• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

BJB College Ragging
BJB କଲେଜରେ ପୁଣି ରାଗିଂ, ମାଡ଼ ମାରି ଗାଡ଼ି ଛଡ଼ାଇ ନେଲେ ଛାତ୍ର

ବଡ଼ଗଡ଼ ଥାନାରେ ଏନେଇ ଲିଖିତ ଅଭିଯୋଗ କରିଛନ୍ତି ରାଗିଂର ଶିକାର ହୋଇଥିବା ଛାତ୍ର । ତେବେ ରାଗିଂ ଅଭିଯୋଗ ନେଇ କଲେଜ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିନି ।

Corona
ପୁଣି ପଶିଲାଣି ଡର ! ଭାରତରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ

ଓମିକ୍ରନ୍ର ନୂଆ ସବ୍ ଭାରିଆଣ୍ଟ ଠାବ । ଭାରତ ସହ ୧୦ଟି ଦେଶରେ ନୂଆ ଭାରିଆଣ୍ଟ ଠାବ  ।

VIVO
ମୋବାଇଲ କମ୍ପାନୀ VIVO ଅଫିସ୍‌ରେ ରେଡ୍‌ !

ଆର୍ଥିକ ହେରଫେର ମାମଲାରେ ଇଡିର ରେଡ୍ । ଆୟକର ଓ ସିବିଆଇ ବି ଚଳାଇଛନ୍ତି ତଦନ୍ତ ।

Dengue
ରିସର୍ଚ୍ଚରୁ ବଡ଼ ସଫଳତା ! ଡେଙ୍ଗୁ-ଚିକୁନଗୁନିଆକୁ ରୋକିବ ମଶା

ଏକ ନୂଆ ପ୍ରଜାତିର ମାଈ ମଶା ଜରିଆରେ ରୋଗ ନିୟନ୍ତ୍ରଣ ସୂଚନା । ସୂଚନା ଦେଲା ICMRର ଭେକ୍ଟର କଣ୍ଟ୍ରୋଲ ରିସର୍ଚ୍ଚ ସେଣ୍ଟର ।

Yellow Anaconda
ନନ୍ଦନକାନନ ଇତିହାସରେ ପ୍ରଥମ, ଜନ୍ମ ନେଲା ୟେଲୋ ଆନାକୋଣ୍ଡା

ନନ୍ଦନକାନନରେ ଛୁଆ ଜନ୍ମ ଦେଲା ୟେଲୋ ଆନାକୋଣ୍ଡା । ୟେଲୋ ଆନାକୋଣ୍ଡାଙ୍କ ସଂଖ୍ୟା ୪ରୁ ୫କୁ ବୃଦ୍ଧି ।

Chowmein
ଚାଓମିନ୍‌ ଫ୍ୟାକ୍‌ଟ୍ରିରେ ଶ୍ୱାସରୁଦ୍ଧ ହୋଇ ୩ ମୃତ

୩ ଜଣଙ୍କୁ ମୃତ ଘୋଷଣା କଲେ ମୋହନା ମେଡିକାଲ ଡାକ୍ତର ।

Daitari Panda
ଯାତ୍ରା ଖଳନାୟକ ଦୈତାରୀଙ୍କ ନାଁରେ ସାଂଘାତିକ ଅଭିଯୋଗ, ୧୫ ଲକ୍ଷ ନେଲେ କିନ୍ତୁ ଆସୁନାହାନ୍ତି

ଏହି ଟଙ୍କା ନେବା କଥାକୁ ସମ୍ପୂର୍ଣ୍ଣ ଖଣ୍ଡନ କରିଛନ୍ତି ନିଜେ ଦୈତାରୀ ପଣ୍ଡା ।

Subhasini
ଉତ୍କଳ ସଂଗୀତ ମହାବିଦ୍ୟାଳୟ ଛାତ୍ରୀ ଫେରାର ଘଟଣାର ଖୁଲାସା, ଭିଡିଓ ଜାରି କଲେ ସୁଭାସିନୀ

‘ଆମେ ଦୁଇ ଜଣ ପରସ୍ପରକୁ ଅନେକ ଦିନ ହେବ ଭଲପାଉଥିଲୁ । କିନ୍ତୁ ପରିବାର ଲୋକ ଏଥିରେ ରାଜି ନଥିଲେ । ରାଜି ନହେବାରୁ ଆମେ ଏଭଳି ନିଷ୍ପତ୍ତି ନେବାକୁ ବାଧ୍ୟ ହେଲୁ । ’

BOAT
ଡଙ୍ଗା ବୁଡ଼ି ପରେ ବି ପଶୁନି ଚେତା, ୩୦ ବଦଳରେ ପାର ହେଉଛନ୍ତି ୧୦୦ ଯାତ୍ରୀ

ପ୍ରଶାସନଠୁ ଆରମ୍ଭ କରି ଲୋକେ ସମସ୍ତେ ଚୁପ୍ । ପ୍ରତିଦିନ ଜୀବନକୁ ବାଜି ଲଗାଇ ବୈତରଣୀ ମୁହାଣ ପାର ହେଉଛନ୍ତି ।

aparajita sarangi
ପୁଣି ଭୁବନେଶ୍ୱର ସାଂସଦଙ୍କୁ ଅଣଦେଖା, ସରକାର ଡାକିଲେନି ସରକାରୀ କାର୍ଯ୍ୟକ୍ରମକୁ

ସରକାରୀ କାର୍ଯ୍ୟକ୍ରମକୁ ଡକାଯାଇନଥିବା ନେଇ ଟ୍ୱିଟ୍ କରି କ୍ଷୋଭ ପ୍ରକାଶ କଲେ ଅପରାଜିତା । ଭୁବନେଶ୍ୱରରେ ଆୟୋଜିତ ହେଉଛି ୭୩ ତମ ବନ ମହୋତ୍ସବ ।

