• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Camera Man Manas Swain
ମାନସ ସ୍ୱାଇଁ ହତ୍ୟା ମାମଲା: ୱେବ୍‌ ଚ୍ୟାନେଲ ମାଲିକାଣୀ ଶର୍ମିଷ୍ଠାଙ୍କୁ ଧରୁନି ନା ଧରିପାରୁନି ପୋଲିସ ?

ଘଟଣାକୁ ପ୍ରାୟ ଦେଢ଼ ମାସ ବିତିଯାଇଥିଲେ ବି ହତ୍ୟାର ମାଷ୍ଟର ମାଇଣ୍ଡ୍ କୁହାଯାଉଥିବା ୱେବ୍ ଚ୍ୟାନେଲ୍ ମାଲିକାଣୀ ଶର୍ମିଷ୍ଠା ରାଉତଙ୍କ ଏଯାଏଁ ଟେର୍ ମିଳୁନାହିଁ ।

Pakhal Divas
ଓଡ଼ିଆର ପ୍ରାଣ, ଗରିବର ଧନ ଓ ଖଟିଖିଆଙ୍କ ଜୀବନ-ପଖାଳ କଂସା

ଓଡ଼ିଆର ପ୍ରାଣ, ଗରିବର ଧନ ଓ ଖଟିଖିଆଙ୍କ ଜୀବନ-ପଖାଳ କଂସା । ଶାଗ ଭଜା କି ମାଛ ଭଜା ଥିଲେ ତ ସ୍ୱର୍ଗୀୟ ଭୋଜନ ଭଳି କଥା । ଓଡ଼ିଶାବାସୀ ଯେ ପଖାଳକୁ କେତେ ପସନ୍ଦ କରନ୍ତି, ପ୍ରତି ବର୍ଷ ଭଳି ଆଜି ମଧ୍ୟ ଉତ୍ସାହ ଓ ଉଦ୍ଦୀପନାର...

Russia Ukraine War
ପଞ୍ଚାୟତ ଭୋଟ୍ କେବେଠୁ ସରିଲାଣି, ହେଲେ ଥମୁନି ନିର୍ବାଚନୀ ପର ହିଂସା

ପଞ୍ଚାୟତ ଭୋଟ୍ କେବେଠୁ ସରିଲାଣି, ହେଲେ ଥମୁନି ନିର୍ବାଚନୀ ପର ହିଂସା । ଭିତରେ ଭିତରେ କୁହୁଳୁଥିବା ଅସନ୍ତୋଷର ନିଆଁରେ ଯେମିତି ଘିଅ ସଦୃଶ ହୋଇଛି ଗତକାଲିର ହୋଲିଖେଳ । ଘନ ଘନ ବୋମାମାଡ଼ ସାଙ୍ଗକୁ ଗୁଳିକାଣ୍ଡରେ ପୁଣି ଅଶାନ୍ତ ହୋଇଛି ବ୍ରହ୍ମଗିରିର ଦଣ୍ଡୁଆସି ଗାଁ ।

Russia Ukraine War
କେବେ ଆଶ୍ୱସ୍ତି ପାଇବେ ଯୁଦ୍ଧ ଘନଘଟାରେ ଫସିଥିବା ଲକ୍ଷ ଲକ୍ଷ ନିରୀହ ନାଗରିକ

କେବେ ଘଟିବ ଋଷିଆ-ୟୁକ୍ରେନ ଯୁଦ୍ଧର ଅନ୍ତ । କେବେ ଆଶ୍ୱସ୍ତି ପାଇବେ ଯୁଦ୍ଧ ଘନଘଟାରେ ଫସିଥିବା ଲକ୍ଷ ଲକ୍ଷ ନିରୀହ ନାଗରିକ । ବାରମ୍ବାର ଆଲୋଚନା ସତ୍ତ୍ୱେ ଦୁଇ ପକ୍ଷ କୌଣସି ସିଦ୍ଧାନ୍ତରେ ପହଞ୍ଚି ପାରୁନଥିବା ବେଳେ, ଅର୍ଥସଙ୍ଗତ ଆଲୋଚନା ଉପରେ ଗୁରୁତ୍ୱ ଦେଇଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଜେଲେନ୍‌ସ୍କି...

