• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Paradeep
ପାରାଦୀପ: ସ୍ୱସ୍ତିକ ଷ୍ଟିଭେଡର ଲିମିଟେଡକୁ ସୋ-କଜ୍ ନୋଟିସ ! ବିନା ସ୍ଲିପ୍‌ରେ ପୋର୍ଟରୁ ଉଠାଉଥିଲା କୋକିଂ କୋଲ

ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ମାଗିଛନ୍ତି ସୋ-କଜ୍ ନୋଟିସ । କୋକିଂ କୋଲ୍ ଚାଲାଣକୁ ନେଇ କାରଣ ଦର୍ଶାଅ ନୋଟିସ୍ ।

Niti Ayog
ନୀତି ଆୟୋଗ ବୈଠକରେ ଓଡ଼ିଶାର ରଖିଲା ଗୁରୁତ୍ୱପୂର୍ଣ୍ଣ ଦାବି

ଟେଲିକମ୍, ରେଲୱେ ଓ ବ୍ୟାଙ୍କିଙ୍ଗ୍ କ୍ଷେତ୍ରରେ ଓଡ଼ିଶା ପ୍ରତି ସ୍ୱତନ୍ତ୍ର ଧ୍ୟାନ ଲାଗି ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Srimandir Parichalana Committee Meeting Will Be Held Today
ଶ୍ରୀମନ୍ଦିର ପ୍ରଶାସନ ଚାହିଁଲେ ASI କରିବ ରତ୍ନ ଭଣ୍ଡାର ମରାମତି

ରତ୍ନଭଣ୍ଡାରର କଣ୍ଟ୍ରୋଲ ଏଏସ୍ଆଇ ପାଖରେ ନାହିଁ । ଶ୍ରୀମନ୍ଦିର ପ୍ରଶାସନ ଆବେଦନ କଲେ ହେବ ରତ୍ନଭଣ୍ଡାର ମରାମତି ।

Srimandir
ପୁଣି ଅଘଟଣ ! ଶ୍ରୀମନ୍ଦିର ସରଘରେ ଲାଗିଲା ନିଆଁ

ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲାଗିବାର କାରଣ ଖୋଜୁଛନ୍ତି ।

Home Guard
ଖୁସି ଖବର ! ବଢ଼ିଲା ହୋମ୍‌ଗାର୍ଡଙ୍କ ଦରମା

ପୂର୍ବରୁ ମିଳୁଥିବା ଅନ୍ୟାନ୍ୟ ଭତ୍ତା ପୂର୍ବବତ୍ ବଳବତ୍ତର ରହିବ ।

Covid 19
ଓଡ଼ିଶାରେ ବି ବଢ଼ିଲାଣି କରୋନା ପ୍ରକୋପ, ଦିନକରେ ୭୩୦ ନୂଆ ଆକ୍ରାନ୍ତ

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୮ ହଜାର ୮୭୫କୁ ବୃଦ୍ଧି । ଆକ୍ଟିଭ୍ କେସ୍- ୫୮୫୧, ସୁସ୍ଥ ହେଲେଣି ୧୩ ଲକ୍ଷ ୩ ହଜାର ୮୨୩ ଜଣ ।

Corona
ପୁଣି କାୟା ବିସ୍ତାର କଲାଣି କରୋନା, ଦିନକରେ ୪୦ ମୁଣ୍ଡ ନେଲା

ଏବେ ସୁଦ୍ଧା କରୋନାରୁ ସୁସ୍ଥ ହେଲେଣି ୪ କୋଟି ୩୪ ଲକ୍ଷ ୮୪ ହଜାର ୧୧୦ ଜଣ ।

India Vs West Indies
ୱେଷ୍ଟଇଣ୍ଡିଜ୍‌କୁ ହରାଇ ସିରିଜ୍ କବ୍‌ଜା କଲା ଭାରତ

୫ ଟିକିଆ ଟି-୨୦ ସିରିଜ୍‌ରେ ୩ଟି ମ୍ୟାଚ୍ ଜିତି ସିରିଜ୍ କବ୍‌ଜା । ଚତୁର୍ଥ ମ୍ୟାଚ୍‌ରେ ୱେଣ୍ଟଇଣ୍ଡିଜ୍‌କୁ ୫୯ ରନ୍‌ରେ ହରାଇଲା ଭାରତ ।

Weather Update
୨୦ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ! ଆହୁରି ୩ ଦିନ ପ୍ରବଳ ବର୍ଷିବ

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି । ପ୍ରଭାବରେ ଆସନ୍ତା ୧୦ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ।

CWG
CWG: ଭାରତ ପାଇଁ ପଦକ ବର୍ଷା ! ଗୋଟିଏ ଦିନରେ ୪ ସ୍ୱର୍ଣ୍ଣ ସହ ୧୪ ପଦକ

୪ଟି ସ୍ୱର୍ଣ୍ଣ, ୩ ରୌପ୍ୟ, ୭ଟି ବ୍ରୋଞ୍ଜ ସହ ମିଳିଲା ମୋଟ ୧୪ ପଦକ । କୁସ୍ତିରେ ୩ଟି ଏବଂ ଟେବୁଲ ଟେନିସ୍‌ରେ ଗୋଟିଏ ସ୍ୱର୍ଣ୍ଣ । ୫୩ କେଜି ବର୍ଗ ମହିଳା କୁସ୍ତିରେ ଭିନେଶ ଫୋଗଟଙ୍କୁ ସ୍ୱର୍ଣ୍ଣ ।

