ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଅଧିକ ସଶକ୍ତ କରିବା ଲାଗି ପ୍ରସ୍ତୁତ ବ୍ଲୁ-ପ୍ରିଣ୍ଟକୁ କାର୍ଯ୍ୟକାରୀ କରିବାକୁ ପୁରୀ ଜିଲ୍ଲା ପ୍ରଶାସନ ଅଣ୍ଟା ଭିଡ଼ିଛି ।
ଯାହାଙ୍କ ପାଇଁ ନିଜେ ଅଣ୍ଟା ସଳଖି ଚାଲିବା କାଠିକର ପାଠ, ସେମାନଙ୍କ ପିଠିରେ ଏବେ ଚିନ୍ତାର ପାହାଡ଼ । ଚିନ୍ତା ପେଟକୁ ନେଇ ଆଉ ତାଠୁ ବଳି ପୁଅକୁ ନେଇ ।
ପିକେଟିଂ ଯୋଗୁଁ ଆଜି ଦିନ ତମାମ ବହୁ ସ୍ଥାନରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା । କିଛି ସ୍ଥାନରେ ବନ୍ଦ ରହିଥିଲା ଶିକ୍ଷାନୁଷ୍ଠାନ ।
ଏହି ଯୋଜନାରେ ସରକାରୀ ହେଉ କି ବେସରକାରୀ ହାଉସିଂ ପ୍ରୋଜେକ୍ଟ, ସବୁଥିରେ ନିମ୍ନ ମଧ୍ୟବିତ୍ତଙ୍କ ପାଇଁ ରହିବ ନିଶ୍ଚିତ ସଂରକ୍ଷଣ ବ୍ୟବସ୍ଥା ।
ଭାରତ ଯୋଡ଼ ଯାତ୍ରା ମାଧ୍ୟମରେ ନିଜର ଅଭିଯାନ ଆରମ୍ଭ କରିଛି କଂଗ୍ରେସ୍ ।
ସୁନିଆରେ ପ୍ରଚଳନ ହେଲା ନୂଆ ସ୍ୱର୍ଣ୍ଣ ମୁଦ୍ରା। ଶ୍ରୀମନ୍ଦିରରେ ପାରମ୍ପରିକ ରୀତିରେ ବାମନ ଜନ୍ମନୀତି ପାଳିତ।
ଯାହାଙ୍କ ପାଇଁ ନିଜେ ଅଣ୍ଟା ସଳଖି ଚାଲିବା କାଠିକର ପାଠ, ସେମାନଙ୍କ ପିଠିରେ ଏବେ ଚିନ୍ତାର ପାହାଡ଼ । ଚିନ୍ତା ପେଟକୁ ନେଇ ଆଉ ତାଠୁ ବଳି ପୁଅକୁ ନେଇ ।
ପିକେଟିଂ ଯୋଗୁଁ ଆଜି ଦିନ ତମାମ ବହୁ ସ୍ଥାନରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା । କିଛି ସ୍ଥାନରେ ବନ୍ଦ ରହିଥିଲା ଶିକ୍ଷାନୁଷ୍ଠାନ ।
ଜିଲ୍ଲାପାଳ କହିଛନ୍ତି ରାସ୍ତା ପ୍ରଶସ୍ତୀକରଣ ପାଇଁ ପର୍ଯ୍ୟାୟକ୍ରମେ ସମସ୍ତ ପକ୍ଷଙ୍କ ସହ ସବିଶେଷ ଆଲୋଚନା ହେଉଛି, କାମ ଶୀଘ୍ର ଆଗେଇବ ।
ସରକାରୀ ପ୍ରୋଜେକ୍ଟରେ ୨୦ ପ୍ରତିଶତ ଏବଂ ବେସରକାରୀ ପ୍ରୋଜେକ୍ଟରେ ୧୦ ପ୍ରତିଶତ ଘର ଆର୍ଥିକ ଦୁର୍ବଳ ବର୍ଗଙ୍କ ପାଇଁ ରଖାଯିବ ।
