• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Badbil ESI hospital
ନାଁକୁ ମାତ୍ର ଇଏସ୍‌ଆଇ ହସ୍ପିଟାଲ, ସ୍ୱାସ୍ଥ୍ୟସେବା କଥା ନକହିବା ଭଲ

କେନ୍ଦୁଝରର ବଡ଼ବିଲ ଅଞ୍ଚଳରେ ଥିବା କିଛି ଡାକ୍ତରଖାନା ଉପରେ ଆମର ନଜର ପଡ଼ିଥିଲା । ଯେଉଁଠି କେବଳ କାଗଜପତ୍ରରେ ଚାଲିଛି ସ୍ୱାସ୍ଥ୍ୟସେବା ।

Ranveer Kapoor - Alia Bhat
ଏପ୍ରିଲରେ ବିବାହ କରିବେ ବଲିଉଡ୍‌ର କ୍ୟୁଟ୍‌ ଯୋଡ଼ି ରଣବୀର-ଆଲିଆ, ଏମାନଙ୍କୁ ରହିଛି ନିମନ୍ତ୍ରଣ

ରଣବୀର ଓ ଆଲିଆଙ୍କ ବିବାହକୁ ନେଇ ବେଶ୍ କିଛି ଦିନରୁ ଚର୍ଚ୍ଚା ହେଉଥିଲା । ଉଭୟଙ୍କ ପ୍ରେମ ସମ୍ପର୍କକୁ ନେଇ ଗସିପ୍‌ ଗଳିରେ ଖୁବ୍‌ ଆଲୋଚନା ହୋଇଛି ।

Veer Vikram Yadav
ବରିଷ୍ଠ IAS ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିରର ନୂଆ ମୁଖ୍ୟ ପ୍ରଶାସକ

ବରିଷ୍ଠ IAS ବୀର ବିକ୍ରମ ଯାଦବ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେସନ ଯିବା ପରେ ପଦ ଥିଲା ଖାଲି ।

Imran Khan
ଇମ୍ରାନ୍‌ଙ୍କ ଅଗ୍ନିପରୀକ୍ଷା ! ପଦ ବଞ୍ଚାଇବାକୁ ଖେଳିଲେ ନୂଆ ଚାଲ୍‌, ଲୋକଙ୍କୁ କଲେ ମୋହରା

ପାକିସ୍ତାନ ଇତିହାସରେ କୌଣସି ପ୍ରଧାନମନ୍ତ୍ରୀ ନିଜର କାର୍ଯ୍ୟକାଳ ସଂପୂର୍ଣ୍ଣ କରିପାରି ନାହାନ୍ତି । ଯାହା ଜଣାପଡୁଛି ଏହି ପରମ୍ପରାକୁ ବଜାୟ ରଖିବ ପାକିସ୍ତାନ ପାର୍ଲାମେଣ୍ଟ ।

Rajasthan Royals
ପୁଣି ହାରିଲା ମୁମ୍ବାଇ, ରୋହିତ-ଅନ୍‌ମୋଲପ୍ରୀତ ଫ୍ଲପ୍‌

ଆଜିର ମ୍ୟାଚ୍‌ରେ ରାଜସ୍ଥାନ ରୟାଲସ ପ୍ରଥମେ ବ୍ୟାଟିଂ କରି ୧୯୩ ରନ କରିଥିଲା । ୧୯୪ ରନ୍‌ର ବିଜୟ ଲକ୍ଷ ନେଇ ମଇଦାନକୁ ଓହ୍ଲାଇଥିଲା ମୁମ୍ବାଇ । ହେଲେ ନିର୍ଦ୍ଧାରିତ ଓଭରରେ ୮ ୱିକେଟ ହରାଇ ମାତ୍ର ୧୭୦ ରନ୍ ହିଁ କରି ପରାଜୟ ସ୍ୱୀକାର କରିଥିଲା ଦଳ ।

Fire Fighter Robot
ଦମକଳ ବାହିନୀ ପାଇଁ ଫାୟାର ଫାଇଟିଂ ରୋବୋଟ ! ଏଣିକି ଜୀବନକୁ ବାଜି ଲଗାଇ ଯିବାକୁ ପଡ଼ିବନି ନିଆଁ ପାଖକୁ

ଭାରତକୁ ପ୍ରଥମ ଥର ପାଇଁ ନିଆଁ ଲିଭା ରୋବୋଟ ଆସିଛି । ଯାହାକି ୟୁରୋପ ମହାଦେଶରେ ବେଶ୍‌ ସଫଳତା ପୂର୍ବକ ନିଆଁ ଲିଭା କାର୍ଯ୍ୟ ସମ୍ପାଦନ କରିଛି । ଏହାକୁ ଫାୟାର ଫାଇଟର ରୋବୋଟ ବୋଲି କୁହାଯାଉଛି ।

Pinaki - Aparajita
କିଏ ସତ କହୁଛି କିଏ ମିଛ ? କ’ଣ ୪ଟି ଟୟଲେଟ୍‌ ପାଇଁ ଖୋଳାଯାଇଛି ୩୦ ଫୁଟ୍‌ର ଖାଲ ?

ଗୁରୁବାର ପାର୍ଲାମେଣ୍ଟରେ ପୁରୀ ସାଂସଦ ପିନାକୀ ମିଶ୍ର ରଖିଥିବା ତଥ୍ୟକୁ ନେଇ ସୃଷ୍ଟି ହୋଇଛି ହଇଚଇ, ବଢୁଛି ବିରୋଧ । ହେଲେ ଆଜି ନିଜର ସେ ତଥ୍ୟ ସପକ୍ଷରେ ସଫେଇ ଦେଇ ପିନାକୀ କହିଛନ୍ତି- ତାଙ୍କ ମନ୍ତବ୍ୟକୁ ମାତ୍ର କିଛି ଲୋକ ଗ୍ରହଣ କରୁନାହାନ୍ତି ।

Niranjan Sethi
ସାତିର୍‌ ନୁହେଁ ମହା ସାତିର ଥିଲା ନିରଞ୍ଜନ, ମର୍ଡର ପ୍ଲାନ୍‌ର ମାଷ୍ଟର ମାଇଣ୍ଡ

ସେଦିନ ଥିଲା ଫେବ୍ରୁୟାରୀ ୭ । ଚାନ୍ଦବାଲି ପଳାସପୁରରୁ ସକାଳୁ ମାନସଙ୍କୁ ଅପହରଣ କରି ଦୟାଲ ଆଶ୍ରମକୁ ଆଣିଥିଲେ ଶର୍ମିଷ୍ଠା ଓ ତାଙ୍କ ସହଯୋଗୀ ।

Anup Sai
ଦିନେ କଂଗ୍ରେସର ବାହୁବଳି ବିଧାୟକ ଥିଲେ, ଏବେ ଜୀବନ ସାରା ରହିବେ ଜେଲ୍‌ରେ

ଉଭୟ ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଅନୁପ ସାଏଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ ।

Pinaki-Aparajita
‘ସାଂସଦ ପିନାକୀ ମିଶ୍ର ଯେଉଁ ଯାହା ଦେଖାଉଛନ୍ତି ତାହା ASIର NOC ନୁହେଁ, କେବଳ NMAର ଚିଠି’

୧୦୦ ମିଟର ପରିଧି ଭିତରେ କିଛି ନିର୍ମାଣ ହେଲେ ଡିଜି ASIଙ୍କ ସ୍ପେସାଲ ଅନୁମତି ନିହାତି ଜରୁରୀ । ଏଥିପାଇଁ ଅନୁମତି ଦେବାକୁ NMA ପ୍ରାଧିକୃତ ନୁହଁନ୍ତି ।

India-Australia Trade Deal
ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ ! ମଜଭୁତ ହେଲା ସମ୍ପର୍କ

୧୦ ବର୍ଷ ମଧ୍ୟରେ ଭାରତକୁ ଅଷ୍ଟ୍ରେଲିଆ ସାମଗ୍ରୀ ରପ୍ତାନି ପରିମାଣର ୧୨.୬ ବିଲିୟନ୍ ଡଲାର୍ ମୂଲ୍ୟ ପରିମାଣ ବା ପ୍ରାୟ ୯୧% ବୃଦ୍ଧି ପାଇଛି । ଚୁକ୍ତି ସ୍ୱାକ୍ଷରିତ ଅବସରରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଭାଇ ଭାଇର ସମ୍ପର୍କ ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ପୀୟୂଷ ଗୋଏଲ ।

Modi With Nepal PM
ନେପାଳରେ ଚାଲିଲା ଭାରତର ରୁପେ କାର୍ଡ !

ନେପାଳ ପ୍ରଧାନମନ୍ତ୍ରୀଙ୍କ ସହ ଆସିଥିବା ପ୍ରତିନିଧିମଣ୍ଡଳ ସଦସ୍ୟ ଓ ଭାରତ ପ୍ରତିପକ୍ଷଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଦୁଇ ଦେଶ ପରସ୍ପରର ବିକାଶ ଓ ପ୍ରଗତିରେ ସମପରିମାଣର ସହଯୋଗ ଯୋଗାଇ ଦେବାକୁ ସହମତି ପ୍ରଦାନ କରିଛନ୍ତି ।

Pinaki Mishra
ଶ୍ରୀମନ୍ଦିର ଚାରିପାଖେ ଖନନ କାର୍ଯ୍ୟକୁ ନେଇ ଯାହା କହିଛି ସତ କହିଛି: ପିନାକୀ ମିଶ୍ର

କିଛି ବି ମିଛ କହିନାହିଁ । ଯଦି ସତସାହସ ଅଛି ବାଚସ୍ପତିଙ୍କୁ ଜଣାନ୍ତୁ ବୋଲି ପିନାକୀ ଆହ୍ୱାନ ଦେଇଥିଲେ ।

Politics
ଓଡ଼ିଶା ରାଜନୀତିରେ ‘ଯିଏ ଜିତିବ ସିଏ ଆମର’ ଫର୍ମୁଲା

ଦଳ ଗୁଡିକ ଆଶାୟୀଙ୍କୁ ମନାଇବା ବଦଳରେ ସମସ୍ତଙ୍କୁ ଲଢିବା ପାଇଁ ପ୍ରୋତ୍ସାହିତ କରିଥିଲେ । ଏପରକି କେତେକ ନେତା ଉଭୟ ପ୍ରାର୍ଥୀଙ୍କୁ ଟଙ୍କା ଦେଇଥିବା ଚର୍ଚ୍ଚା ହୁଏ ।

Budget 2022
ଏଥର ବଜେଟ୍‌ରେ ଭୋଟ ବ୍ୟାଙ୍କ ପ୍ଲାନ୍‌ ! ମିଶନଶକ୍ତିକୁ ଗୁରୁତ୍ୱ ହେଲେ ଶିଳ୍ପ-ଷ୍ଟାର୍ଟଅପ୍‌କୁ ଅଣଦେଖା

କାଳିଆ, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ, ବିଜୁ ପକ୍କା ଘର ଓ ମିଶନ ଶକ୍ତି । ହିତାଧିକାରୀଙ୍କୁ ସିଧାସଳଖ ଲାଭ ଦେଉଥିବା ଏମିତି ଯୋଜନାକୁ ୨୦୨୨-୨୩ ଆର୍ଥିକ ବର୍ଷ ବଜେଟ୍‌ରେ ମିଳିଛି ଗୁରୁତ୍ୱ ।

Sand Mafia
ସରି ଆସିଲାଣି ପୁରୀ-କୋଣାର୍କ ବେଳାଭୂମି ବାଲି ! କେବେ ଚେତିବ ପ୍ରଶାସନ ?

ରାତି ଅଧରେ ଅବାଧରେ ଚାଲିଛି ବାଲି ଖୋଳା । ନା କାହାକୁ ଭୟ ନା ଖାତିର । ବାଲି ଖୋଳିବା ପରେ ଜେସିବି ଓ ହାଇୱା ଲଗାଇ କରାଯାଉଛି ଲୋଡିଂ । ଆଉ ରାତି ପାହିଲା ବେଳକୁ ଟ୍ରକ୍ ଟ୍ରକ୍ ବାଲି ନେଇ ମାଫିଆ ଛୁ ।

Sarmistha Rout
ଫିଟିଲା ମାଡାମ୍ ଶର୍ମିଷ୍ଠାଙ୍କ ଅସଲ ଚେହେରା, ସାମ୍ନାକୁ ଆସିଲା କବି ନିରଂଜନଙ୍କ ନୃଶଂସ ରୂପ !

ଚାନ୍ଦବାଲିରୁ ଅପହରଣ, ଭୁବନେଶ୍ୱର ଦୟାଲ୍ ଆଶ୍ରମରେ ହତ୍ୟା ଆଉ ନୟାଗଡ଼ ରଣପୁରରେ ଶବ ପୋତାଯିବାର ପ୍ରତିଟି କାହାଣୀର କରିଛି ଖୁଲାସା । ଶର୍ମିଷ୍ଠା ଏବଂ ଅନ୍ୟ ସହଯୋଗୀ ମିଶି ମାନସଙ୍କୁ ଅପହରଣ କରିଥିଲେ ଚାନ୍ଦବାଲି ପଳାସପୁର ଗାଁରୁ ।

CAG Reports
CAG ରିପୋର୍ଟ କହିଲା ରାଜ୍ୟର ଆର୍ଥିକ ସ୍ଥିତି

ଶିଳ୍ପ ପାଇଁ ୩୧.୭୩% ଓ କୃଷି ପାଇଁ ୧୮.୬୧% ଯୋଗଦାନ ରହିଥିବା ମଧ୍ୟ ରିପୋର୍ଟରେ କୁହାଯାଇଛି ।

school students
ସକାଳୁଆ ସ୍କୁଲ ସମୟରେ ସାମାନ୍ୟ ପରିବର୍ତ୍ତନ ! ୧୦ଟା ନୁହେଁ ୧୦.୩୦ରେ ସରିବ କ୍ଲାସ୍

ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଥିଲେ, ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସକାଳ ୬ଟା ୩୦ରୁ ଦିନ ୧୦ଟା ପର୍ଯ୍ୟନ୍ତ ସ୍କୁଲ ଖୋଲା ରହିବ । ଏହି ସମୟକୁ ସାମନ୍ୟ ପରିବର୍ତ୍ତନ କରାଯାଇଛି । ୧୦ ଟା ନୁହେଁ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲ ଚାଲିବ...

Aparajita Sarangi
ଲୋକସଭାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ, ତାତିଲେ ଅପରାଜିତା

ଲୋକସଭାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ ଉଠାଇ NMA ଅନୁମତି ବିନା ଖନନ କାର୍ଯ୍ୟ ଚାଲିଥିବା ଅଭିଯୋଗ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।