Mahima Mishra
ପୁଣି CBIରେ ହାଜର ହେଲେ ବାପା ମହିମା ମିଶ୍ର - ପୁଅ ଚନ୍ଦନ ମିଶ୍ର

ଆଜି ସକାଳୁ ମହିମା ମିଶ୍ରଙ୍କ ସାନ ପୁଅ ଚର୍ଚ୍ଚିତ ମିଶ୍ରଙ୍କୁ ଗିରଫ କରିଛି ସିବିଆଇ । ଗିରଫ କରିବା ପରେ ତାଙ୍କୁ କୋର୍ଟ ଚାଲାଣ ମଧ୍ୟ କରିଛି ।

Dipika
ପୁଣି ଜଣେ ତପସ୍ୱିନୀ ! ସ୍ତ୍ରୀର ମର୍ଯ୍ୟାଦା ପାଇଁ ସ୍ୱାମୀ ଘର ଆଗରେ ଦୀପିକାଙ୍କ ଧାରଣା

ଦୀପିକାଙ୍କୁ ଓ ପୁଅକୁ ତାଙ୍କ ସ୍ୱାମୀ ବା ପ୍ରେମିକ ଗ୍ରହଣ ନକଲା ଯାଏଁ ଏହି ଧାରଣା ଚାଲିବ ବୋଲି ସେ ଚେତାବନୀ ଦେଇଛନ୍ତି ।

+2 Result
୮ ତାରିଖରେ ବାହାରିବ ଯୁକ୍ତ ଦୁଇ କଳା ରେଜଲ୍ଟ

ରେଜଲ୍ଟ ଘୋଷଣା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

Veer Vikram
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ବିରୋଧ, ଗାଡ଼ି ଆଗରେ ଛିଡ଼ା ହୋଇ କଲେ ହଙ୍ଗାମା

ଜଗନ୍ନାଥଙ୍କ ସଂପତ୍ତିକୁ ଭୋଗ ଦଖଲ କରୁଥିବା ସେବାୟତଙ୍କ ନାଁରେ କରିବା ଲାଗି ଦାବି । ତେବେ ସମାଧାନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଲ୍ୟାଣ୍ଡ ସବ୍ କମିଟି ଗଠନ ହୋଇଥିଲେ ବି ଏଯାଏ କୌଣସି ପଦକ୍ଷେପ ନିଆଯାଇନାହିଁ ।

Tahasildar Attacked
ଚଢ଼ଉ ବେଳେ ତହସିଲଦାରଙ୍କୁ ନିସ୍ତୁକ ମାଡ଼

ବେଆଇନ୍ ମଦ କାରବାର ଅଭିଯୋଗରେ ତହସିଲଦାର ଚଢ଼ାଉ କରିଥିଲେ

Narendra Modi
ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରଥମ ଭୋଟ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ସଂସଦର ଉଭୟ ଗୃହର ନିର୍ବାଚିତ ଓ ମନୋନୀତ ସଦସ୍ୟଙ୍କୁ ମିଶାଇ ମୋଟ୍‌ ୭୮୮ ଜଣ ଉପରାଷ୍ଟ୍ରପତି ନିର୍ବାଚନରେ ସାମିଲ ହେବେ । ଭୋଟିଂ ପରେ ସାଙ୍ଗେ ସାଙ୍ଗେ ଗଣତି କରାଯିବ । 

Raksha Bandhan
ରାକ୍ଷୀରେ ଦିନେ ନୁହେଁ ଦୁଇ ଦିନ ପର୍ଯ୍ୟନ୍ତ ମହିଳାଙ୍କ ପାଇଁ ମାଗଣା ବସ୍‌ ଯାତ୍ରା ସୁବିଧା

ଏମିତିରେ ବି ପ୍ରତି ବର୍ଷ ୟୁପି ସରକାର ମାଆ ଓ ଭଉଣୀମାନଙ୍କୁ ରକ୍ଷା ବନ୍ଧନ ଦିନ ୨୪ ଘଣ୍ଟା ପାଇଁ ମାଗଣା ବସ୍‌ ସେବା ଯୋଗାଇଥାନ୍ତି ।

Israel Attack
ଗାଜା ଷ୍ଟ୍ରିପରେ ଇସ୍ରାଏଲର ରକେଟ ମାଡ଼, ଅଲ୍-କୁଦ୍‌ସ ଆତଙ୍କବାଦୀ ସଂଗଠନର ଟପ୍‌ କମାଣ୍ଡର ମୃତ

ରକେଟ ମାଡ଼ ପରେ ପାଲେଷ୍ଟାଇନ ଟାଓ୍ୱାରର ସପ୍ତମ ମହଲାରୁ ଧୁଆଁ ବାହାରୁଥିବା ଦେଖିବାକୁ ମିଳିଥିଲା ।

Kabul Blast
କାବୁଲରେ ବଡ଼ ଧରଣର ବିସ୍ଫୋରଣ ! ୮ ମୃତ, ୧୮ ଗୁରୁତର

ଏହି ବିସ୍ଫୋରଣ ପାଇଁ ନିଜକୁ ଦାୟୀ କରିଛି ଆତଙ୍କବାଦୀ ସଂଗଠନ ଆଇଏସ୍ ।

Tejas Fighter Jet
ବଢ଼ୁଛି ତେଜସ୍‌ର ଡିମାଣ୍ଡ ! ମାଲେସିଆ କିଣିବ ୧୮ଟି ଜେଟ୍, ଆମେରିକାର ବି ରହିଛି ଆଗ୍ରହ

ତେଜସ୍ ବିକ୍ରି ପାଇଁ ମାଲେସିଆକୁ ଭାରତର ଅଫର୍ । ୧୮ଟି ତେଜସ ବିମାନ ବିକ୍ରି ପାଇଁ ମାଲେସିଆକୁ ପ୍ରସ୍ତାବ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।