ବିସ୍ତୃତ ଉତ୍ତର ଦସ୍ତଖତ ସହିତ ସେପ୍ଟେମ୍ବର ୨ ସୁଦ୍ଧା ଦଳ ପାଖରେ ପହଞ୍ଚିବା ଦରକାର ବୋଲି ନୋଟିସରେ ଉଲ୍ଲେଖ ହୋଇଛି ।
କଥାରେ ଅଛି ରାଗ ହେଉଛି ବ୍ରହ୍ମ ଚଣ୍ଡାଳ । ସେଇ ରାଗ ହିଁ ମଣିଷର ସବୁଠୁ ବଡ଼ ଶତ୍ରୁ ।
ଇମ୍ରାନ୍ ଖାନ୍ଙ୍କ ବିରୋଧରେ ଆତଙ୍କବାଦ ବିରୋଧୀ ଅଧିନିୟମ ଅନୁଯାୟୀ ମାମଲା ରୁଜୁ ହୋଇଥିଲା । ଇସଲାମାବାଦରେ ଏକ ରାଲି ସମୟରେ ଜଣେ ବିଚାରପତିଙ୍କ ସମେତ ଦୁଇଜଣ ବରିଷ୍ଠ ଅଧିକାରୀଙ୍କୁ ସେ ଧମକ ଦେଇଥିବା ଅଭିଯୋଗ ହୋଇଥିଲା ।
ରାମଦାସ ଯାହା କହିଛନ୍ତି ତାହା ତାଙ୍କ ବକ୍ତିଗତ, ଏହା ବିଜେପିର ଆଭିମୁଖ୍ୟ ନୁହେଁ ବୋଲି କହିଛନ୍ତି ବିରୋଧୀ ଦଳ ନେତା ତଥା ବରିଷ୍ଠ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ।
ପୋଲିସ୍ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ଜଣାଇଲେ । ବାବୁସାନଙ୍କ ପତ୍ନୀ ତୃପ୍ତି ଓ ଶ୍ୱଶୁରଙ୍କ ନାଁରେ ଏତଲା କରିଥିଲେ ।
୪ ମାସ ପୂର୍ବେ ହୋଇଥିଲା ସୂର୍ଯ୍ୟାସ୍ତ । ସେବେଠାରୁ ଏଠାରେ ରାତି ହୋଇଥିଲା । କିନ୍ତୁ ଏବେ ସକାଳ ହୋଇଛି ।
ବୁଡ଼େଇଲା ସୁବର୍ଣ୍ଣରେଖା । ମହାନଦୀ ତୋଡ଼ ନଯାଉଣୁ ଉତ୍ତରରେ ସୁବର୍ଣ୍ଣରେଖା ତାଉ । ଉବୁଟୁବୁ ବାଲେଶ୍ୱର ଜିଲ୍ଲାର ୬ଟି ବ୍ଲକ୍ର ଶତାଧିକ ଗାଁ ।
ବୟଫ୍ରେଣ୍ଡ ସୌମ୍ୟଜିତ୍ ବିରୋଧରେ ବାପାଙ୍କ ସଂଗୀନ ଅଭିଯୋଗ । ବାହାଘର ପାଇଁ ପୁଅଘର ଲୋକେ ମାଗୁଥିଲେ ୩୦ ଲକ୍ଷ । ଦୋଷୀକୁ କଠୋର ଦଣ୍ଡ ଦିଆଯାଉ ବୋଲି କହିଲେ ଶ୍ୱେତାଙ୍କ ପରିବାର ।
ବାଙ୍କିରୁ ଆଠଗଡ଼, କୋଣାର୍କରୁ ପାରାଦୀପ । ସବୁ ଅଞ୍ଚଳରେ ଏବେ ବି ମହାନଦୀର ଶାଖାନଦୀ ଗୁଡ଼ିକର ବଢ଼ି ପାଣି କମୁନଥିବାରୁ ବିପନ୍ନଙ୍କ ପିଛା ଛାଡୁନି ଦୁର୍ଦ୍ଦଶା ।
ରାଜ୍ୟରେ ଦୁଇ ଦୁଇଟି ବନ୍ୟା ପାଇଁ ଦାୟୀ କିଏ ? ମହାନଦୀ ବନ୍ୟା ପାଇଁ ଛତିଶଗଡ଼, ସୁବର୍ଣ୍ଣରେଖା ବନ୍ୟା ପାଇଁ ଝାଡ଼ଖଣ୍ଡ ଦାୟୀ କି ? ନା ନିଜ ଦୋଷ ଲୁଚାଇବାକୁ ଅନ୍ୟ ରାଜ୍ୟ ମୁଣ୍ଡରେ ଅଠା ବୋଳୁଛି ଓଡ଼ିଶା ?
