ଖୋଦ୍ ବିଜେଡିର ସାଂସଦ ଓ ବିଧାୟକଙ୍କ କରୁଛନ୍ତି ବିରୋଧ ।
ଅର୍ଚ୍ଚନାର ଜାଗମରା ଭଡ଼ାଘର ରଙ୍ଗଶାଳା । ଫସେଇବାକୁ ସ୍ପାଏ କ୍ୟାମେରାରେ ସୁଟ୍ ହେଉଥିଲା ଭିଡିଓ ।
ବିଜେଡିର ବହୁ ଯୁବ ନେତୃତ୍ୱ ବି ଅର୍ଚ୍ଚନାଙ୍କ ଘରକୁ ରୀତିମତ ଯାଆସ କରୁଥିଲେ । ଅର୍ଚ୍ଚନାର ସ୍ୱାମୀ ଜଗବନ୍ଧୁ ଚାନ୍ଦ ଡ୍ରଗ୍ସ କାରବାର ଭଳି ସାଂଘାତିକ ଅପରାଧରେ ସଂପୃକ୍ତ ଥିବା କହିଛନ୍ତି ବାବୁ ସିଂ ।
ଏମିତି ଏକ କାହାଣୀ ଆଜି ଆମେ ଆପଣଙ୍କୁ କହିବାକୁ ଯାଉଛୁ । ଯାହା ଆପଣ ଶୁଣିଲେ ଆଶ୍ଚର୍ଯ୍ୟ ହେବେ । ଜଣେ ମାଛ ବିକାଳି ମାତ୍ର କିଛି ଘଣ୍ଟା ମଧ୍ୟରେ ସାଜିଛନ୍ତି ଲକ୍ଷପତି । ଯେତେବେଳେ ତାଙ୍କ ଘର ନିଲାମ ହେବାକୁ ବସିଥିଲା, ବ୍ୟାଙ୍କରୁ ନୋଟିସ ବି ଆସିଥିଲା...
ବହୁ ପୂର୍ବରୁ ଏହା ଆସିଥିଲେ ମଧ୍ୟ କେବଳ ଲକ୍ଡାଉନ-ସଟ୍ଡାଉନ୍ ବେଳେ ହିଁ ଏହା ବେଶ୍ ପ୍ରଚାରିତ ହେଲା । ଲୋକେ ଅଧିକରୁ ଅଧିକ ଏହାକୁ ବ୍ୟବହାର କଲେ ।
ଜଗତସିଂହପୁରର ସ୍ୱର୍ଗତ ମନୋଜ ମହାନ୍ତିଙ୍କ ଝିଅ ସ୍ୱହା ମହାନ୍ତି । ସାରା ଓଡିଶାରେ ୩୪ ନମ୍ବର ରାଙ୍କ ରଖି ଓଏଏସ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ।
ଏଣିକି ଟ୍ରେନ ଧକ୍କାରେ ଯିବନି ହାତୀଙ୍କ ଜୀବନ । ହାତୀଙ୍କ ସୁରକ୍ଷା ଲାଗି ବନବିଭାଗର ଏଭଳି ବଡ଼ ପଦକ୍ଷେପ ।
ବାଥ୍ରୁମ୍ ଭିତରେ କମ୍ଭୀର ଥିବା ଘଟଣା ଏବେ ସୋସିଆଲ ମିଡିଆରେ ଖୁବ୍ ଚର୍ଚ୍ଚାରେ । ଏହାର ଏକ ଫଟୋ ମଧ୍ୟ ଭାଇରାଲ ହେବାରେ ଲାଗିଛି । ଏହି ଫଟୋକୁ ଯିଏ ଦେଖୁଛି ସିଏ ଆଶ୍ଚର୍ଯ୍ୟ ହେଉଛି ।
ଯବାନଙ୍କୁ ପାଛୋଟି ନେବା ପାଇଁ ପୂରା ଦମ୍ରେ ଲାଗିପଡିଥିଲେ ଗାଁର ପିଲାଠୁ ବୁଢ଼ା ।