Girls Students
ଏଥର ବି ମାଟ୍ରିକ୍‌ ପରୀକ୍ଷାରେ ଛାତ୍ରଙ୍କଠାରୁ ଛାତ୍ରୀଙ୍କ ପାସ୍‌ ହାର ଅଧିକ

ଆନୁଷ୍ଠାନିକ ଭାବେ ସ୍କୁଲ୍‌ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରେଜଲ୍ଟ ଘୋଷଣା କରିଛନ୍ତି।

GI Tag
ନାଲି କାଇ ଚଟଣୀରେ ଭରପୁର ରହିଛି ପ୍ରୋଟିନ୍-କ୍ୟାଲସିୟମ ଆଉ ଜିଙ୍କ୍

ମୟୂରଭଞ୍ଜ ନାଲି କାଇ ଚଟଣୀକୁ ସର୍ବୋଷଧି ମାନ୍ୟତା ମିଳିବ ବୋଲି ସମସ୍ତେ ଆଶାବାଦୀ ।

Ramnath Kovind
ଅବସର ପରେ ରାମନାଥ କୋବିନ୍ଦ ରହିବେ କେଉଁଠି ? ସରକାରଙ୍କ ପକ୍ଷରୁ ମିଳିବ କେଉଁ ସୁବିଧା ?

ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏଇ ମାସ ୨୪ ତାରିଖରେ ସରୁଛି ତାଙ୍କ କାର୍ଯ୍ୟକାଳ । ଏହାପରେ ରାମନାଥ କୋବିନ୍ଦଙ୍କ ନୂଆ ଠିକଣା ୧୨ ଜନପଥ ହେବ ।

Basic Science College Ragging
ଆଉ ଏକ ରାଗିଂ ! ମଦ ପିଇବାକୁ ଟଙ୍କା ନ ଦେବାରୁ ମାଡ଼ ମାରିଲେ ୩ ସିନିୟର..

କଲେଜର ୩ ସିନିଅର ଛାତ୍ର ରାଗିଂ କରୁଥିବା ଅଭିଯୋଗ କରିଛନ୍ତି

LPG Price Hiked Again
ପୁଣି ବଢ଼ିଲା LPG ଦର, ସିଲିଣ୍ଡର ପିଛା ୫୦ ଟଙ୍କା ବୃଦ୍ଧି

ଦିଲ୍ଲୀରେ ଆଜିଠୁ LPG ସିଲିଣ୍ଡର ଦର ୧୦୫୩ ଟଙ୍କା । ୫ କେଜି LPG ସିଲିଣ୍ଡର ଦର ୧୮ ଟଙ୍କା ବଢ଼ିଲା

Ragging
ANM ସେଣ୍ଟରରେ ରାଗିଂ, ୩ ମାସ ହେଲା ସିନିୟର ଛାତ୍ରୀ ଦେଉଥିଲେ ନିର୍ଯାତନା !

ଆଣ୍ଟିଂ ରାଗିଂ ସ୍କ୍ୱାର୍ଡ ଓ ସିଡିଏମଓଙ୍କୁ ଅଭିଯୋଗ କଲେ ଛାତ୍ରୀ । ସିଡିଏମଓଙ୍କ ନେତୃତ୍ୱରେ ଟିମ୍ କରୁଛି ତଦନ୍ତ ।

Heavy Rain
ତୁହାକୁ ତୁହା ବର୍ଷିଲା, ମୁଶଳଧାରା ବର୍ଷା ଯୋଗୁଁ ଜଳାର୍ଣ୍ଣବ ଟ୍ୱିନ୍‌ ସିଟି

ବର୍ଷା ଯୋଗୁଁ ବାଧାପ୍ରାପ୍ତ ହେଲା ସାଧାରଣ ଜନଜୀବନ । ୨୪ ଘଣ୍ଟା ପାଇଁ ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ।

Matric Result
ବାହାରିବ ମାଟ୍ରିକ୍‌ ରେଜଲ୍ଟ, ବେଶ ଆଶାବାଦୀ ଛାତ୍ରଛାତ୍ରୀ

ଏସ୍ଏମ୍ଏସ୍ ଜରିଆରେ ବି ପରୀକ୍ଷାର୍ଥୀ ରେଜଲ୍ଟ ପାଇପାରିବେ । ଚଳିତ ବର୍ଷ ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଛନ୍ତି ।

Bus Accident
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ! ପୁଣି ଓଲଟିଲା ଯାତ୍ରୀବାହୀ ବସ୍‌

ଓଲଟିଲା ବସ୍, ୧ ମୃତ । ରାୟଗଡ଼ାରେ ଗତକାଲି ବିଳମ୍ବିତ ରାତିରେ ବଡ଼ ଦୁର୍ଘଟଣା ।

Rashmirekha
Breaking News: ଟେଲି ଅଭିନେତ୍ରୀ ରଶ୍ମୀରେଖାଙ୍କ ପୁରୁଷ ବନ୍ଧୁ ସନ୍ତୋଷ ପାତ୍ରଙ୍କ ଆତ୍ମହତ୍ୟା

କିଛି ଦିନ ତଳେ ଟେଲି ଅଭିନେତ୍ରୀ ରଶ୍ମିରେଖା ଆତ୍ମହତ୍ୟା ମାମଲାରେ ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ଜେରାର ସମ୍ମୁଖିନ ହୋଇଥିଲେ ସନ୍ତୋଷ ପାତ୍ର ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।