• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Budget
ଏଥର କାମଚଳା ବଜେଟରେ, କାଳିଆ ଯୋଜନା ପାଇଁ ୧୮୭୪ ଓ ମିନଶକ୍ତି ପାଇଁ ୨୦୦୦ କୋଟି

ଦେଶର ଅଭିବୃଦ୍ଧି ହାର ୭.୮% ରହିବା ଆକଳନ କରାଯାଇଛି । ଦେଶ  ତୁଳନାରେ ଓଡ଼ିଶାର ଅଭିବୃଦ୍ଧି ହାର ବଢ଼ି ୯ରୁ ୯.୨% ରହିବ ବୋଲି ମଧ୍ୟ ଆକଳନ କରାଯାଇଛି ।

Morning School
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ

ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଠ ପଢ଼ା ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।

Thief
ଚୋରି କରିବାକୁ ଯାଇ ମଦ ପିଇ ଶୋଇପଡ଼ିଲା ଚୋର, ସକାଳୁ ଉଠିଲା ପରେ ଧରିଲା ପୋଲିସ

ଆପଣଙ୍କ ମନରେ ନିଶ୍ଚିତ ଭାବେ, ପୁରା ଘଟଣା ସମ୍ପର୍କରେ ଜାଣିବାକୁ କୌତୁହଳ ସୃଷ୍ଟି ହେଉଥିବ । ତେବେ ଘଟଣାଟି ହେଲା ଗୋଟିଏ ଚୋର ଜଣଙ୍କ ଘରେ ପଶି ଚୋରି କରିବାକୁ ଚେଷ୍ଟା କରୁଥିଲା ।

Salary Hiked Of Junior Teachers
ବଡ଼ ଖୁସି ଖବର ! ପୁଣି ବଢ଼ିଲା ସରକାରୀ ଚାକିରିଆଙ୍କ ଦରମା

କେନ୍ଦ୍ର ସରକାରଙ୍କ ଅଧିନରେ ଚାକିରି କରିଥିବା ସମସ୍ତ କର୍ମଚାରୀଙ୍କ ଦରମା ବୃଦ୍ଧି ପାଇଛି । ମିଳିଥିବା ସୂଚନା ଅନୁସାରେ କେନ୍ଦ୍ରୀୟ କର୍ମଚାରୀଙ୍କ ୩% DA ବୃଦ୍ଧିକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ମିଳିଛି ।

Sarmistha Rout
ଭାଇରାଲ ହେଲା ଶର୍ମିଷ୍ଠାଙ୍କ ଫେରାର ପୂର୍ବର ଭିଡିଓ ! ରେକର୍ଡ କରିଥିଲେ ମାନସଙ୍କ ସହଯୋଗୀ

୨ ମିନିଟ୍‌ରୁ ଅଧିକ ସମୟ ଅବଧିର ଏହି ଭାଇରାଲ୍ ଭିଡ଼ିଓରେ ଦୀପକ ଏବଂ ଶର୍ମିଷ୍ଠାଙ୍କ ମଧ୍ୟରେ ସାମାନ୍ୟ କଥା କଟାକଟି ହେଉଥିବା ମଧ୍ୟ ଶୁଣିବାକୁ ମିଳିଛି ।

Jungle Fire
ଜଳୁଛି ଜଙ୍ଗଲ ! କିଏ ଲଗାଉଛି ନିଆଁ ? ପୋଡ଼ି ଯାଉଛନ୍ତି କିଟ ପତଙ୍ଗ-ପଶୁ ପକ୍ଷୀ-ଔଷଧୀୟ ଗଛ

ଦିନବେଳା ପ୍ରବଳ ଖରା ସାଙ୍ଗକୁ ଜୋରରେ ପବନ ବୋହିବା ଯୋଗୁଁ ନିଆଁ ଅମାନିଆ ଭାବେ ମାଡି ଚାଲିଛି । ଆଉ ନିଆଁର ଆଁ ଭିତରେ ଜଳି ପୋଡ଼ିଯାଉଛନ୍ତି ବହୁ ପଶୁପକ୍ଷୀ, କୀଟ-ପତଙ୍ଗ ଓ ଧ୍ୱଂସ ପାଇ ଚାଲିଛି ବହୁ ଦରକାରୀ ଓ ଔଷଧୀୟ ବୃକ୍ଷଲତା ।

