କୋର୍ଟଙ୍କ ନିଷ୍ପତ୍ତି ଉଭୟ ପକ୍ଷ ମାନିବାକୁ ବାଧ୍ୟ ବୋଲି କହିଲେ ICJ । ୟୁକ୍ରେନ୍ ବିପକ୍ଷରେ ତୁରନ୍ତ ଯୁଦ୍ଧ ବନ୍ଦ କରିବା ପାଇଁ ରୁଷିଆକୁ କଲେ ତାଗିଦ୍ ।
ଏଭଳି ଘଟଣା ଦେଖିବାକୁ ମିଳିଛି ବଲାଙ୍ଗିରରେ । ବରଗଡ଼ ପାଇକମାଲ ଗାଁର ସାଇନା ବାନୁ ନାମକ ଜଣେ ଯୁବତୀ ଧର୍ମ ପରିବର୍ତ୍ତନ କରି ଏବେ ସୋନମ ଆର୍ଯ୍ୟ ହୋଇଛନ୍ତି ।
ଭୂମିକମ୍ପ ଯୋଗୁଁ ବିଦ୍ୟୁତ ସେବା ବିଚ୍ଛିନ୍ନ ହେବା ସହ ୨ କୋଟି ଘର ଅନ୍ଧାରରେ ରହିଛି ।
ପୋଲିସ ମାସେ ହେଲା ଏହି ହତ୍ୟାକାଣ୍ଡର ଖିଅ ଖୋଜୁଥିବା ବେଳେ ମାନସ ପୂର୍ବରୁ କାମ କରୁଥିବା ୱେବ ଚ୍ୟାନେଲ ମାଲିକାଣୀଙ୍କ ସପୃକ୍ତି ନେଇ ସ୍ପଷ୍ଟ କରିଛି ।
ବାରବାଟୀ ଜାଗାଘର ନୃସିଂହଙ୍କୁ ଦର୍ଶନ କରିବାକୁ ଯାଇଥିବାବେଳେ ଗୁଳି କରାଯାଇଥିଲା କୃଷ୍ଣଚନ୍ଦ୍ରଙ୍କୁ । ଏଣେ ତେଣେ ପଡ଼ିରହିଛି ଖୋକା, ଆଉ ଚପଲ । ରକ୍ତ ଜୁଡୁବୁଡୁ ଅବସ୍ଥାରେ କୃଷ୍ଣଚନ୍ଦ୍ରଙ୍କୁ ମେଡ଼ିକାଲ୍ ଅଣାଯାଇଥିଲା । କିନ୍ତୁ ସେତେବେଳକୁ ଚାଲିଯାଇଥିଲା ପ୍ରାଣ ।
୨୪ ତାରିଖରେ ପଡିବ ଭୋଟ । ପ୍ରଚାର ପାଇଁ ହାତରେ ମାତ୍ର ୬ ଦିନ । ତେଣୁ କ୍ୟାମ୍ପେନିଂକୁ ଜୋରଦାର କରିଛନ୍ତି ସବୁ ଦଳ । ତେବେ ପଞ୍ଚାୟତ ନିର୍ବାଚନ ପରେ କଣ ହେବ ପୌର ନିର୍ବାଚନର ଫଳାଫଳ ?
ଖାଲି ସେନା କି ସରକାରୀ ଭିତ୍ତିଭୂମି ନୁହେଁ, ବିଭିନ୍ନ ୟୁକ୍ରେନୀୟ ସହରର ଜନବସତି ଓ ଆପାର୍ଟମେଣ୍ଟ ଗୁଡ଼ିକୁ ଟାର୍ଗେଟ୍ ଏବେ କରୁଛି ଋଷ । ଲୋକେ ଯୁଦ୍ଧ ଭୟରେ ବାହାରକୁ ବାହାରିବା ପାଇଁ ଡରୁଥିବା ବେଳେ ଘର ଭିତର ବି ଆଉ ସୁରକ୍ଷିତ ନୁହେଃ ।
୧୯ଟି ୱ।ର୍ଡକୁ ନେଇ ଗଠିତ ପୌରପରିଷଦ, ଏଥର ନିର୍ବାଚନରେ ତିନି ପ୍ରମୁଖ ଦଳ ବିଜେଡି, ବିଜେପି, କଂଗ୍ରେସ ସହ ପ୍ରଥମ ଥର କରି ଆମ ଆଦମୀ ପାର୍ଟି ନିର୍ବାଚନରେ ଭାଗନେଇଛି ।
ସବୁ ଜିଲ୍ଲା ଜଜ୍ ମାନଙ୍କୁ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଚିଠି କରାଯାଇଛି । ତେବେ ଆଗାମୀ ଗ୍ରୀଷ୍ମ ପ୍ରବାହକୁ ଦାଖି ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଇଛି ।
ବିଜେଡିରୁ ସୁଲୋଚନା ଦାସ ମେୟର ପ୍ରାର୍ଥୀ ହୋଇଥିବା ବେଳେ କଂଗ୍ରେସରୁ ପ୍ରାର୍ଥୀ ହୋଇଛନ୍ତି ମଧୁସ୍ମିତା ଆଚାର୍ଯ୍ୟ । ସେପଟେ ବିଜେପିରୁ ପ୍ରାର୍ଥୀ ହୋଇଛନ୍ତି ସୁନୀତି ମୁଣ୍ଡ୍ ।
