• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

Health Service
ରାୟଗଡ଼ା ଜିଲ୍ଲା କାଶୀପୁରରେ ଅଣାୟାତ୍ତ ହଇଜା, ମୃତ୍ୟୁସଂଖ୍ୟା ୧୦ ଛୁଇଁଲା

କଟକ ଏସ୍‌ସିବି ମେଡିକାଲ କଲେଜରେ ବିନା କ୍ୟାନ୍‌ସରରେ ରୋଗୀଙ୍କୁ କ୍ୟାନ୍‌ସର୍ ଟ୍ରିଟମେଣ୍ଟ, ଅଙ୍ଗ ହରାଇଲେ ରୋଗୀ ।

Babushan Mohanty
ଜମିଲା ବାବୁସାନଙ୍କ ବାର୍ଥ ଡେ ସେଲିବ୍ରେସନ

ଫ୍ୟାନଙ୍କ ଗହଣରେ ବି ଜମିଛି ଜନ୍ମଦିନ ପାଳନ । ଗତରାତିରେ ବାବୁସାନଙ୍କ ବାର୍ଥ ଡେ ସେଲିବ୍ରେସନ୍‌ ଦୃଶ୍ୟରୁ ହିଁ ଆଶା କରାଯାଉଛି, ଝଡ଼ ହଟିଯାଇଛି ।

Babushan Mohanty
ଷ୍ଟାର କଳିରେ ଯବନିକା କେବେ ? ବାବୁସାନଙ୍କ ଘରକୁ ଆସି ଆଶୀର୍ବାଦ ଦେଲେ ଶ୍ୱଶୁର

କେବେ ଏକାଠି ହେବେ ବାବୁସାନ ଓ ତୃପ୍ତି ? ଘର ସାମ୍ନାରୁ ହଟିଯିବାକୁ ମିଡ଼ଇାକୁ ଅପରାଜିତାଙ୍କ ଅପିଲ । ଇନଷ୍ଟାଗ୍ରାମରେ ପ୍ରକୃତିଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା ।

ED Raid
ଆକ୍ସନ୍ ମୋଡ୍‌ରେ ED ! ମହାରାଷ୍ଟ୍ର-ପଶ୍ଚିମବଙ୍ଗ-ଓଡ଼ିଶାରେ ଘାଣ୍ଟୁଛି

ମହାରାଷ୍ଟ୍ରରେ ପାତ୍ରା ଚଲ୍ ସ୍କାମ୍‌ରେ ଶିବସେନା ସାଂସଦ ସଞ୍ଜୟ ରାଉତ ଅଟକ । ପଶ୍ଚିମବଙ୍ଗ ଓ ଓଡ଼ିଶାରେ ବି ଘାଣ୍ଟୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବିରୋଧୀ ଶିବିରରେ ଛନକା, ଆଣିଲେ ଆକ୍ରୋଶ ଅଭିଯୋଗ ।

Health Service
ରାଜ୍ୟରେ ବିଗୁଡ଼ୁଛି ସ୍ୱାସ୍ଥ୍ୟସେବାର ସ୍ୱାସ୍ଥ୍ୟ ! କ୍ୟାନସର ନଥାଇ କେମୋ, ଭୁଲ ଇଞ୍ଜେକସନ୍‌ରୁ ରୋଗୀ ମୃତ୍ୟୁ

ରାଜ୍ୟରେ ସ୍ୱାସ୍ଥ୍ୟସେବା ସମ୍ପୂର୍ଣ୍ଣ ଫେଲ: ବିଜେପି । ପ୍ରଶାସନ ଢିଲା, ଶାସନ ପୂରା ଦୁର୍ବଳ: କଂଗ୍ରେସ । ବିଜେଡ଼ି କହିଲା ସବୁ ଠିକ୍ ଚାଲିଛି ।

Market Building
ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ମାର୍କେଟ୍‌ ବିଲ୍ଡିଂ

ଅସ୍ଥାୟୀ ଦୋକାନୀଙ୍କୁ ସଂପୂର୍ଣ୍ଣ ହଟାଇବା ଲାଗି ବ୍ୟବସାୟୀ ସଂଘର ଦାବି । ଅସ୍ଥାୟୀ ଦୋକାନୀଙ୍କୁ ନହଟାଇବା ଯାଏଁ ମାର୍କେଟ ବିଲ୍ଡିଂ ବନ୍ଦ- ସଂଘ ।