Naveen Patnaik
ସାରା ରାଜ୍ୟରେ ଜିତୁଛି ବିଜେଡି, ହେଲେ ଦୋହଲିଲାଣି ନବୀନଙ୍କ ଗଡ଼

ଗଞ୍ଜାମ ଏନ୍ଏସିରେ ୧୨ଟି ୱାର୍ଡରୁ ୧୦ଟି ଓ୍ବାର୍ଡରେ ବିଜେଡି ପ୍ରାର୍ଥୀ ଜିତିଥିଲେ ମଧ୍ୟ ଏନ୍ଏସି ଚେୟାରମ୍ୟାନ ଜିତିଛନ୍ତି ସ୍ୱାଧୀନ ପ୍ରାର୍ଥୀ ପ୍ରତିଭା ପାଢୀ ।

Manas Swain
ମାନସ ହତ୍ୟା ମାମଲା: କ୍ରାଇମ୍‌ବ୍ରାଞ୍ଚ ହାତରେ ଲାଗିବ ତ ମେମୋରି ଚିପ୍‌ ? ଅଭିଯୁକ୍ତଙ୍କୁ ଘନ ଘନ ଜେରା

୫ ଦିନିଆ ରିମାଣ୍ଡରେ ନେଇ ସମ୍ପୂର୍ଣ୍ଣା ନ୍ୟୁଜ୍‌ ପୋର୍ଟାଲ୍‌ର ମାଲିକାଣି ଶର୍ମିଷ୍ଠା ରାଉତ, ସହଯୋଗୀ ଝୁନା ଭୋଇ, ପୂର୍ବତନ ଓଆଇଏସ୍ ଅଧିକାରୀ ନିରଂଜନ ସେଠୀ ଓ ରାଜ୍ କମ୍ୟୁନିକେସନ୍‌ର ମାଲିକ ରଂଜନ ନାୟକ ଓରଫ୍ ରାଜ୍‌କୁ ଘାଣ୍ଟୁଛି ସ୍ୱତନ୍ତ୍ର ଟିମ୍ । 

Puri Temple
ଶ୍ରୀମନ୍ଦିରରେ ଚାରିପଟେ ଚାଲିଛି ବେଆଇନ୍‌ ଖନନ, କେହି ଦେଇ ନାହାନ୍ତି ଅନୁମତି !

ବିଜେପି ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଅଭିଯୋଗ କରିଛନ୍ତି-ଖନନ ଯୋଗୁଁ ସୃଷ୍ଟି ହେଉଥିବା ଭାଇବ୍ରେସନ କାରଣରୁ ଶ୍ରୀମନ୍ଦିରରେ ଫାଟ ହୋଇଛି । ତେଣୁ ବିକାଶ ନାଁରେ ଶ୍ରୀମନ୍ଦିର ପ୍ରତି ବିପଦ ସୃଷ୍ଟି ହେଲେ ଏଥିପାଇଁ ରାଜ୍ୟ ସରକାର ଦାୟୀ ହେବେ ।

Sunflower Oil
ଋଷରୁ ୪୫ ହଜାର ଟନ୍‌ ସୂର୍ଯ୍ୟମୁଖୀ ତେଲ କଣିବ ଭାରତ

ଭାରତ ବଜାରରେ ଥିବା ଖାଇବା ତେଲର ଅଭାବକୁ ଦୂର କରିବାରେ ଢ଼େର ସାହାଯ୍ୟ କରିବ ଋଷରୁ ଆମଦାନୀ ତେଲ । ଏହି ଖାଇବା ତେଲ ଆସନ୍ତା ମାସ ଅର୍ଥାତ ଏପ୍ରିଲ୍‌ରେ ଭାରତ ପହଞ୍ଚିବ ।

Russia-Ukraine War
ବଡ଼ ଖବର: ଏଣିକି ଆଉ ୟୁକ୍ରେନ୍‌ ଉପରେ ଆକ୍ରମଣ କରିବନି ଋଷିଆ !