Manas Swain
ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ମାନସଙ୍କ ମାଆ, ପୋଲିସ ହାତରେ ସର୍ମିଷ୍ଠାଙ୍କ ମୋବାଇଲ

କ୍ୟାମେରାମ୍ୟାନ ମାନସ ସ୍ୱାଇଁ, ଅପହରଣ ଓ ହତ୍ୟା ମାମଲା ଘଟଣାରେ ଆସିଲା ନୂଆ ମୋଡ଼ । ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ମାନସଙ୍କ ମାଆ ଯମୁନା ସ୍ୱାଇଁ । ଆମକୁ ନ୍ୟାୟ ଦିଅ କହି ହସ୍ତକ୍ଷେପ ଲୋଡ଼ିଲେ ମାନସଙ୍କ ମାଆ ।

ULB Polls
ପୌର ଭୋଟ୍ ପାଇଁ ପ୍ରଚାରରେ କମ୍ପୁଛି ସହର, ଦେଖାଦେଲେନି ହେଭିୱେଟ୍

ପୌର ଭୋଟ୍ ପାଇଁ ପ୍ରଚାରରେ କମ୍ପୁଛି ସହର । ଆଉ ମାତ୍ର ଦୁଇ ଦିନ ଅର୍ଥାତ୍ ମଙ୍ଗଳବାର ସନ୍ଧ୍ୟାକୁ ଆଉ ଏ ଲଢ଼େଇ ନଥିବ । ହେଲେ ବିଜେଡି ହେଉ କି ବିରୋଧୀ ବିଜେପି ଅବା କଂଗ୍ରେସ, ଏଯାଏଁ ପ୍ରଚାର ମୈଦାନ୍‌କୁ ଓହ୍ଲାଇ ନାହାନ୍ତି ସେଭଳି କୌଣସି ହେଭିୱେଟ୍...

ULB Polls
ପୌର ନିର୍ବାଚନ: ହେଭିୱେଟ୍‌ଙ୍କ ଦେଖା ନାହିଁ, ପୁଣି ବିଜେଡି କରିବ କି କ୍ଲିନ୍‌ ସ୍ୱିପ୍ ?

ବିଜେପିରେ ବି ସମାନ ଅବସ୍ଥା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉତ୍ତରପ୍ରଦେଶ ନିର୍ବାଚନରେ ଦଳକୁ ଗ୍ରାଣ୍ଡ ସକ୍ସେସ ଦେବାରେ ସଫଳ ହୋଇଛନ୍ତି ସତ ହେଲେ ଓଡିଶାରେ ଦଳର ଭଲ ପ୍ରଦର୍ଶନ ଲାଗି ସମୟ ଦେଇ ପାରିନାହାଁନ୍ତି ।

Russia Ukraine War
ଥମିବାର ନାଁ ଧରୁନି ଯୁଦ୍ଧ ! ଟାର୍ଗେଟ୍‌ ପୁରଣ ନହେଉଥିବାରୁ ଅଧିକ ଉଗ୍ର ହେଉଛି ପୁଟିନ୍‌ ସେନା

ୟୁକ୍ରେନ ସେନା ଋଷିଆର ଜବରଦସ୍ତ ମୁକାବିଲା କରିବା ଓ ନିଜ ଯୋଜନା ଠିକଣାବାଟରେ ଆଗକୁ ବଢୁନଥିବାରୁ ଅଧିକ ଆକ୍ରମଣାତ୍ମକ ହେଉଛନ୍ତି ପୁଟିନ ।

N Biren Singh
ପ୍ରତିକ୍ଷାର ଅନ୍ତ ! ପୁଣି ମଣିପୁର ମୁଖ୍ୟମନ୍ତ୍ରୀ ହେବେ ଏନ୍. ବୀରେନ ସିଂହ

ଦଳର ହାଇକମାଣ୍ଡ ଦୁଇ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ପୁଣିଥରେ ସୁଯୋଗ ଦେବାକୁ ନିଷ୍ପତ୍ତି ନେଇ ସବୁ ବିବାଦରେ ପୂର୍ଣ୍ଣଚ୍ଛେଦ ଟାଣିବାକୁ ଚେଷ୍ଟା କରିଛନ୍ତି।