ଗାଡ଼ିରେ ଥିବା ରେଡିଏଟର ଫାଟିଯିବା ଯୋଗୁଁ ତିନି ଜଣ ପିଲା ଗୁରୁତର ହୋଇଛନ୍ତି । ସମସ୍ତଙ୍କୁ ମାର୍ଶାଘାଇ ମେଡିକାଲ୍ରେ ଭର୍ତ୍ତି କରାଯାଇଛି । ଘଟଣାକୁ ନେଇ ଅଭିଭାବକଙ୍କ ମହଳରେ ପ୍ରବଳ ଅସନ୍ତୋଷ ଦେଖାଦେଇଛି ।
ସାଂଘାତିକ ଅଭିଯୋଗ ଆସିଛି ୮ଯାଜପୁର ଜିଲ୍ଲା ବରୀ ବ୍ଲକରୁ । ଅଧ୍ୟକ୍ଷ ନିର୍ବଚନରେ ନିର୍ବାଚନ ଅଧିକାରୀ ଅନିୟମିତତା କରିଥିବା ଅଭିଯୋଗ ହୋଇଛି ।
୫ ରାଜ୍ୟର ସାଧାରଣ ନିର୍ବାଚନରେ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ନେଇ ଇସ୍ତଫା ମାଗିଲେ ।
୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ ୫ ଦିନ ଡ୍ରାଏ ଡେ’ ନେଇ ରହିଛି କଡ଼ା ନିର୍ଦ୍ଦେଶ । ପ୍ରଚାର ଶେଷ ଦିନଠାରୁ ଗଣତି ଦିନ ପର୍ଯ୍ୟନ୍ତ ବନ୍ଦ ରହିବ ମଦ ବିକ୍ରି ।
ଶିକ୍ଷାନୁଷ୍ଠାନରେ ପିନ୍ଧା ଯିବ କେବଳ ୟୁନିଫର୍ମ । ଚଳିବ ନାହିଁ କୌଣସି ଧାର୍ମିକ ପୋଷାକ । ହିଜାବ ବ୍ୟାନ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନର ଶୁଣାଣି ପରେ କର୍ଣ୍ଣାଟକ ହାଇକୋର୍ଟ ଏହା କହିଛନ୍ତି ।
ରୋଜଗାରିଆ ଭେଣ୍ଡିଆ ପୁଅକୁ ହରାଇବା ପରେ ବେସାହାରା ମାଆ କଣ ବା ଆଉ ମାଗିବ । ଆଜି ସେମିତି ଜଣେ ମାଆ ମାଗୁଛି ପୁଅ ହତ୍ୟାର ବରାବର ହିସାବ ।
ଶିଖରଙ୍କ ନାଁରେ ଆର୍ମସ୍ ଆକ୍ଟ ଓ ୩୦୭ ଧାରାରେ ପୋଲିସ ମାମଲା ରୁଜୁ କରିଛି ।
ଟୁକୁର ଘର ପରଜଙ୍ଗ ଥାନା ଗଡ଼ପଳାଶୁଣି ଗାଁରେ । ସେ ଗତ ଦୁଇ ବର୍ଷ ହେବ ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ପୁରୁକିଆ ଗାଁର ଦିଲ୍ଲୀପ କୁମାର ଜେନାଙ୍କ ସ୍ତ୍ରୀ ସୁନିତା ଜେନାଙ୍କୁ ଭଲ ପାଇ ଆସୁଥିଲେ ।
ସାଉଦି ଆରବରେ ଇଲେକ୍ଟ୍ରି କାମ କରିବାକୁ ଯାଇଥିଲା ପୁଅ l ହେଲେ ମୃତଦେହ ହୋଇ ଫେରିଲା ଗାଁକୁ l ନୟାଗଡ଼ ଜିଲ୍ଲା ଲାଠିପଡ଼ା ଗାଁ ନୂଆସାହିର ପ୍ରହଲ୍ଲାଦ ପ୍ରଧାନଙ୍କ ଏକମାତ୍ର ୨୬ ବର୍ଷୀୟ ପୁଅ ଶୁଭକାନ୍ତ ପ୍ରଧାନ ।
ଢ଼େଇରୁ ଓହରି ଯିବାକୁ ଶାସକ ଦଳ ପକ୍ଷରୁ ବିରୋଧୀ ପ୍ରାର୍ଥୀମାନଙ୍କ ଉପରେ ନାନା ପ୍ରକାର ଚାପ ପକାଯାଇଥିବା ଅଭିଯୋଗ ଆଣିଛି ବିଜେପି । କାହାକୁ ଧମକ ତ କେଉଁଠି ପ୍ରଲୋଭନ ଦେଖାଯାଇଥିବା ଅଭିଯୋଗ ଆସିଛି ।