ଆଜିକୁ ୩୫ ଦିନ ହେବ ଯୁଦ୍ଧ ଜାରି ରହିଛି । ୟୁକ୍ରେନ ଉପରେ ଆଜି ବି ଜୋରଦାର ଆକ୍ରମଣ କରିଛି ଋଷିଆ । ଆକ୍ରମଣ ଯୋଗୁଁ ୟୁକ୍ରେନରେ ଭୟଙ୍କର ମାନବୀୟ ସଙ୍କଟ ଦେଖାଗଲାଣି ।

Hot wave
ରାଜ୍ୟରେ ଜାରି ରହିବ ଖରା, ଆହୁତି ତାତିବ

ମାର୍ଚ୍ଚ ୩୦ ତାରିଖରୁ ଏପ୍ରିଲ ଦୁଇ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଏଥିପାଇଁ ୮ଟି ଜିଲ୍ଲାକୁ IMD ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

Taraprasad Bahinipati
ଖଣି-ପାଣିକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲେ ବିରୋଧୀ

ଗୋଟିଏ ପଟେ ଶ୍ରୀମନ୍ଦିର ଚାରିପଟେ କାହା ଆଦେଶରେ ଖନନ କାର୍ଯ୍ୟ ଚାଲିଛି ବୋଲି ବିଜେପି ପ୍ରଶ୍ନ ଉଠାଇ ସରକାରଙ୍କୁ ଘାଇଲା କରିଥିବା ବେଳେ କଂଗ୍ରେସ ଖଣି ଦୁର୍ନୀତି କଥା ଉଠାଇଛି । ରାଜ୍ୟରୁ ଖଣି ଚୋରି ହୋଇଥିବା କହି ସରକାରଙ୍କୁ ଜୋରଦାର ଆଟାକ୍‌ କରିଛି କଂଗ୍ରେସ ।

Lord Jagannath’s Special Ritual Banakalagi Niti To Be Held At Srimandir In Puri Today
‘ଶ୍ରୀମନ୍ଦିରର ବିକାଶ ଆଳରେ ବିନାଶ ନ ହେଉ’ ! ଖନନ କାର୍ଯ୍ୟକୁ କିଏ ଦେଲା ଅନୁମତି ?

ASI ଓ NMA  କହିଛନ୍ତି, ଆମେ କୌଣସି ପ୍ରକାରର ସ୍ଥାନୀୟ ନିର୍ମାଣ ପ୍ରକଳ୍ପ ପାଇଁ ଅନୁମତି ଦେଇନାହୁଁ । ପ୍ରକୃତରେ ବାସ୍ତବତା କଣ ବୋଲି ପ୍ରଶ୍ନ କରିଛନ୍ତି ଜୟନ୍ତ ଷଡ଼ଙ୍ଗୀ । ବିଧାନସଭାର ଏକ କମିଟି ଗଠନ କରି ପୁରୀ ପଠାଇବାକୁ ସେ ଦାବି କରିଛନ୍ତି ।

CM Naveen Patnaik At Parliament
ସଂସଦ ପରିସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବିଜେଡି ସଂସଦୀୟ ଦଳ ବୈଠକରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗଗୁଡିକୁ ସଂସଦରେ ଉପସ୍ଥାପିତ କରିବାକୁ ସେ ବିଜେଡି ସାଂସଦମାନଙ୍କୁ ପରାମର୍ଶ ଦେଇଛନ୍ତି ।