ରାଜନୀତି ସହ ଦୂର ଦୂର ପର୍ଯ୍ୟନ୍ତ ସମ୍ପର୍କ ନଥାଇ ବି ତାଙ୍କ ଫଟୋକୁ ପୋଷ୍ଟରରେ ରଖାଯିବା ପରେ ବିବାଦ ଦେଖାଦେଇଛି ।
ପିଏମ୍-ଶ୍ରୀ ସ୍କୁଲ ଯୋଜନାରେ ଉପକୃତ ହେବେ ୧୮ ଲକ୍ଷ ଛାତ୍ରଛାତ୍ରୀ ବୋଲି ଧର୍ମେନ୍ଦ୍ର ସୂଚନା ଦେଇଛନ୍ତି ।
ପିଟିସନର ଶୁଣାଣି କରି ତଳ କୋର୍ଟରେ ଶୁଣାଣି ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।
ଆଉ ଥରେ ଅନୁଭବଙ୍କ ସାକ୍ଷ୍ୟ ଗ୍ରହଣ ପାଇଁ ବର୍ଷା ଆବେଦନ କରିଥିଲେ । ତଳ କୋର୍ଟରେ ଆବେଦନ ଅଗ୍ରାହ୍ୟ ହେବାରୁ ହାଇକୋର୍ଟ ଆସିଥିଲେ ବର୍ଷା ।
ଏହି ନୂଆ ନିଷ୍ପତ୍ତି ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି । ବୈଠକ ସରିବା ପରେ ସେ ଏହା କହିଛନ୍ତି ।
ଦିଲ୍ଲୀରେ ବିରୋଧୀ ଦଳ ନେତାଙ୍କୁ ଭେଟୁଛନ୍ତି ନୀତୀଶ ସୀତାରାମ ୟେଚୁରୀ ଓ ଡି.ରାଜାଙ୍କୁ ଭେଟିଲେ ନୀତୀଶ ।
ରାଜଭବନ ଛକରୁ ଏଜି ଛକ, ବିଧାନସଭା ସମ୍ମୁଖ ରାସ୍ତା, କ୍ୟାପିଟାଲ ହସ୍ପିଟାଲରୁ ଏୟାରପୋର୍ଟ ରାସ୍ତା, ଶିଶୁଭବନ ଛକରୁ କ୍ୟାପିଟାଲ ହସ୍ପିଟାଲ ଛକ ।
୧୯ ନିର୍ବାଚନ ବେଳେ ଯେମିତି ସ୍ପେଶାଲ ବସ୍ରେ ନବୀନ ବୁଲି ବୁଲି ପ୍ରଚାର କରୁଥିଲେ, ଆଜି ବି ସେଭଳି ଏକ ବସ୍ରେ ଚଢ଼ି କରିଛନ୍ତି ରୋଡ୍ ସୋ’ । ଏପରିକି ୧୯ରେ ଡାଇଲଗ୍ ଯାହା ଥିଲା, ଆଜି ବି ସମାନ । ଆପଣ ମାନେ ଖୁସି ତ ।
ଅନ୍ତରାଷ୍ଟ୍ରୀୟ କୃଷି ସମ୍ମିଳନୀରେ ଯୋଗଦେବାକୁ ବିଦେଶ ଭ୍ରମଣ ପାଇଁ ରାଜ୍ୟର ୪ ଚାଷୀ ବାଦ୍ ପଡ଼ିଥିବା ବେଳେ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ରାଜ୍ୟର ୩ ପ୍ରଶାସନିକ ଅଧିକାରୀ ।
କ୍ଷେତ୍ରୀୟ ପ୍ରଭାରୀ ହେବା ପରେ ପ୍ରଥମ ଥର ଲାଗି ଓଡ଼ିଶା ଗସ୍ତରେ ଆସିଥିବା ସୁନୀଲ ବଂଶଲ ଏସବୁ ପ୍ରସଙ୍ଗ ଉପରେ ଫୋକସ୍ କରିଛନ୍ତି ।