ରତ୍ନଭଣ୍ଡାର ସ୍ଥିତି ଅତ୍ୟନ୍ତ ଶୋଚନୀୟ ଥିବାରୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ବି କ୍ଷୋଭ ପ୍ରକାଶ କରିବା ସହ ଶୀଘ୍ର ମରାମତି ଓ ଅଳଙ୍କାର ଗଣତି ପାଇଁ ପୂର୍ବରୁ କରିଥିଲେ ଅପିଲ୍ ।
ମାଡ଼ ମାରିବା ସହ ମାନସିକ ନିର୍ଯାତନା ଅଭିଯୋଗ । ଅଭିଯୋଗ ପରେ ବି ପୋଲିସ କାଯର୍ୟାନୁଷ୍ଠାନ ନେଇନଥିବା ଅଭିଯୋଗ ।
ବିଜେବି, ରମାଦେବୀ, ରେଭେନ୍ସା ଭଳି ଅଗ୍ରଣୀ ସରକାରୀ କଲେଜ୍ରେ ଆଡମିଶନକୁ ନେଇ ଅଧିକ ପ୍ରତିଯୋଗିତା ଦେଖାଦେବାର ସମ୍ଭାବନା ରହିଛି ।
ଅଫଲାଇନ୍ରେ ଟିକା ମିଳୁନଥିବା ଅଭିଯୋଗ । ମେଡିକାଲ୍ କର୍ମଚାରୀଙ୍କୁ ଅଟକ ରଖିଲେ ଲୋକେ ।
ମୋଟୁ ରାସ୍ତାରେ ପାଣି, ତେଲେଙ୍ଗାନା ଓ ଆନ୍ଧ୍ରକୁ ଯାତାୟତ ବନ୍ଦ ।
ଚୁକ୍ତିନାମା କରାଇଛନ୍ତି ଦମ୍ପତିଙ୍କ ସାଙ୍ଗମାନେ । ସୋସିଆଲ ମିଡିଆରେ ଚୁକ୍ତିର ୪ କୋଟି ଭିୟୁ ।
ଇଲିସି କିଲୋ ପିଛା ଦର ୧୫ ଶହରୁ ୨ହଜାର । ଲଗାଣ ବର୍ଷା ଆଉ ପୂବେଇ ପବନ ଯୋଗୁଁ ଟନ୍ ଟନ୍ ଇଲିସି ପଡୁଛି ।
କିଟ୍ ୩୪, ରାଉରକେଲା NIT ୩୯, ଭୁବନେଶ୍ୱର IIT ୬୫ । ବିଶ୍ୱବିଦ୍ୟାଳୟ କାଟାଗୋରୀରେ ୮୮ତମ ସ୍ଥାନରେ ବାଣୀବିହାର ।
ଗୃହରେ ଉଠିଲା ରାଜ୍ୟ ସୀମା ସୁରକ୍ଷା ପ୍ରସଙ୍ଗ । ବିଧାନସଭାର ଶୂନ୍ୟକାଳରେ ଉଠିଲା ରାଜ୍ୟର ସୀମା ସୁରକ୍ଷା ପ୍ରସଙ୍ଗ ।
ନିର୍ବାଚନ ଆସିଲେ ଏ ଦୁଇ ଅପନ୍ତରା ଇଲାକାରେ ନେତାଙ୍କ ପାଦ ପଡେ । ଢେର ପ୍ରତିଶ୍ରୁତି ବି ମିଳେ । ହେଲେ ନିର୍ବାଚନ ସରିଗଲେ, ଯଥା ପୂର୍ବଂ ତଥା ପରଂ ।
ସହିଦନଗର ଥାନାରେ ଏତଲା ଦେଲେ ଜୀବନ ରାଉତ । ବିଜେପିର ବହୁ ନେତାଙ୍କ ସହ ଆସି ଦେଲେ ଏତଲା ।
୨୪୭ ରନ୍ର ପିଛା କରି ୧୪୬ ରନ୍ରେ ରହିଲା ଭାରତ । ରବିବାରର ତୃତୀୟ ତଥା ଶେଷ ମୁକାବିଲା ହେବ ର୍ନିଣ୍ଣାୟକ ।
ରାଜ୍ୟ ସରକାରଙ୍କ ପାଖରେ ଏଭଳି ଘଟଣାର ଦୃଷ୍ଟିଗୋଚର ହୋଇନି । ବିଧାନସଭାରେ ଉତ୍ତର ରଖିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।
ଋଣଭାର ବଢିବା ପରେ ନିଲାମ ନୋଟିସ ମାରିଲା ବ୍ୟାଙ୍କ । କିଛି ଅଂଶ ବନ୍ଦ କରିବାକୁ ନୋଟିସ ମାରିଛି ବ୍ୟାଙ୍କ ।
ଦାରିଙ୍ଗବାଡି ବ୍ଲକ ଦନେକବାଡି ଆଶ୍ରମ ସ୍କୁଲରେ ପାଠପଢାରେ ଗୁରୁତର ବ୍ୟାଘାତ । ପ୍ରଶାସନ ଜାଣି ସୁଦ୍ଧା ଚୁପ୍ ବସିଥିବା ଅଭିଯୋଗ ।
ଗୃହରେ ପ୍ରଶ୍ନୋତ୍ତରରେ କହିଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ । ଅନଗୁଳ, ବାଲେଶ୍ୱର, ଗଂଜାମ, ଯାଜପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ଜମି ଚିହ୍ନଟ ସରିଛି ।
ବିପଦରେ ଉଦ୍ୟାନ ପରିସରରେ ଥିବା କ୍ୟାଣ୍ଟିନ । ଧସୁଛି ମାଟି ଅତଡ଼ା, ମାଡିବସୁଛି ଗଛ ।
ସୁସ୍ମିତାଙ୍କ ସହ କିଛି ଅନ୍ତରଙ୍ଗ ମୁହୁର୍ତ୍ତର ପ୍ରଥମ ଫଟୋ ପୋଷ୍ଟ କରି ଟୁଇଟରରେ ଲଳିତ ମୋଦି ଲେଖିଛନ୍ତି ଯେ, ସାରା ବିଶ୍ୱ ପରିଭ୍ରମଣ କରି ବର୍ତ୍ତମାନ ଲଣ୍ଡନ ଫେରିଲୁ ସପରିବାର ।
ଜଗତସିଂହପୁରର ୬ ବର୍ଷିୟ ପୁଅର କିଡ୍ନୀ ଦାନ କରିଥିଲେ ପରିବାର । ୬ ବର୍ଷିୟ ପୁଅ କିଡ୍ନୀରେ ବଞ୍ଚିଗଲା ଘରୋଇ ହସ୍ପିଟାଲ୍ ରୋଗୀଙ୍କ ଜୀବନ ।
ରେଜିଷ୍ଟ୍ରି କାର୍ଯ୍ୟାଳୟରେ ନକଲି କାଗଜପତ୍ର ଚିହ୍ନଟ କରିବାର ସବୁ ସୁବିଧା ଥିଲେ ବି, ନକଲି ଲୋକଙ୍କୁ ଅସଲି ସଜାଇ, ପ୍ରଥମେ ରେଜିଷ୍ଟ୍ରି କରାଇଥିଲେ ପଦ୍ମନାଭ ପୁରୋହିତ । ତାପରେ ପାଦଟିଏ ଆଗକୁ ଯାଇ ତହସିଲଦାର, ରେଜିଷ୍ଟ୍ରି ହୋଇଥିବା ଜମି ଠାରୁ ଅଧିକ ପରିମାଣର ଜମିର ପଟ୍ଟା କରିଦେଲେ ।