• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Driver Protest
ଡ୍ରାଇଭର ସଂଘର ଆନ୍ଦୋଳନ ସରକାରୀ ପ୍ରାୟୋଜିତ ! ସଂଘରେ ନଥିଲା ଏକତା

ଗୁଇନ୍ଦା ସୂଚନା ସତ୍ତ୍ୱେ କାହିଁକି ସ୍ଥିତି ନିୟନ୍ତ୍ରଣରେ ଫେଲ ମାରିଲା ପୋଲିସ ? ଗତ ୧୬ ତାରିଖରେ ଗୁଇନ୍ଦା ବିଭାଗ ସେପ୍ସାଲ ବ୍ରାଂଚ ଏନେଇ ଚିଠି ଲେଖି ସରକାରଙ୍କୁ ଅବଗତ କରିଥିଲା ।

Tractor Tire Blast
ଏମିତି ବି ଆସେ ମୃତ୍ୟ ! ପ୍ରେସର ଦେଉ ଦେଉ ଫାଟିଗଲା ଚକା, ଚାଲିଗଲା ଜୀବନ

ଆଜି ଅପରାହ୍ନରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ନନ୍ଦୀପଦା ଥାନା ଶାସଙ୍ଗ ଛକରେ ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ଡ୍ରାଇଭରର ମୃତ୍ୟୁ ହୋଇଥିବା ବେଳେ ଟ୍ରାକ୍ଟର ମାଲିକ ଗୁରୁତର ହୋଇଥିବା ସୂଚନା ରହିଛି ।

Accident
ସ୍କର୍ପିଓ ଧକ୍କାରେ ଜଣଙ୍କର ମୃତ୍ୟୁ, ଅନ୍ୟ ଜଣଙ୍କୁ ପିଟି ପିଟି ମାରିଦେଲେ ଲୋକେ

ଗାଡ଼ିରେ ବସିଥିବା ଦୁଇ ବ୍ୟକ୍ତିଙ୍କୁ ସ୍ଥାନୀୟ ଲୋକେ ନିର୍ଧୁମ ପିଟିଥିଲେ । ଲୋକଙ୍କ ମାଡ଼ରେ ଦୁଇ ଉଭୟ ଗୁରୁତର ହୋଇଥିବା ବେଳେ ମେଡିକାଲ୍‌ରେ ଜଣଙ୍କର ମୃତ୍ୟୁ ହୋଇଛି ।

Driver Protest
ଡ୍ରାଇଭର ସଂଘ ଆନ୍ଦୋଳନ ବେଳେ ଭଂଗାରୁଜା, ୩ ମାମଲା ରୁଜୁ

ସୁରକ୍ଷା, ବୀମା, ପ୍ରତି ୧୦୦ କିଲୋମିଟରରେ ବିଶ୍ରାମ ଘର ଓ କାର୍ଯ୍ୟ ସମୟ ୮ ଘଣ୍ଟା ର୍ନିଦ୍ଧାରଣ ଭଳି ଦାବିରେ ଲକ୍ଷାଧିକ ଡ୍ରାଇଭର ଏକାଠି ହୋଇଥିଲେ ।

thunder
୪ ଦିନ ଯାଏଁ ବର୍ଷିବ, ୧୨ ଜିଲ୍ଲାକୁ ସତର୍କ ସୂଚନା

ଅନ୍ୟପଟେ ଏବେ ବି ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଉପାନ୍ତରୁ ଉପକୂଳ, ଆଭ୍ୟନ୍ତରୀଣରୁ ଓ ପଶ୍ଚିମ ସବୁଠି ଅଗ୍ନିବର୍ଷା । ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୪୦ରୁ ଖସୁନଥିବା ବେଳେ, ପ୍ରଥମ ଥର ପାଇଁ ଟ୍ୱିନ୍ ସିଟରେ ତାପମାତ୍ରା ୪୦ ପାର କରିଛି...

Manoj Katiyar
ଲେଫ୍ଟନାଣ୍ଟ ଜେନେରାଲ ମନୋଜ କଟିୟାରଙ୍କୁ ନୂଆ ନିଯୁକ୍ତି

ଗତକାଲି ନୂଆ ସ୍ଥଳ ସେନା ମୁଖ୍ୟ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର । ଲେଫ୍ଟନେଣ୍ଟ ଜେନେରାଲ ମନୋଜ ପାଣ୍ଡେ ହେବେ ପରବର୍ତ୍ତୀ ସ୍ଥଳ ସେନା ମୁଖ୍ୟ ।

Cocaine
ଫୋକସ୍‌ରେ ମହଙ୍ଗା ନିଶା କାରବାର ! କୋକେନ୍‌ ମାଫିଆଙ୍କୁ ଜେରା କରିବ ନାର୍କୋଟିକ୍ସ

୨୦୨୩ ହକି ବିଶ୍ୱକପ୍ କୁ ଆଖି ଆଗରେ ରଖି କୋକେନ୍ ବିକ୍ରି ପାଇଁ ସେମାନଙ୍କ କଣ ଥିଲା ବ୍ଲୁ ପ୍ରିଣ୍ଟ । ରାଜଧାନୀର କେଉଁ ତାରକା ହୋଟେଲକୁ କୋକେନ ଦିଆଯାଉଥିଲା ।

Daspalla Lankapodi Jatra
ଦଶପଲ୍ଲାର ବିଶ୍ୱ ପ୍ରସିଦ୍ଧ ଲଙ୍କାପୋଡ଼ି ଯାତ୍ରା, ଲକ୍ଷାଧିକ ଲୋକଙ୍କ ସମାଗମ

କରୋନା ମହାମାରୀର ପ୍ରକୋପ ଯୋଗୁଁ ଗତ ୨ ବର୍ଷ ଧରି ଏହି ପ୍ରସିଦ୍ଧ ଲଙ୍କାପଡ଼ି ଯାତ୍ରା ବନ୍ଦ ରହିଥିଲା । ହେଲେ ୨ ବର୍ଷ ପରେ ଏଥର ପୁଣି ଯାତ୍ରା ହେଉଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ ଦେଖିବାକୁ ମିଳୁଛି ।

Kabul Blast
ସ୍କୁଲ ଛୁଟି ବେଳେ ଫୁଟିଲା ଗୋଟିଏ ପରେ ଗୋଟିଏ ବୋମା ! ଆତଙ୍କବାଦୀ ଆକ୍ରମଣ ସନ୍ଦେହ

କେତେ ମରିଛନ୍ତି ହିସାବ ନାହିଁ ! କୁହାଯାଉଛି ଯେ ପାଶ୍ମିମ କାବୁଲର ଦାସ୍ତ-ଏ-ବାର୍ଚ୍ଚି ଅଞ୍ଚଳରେ ଥିବା ଏକ ସ୍କୁଲରେ ପ୍ରଥମେ ବିସ୍ଫୋରଣ ଘଟିଥିଲା । ପରେ ଆଉ ଦୁଇଟି ବସ୍ଫୋରଣ ଘଟିଥିଲା ।

Driver
ଯୁଆଡ଼େ ଚାହିଁବ ଖାଲି ଡ୍ରାଇଭର ଆଉ ଡ୍ରାଇଭର ! ରାଜଧାନୀରେ ହଲ୍ଲାବୋଲ

ଦ୍ୱିତୀୟ ଥର ପାଇଁ ରାଜଧାନୀରେ ଓଡ଼ିଶା ଡ୍ରାଇଭର ମହାସଂଘର ହଲ୍ଲାବୋଲ । ୧୧ ଦଫା ଦାବି ପୂରଣ ନେଇ ସରକାର ୩ ମାସ ସମୟ ମାଗିବା ପରେ ଧାରଣାରୁ ତ ହଟିଲେ ହେଲେ ଆସନ୍ତାକାଲି ଠାରୁ ଷ୍ଟିୟରିଂ ଛାଡ଼ ଡାକରା ଦେଇଛି ମହାସଂଘ ।

Custodial Death
ମୃତଦେହ କାହାର ? ପରିବାର ଲୋକ କହୁଛନ୍ତି ସେ ଦେବେନ୍ଦ୍ର ଆଉ ପୋଲିସ କହୁଛି ପ୍ରଦୀପ !

