ଧରାପଡ଼ିଲା ଚାଉଳ ଓଜନ ପରେ ସତ । ବେଧଡ଼କ୍ ଚାଲିଛି ମଧ୍ୟାହ୍ନ ଭୋଜନ ଚାଉଳ ହରିଲୁଟ୍ । ଉପଜିଲ୍ଲାପାଳ କହିଲେ ଯୋଗାଣ ବିଭାଗକୁ ମାଗିବୁ ରିପୋର୍ଟ ।
ଆଗ୍ରହୀ କମ୍ପାନିକୁ ନିବେଶ ଅର୍ଥର ୨୫ ପ୍ରତିଶତ ଦେବେ ରାଜ୍ୟ ସରକାର । ସରକାରଙ୍କୁ ଉଦ୍ୟୋଗୀ କହିଲେ ଯୋଗାଇ ଦିଅ ମାଗଣା ଜମି ।
ମୋକିମ୍ କହିଲେ କଂଗ୍ରେସରେ ଅଛି ରହିବି । କାର୍ଯ୍ୟାନୁଷ୍ଠାନ ଦାବି କଲେ ତାରା-ସୁର । ଶରତ କହିଲେ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା ।
କରୋନା ପାଇଁ ଗତବର୍ଷ ଯୁକ୍ତ ୨ ସିଲାବସ୍କୁ ହ୍ରାସ କରାଯାଇଥିଲା । ୭୦ ପ୍ରତିଶତ ସିଲାବସରେ ପାଠ ପଢା ସହ ପରୀକ୍ଷା ବି ହୋଇଥିଲା ।
ମାଟିର ଝିଅ କଥାକୁ ଖଣ୍ଡନ କଲେ ତାରାପ୍ରସାଦ ବାହିନୀପତି । ଯଶୱନ୍ତ ସିଂହ୍ନା ବିହାରର, ତାଙ୍କୁ ବିଜେପି ଭୋଟ ଦେଲା କି ?
IT କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ବିଶେଷ ପ୍ରୋତ୍ସାହନ ଘୋଷଣା । ସ୍ଥାୟୀ ପୁଞ୍ଜିନିବେଶ ନିମନ୍ତେ କଂପାନୀଗୁଡ଼ିକୁ ନିବେଶର ୨୫% ଯୋଗାଇ ଦିଆଯିବ ।
କାଶୀପୁର ଘଟଣାକୁ ନେଇ କଂଗ୍ରେସର ଉଦବେଗ୍ । ରାଜ୍ୟ ସରକାରଙ୍କୁ ନରସିଂହ ମିଶ୍ରଙ୍କ ଟାଗେର୍ଟ ।
କ୍ରିଟି କେୟାର ହସ୍ପିଟାଲର ଡ. ଦୀପକ ନାମଜୋସି କହିଛନ୍ତି ଯେ, ଭୁପିନ୍ଦର ସିଂହ ୧୦ ଦିନ ପୂର୍ବରୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲା ।
ଏନେଇ ହେଲ୍ପ ଲାଇନ୍ ନମ୍ବର ଓ ମୋବାଇଲ ନମ୍ବର ଜାରି କରାଯିବ । ୨ଟି ଅସ୍ଥାୟୀ ମେଡିକାଲ କ୍ୟାମ୍ପ କରାଯାଇ ଲୋକଙ୍କୁ ସଚେତନ କରାଯାଉଛି ।
କଂଗ୍ରେସର ଆକ୍ଷେପ ବିଜେଡିକୁ ଘାରୁଛି ଇଡି ଓ ସିବିଆଇ ଡର । ବିଜେଡି କହିଲା ଏନଡିଏର ଉଭୟ ପ୍ରାର୍ଥୀ ଉପଯୁକ୍ତ । ବିଜେପି କହିଲା ଅଣକଂଗ୍ରେସ ଦଳ ଭାବେ ନାହିଁ ବିକଳ୍ପ ପନ୍ଥା ।
ଲୋକଙ୍କ ହାତରେ ଧରାପଡ଼ି ଉତ୍ତମ ମଧ୍ୟମ ଖାଇଲେ ଏବଂ ପୋଲିସ ହେପାଜତରେ ଏବେ ଆଇନଜୀବୀ ଜ୍ୱାଇଁ । ତେବେ କେମିତି ଘଟିଲା ଘଟଣା ? କଣ ରହିଥିଲା ଦୃଶ୍ୟପଟ୍ଟ ?