Sanghamitra Dalei
ବ୍ରହ୍ମପୁର ମହାନଗର ନିଗମର ନୂଆ ମେୟର ସଂଘମିତ୍ରା ଦଳେଇ

ବ୍ରହ୍ମପୁର ମହାନଗର ନିଗମର ନୂଆ ମେୟର । ତାଙ୍କର ବୟସ ୫୨ । ତାଙ୍କ ସ୍ୱାମୀଙ୍କ ନାଁ ଭୀମସେନ ଦଳେଇ । ତାଙ୍କ ସ୍ୱାମୀ ଜଣେ ଜେଲ୍ ସପ୍ଲାଇ କଣ୍ଟ୍ରାକ୍ଟ୍ରର । ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଟାଉନ୍‌ ଥାନା ଅଧିନ ବଡ଼ସାହିର ମୂଳବାସିନ୍ଦା ହେଉଛନ୍ତି ସଂଘମିତ୍ରା ।

kanaklata mishra
ନିଜ ପିଲାଙ୍କୁ ନୁହେଁ, ମନ୍ଦିର ଟ୍ରଷ୍ଟକୁ ଦାନ କରିଦେଲେ ସମ୍ପତ୍ତି ! ପୁରା ପରିବାର ଖୁସ୍

କେନ୍ଦୁଝର ଜିଲ୍ଲା ଚମ୍ପୁଆର ଗାୟତ୍ରୀ ଶକ୍ତିପୀଠର ମୁଖ୍ୟ ପୃଷ୍ଠପୋଷିକା କନକଲତା ମିଶ୍ରଙ୍କର ଗତ ଗୁରୁବାର ସକାଳେ ପରଲୋକ ହୋଇଯାଇଛି । ସେ ତାଙ୍କର ସମସ୍ତ ସମ୍ପତ୍ତି ଶକ୍ତିପୀଠକୁ ଦାନ କରି ମହନୀୟତାର ପରିଚୟ ଦେଇଯାଇଛନ୍ତି ।

Rajkumar Sahoo
ଗୋଟିଏ ପରିବାର ହାତରେ ୩୯ ବର୍ଷ ଧରି ୱାର୍ଡ ଭାର, ବାପାଙ୍କ ପରେ ପୁଅର ଇନିଂସ

ଲୋକଙ୍କ ପାଇଁ ଯିଏ କାମ କରିବ ଲୋକେ ତାଙ୍କୁ ହିଁ ଜିତାଇବେ । ଲୋକଙ୍କୁ ସୁଖ ଦୁଃଖରେ ଯିଏ ସାମିଲ ହେବ ତାଙ୍କୁ ହିଁ ଲୋକେ ବାଛିବେ ।

Ulb polls
ଢ଼େଙ୍କାନାଳ-ନବରଙ୍ଗପୁର-ଜୁନାଗଡ଼-ଧର୍ମଗଡ଼ରେ ବିଜେପିର ବାଜିମାତ୍‌

ଢେଙ୍କାନାଳ ମ୍ୟୁନିସିପାଲିଟିରେ ବିଜେପିର ଜୟନ୍ତୀ ପାତ୍ର ଅଧ୍ୟକ୍ଷା ଭାବେ ବିଜୟୀ ହୋଇଛନ୍ତି । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୪୧୪୫ ଭୋଟ୍‌ରେ ପରାଜିତ କରିଛନ୍ତି ।

BJB College
କିଏ ଓ କାହିଁକି ପଶିଥିଲେ ଷ୍ଟ୍ରଙ୍ଗରୁମ୍‌ରେ ? କ’ଣ ଥିଲା ଉଦେଶ୍ୟ ? BJB କଲେଜରେ ଥମିନି ଉତ୍ତେଜନା

ରାଜ୍ୟ ସରକାର ଓ ରାଜ୍ୟ ସରକାରଙ୍କ ପୋଲିସ ବିଭାଗକୁ ସୋସିଆଲ ମିଡିଆ ୟୁଜର କଡ଼ା ସମାଲୋଚନା କରୁଛନ୍ତି । ଅନ୍ୟପଟେ ବିଜେପି ମଧ୍ୟ ଏହାକୁ ତୀବ୍ର ନିନ୍ଦା କରିବା ସହ ଫଳଫଳ ବଦଳିବା ଆଶଙ୍କା କରିଛି ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।