ଭାଇରାଲ ଭିଡିଓରେ ଏହି ବାଘ କୌଣସି ସାଧାରଣ ଗଛ ନୁହେଁ ବରଂ ଲମ୍ବ ହୋଇ ଛିଡ଼ା ହୋଇଥିବା ନଡିଆ ଗଛ ଉପରେ ଚଢ଼ୁଛି । ଏହି ଭିଡିଓ ଦେଖିବା ପରେ ସୋସିଆଲ ମିଡିଆ ୟୁଜର୍ସ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି ।
କେତେ ବିପଦପୂର୍ଣ୍ଣ ଭାବେ ଏହି କାଠଗଣ୍ଡି ବ୍ରିଜ୍ ଦେଇ ଯାହାୟତ କରୁଛନ୍ତି ଲୋକେ ତାହା ଆପଣ ନଦେଖି ମଧ୍ୟ ଅନୁମାନ କରିପାରୁଥିବେ ।
ଅମ୍ଲାନଙ୍କ କଲେଜ୍ ଫି ଓ ବାର୍ଷିକ ହଷ୍ଟେଲ୍ ଫି ବାବଦ ସମସ୍ତ ରାଶି ଦିଆଯାଇଛି ।
କେତେବେଳେ ପୁରସ୍କାର ତ କେତେବେଳେ ଲଟେରୀ ଆଦିର ମଧ୍ୟ ଅଫର ଦେଇପାରନ୍ତି ଠକମାନେ । ତେଣୁ ଏଥିପ୍ରତି ସାବଧାନ ରୁହନ୍ତୁ ଲୋକେ । ତେବେ ଏମିତି କିଛି ଅଫର ଦେଖାଇ ସାଇବର ଠକ ପ୍ରଥମେ OTP ମାଗିପାରନ୍ତି ।
ଏହାର ଉଚ୍ଚତା ମଧ୍ୟ କମ କରିବାକୁ ଏନ୍ଏମ୍ଏ ପ୍ରସ୍ତାବ ଦେଇଛି । ଏନ୍ଏମ୍ଏର ସୁପାରିଶ ଜଗନ୍ନାଥ ପ୍ରେମୀଙ୍କୁ ଆଶ୍ୱସ୍ତି ଦେଇଛି ।
ଗଛ ଉପରେ ବିରାଟ ମଂଚା ତିଆରି ହୋଇଥାଏ । ଆଉ ସେହି ମଂଚାରେ ମଶାରୀ ଭିତରେ ମଣିଷ ଶୋଇଥାଏ । କିଏ କିଏ ଟର୍ଚ୍ଚ ଓ ଠେଙ୍ଗା ଧରି ହେଇ ଗଲା ଗଲା ପାଟି ବି କରୁଥାନ୍ତି ।
ସ୍କୁଲ ସରକାରୀ କିନ୍ତୁ ଏଠାରେ ପାଠ ପଢାଉଥିବା ଶିକ୍ଷକଙ୍କୁ ଭଡାରେ ଆଣିଛନ୍ତି ଗାଁ ଲୋକେ । ଆଉ ପାରିଶ୍ରମିକ ବାବଦରେ ଗାଁ କମିଟି ଦେଉଛି ଟଙ୍କା ।
କଂଗ୍ରେସ ବିରୁଦ୍ଧରେ କହିଲେ ଲୋକେ ମୋକିମଙ୍କୁ ଗ୍ରହଣ କରିବେନି । ବିଧାୟକ ମହମ୍ମଦ ମୁକିମଙ୍କୁ କାଉଣ୍ଟର କଲେ ବିଧାୟକ ତାରାପ୍ରସାଦ ବାହିନୀପତି ।
କଂଗ୍ରେସ ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେବା ଗୁଜବକୁ ନେଇ ଏମିତି କହିଲେ ବିଧାୟକ ସୁର ରାଉତରାୟ
ଗାଡ଼ି ସାମ୍ନାରେ ଶୋଇଲେ। ପ୍ରବଳ ଗହଳି ଜନଅସନ୍ତୋଷ ଭିତରେ ଚାଲିଚାଲି ଗଲେ ଜିଲ୍ଲାପାଳ। ଦେଖନ୍ତୁ ରାୟଗଡ଼ା ଜିଲ୍ଲା ଗୁଣୁପୁରରୁ ଏ ଘଟଣା
ଗୃହମନ୍ତ୍ରୀ ଅମିତ ଶାହ ଓ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସହ ସାକ୍ଷାତ ପରେ ଓଡ଼ିଶା ଫେରି ବର୍ଷିଲେ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ।
ସୋ-କଜ୍ ରିପ୍ଲାଇ ନମିଳିବା ଯାଏ କଂଗ୍ରେସ ଭବନ କିମ୍ବା କୌଣସି କାର୍ଯ୍ୟକ୍ରମକୁ ଯିବିନି, କେବଳ କଟକରେ ସୀମିତ ରହିବି କହିଲେ ମୋକିମ ।
ବସ୍ତିରେ ପଶି କବାଟ ବାଡ଼େଇଲା ପୋଲିସ । ବ୍ୟାପକ ଦେଶୀମଦ କାରବାର ହେଉଥିବା ଅଭିଯୋଗକୁ ଭିତ୍ତି କରି ଭୁବନେଶ୍ୱର ସାଲିଆସାହି ବସ୍ତିରେ ପୋଲିସର ବଡ଼ ଚଢାଉ ।
ସଚେତନ ପାଇଁ ହଷ୍ଟେଲ ସୁପରିଟେଣ୍ଡେଣ୍ଟଙ୍କୁ ନିର୍ଦ୍ଦେଶ ।
ସମଗ୍ର ୟୁକ୍ରେନ୍କୁ ରୁଷିଆ ମୁକ୍ତ କରିବା ଆମର ଲକ୍ଷ୍ୟ । ଯେକୌଣସି ପରିସ୍ଥିତିରେ ଏହା କରାଯିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ଜେଲେନସ୍କି ।
ଏହି ଖବର ସେତେବେଳେ ଚର୍ଚ୍ଚାକୁ ଆସିଲା ଯେତେବେଳେ ସୋନିଆ ଗାନ୍ଧିଙ୍କ ସହ ଶଶି ଥରୁର ଘଣ୍ଟାଏରୁ ଅଧିକ ସମୟ ଧରି ଆଲୋଚନା ସାରି ବାହାରିଥିଲେ ।
EOW ର ଯୁଗ୍ମ କମିଶନର ଛାୟା ଶର୍ମା ଏବଂ ସ୍ୱତନ୍ତ୍ର କମିଶନର ରବିନ୍ଦ୍ର ଯାଦବଙ୍କ ନେତୃତ୍ୱରେ ଅଧିକାରୀଙ୍କ ଏକ ଟିମ୍ ଅଭିନେତ୍ରୀଙ୍କୁ ପଚରାଉଚରା କରିଥିବା ଜଣାପଡିଛି ।
ପୋଲିସ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ କେବଳ ଜଣେ ଯୁବତୀଙ୍କ ଭିଡିଓ ଭାଇରାଲ ହୋଇଥିବା କହୁଛନ୍ତି । ପଂଜାବ ସରକାର ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଥିବା ବେଳେ ଆଜି ୩ ଜଣିଆ ସଦସ୍ୟ ବିଶିଷ୍ଟ ଏସ୍ଆଇଟି ଗଠନ ହୋଇଛି ।
T-20 ବିଶ୍ୱକପ ପୂର୍ବରୁ ଘରୋଇ ମାଟିରେ ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ସହ ସିରିଜ ଖେଳିବ ଭାରତ ।