Khurdha
ସ୍ଥାଣୁ ପୌର ପରିଷଦ! ହନ୍ତସନ୍ତ ସହରବାସୀ, ବସଷ୍ଟାଣ୍ଡ-ଶୌଚାଳୟ- ଟ୍ରାଫିକ ସମସ୍ୟା ଉତ୍କଟ

ସଫା ହେଉନି ଡ୍ରେନ୍, ଜଳୁନି ଷ୍ଟ୍ରିଟ୍ ଲାଇଟ୍ । ବିଧାୟକ କହିଲେ ବହୁ ବିକାଶମୂଳକ କାମ ଅାରମ୍ଭ ହୋଇଛି ।

ED
ଇଡି ରାଜନୀତି ! କେନ୍ଦ୍ର ସରକାରଙ୍କୁ ଟାଗେର୍ଟ କଲେ ବିଜେଡି-କଂଗ୍ରେସ 

କ୍ଷମତା ଲୋଭୀ ହୋଇ ଏପରି କରାଯାଉଛି । ଇଡିକୁ ବ୍ୟବହାର କରି ଆକ୍ରୋଶମୂଳକ ରାଜନୀତି ହେଉଛି କହିଲା କଂଗ୍ରେସ ।

Mirabai Chanu
ଭାରତ ପାଇଁ ଗର୍ବ ! CWGରେ ପ୍ରଥମ ସ୍ୱର୍ଣ୍ଣ ଜିତିଲେ ମିରାବାଈ ଚାନୁ

ଗୋଟିଏ ଦିନରେ ହିଁ ଭାରତ ପାଇଛି ୩ ଟି ପଦକ । ସେଥିରେ ଗୋଟିଏ ସ୍ୱର୍ଣ୍ଣ, ଗୋଟିଏ ରୌପ୍ୟ, ଗୋଟିଏ ବ୍ରୋଞ୍ଜ ପଦକ ସାମିଲ ରହିଛି ।

UAE Flood
ମରୁଭୂମିରେ ଜଳପ୍ରଳୟ ! ଜଳାର୍ଣ୍ଣବ UAE, ୩ ଦଶନ୍ଧିର ରେକର୍ଡ ଭାଙ୍ଗିଲା ବର୍ଷା

୭ ପ୍ରବାସୀ ଏସୀୟଙ୍କ ମୃତ୍ୟୁ । ଜଳବାୟୁ ପରିବର୍ତ୍ତନ ଓ ଜଳ ନିଷ୍କାସନ ଭିତ୍ତିଭୂମିର ଅଭାବରୁ ବନ୍ୟା ।

Pravat Ranjan Biswal
ଓଡ଼ିଶାରେ ଆକ୍ଟିଭ୍‌ ହେଲା କି ED ? ସି-ସୋର ଲିଙ୍କ୍‌ରେ ପ୍ରଭାତ ବିଶ୍ୱାଳଙ୍କର ସମ୍ପତ୍ତି ଆଟାଚ୍

ଗୁରୁ କନସଲଟାଣ୍ଟସ ସଂସ୍ଥାର ୩ କୋଟି ୯୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ । ପ୍ରଭାତ କହିଲେ ଜମିଜମା ସଂପର୍କିତ ମାମଲା, କୋର୍ଟରେ ପ୍ରମାଣ କରିବି ।

Politics
ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ବଢୁଛି କି BJPର ଶକ୍ତି ? ଓଡ଼ିଶାରେ ହାତେଇବ ୧୧ ଲୋକସଭା ସିଟ୍ !

ଜନମତ ସର୍ଭେ ଆକଳନରେ ଆସିଲା କିଛି ଏଭଳି ତଥ୍ୟ । ଏବେ ନିର୍ବାଚନ ହେଲେ NDAକୁ ମିଳିପାରେ ୩୬୧ ଆସନ ।

Punjab Politics
ଭିସିଙ୍କୁ ଅସନା ବେଡ୍‌ରେ ଶୋଇବାକୁ ବାଧ୍ୟ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

ମନ୍ତ୍ରୀଙ୍କ ଏହି ନିର୍ଦ୍ଦେଶ ପରେ ଡାକ୍ତର ରାଜ ବାହାଦୂର କିଛି ସମୟ ପାଇଁ ସେହି ଅପରିଷ୍କାର ଶଯ୍ୟା ଉପରେ ଶୋଇଥିଲେ ।

