ଲାଇନଚ୍ୟୁତର କାରଣ ନେଇ ସ୍ପଷ୍ଟ ସୂଚନା ମିଳିନଥିଲେ ବି ଷଣ୍ଢ ଯୋଗୁଁ ଏଭଳି ଦୁର୍ଘଟଣା ହୋଇଥିବା କୁହାଯାଉଛି ।
ବ୍ୟାସନଗରରେ ଯିଏ ବୁଲିବ ସିଏ ହିଁ ଜାଣିପାରିବ ଏଠାରେ କେମିତି ହୋଇଛି ବିକାଶ । ନେତା ଓ ପ୍ରଶାସକ ସମସ୍ତେ ଏ ସମସ୍ୟା ସମ୍ପର୍କରେ ଜାଣିଛନ୍ତି ।
ଏମିତି ପାରିବା ପଣିଆ ସରକାରୀ ବାବୁ ଆପଣ କୋଉଠି ଦେଖିନଥିବେ । ସାଢେ ସାତ କିଲୋମିଟର ରାସ୍ତା ତିଆରି କଲେ, ହେଲେ ଆଉ ଦେଢ କିମି ରାସ୍ତା ନିର୍ମାଣ ପାଇଁ ଭୁଲି ଗଲେ ।
ପିଇବା ପାଣିର କୌଣସି ବ୍ୟବସ୍ଥା ନଥିବା କାରଣରୁ ଝରଣା ପାଣିକୁ ବାଉଁଶ ସାହାଯ୍ୟରେ ସଂଗ୍ରହ କରି ଚଳୁଛନ୍ତି ପୂରା ଅଞ୍ଚଳବାସୀ ।
ଏକଥା ଆମେ ନୁହେଁ କି ସାର୍ଥକ ବି ନିଜେ କହୁ ନାହାନ୍ତି । ହେଲେ କାଗଜପତ୍ର କହୁଛି ତାଙ୍କ ନାଁରେ କିଣାଯାଇଛି ମେସିନ୍ ।
ବିଭିନ୍ନ ଦେଶର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ବ୍ୟକ୍ତିତ୍ୱ ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଓଟିଏମ୍ ପୁନରୁଦ୍ଧାର ପ୍ରସଙ୍ଗକୁ ନେଇ ବର୍ଷିଲେ ବିରୋଧୀ ।
ଏକ ହୋଇ ଲଢ଼ିବାକୁ ସୁରେଶଙ୍କ ଟ୍ବିଟ୍କୁ ନେଇ ଚର୍ଚ୍ଚା । ନବୀନଙ୍କ ୨୫ ବର୍ଷ ସେବାର ବାର୍ତ୍ତା ପହଞ୍ଚାଇବାକୁ ଶଙ୍ଖର ଯୋଜନା।
ଘଟଣାସ୍ଥଳନରେ ସାମାନ୍ୟ ଉତ୍ତେଜନା ଦେଖାଯାଇଛି । ଲୋକଙ୍କ ଭିଡ଼ ଜମିଛି ।
ଏହି ସମ୍ମିଳନୀରେ ଅନେକ ଦେଶର ବଡ଼ ବଡ଼ ନେତାଙ୍କ ସହ ମୋଦିଙ୍କ ଭେଟ ହୋଇଛି । ମୋଦିଙ୍କୁ ସମସ୍ତେ ପ୍ରଶଂସା କରିଥିବା ମଧ୍ୟ ଦେଖାଯାଇଛି । ଏହି ସବୁ ଭିତରେ ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି ।
ବାଘଠାରୁ ନିଜ ଜୀବନ ବଂଚାଇବା ପରେ ସମ୍ପୃକ୍ତ ମହିଳା ଜଣକ କହିଛନ୍ତି ଯେ, ‘ମୁଁ ନିଜେ ବି ଜାଣିନଥିଲି ବାଘଠୁ ବଂଚିବା ପାଇଁ ମୁଁ ୭୦ କିଲୋମିଟର ପହଁରିବି ।’
ଯାହାକୁ ବଢେଇ କୁଢେଇ ଦୁନିଆ ଦେଖାଇଥିଲା, ଆଜି ସିଏ ଯେତେବେଳେ ଦୁନିଆ ଛାଡି ପଳାଇଲା ସେତେବେଳେ କୋଉ ମାଆର ବା ଧୈର୍ଯ୍ୟ ରହିବ ?
ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବା ପରେ ଆରମ୍ଭ ହୋଇଛି ଥଟ୍ଟା ମଜା ।
ବର୍ଷା ଦିନେ ବୈତରଣୀ ଯେତେବେଳେ କରାଳ ରୂପ ଦେଖାଉଛି ସେତେବେଳେ ଆତଙ୍କିତ ହେଉଛନ୍ତି ଗାଁ ଲୋକେ ।
ସରକାର ଯାହା କହୁଛନ୍ତି ବାସ୍ତବରେ ତାର ଚିତ୍ର କିନ୍ତୁ ଭିନ୍ନ ରହୁଛି । ଲୋକଙ୍କୁ ବିଜ୍ଞାପନ ମାଧ୍ୟମରେ ସରକାର କେବଳ ଗୋଲାପୀ ଚିତ୍ର ଦେଖାଉଛନ୍ତି ।
ପୁରୀରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସୂଚନା । ରେଡିଏସନ ପ୍ରଭାବ ଆଦୌ ନାହିଁ, ଆଶ୍ୱସ୍ତ ରୁହନ୍ତୁ କହିଲେ ମନ୍ତ୍ରୀ ।
ମୁମ୍ବାଇ ଇନଭେଷ୍ଟର୍ସ ମିଟ୍କୁ ନେଇ ବିଜେପିର ସମାଲୋଚନା । ଓଡିଶାବାସୀଙ୍କୁ ଭକୁଆ ବନାଉଛନ୍ତି ରାଜ୍ୟ ସରକାର ବୋଲି କହିଲେ ଜୟନାରାୟଣ ।
କାଳ ହେଲା ସେୟାର ମାର୍କେଟ୍ରେ ଟଙ୍କା ଦୁଇଗୁଣାର ମୋହ । ୨୦ ଲକ୍ଷ ହରାଇ ଜୀବନ ହାରିଲେ ବଲାଙ୍ଗିରର ବିନୋଦ ଯାଦବ ।
ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଭରସିଟି ରଖିଲା ସର୍ତ୍ତ, ୟୁକ୍ରେନ୍ ଯିବାକୁ ମେଡିକାଲ ପିଲାଙ୍କୁ ବାଧ୍ୟ କରୁଛନ୍ତି ସ୍ଥାନୀୟ ୟୁନିଭର୍ସିଟି ।
ନେତାଙ୍କୁ ଗୁରୁମନ୍ତ୍ର ଦେଲେ ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବି.ଏଲ. ସନ୍ତୋଷ । ବିଜେଡି ସରକାରର ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ଅସ୍ତ୍ର କରିବାକୁ ଆହ୍ବାନ ।