ ନେଇ ଅନେକ ବଡ଼ ବଡ଼ ଖେଳାଳି ତଥା ବିଶିଷ୍ଟ ଖେଳାଳି ଓ ବିଶେଷଜ୍ଞ ଚିନ୍ତା ପ୍ରକଟ କରିଛନ୍ତି । ସେମାନଙ୍କ ମଧ୍ୟରେ ରହିଛନ୍ତି ୱେଷ୍ଟଇଣ୍ଡିଜ୍‌ର ଦ୍ରୁତ ବୋଲର ଇୟାନ୍‌ ବିଶପ ।

Tara Bahinipati
ତାରା-ବିଡିଓ ମୁହାଁମୁହିଁ, ଦୁର୍ନୀତିଗ୍ରସ୍ତ କହି ଚିତ୍କାର କଲେ ବିଧାୟକ

ପାପଡ଼ାହାଣ୍ଡି ବ୍ଲକରେ ବିଭିନ୍ନ ଦୂର୍ନୀତିମୂଳକ କାର୍ଯ୍ୟ ଅଭିଯୋଗ ଆଣି କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଥିଲା ।

Subash Panigrahi
ସୁବାସଙ୍କ ଗିରଫଦାରୀକୁ ନେଇ ଆଗ୍ରେସିଭ୍‌ ହେଉଛି BJP, ରାଜ୍ୟପ୍ୟାପି କରିବ ଆନ୍ଦୋଳନ

ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଗିରଫ ପ୍ରତିବାଦରେ ବିଜେପି ଧାରଣା ଦେବାକୁ ଆହ୍ୱାନ ଦେଇଛି । ଏଥିସହ ମାମଲାରେ ତିଲେଇବଣି ବିଡିଓଙ୍କୁ ଗିରଫ ଦାବି କରିଛି ଦଳ ।

Ratha Yatra
ଏଥର ଘୋଷଯାତ୍ରାକୁ ସମସ୍ତଙ୍କୁ ଅନୁମତି, ଦୁଇ ଗୁଣା ଅଧିକ ଭକ୍ତଙ୍କର ସମାଗମ ସମ୍ଭାବନା !

କୋଭିଡ୍ ବଢିଲେ କେମିତି ହେବ ଆୟୋଜନ ତାକୁ ନେଇ ବି କରାଯାଉଛି ଯୋଜନା ।

Cyclone
ବାତ୍ୟା ହେବ କି ନାହିଁ ? ଯଦି ହେବ କେଉଁଠି କରିବ ଲ୍ୟାଣ୍ଡଫଲ୍ ?

ଓଟିଭିକୁ IMD ଡିଜି ଦେଇଥିବା ସୂଚନା ଅନୁସାରେ, ଆକଳନ ମୁତାବକ ଆଣ୍ଡାମାନ ସାଗରରେ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

LED Light
ରାସ୍ତାକଡ଼ LED ଲାଇଟ୍‌ ଉଜାଡ଼ି ଦେଉଛି ଫସଲ ! ଚିନ୍ତାରେ ଚାଷୀ, କ’ଣ ଏହାର ବିକଳ୍ପ ?

ଯେଉଁ ଜମିର ଫସଲ ଉପରେ ରାତିରେ ଲାଇଟ୍ ପଡୁଛି, ସେହି ସ୍ଥାନରେ ନଷ୍ଟ ହେଉଛି ଧାନ ଗଛ । ବିଦ୍ୟୁତ ଖୁଣ୍ଟରୁ ପ୍ରାୟ ୧୫ ଫୁଟ୍ ଇଲାକାର ଚାଷ ପ୍ରଭାବିତ ହେଉଛି ।

Prakash Majhi
ସରକାରଙ୍କ ଦୋମୁହାଁ ନୀତି ! ବିଜେଡି ବିଧାୟକଙ୍କ ବିରୋଧରେ ପୋଲିସ ରଖୁନି ଏତଲା

ବିଜେଡି ପ୍ରକାଶଙ୍କ ସପକ୍ଷରେ ବାହରିଛି । ତେଣୁ ୨ଟି ଦଳର ବିଧାୟକଙ୍କ ପ୍ରତି ରାଜ୍ୟ ସରକାରଙ୍କ ଭିନ୍ନ ଭିନ୍ନ ଆଭିମୁଖ୍ୟ କାହିଁକି ବୋଲି ଉଠିଛି ପ୍ରଶ୍ନ ।

Dhinkia
ଢ଼ିଙ୍କିଆର ପୁଣି ଉତ୍ତେଜନା, ଏକାଠି ହେଲେ ଗ୍ରାମବାସୀ !

ବିଭିନ୍ନ ସଂଗଠନର ପ୍ରତିନିଧି ଆଜି ଢିଙ୍କିଆରେ ଜେଏସଡବ୍ଲୁର ପ୍ରସ୍ତାବିତ ପ୍ରକଳ୍ପ ଅଂଚଳ ଗସ୍ତ କରିବା ବେଳେ ସେମାନଙ୍କ ପ୍ରବେଶକୁ ଲୋକେ ବିରୋଧ କରିଥିଲେ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।