ଯାଜପୁର ଜିଲ୍ଲା ଦାନଗଦୀ ବ୍ଲକ କିଆଝର ପଂଚାୟତର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଟୁଙ୍ଗେଇଶୁଣୀ ଗାଁ । ଏଠାରୁ ଅନେକ ଛାତ୍ରଛାତ୍ରୀ ଜଙ୍ଗଲ ଘାଟି ରାସ୍ତା ପାର ହୋଇ ୧୨ କିଲୋମିଟରରୁ ଅଧିକ ବାଟ ଚାଲି ଚାଲି ଦୈନିକ ସ୍କୁଲ ଯାଆନ୍ତି ।
ଗୋଟିଏ କି ଦୁଇଟି ବତକ ନୁହେଁ, ଶହ ଶହ ବତକ ରାସ୍ତା ମଝିକୁ ଚାଲି ଆସିଲେ । ଆଉ ଗାଡ଼ିକୁ ଅଟକାଇଦେଲେ । ଏମିତିକି ଗାଡ଼ି ଚାରିପଟେ ବେଢ଼ିଗଲେ ।
ଭାରତରେ ଦିନକୁ ଦିନ ଅଧିକରୁ ଅଧିକ ମଦ ଦୋକାନ ଖୋଲୁଥିଲେ ମଧ୍ୟ ସରକାର କେବେ ବି ସିଧାସଳଖ ଭାବେ କହିନାହାନ୍ତି ଯେ, ମଦ ପିଅ ଆଉ ଦେଶର ଅର୍ଥନୀତିକୁ ସୃଦୃଢ଼ କର ।
ବିଜେପି କହିଲା ଦୁର୍ନୀତିଗ୍ରସ୍ତ ଦଳକୁ ଗ୍ରହଣ କରିବେନି ରାଜ୍ୟବାସୀ । ତୁଚ୍ଛା ବାହାସ୍ପୋଟ କହିଲେ ବିଜେଡି ଓ କଂଗ୍ରେସ ।
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କେବିନ୍ରେ ତାଙ୍କୁ ଚିକିତ୍ସା କରୁଛନ୍ତି ଡାକ୍ତର ।
ଆଗକୁ କେମିତି ସ୍ୱାଭାବିକ ହେବ ପାଠପଢ଼ା, ଚିନ୍ତାରେ ଅଭିଭାବକ । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ କହିଲେ, ସ୍ଥିତି ଦେଖି ସ୍କୁଲ ଖୋଲା ନିଷ୍ପତ୍ତି ।
ଦୁର୍ଗତଙ୍କୁ ରିଲିଫ୍ ମିଳୁନଥିବା କହି କଂଗ୍ରେସ୍ର ଟାର୍ଗେଟ୍ । ବନ୍ୟା ପରିଚାଳନା ନେଇ ବିଭାଗକୁ ରିପୋର୍ଟ ଦେବେ EIC ।
ବର୍ଷା ଲାଗି ରହିଥିବାରୁ ଜାମ୍ମୁ କାଶ୍ମୀରର ମାତା ବୈଷ୍ଣୋଦେବୀ ପୀଠ ଯାତ୍ରା ବନ୍ଦ ରହିଛି ।
ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧି ଆଉଥରେ ଦଳର ସଭାପତି ହେବାକୁ ଦାବି ହେଉଥିଲେ ବି ସେ ରାଜି ହେଉନାହାନ୍ତି ।
ଦିଲ୍ଲୀ ଶିକ୍ଷାମନ୍ତ୍ରୀ ମନୀଷ ସିସୋଦିଆଙ୍କ ବିରୋଧରେ ସିବିଆଇ ପକ୍ଷରୁ ଲୁକ୍ ଆଉଟ୍ ସର୍କୁଲାର ଜାରି କରାଯାଇଛି । ଏହାସହ ଅନ୍ୟ ୧୩ ଜଣଙ୍କ ବିରୋଧରେ ମଧ୍ୟ ଲୁକ ଆଉଟ ସର୍କୁଲାର ଜାରି କରିଛି ସିବିଆଇ ।