ଯଦି ଆପଣ କେବେ ପଡ଼ିଆରେ ଲାଇଭ୍ ଫୁଟ୍ବଲ ମ୍ୟାଚ୍ ଦେଖିଥିବେ ତେବେ ଏହି ସବୁ କଥା ଆପଣ ନିଜେ ଅନୁଭବ କରିଥିବେ ।
ଆଧାର କାର୍ଡ ଅପ୍ଡେଟ୍ରେ ଅନେକ ଅସୁବିଧା ହୋଇଥାଏ । ଜାଣନ୍ତୁ ଏହାର ସରଳ ସୂତ୍ର।
ସମ୍ପତ୍ତି ଲାଭ ଆଶାରେ ଦୁଇ ମହିଳାଙ୍କୁ ଅତି ନୃଶଂସ ଭାବେ ହତ୍ୟା । ନରବଳି ପରେ ମାଂସ ରାନ୍ଧି ଖାଇଛନ୍ତି ଅନ୍ଧବିଶ୍ୱାସୀ ଦଂପତ୍ତି ।
ଯଦି ଆମେ ଦସ୍ତାବିଜ ସବୁ ଦେଖିବା ତେବେ, ଜମିର ମାଲିକାନା ରହିଛି ଚିଟଫଣ୍ଡ କମ୍ପାନୀ ଗୋଲଡେନ୍ ଲ୍ୟାଣ୍ଡ ଡେଭଲପର୍ସ ନାଁରେ । ଜାତୀୟ ରାଜପଥ କଡ଼ରେ ଥିବା ୨ ଏକର ଜମିକୁ କୋଟିଏ ଟଙ୍କାରେ ବିକ୍ରି କରିଛି କମ୍ପାନୀ ।
ଧାମନଗର ଉପନିର୍ବାଚନ: ଅବନ୍ତୀ ଦାସ ବିଜେଡି ପ୍ରାର୍ଥୀ । କଂଗ୍ରେସରୁ ବାବା ହରେକୃଷ୍ଣ ସେଠୀଙ୍କୁ ଟିକଟ୍ ।
କିଛି ଦିନ ପୂର୍ବରୁ ସେ ଟ୍ୱିଟର କିଣିବେ ବୋଲି କହିବା ସହ ଏଥିରେ ଅନେକ ପରିବର୍ତ୍ତନ କରିବେ ବୋଲି କହି ବେଶ୍ ଚର୍ଚ୍ଚାରେ ରହିଥିଲେ ।
ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ।
ଅବନ୍ତୀ ଦାସ ହେଲେ ବିଜୁ ଜନତା ଦଳର ପ୍ରାର୍ଥୀ । ଏବେ ତିହିଡ଼ି ବ୍ଲକ ଅଧ୍ୟକ୍ଷା ଅଛନ୍ତି ଅବନ୍ତୀ ।
ପ୍ରଶାସନ ବି ଡିଜିଟାଲ ଦୁନିଆ ସହ ପାଦ ମାଳାଇ ଚାଲୁଥିବା ଦେଖାଯାଇଛି ।
ଠକଙ୍କଠାରୁ ଟଙ୍କା ତ ଆଦାୟ ହୋଇଛି ହେଲେ କାହିଁକି ଟଙ୍କା ଫେରସ୍ତ ପାଉ ନାହାନ୍ତି ଜମାକାରୀ ?
ଧାମନଗର ଉପନିର୍ବାଚନ ପାଇଁ ବଢୁଛି ଉଷ୍ମତା, ନାମାଙ୍କନ ଭରିଲେ ସୂଯର୍ୟବଂଶୀ । ବିଜେପି କହିଲା ୨୪ ପୂର୍ବରୁ ଆମ ପାଇଁ ଇଏ ସେମିଫାଇନାଲ୍ ।