Manas Swain & Jamuna Swain
କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ମାଆ ଯମୁନା

ପୋଲିସ ହାତରେ ଲାଗିଛି ମାନସଙ୍କ ମୋବାଇଲ ଫୋନ । ଯାଜପୁର ଧର୍ମଶାଳା ୧୬ ନମ୍ବର ଜାତୀୟ ରାଜପଥ ସଙ୍ଖାରିଢ଼ିହ ନିକଟ ରାସ୍ତାକଡରୁ ମୋବାଇଲକୁ ପାଇଥିଲେ ଜଣେ ବ୍ୟକ୍ତିି ।

COVISHIELD
ପୁଣି କରୋନା କଲାଣି ଉତ୍ପାତ ! କୋଭିସିଲ୍ଡ ଦ୍ୱିତୀୟ ଡୋଜ୍ ପାଇଁ ଅବଧି ହ୍ରାସ କରିବାକୁ ସୁପାରିସ

ଇସ୍ରାଏଲରେ ଦୁଇ କିଶୋର ବୟସ୍କ ଯାତ୍ରୀଙ୍କ ଠାରେ ଏହି ନୂଆ ଭ୍ୟାରିଆଣ୍ଟ ଠାବ ହେବା ପରେ ବଢିଛି ଚିନ୍ତା । କୋଭିଡର ଏହି ନୂଆ ଭ୍ୟାରିଆଣ୍ଟରେ ଓମିକ୍ରନର ଦୁଇଟି ସବ୍ ଭ୍ୟାରିଆଣ୍ଟ BA.1 ଏବଂ BA.2 ରହିଛି ।

Puri Jagannath Temple
ଧୁମ୍‌ ଧାମ୍‌ରେ ପାଳନ ହେଉଛି ମହାପ୍ରଭୁଙ୍କ ଦୋଳଯାତ୍ରା, ଦୁର୍ଲଭ ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼

ଘଣ୍ଟଘଣ୍ଟା, ଶଂଙ୍ଖ ହୁଳହୁଳିରେ ପକମ୍ପିତ ହେଉଥାଏ ସମଗ୍ର ପରିବେଶ । ହଜାର ହଜାର ଭକ୍ତ ଆଜି ମହାପ୍ରଭୁଙ୍କ ସହ ଫଗୁ ଖେଳିବାର ରହିଛି ପରମ୍ପରା । ଆଜି ଭକ୍ତ ଆଉ ଭଗବାନ ଏକାକାର ।

Pilot Mahasweta Chakraborty
ଯୁଦ୍ଧ ମଇଦାନର ସାରଥୀ ! ଘନ ଘନ ବୋମା ବର୍ଷଣ ବେଳେ ୮୦୦ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କଲେ

କୋଲକତାର ମୂଳବାସିନ୍ଦା ୨୪ ବର୍ଷୀୟ ମହାଶ୍ୱେତା ଚକ୍ରବର୍ତ୍ତୀ । ଯିଏ କି ପେଶାରେ ଜଣେ ପାଇଲଟ ।

Vivek Agnihotri
'କାଶ୍ମୀର ଫାଇଲ୍ସ'ର ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କୁ ମିଳିଲା ‘Y’ ସୁରକ୍ଷା

୧୯୯୦ରେ କାଶ୍ମୀରର ପରିସ୍ଥିତି କିଭଳି ଥିଲା ଓ କାଶ୍ମୀରୀ ପଣ୍ଡିତ କେଉଁ ପରିସ୍ଥିତିରେ ସେଠାରୁ ପଳାୟନ କରିଥିଲେ, ସେନେଇ ଏକ ଫିଲ୍ମ ପ୍ରସ୍ତୁତ କରିଛନ୍ତି ବିବେକ ରଞ୍ଜନ ଅଗ୍ନିହୋତ୍ରୀ ।

John Abraham
କାହିଁକି ହୋଲି ଖେଳନ୍ତି ନାହିଁ ଏହି ସବୁ ଷ୍ଟାର ? କ’ଣ ରହିଛି ଏହା ପଛରେ ରହସ୍ୟ ?

କିଛି ସେଲିବ୍ରିଟି ଅଛନ୍ତି ଯେଉଁମାନେ ବିଲ୍‌କୁଲ ହୋଲି ଖେଳନ୍ତି ନାହିଁ । ଏହି ତାଲିକାରେ କରୀନା କପୁର ଖାନ, ରଣବୀର ସିଂ, ଟାଇଗର ଶ୍ରଫଙ୍କ ନାଁ ସାମିଲ ରହିଛି । ତେବେ ଆସନ୍ତୁ ଜାଣିବା ଏହି ସେଲିବ୍ରିଟିମାନେ କାହିଁକି ହୋଲି ପର୍ବ ପାଳନ କରନ୍ତି ନାହିଁ ।

Imran Khan
ପୁଣି ଥରେ ଲଜ୍ଜିତ ହେଲା ପାକିସ୍ତାନ ! ଲଞ୍ଚ ହଉ ହେଉ ଫୁସ୍‌ ହୋଇଗଲା ମିସାଇଲ

ଏଏନ୍‌ଆଇ ପକ୍ଷରୁ ମିଳିଥିବା ଖବର ଅନୁଯାୟୀ, ସିଂଘର ଜମଶୁର ଇଲାକାରେ ଗୁରୁବାର ଦିନ ୧୨ଟା ସମୟରେ ଅଦ୍ଭୁତ ଧରଣର କିଛି ଜିନିଷ ଆକାଶରୁ ଖସୁଥିବା ଲୋକେ ଦେଖିଥିଲେ ।

Shelter House
ଏ କି ବ୍ୟବସ୍ଥା ? ଭୁବନେଶ୍ୱରରେ କାହା ପାଇଁ ଆଶ୍ରୟସ୍ଥଳୀ ? ରାତିରେ ଡାକିଲେ ବି ଖୋଲୁ ନାହାନ୍ତି..

ରାଜଧାନୀରେ ଅନେକ ଆଶ୍ରୟସ୍ଥଳୀ ରହିଛି ହେଲେ ଏଠାକୁ ଯିବେ କେମିତି ? ଗଲେ ସାହରା ମିଳିବ କେମିତି ? ତାହା ଜଣାଇବାକୁ ନାହିଁ କୌଣସି ବ୍ୟବସ୍ଥା ।

Russia Ukrain War
ଧିରେ ଧିରେ ଧୀମା ପଡ଼ିଲାଣି ଋଷ, ମନ୍ଥର ହେଲାଣି ଆକ୍ରମଣ !

ଆକ୍ରମଣରେ ମୃତାହତଙ୍କ ସଂଖ୍ୟା ସାମ୍ନାକୁ ଆସିନଥିଲେ ବି, ଶହ ଶହ ଲୋକ ଧ୍ୱଂସାବଶେଷ ଭିତରେ ଫସିରହିଥିବା ଆଶଙ୍କା କରାଯାଉଛି ।

Kapil Sharma
ଭୁବନେଶ୍ୱରର ଅନ୍ଧାର ରାତିରେ ବାଇକ୍‌ ଧରି ବୁଲୁଛନ୍ତି କପିଲ, ଆଉ କହୁଛନ୍ତି ଏହା ଆନନ୍ଦ..

କପିଲଙ୍କ ଭିଡିଓ ଭାଇରାଲ ହେବା ତ ସାଧାରଣ କଥା । କାରଣ ସେ ଏବେ ଦେଶର ଜଣେ ଜଣାଶୁଣା କଳାକାର ତଥା କମେଡି କିଙ୍ଗ୍‌ କହିଲେ ଅତ୍ୟୁକ୍ତି ହେବ ନାହିଁ ।

Naveen Patnaik With Kapil Sharma
ନବୀନଙ୍କୁ ଭେଟିଲ କମେଡି କିଙ୍ଗ୍‌ କପିଲ ଶର୍ମା

କପିଲ ନିଜର ଅପ୍ କମିଂ ଫିଲ୍ମର ସୁଟିଂ ପାଇଁ ଭୁବନେଶ୍ୱରରେ ଆସିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ନିର୍ଦ୍ଦେଶିକା ନନ୍ଦିତା ଦାସ ବି ଏହି ସମୟରେ ଉପସ୍ଥିତ ଥିଲେ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।