ରାଜଧାନୀର ଛାତି ଉପରେ ହାଜତ ମୃତ୍ୟୁ ବିବାଦ । ଛନ୍ଦିହୋଇଛି କମିଶନରେଟ୍ ପୋଲିସ । ପରିଚୟ ଦ୍ୱନ୍ଦ୍ୱ ବଢ଼ାଉଛି ବଡ଼ଗଡ଼ ଥାନା । ପୋଲିସ କହୁଛି, ମୃତକଙ୍କ ନାଁ ପ୍ରଦୀପ ସାହୁ ।

College Students
ସ୍କୁଲ ପରେ କଲେଜଜରେ ବି କମିଲା ଖରା ଛୁଟି

ଦରକାର ପଡ଼ିଲେ ଛୁଟିଦିନ ଓ କାର୍ଯ୍ୟ ଦିବସରେ ଅତିରିକ୍ତ କ୍ଲାସ ହେବ ବୋଲି ମଧ୍ୟ କୁହାଯାଇଛି ।

Manoj Pandey
ଭାରତର ନୂଆ ସ୍ଥଳ ସେନା ମୁଖ୍ୟ ହେଲେ ମନୋଜ ପାଣ୍ଡେ

 ଜେନେରାଲ ମନୋଜ ମୁକୁନ୍ଦ ନରଭାଣେଙ୍କ ଠାରୁ ଦାୟିତ୍ୱ ନେବେ ମନୋଜ ପାଣ୍ଡେ ।

KGF 2
ପର୍ଦ୍ଦାଫାସ୍‌ ! KGF Chapter 2ର ପରଦା ପଛର ହିରୋ, ଯାହାଙ୍କ ପାଇଁ ହେଲା ବ୍ଲକ୍‌ବଷ୍ଟର ହିଟ୍‌

ଫିଲ୍ମଟିକୁ ନିଖୁଣତାର ସହ ପ୍ରସ୍ତୁତ କରାଯାଇଛି ବୋଲି ଦର୍ଶକଙ୍କ ମଧ୍ୟରେ ଉତ୍ସାହ ବଢ଼ୁଛି । ଫିଲ୍ମଟି ବକ୍ ଅଫିସ୍‌ରେ ଖବୁ ଧମାଲ କରିଛି ।

KGF 2
ସବୁ ରେକର୍ଡ ଭାଙ୍ଗିଲା KGF 2 ! ୪ ଦିନରେ ୫୫୧.୮୩ କୋଟି

ୟଶଙ୍କ ସହ ଶ୍ରୀନଧି ଶେଟ୍ଟୀ, ସଞ୍ଜୟ ଦତ୍ତ, ରବିନା ଟଣ୍ଡନ, ପ୍ରକାଶ ରାଜଙ୍କ ଭଳି ବଡ଼ ବଡ଼ କଳାକାରଙ୍କ ଏହି ଫିଲ୍ମ ରବିବାର ହିନ୍ଦୀ ବ୍ୟତୀତ ଅନ୍ୟ ଭାଷାରେ ମଧ୍ୟ ଖୁବ୍‌ ଧୁମ୍‌ ମଚାଇଛି ।

Boy - Girl
ଏମିତି ଏକ ହସ୍ପିଟାଲ ! ଯେଉଁଠି ରାତାରାତି ମେଲ୍‌ ପାଲଟିଯାଉଛନ୍ତି ଫିମେଲ୍‌

ଅଭିଯୋଗ ଅନୁଯାୟୀ, ଜଣେ କୁନି ପୁଅର ସ୍ୱାସ୍ଥ୍ୟ ଖରାପ ହେବାରୁ ଏହି ହସ୍ପିଟାଲରେ ଚିକିତ୍ସା ପାଇଁ ଶିଶୁୱାର୍ଡରେ ଭର୍ତ୍ତି କରାଯାଇଥିଲା । ଆଉ ୪ ଦିନର ଚିକିତ୍ସା ପରେ ତାର ମୃତ୍ୟୁ ହୋଇଥିଲା

LOKA SEVAK
ସାମ୍ବାଦିକଙ୍କୁ ମିଳିଲା ଲୋକସେବା ଭବନ ଏଣ୍ଟ୍ରି ! ହେଲେ ସାଧାରଣ ଲୋକଙ୍କୁ ମିଳୁନି ପାସ୍‌

ଆଜିଠାରୁ ଅର୍ଥାତ ଏପ୍ରିଲ୍‌ ୧୮ ତାରିଖରୁ ସାମ୍ବାଦିକଙ୍କୁ ଲୋକସେବା ଭବନରେ ଏଣ୍ଟ୍ରି କରିବାର ଅନୁମତି ପୂର୍ବରୁ ଦେଇଥିଲେ ରାଜ୍ୟ ସରକାର । ଦୀର୍ଘ ଦୁଇ ବର୍ଷ ପରେ ସାମ୍ବାଦିକମାନେ ଖବର ସଂଗ୍ରହ ପାଇଁ ଲୋକସେବା ଭବନ ଭିତରକୁ ପ୍ରବେଶ କରିଛନ୍ତି ।

Lekhashree
ମୋଦିଙ୍କ ଗୁଣ ଗାଇଲେ ଲେଖାଶ୍ରୀ, ବଖାଣିଲେ କେନ୍ଦ୍ର ସରକାରଙ୍କ ସଫଳତା

ସାମାଜିକ ନ୍ୟାୟ ପକ୍ଷ ପାଳନ ଅବସରରେ ସେ କହିଛନ୍ତି, ୨୦୧୪ ଆଗରୁ ଦେଶର ଅର୍ଥନୀତି ପୁରା ଦୁର୍ବଳ ଥିଲା । ୫୦ ଭାଗ ଲୋକ ବ୍ୟବସ୍ଥାରୁ ବାହାରେ ଥିଲେ । ମୋଦି ସରକାର ଆସିବା ପରେ ସେଥିରେ ଅନେକ ପରିବର୍ତ୍ତନ ଆସିଛି ।

Uphaar Cinema Hall
ବହୁଚର୍ଚ୍ଚିତ ଉପହାର ସିନେମା ହଲ୍‌ରେ ପୁଣି ଲାଗିଲା ନିଆଁ

ଖବର ପାଇ ୫ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲା ।

Biju Pattnaik - OTV
OTVକୁ ୨୫ ବର୍ଷ ! ପ୍ରବାଦ ପୁରୁଷ ବିଜୁବାବୁଙ୍କ ଅନ୍ତିମ ଯାତ୍ରାରୁ ଆରମ୍ଭ ହୋଇଥିଲା ଖବର ଦୁନିଆର ଯାତ୍ରା

୧୯୯୦ ମାର୍ଚ୍ଚ ୫ରୁ ୧୯୯୫ ମସିହା ମାର୍ଚ୍ଚ ୧୫ ଯାଏଁ ଓ ୧୯୬୧ ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ଯାଏଁ ସେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ରାଜନୀତି ଓ ବିକାଶ କ୍ଷେତ୍ରରେ ବିଜୁ ବାବୁଙ୍କ ଭୂମିକା ଆଜି ବି ସ୍ମରଣୀୟ...

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।