Gururaj Poojary
କମନୱେଲ୍ଥ ଗେମ୍‌ସରେ ଭାରତକୁ ଆଉ ଏକ ପଦକ

କମନ୍‌ ୱେଲ୍ଥ ଗେମ୍‌ସରେ ଏହା ଭାରତକୁ ଦ୍ୱିତୀୟ ପଦକ । ଆଜି ହିଁ ଭାରତକୁ ପ୍ରଥମ ପଦକ ଉପହାର ଦେଇଥିଲେ ସାଗର ସଙ୍କେତ । ସେ ଭାରତ ପାଇଁ ରୌପ୍ୟ ପଦକ ଆଣିଥିଲେ ।

Lifter Sanket Sargar
CWGରେ ଭାରତକୁ ପ୍ରଥମ ପଦକ ଦେଲେ ସାଗର ସଙ୍କେତ

ସ୍ନାଚରେ ୧୧୩ କେଜି ଓ କ୍ଲିନ ଆଣ୍ଡ ଜର୍କରେ ୧୩୫ କିଲୋ ଉଠାଇ ସେ ରୌପ୍ୟ ପଦକ ପାଇଛନ୍ତି ।

Bacteria
ସରକାରୀ ସପ୍ଲାଇ ପାଣି ପିଇଲେ ହେବ ଝାଡ଼ାବାନ୍ତି !

ଗାଁରେ ଝାଡ଼ାବାନ୍ତିି ବ୍ୟାପିବା ପରେ ପାଣି ନମୁନା ପରୀକ୍ଷା ହୋଇଥିଲା । ଗାଁର କିଛି କୂଅ, ନଳକୂଅ ସହ ସପ୍ଲାଇ ପାଣିର ପରୀକ୍ଷା ହୋଇଥିଲା ।

Maharashtra Governor
ମହାରାଷ୍ଟ୍ର ରାଜ୍ୟପାଳଙ୍କ ବିବାଦୀୟ ବୟାନକୁ ଶିବସେନା ଓ କଂଗ୍ରେସର କଡ଼ା ନିନ୍ଦା

ମହାରାଷ୍ଟ୍ରର ରାଜ୍ୟପାଳଙ୍କ ବିବାଦୀୟ ବୟାନ । ଗୁଜରାଟୀ ଓ ରାଜସ୍ଥାନୀ ନ ରହିଲେ ମହାରାଷ୍ଟ୍ରରେ ଅର୍ଥର ଅଭାବ ହେବ । ମୁମ୍ବାଇ ଆଉ ଦେଶର ଆର୍ଥିକ ରାଜଧାନୀ ହୋଇ ରହିବନି ।

Babushan
ବାବୁସାନ୍‌ଙ୍କ ମଙ୍ଗଳ କାମନା କଲେ ପ୍ରକୃତିଙ୍କ ବାପା ମନ୍ମଥ ମିଶ୍ର

କୌଣସି ବିବାଦ ଭିତରେ ସେ ରହିବାକୁ ଚାହାଁନ୍ତି ନାହିଁ ମନ୍ମଥ । ଯଦି କିଛି ସମସ୍ୟା ଅଛି, ତୁରନ୍ତ ତାହାର ସମାଧାନ ହେଇଯାଉ ବୋଲି ମନ୍ମଥ କହିଛନ୍ତି ।

Jay Narayan Mishra
ନୂଆ ବିରୋଧୀ ଦଳ ନେତା ହେଲେ ଜୟ ନାରାୟଣ ମିଶ୍ର

ପ୍ରଦୀପ୍ତ ନାଏକଙ୍କ ସ୍ଥାନ ନେଲେ ଜୟନାରାୟଣ ମିଶ୍ର । ପ୍ରଦୀପ୍ତ ନାଏକ ଦୀର୍ଘ ଦିନରୁ ଅସୁସ୍ଥ ଥାଇ ଚିକିତ୍ସାଧୀନ ଅଛନ୍ତି ।

Tiger Reserve
ରାଜ୍ୟରେ କମୁଛି ବାଘ ସଂଖ୍ୟା, ୨୦୦୬ରେ ଥିଲା ୪୫ ଏବେ ୨୮

ରାଜ୍ୟ ସରକାରଙ୍କ ବାଘ ବଂଶବୃଦ୍ଧି ପ୍ରକଳ୍ପ ଫେଲ୍ । ନନ୍ଦନକାନନ ଚିଡ଼ଇାଖାନା କର୍ତ୍ତୃପକ୍ଷଙ୍କ ନୂଆ ଯୋଜନା । ରି-ୱାଇଲ୍ଡିଂ କରି ବଂଶ ବିସ୍ତାର ଲାଗି ବ୍ଲୁ-ପ୍ରିଣ୍ଟ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।