ଚୀନ୍ ଦ୍ୱାରା ନିର୍ମାଣ କରାଯାଉଥିବା ବ୍ରିଜ୍ ମଝିରେ ୧୫ ମିଟରର ଫାଙ୍କ ରହିଛି । ନିର୍ମାଣ କାର୍ଯ୍ୟ ଜୋରସୋର୍ରେ ଚାଲିଥିବା ସତ୍ତ୍ୱେ ଏହି ଫାଙ୍କ ପୂରଣ କରାଯାଉନାହିଁ ।
ଶେଷ ଓଭର ପର୍ଯ୍ୟନ୍ତ ମ୍ୟାଚ୍ ଚାଲିଥିଲା । ଶେଷ ଓଭରରେ ବି, କିଏ ବାଜି ମାରିବ ତାହା ଆକଳନ କରିବା କଷ୍ଟକର ଥିଲା ।
ଘରୁ ଭିତରୁ କେମିତି ମିଳିଲା ମୃତଦେହ ? ପୁଅକୁ ଟ୍ୟୁସନରେ ଛାଡିବା ପରେ ଘରେ କେମିତି ହେଲା ମୃତ୍ୟୁ ? କଣ ରହିଛି କାରଣ ?
ବ୍ରିଜ୍ ଉପରେ ପହଞ୍ଚିଥିଲେ ପୋଲିସ ଓ ଅଗ୍ନିଶମ ଟିମ୍ । ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ୍ ।
ଜାତୀୟ କ୍ରାଇମ୍ ରେକର୍ଡସ ବ୍ୟୁରୋ-ଏନ୍ସିଆର୍ବିର କ୍ରାଇମ୍-ଇନ୍ ଇଣ୍ଡିଆ ରିପୋର୍ଟର ତଥ୍ୟ ଅନୁଯାୟୀ ରାଜ୍ୟରେ 2020 ତୁଳନାରେ 2021ରେ ମହିଳା ବିରୋଧୀ ଅପରାଧ ମାମଲା ପାଖାପାଖି ୨୩ ପ୍ରତିଶତ ବଢ଼ିଛି ।
ସୋସାଇଟି କହୁଛି ସାର ନାହିଁ । ଖୋଲା ବଜାରକୁ ଗଲେ ୨୬୬ ଟଙ୍କାର ୟୁରିଆ ବିକ୍ରି ହେଉଛି ୫ ଶହ ଟଙ୍କାରେ ।
ବଡ଼ଗଡ଼ ବ୍ରାଇଟ୍ ଷ୍ଟାର୍ କ୍ଲବ ଚଳିତ ବର୍ଷ ସର୍ବାଧିକ ୫୧ ଫୁଟର ଗଣେଶ ମୂର୍ତ୍ତି ତିଆରି କରିଥିବା ବେଳେ ନୟାପଲ୍ଲୀ ନୂଆସାହିରେ ଆଖଣ୍ଡଳମଣି କ୍ଲବ୍ ପକ୍ଷରୁ ତିଆରି ହୋଇଛି ୫୦ ଫୁଟ୍ର ମୂର୍ତ୍ତି ।
ପିହୁର ସୂଚନାଦାତାଙ୍କୁ ୫ ଲକ୍ଷ ଦେବାକୁ ପୋଲିସର ଘୋଷଣା । ଗତ ୨୦୨୦ ଅଗଷ୍ଟ ୯ରୁ ନିଖୋଜ ହୋଇଯାଇଛି ପିହୁ ।
ଏଥର ବିନା କୋଭିଡ୍ କଟକଣାରେ ଗଣେଶ ପୂଜା ଅଗ୍ରପୂଜ୍ୟଙ୍କ ଆରାଧନା । ଲାଗି ଚଳଚଞ୍ଚଳ ପୂଜା ମଣ୍ଡପ ବିଘ୍ନ ବିନାଶକଙ୍କ ପୂଜାକୁ ନେଇ ସରୁନି ବିବାଦ ।
ଦେଶର ସମସ୍ତ ୫ଟି ପ୍ରଦେଶର ସାଢେ ୩ କୋଟିରୁ ଅଧିକ ଲୋକ, ଅର୍ଥାତ୍ ପ୍ରତି ୭ ଜଣରୁ ଜଣେ ପାକିସ୍ତାନୀ ବନ୍ୟାର ପ୍ରଚଣ୍ଡ କୋପର ଶିକାର ହୋଇଛନ୍ତି ।
ପଶ୍ଚିମରୁ ପୂର୍ବ, ଦକ୍ଷିଣରୁ ଉତ୍ତର । ରାଜ୍ୟ ବ୍ୟାପି ସାରର ସଙ୍କଟ ଜନକ ସ୍ଥିତି । ବର୍ଷାକୁ ଦେଖି ଚାଷୀ ରୁଆ ବେଉଷଣ ସିନା କରୁଛି, ହେଲେ ମନକୁ ଘାରୁଛି ରିହାତି ସାରର ଅଭାବ ।
ମହିଳାଙ୍କ ପ୍ରତି ଅପରାଧରେ ୨୩% ବୃଦ୍ଧି, ଦେଶରେ ୩ ନମ୍ବର । ଆଇନ୍ଶୃଙ୍ଖଳା ସ୍ଥିତିକୁ ନେଇ ବର୍ଷିଲେ ବିରୋଧୀ ।
ଗାଡି ଖରାପ ହେବାରୁ ଟ୍ରକ୍ରେ ପଳାଇଥିଲେ ଯୁବକ ! ସତ କହୁଛନ୍ତି ତ ରଘୁରଞ୍ଜନ?
ଜିଲ୍ଲା ଜଜ୍ କୋର୍ଟରେ ବର୍ଷା ଶାଶୁଘର ଛାଡ଼ିବା ଜଣାଇବାରୁ ମାମଲାର ଅନ୍ତ ଘଟିଛି ।
ଟଙ୍କା ସୁନା ଲୁଟି ମହିଳା ଫେରାର୍ । ଆଗରୁ ମହିଳା ଜଣକ ବାହା ହୋଇଥିଲେ ।
ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ବ୍ୟାଙ୍କ୍ ଲକର ଯାଞ୍ଚ କରିଛି CBI । ସିସୋଦିଆଙ୍କ ଉପସ୍ଥିତିରେ ଲକର ଯାଞ୍ଚ କଲା ସିବିଆଇ । ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ସିବିଆଇର ଛାନ୍ଭିନ୍ ।
କାହାଣୀଟି ପୁରା ପଢ଼ନ୍ତୁ । ଆମର ଆଶା ଆପଣ ଆଶ୍ଚର୍ଯ୍ୟ ହୋଇଯିବେ ।
ଦୀପାବଳି ସୁଦ୍ଧା 5G ସେବାର ଶୁଭାରମ୍ଭ କରିବ ରିଲାଏନ୍ସ ଜିଓ । ଅକ୍ଟୋବର ସୁଦ୍ଧା ଦେଶର ୪ ପ୍ରମୁଖ ସହରରେ ମିଳିବ 5G ସେବା ।