ପାର୍କ ଓ ବନ ବିଭାଗ କତ୍ତୃପକ୍ଷ ତା ସାଙ୍ଗକୁ ପଶୁ ବିଶେଷଜ୍ଞ ଟିମ୍ ଲାଗି ପଡ଼ିଛନ୍ତି ହାତୀ ରେସକ୍ୟୁ ଅପରେସନରେ । ରାସ୍ତା କଡ଼ରେ ଥିବା ଏକ ଡ୍ରେନ୍ରେ ଗଳି ପଡ଼ିଥିଲା ଏହି ବର୍ଷକର ହାତୀ ଛୁଆ । ତାକୁ ଉଦ୍ଧାର କରିବାକୁ ଯାଇ ଫସିଯାଇଥିଲା ମାଆ ହାତୀ ।
କୋଲାମ ରୁରାଲ ଏସ୍ପିଙ୍କୁ ଘଟଣାର ପୁଙ୍ଖାନୁ ପୁଙ୍ଖ ତଦନ୍ତ କରି ଆସନ୍ତା ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ମାନବାଧିକାର କମିଶନଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ରହିଛି ।
ସେନା ଯବାନ ହେଲିକପ୍ଟର ମାଧ୍ୟମରେ ମାଞ୍ଚିରିଅଲ ଜିଲ୍ଲାର ଚେନୁରରେ ଗୋଟିଏ ଜେସିବି ଉପରେ ଅଟକି ରହିଥିବା ଲୋକଙ୍କୁ ସୁରକ୍ଷିତ ଉଦ୍ଧାର କରି ଆଣିଛନ୍ତି ।
ପିପିଇ କିଟ୍ ପିନ୍ଧି ସବୁ ପ୍ରକାର ପ୍ରିକସନ୍ ଗ୍ରହଣ କରି, ରାଷ୍ଟ୍ରପତି ନିର୍ବାଚନ ପାଇଁ ବିଧାନସଭାରେ ନିଜର ମତ ସାବ୍ୟସ୍ତ କରିଛନ୍ତି । ଯାହାକୁ ଦେଖି ସମସ୍ତେ ଚକିତ ।
ପୂର୍ବରୁ ୨୦୨୦ରେ ସଂପୃକ୍ତ ଅଭିଯୁକ୍ତ ସାରୁଅ ଶିଳ୍ପାଞ୍ଚଳରେ ଅନ୍ୟ ଜଣେ ପୂର୍ବତନ ସେନା କର୍ମଚାରୀ ରଘୁନାଥ ପାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲା ।
ଆତ୍ମହତ୍ୟା ଘଟଣାକୁ ନେଇ ଉତ୍ତେଜନା ଲାଗି ରହିଥିବା ବେଳେ ପୋଲିସ୍ ଛାତ୍ରୀଙ୍କ ସ୍କୁଲର ଆଉ ୨ ଜଣ ଶିକ୍ଷୟିତ୍ରୀଙ୍କୁ ଗିରଫ କରିଛି । ଏହାକୁ ମିଶାଇ ଗିରଫଦାରୀ ସଂଖ୍ୟା ୫କୁ ବୃଦ୍ଧି ପାଇଛି ।
ସାପଟିକୁ ଗାଁଠୁ ଦୂର ଜଙ୍ଗଲରେ ଛାଡ଼ି ଦିଆଯାଇଥିଲା ।
ଏକ ପ୍ରଶ୍ନର ଉତ୍ତର ରଖି ମତ ରଖିଲେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୦୫ ଜଣ ଶିଶୁ ରାସ୍ତା କଡ଼ରେ ରହୁଛନ୍ତି ।
ଆଇନ କାର୍ଯ୍ୟକାରୀ ହେବା ପରେ ଯଦି କୌଣସି ସଂସ୍ଥା ବା ବ୍ୟକ୍ତି ଏହାର ଉଲ୍ଲଂଘନ କରନ୍ତି ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ ।