• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

America Vs Ukraine
ୟୁକ୍ରେନ୍ ଉପରେ ଘନଉଛି ଯୁଦ୍ଧର କଳାବାଦଲ, ଭାରତର ରହିଛି ତୀକ୍ଷ୍ନ ନଜର

ଋଷିଆର ସମ୍ଭାବ୍ୟ ଆକ୍ରମଣକୁ ଦେଖି ଭାରତର ହସ୍ତକ୍ଷେପ ଲୋଡ଼ିଲା ଆମେରିକା । ରୁଷ-ୟୁକ୍ରେନ୍ ବିବାଦର ସମାଧାନ ଦିଗରେ ଭାରତ କୌଣସି ପଦକ୍ଷେପ ନେଲେ, ଆମେ ତାହାକୁ ସ୍ୱାଗତ କରୁଛୁ ବୋଲି କହିଛନ୍ତି ହ୍ୱାଇଟ୍‌ହାଉସ ମୁଖପାତ୍ର ଜେନ୍ ପାସ୍କି ।

Republic Day Special
ଦିଲ୍ଲୀ ରାଜପଥରୁ ଭାରତର ଶୌର୍ଯ୍ୟ ଓ ସାମର୍ଥ୍ୟ ଦେଖିଲା ସାରା ବିଶ୍ୱ

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସମାରୋହରେ ଯୋଗ ଦେଇଥିଲେ ।

Raj Pariwar Murder
ରାଜାଙ୍କ ଘରେ ରକ୍ତର ଛିଟା, ମାଆକୁ ନିର୍ମମ ଭାବେ ହତ୍ୟା କଲା ପୁଅ

କଟକ ତୁଳସୀପୁର ଶ୍ରୀବିହାର କଲୋନୀସ୍ଥିତ ଘର, ଉପର ମହଲାରେ ଝିଅ ଜୟନ୍ତୀ ସାମନ୍ତରାୟଙ୍କ ସହ ରହୁଥିଲେ ମାଆ ପରେଶ କୁମାରୀ । ତଳ ମହଲାରେ ରହୁଥିଲେ ଅଭିଯୁକ୍ତ ପୁଅ ସୌମେନ୍ଦ୍ର ।

Lion
ସିଂହକୁ ଝିଅ ଭଳି ପାଳୁଛନ୍ତି ପ୍ରଶାନ୍ତ, ବର୍ଷା ଡାକିଦେଲେ ଧାଇଁ ଆସୁଛି

ଚର୍ଚ୍ଚାରେ ନନ୍ଦକାନନ ପ୍ରାଣୀ ଉଦ୍ୟାନର ଆନିମଲ କିପର ପ୍ରଶାନ୍ତ ଗୌଡ଼ । ୬ ମାସ ପୂର୍ବେ ସିଂହି ବିଜଲୀ ୩ ଛୁଆ ଜନ୍ମ ଦେଇଥିଲା । ୨ ଛୁଆ ମୃତ ଜନ୍ମ ହୋଇଥିବା ବେଳେ ଏକ ମାତ୍ର କୁନି ମାଈ ସିଂହ ବର୍ଷାକୁ ସିଂହି ବିଜଲୀ ଗ୍ରହଣ କରିନଥିଲା...

BOAT Ambulance
ଏବେ ବିଛିନ୍ନାଞ୍ଚଳର ଲୋକଙ୍କ ପାଇଁ ଆଶ୍ୱସ୍ତି ଆଣିଦେବ ବୋଟ ଆମ୍ବୁଲାନ୍ସ ।

ମାଲକନଗିରିରେ ଗୁରୁପ୍ରିୟା ସେତୁ ହେବା ପରେ ବିଚ୍ଛିନ୍ନାଞ୍ଚଳବାସୀ ଭାବିଥିଲେ ଦୂର ହେବ ସେମାନଙ୍କ ଦୁଃଖ ।  ହେଲେ ଏବେ ବିଛିନ୍ନାଞ୍ଚଳର ଲୋକଙ୍କ ପାଇଁ ଆଶ୍ୱସ୍ତି ଆଣିଦେବ ବୋଟ ଆମ୍ବୁଲାନ୍ସ ।

BOAT Ambulance
ଗୁରୁପ୍ରିୟା ଦୂର କରିପାରିଲାନି ଦୁଃଖ ! ଏବେ BSFର ବୋଟ୍‌ ଆମ୍ବୁଲାନ୍ସ ଉପରେ ବିଛିନ୍ନାଞ୍ଚଳବାସୀଙ୍କ ଆଶା

ସ୍ୱାଭିମାନ ଅଞ୍ଚଳର ଅନେକା ଗାଁ ବାଲିମେଳା ଜଳଭଣ୍ଡାର କୂଳରେ ଅବସ୍ଥିତ । ତେଣୁ ଏହି  ଜଳପଥ ଆମ୍ବୁଲାନ୍ସ ମାଧ୍ୟମରେ ରୋଗୀ ମେଡିକାଲରେ ପହଞ୍ଚିବା ଆହୁରି ସୁଗମ ହୋଇପାରିବ ବୋଲି ଆଶା କରିଛନ୍ତି ଲୋକେ । 

Panchayat Election
ତ୍ରୀସ୍ତରୀୟ ପଞ୍ଚାୟତ ନିିର୍ବାଚନ ଲାଗି ନାମାଙ୍କନ ପତ୍ରର ଯାଞ୍ଚ ଆରମ୍ଭ ହୋଇଛି

ତ୍ରୀସ୍ତରୀୟ ପଞ୍ଚାୟତ ନିିର୍ବାଚନ ଲାଗି ନାମାଙ୍କନ ପତ୍ରର ଯାଞ୍ଚ ଆରମ୍ଭ ହୋଇଛି । ଉପଜିଲ୍ଲାପାଳ ଓ ବ୍ଲକ କାର୍ଯ୍ୟାଳୟରେ ଯାଞ୍ଚ ପ୍ରକ୍ରିୟା ଚାଲିଛି । ଆସନ୍ତାକାଲି ଅପରାହ୍ନ ୩ଟା ସୁଦ୍ଧା ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ । 

Online Study
ରାଜ୍ୟର ଉପାନ୍ତ ଅଞ୍ଚଳରେ ପ୍ରହସନ ପାଲଟିଛି ଅନଲାଇନ୍ ପାଠପଢା

ରାଜ୍ୟର ଉପାନ୍ତ ଅଞ୍ଚଳରେ ପ୍ରହସନ ପାଲଟିଛି ଅନଲାଇନ୍ ପାଠପଢା । ଗଲା ୨ ବର୍ଷ ହେଲା ଅନଲାଇନରେ ପାଢପଢା ହେଉଥିଲେ ମଧ୍ୟ ନେଟଓ୍ୱର୍କ ଓ ମୋବାଇଲ ଫୋନ ଅଭାବକୁ ନେଇ ଶିକ୍ଷାଲାଭରୁ ବଞ୍ଚିତ ହେଉଛନ୍ତି ଛାତ୍ରଛାତ୍ରୀ । ଫଳରେ ଅନେକ ପିଲାଙ୍କ ପାଠରେ ଡୋରି ବନ୍ଧା ହୋଇଛି ।

Odisha Panchayat Polls
ରାଜନୀତିର ସାପ-ଶିଡ଼ି ଖେଳରେ ସବୁ ଅସମ୍ଭବ ହୋଇଯାଉଛି ସମ୍ଭବ

ରାଜନୀତିର ସାପ-ଶିଡ଼ି ଖେଳରେ ସବୁ ଅସମ୍ଭବ ହୋଇଯାଉଛି ସମ୍ଭବ । କାଲି ଯିଏ ଉପରେ ଆଜି ସିଏ ତଳେ, ତ ଆଜି ଯିଏ ତଳେ, କାଲି ଉପରେ । ଚଳିତ ପଞ୍ଚାୟତ ନିର୍ବାଚନରେ ଏ ଉକ୍ତିର ସତ୍ୟତା ଦେଖିବାକୁ ମିଳିଛି । କି

Road Accident
ଦୁଇ ଦୁଇଟି ଦୁର୍ଘଟଣା, ଅତ୍ୟନ୍ତ ମର୍ମନ୍ତୁଦ ଅବେଳରେ ଲିଭି ଯାଇଛି ୧୧ଟି ଜୀବନ ଦୀପ

ଦୁଇ ଦୁଇଟି ଦୁର୍ଘଟଣା, ଅତ୍ୟନ୍ତ ମର୍ମନ୍ତୁଦ ଅବେଳରେ ଲିଭି ଯାଇଛି ୧୧ଟି ଜୀବନ ଦୀପ । ବାଲେଶ୍ୱର ସୋରରେ ଏକ ଯାତ୍ରୀବାହୀ ବସ୍‌କୁ ପଛରୁ ଟ୍ରକ ଧକ୍କା ଦେବାରୁ ୬ଜଣଙ୍କ ଜୀବନ ଯାଇଛି । 

Online Study
ପ୍ରହସନ ପାଲଟିଛି ଅନଲାଇନ୍ ପାଠପଢା, ବହି-ଖାତାରେ ଡୋରି ବାନ୍ଧିଲେଣି ଛାତ୍ରଛାତ୍ରୀ ! ଚିନ୍ତାରେ ଅଭିଭାବକ

ପିଲାଙ୍କ ଭବିଷ୍ୟତକୁ ଅନ୍ଧକାର ମଧ୍ୟକୁ ଠେଲି ଦେଇଛି ମହାମାରୀ କରୋନା । ଖାସ୍ କରି ରାଜ୍ୟର ଉପାନ୍ତ ଅଞ୍ଚଳଗୁଡିକରେ ସ୍ଥିତି ଅତି ଦୟନୀୟ । ଦୁଇ ବର୍ଷ ହେବ ଶ୍ରେଣୀ ଗୃହ ଶିକ୍ଷାଦାନ ବନ୍ଦ ଥିବାରୁ ପିଲାଏ ପାଠ ଭୁଲି ଗଲେଣି ।

Panchayat Election
ଯାଞ୍ଚ ହେଉଛି ନାମାଙ୍କନ, ଚିନ୍ତାରେ ରାଜନୈତିକ ଦଳ ! ଗୋଟିଏ ପଦ ପାଇଁ ଏକାଧିକ ପ୍ରାର୍ଥୀ

ପ୍ରାର୍ଥୀ ଓ ସମର୍ଥକ ଉପସ୍ଥିତିରେ ନାମାଙ୍କନପତ୍ର ଯାଞ୍ଚ ହେଉଛି । ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ୨୦ଟି ଜୋନ୍‌ର ୮୨ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଯାଞ୍ଚ କରାଯାଇଛି ।

Sapana
ଟିଟଲାଗଡ଼ରେ ତପସ୍ୱିନୀ ଘଟଣାର ରିପିଟ୍, ସ୍ୱାମୀଙ୍କ ସହ ରହିବା ଜିଦ୍‌ରେ ଶ୍ୱଶୁର ଘର ଆଗରେ ସପନାଙ୍କ ଧାରଣା

ଗତ ଦୁଇ ବର୍ଷ ହେବ ଘରୋଇ ବିବାଦକୁ ନେଇ ସପନା ଅଗ୍ରୱାଲ ବାହାରେ ରହି ଆସୁଛନ୍ତି । ସ୍ୱାମୀଙ୍କ ଘରେ ରହିବାକୁ ବାରମ୍ବାର ଦାବି କରି ଆସୁଥିଲେ ମଧ୍ୟ ରାଜେଶ ତାଙ୍କୁ ଘରେ ପୁରାଉ ନାହାନ୍ତି । ଏଥିପାଇଁ ଅନେକ ଥର ଗଣ୍ଡଗୋଳ ମଧ୍ୟ ହୋଇଛି । ଏମିତିକି ସପନା...

anjali
ରାଜ୍ୟରେ ଦୁଇ ଦୁଇ ଥର ମନ୍ତ୍ରୀ ଥିଲେ ଅଞ୍ଜଳି, ଏବେ ସମିତି ସଭ୍ୟ ପ୍ରାର୍ଥୀ

ବିଜେଡି ତରଫରୁ ପ୍ରାର୍ଥୀ ହୋଇ ସେ ହିନ୍ଦୋଳ ବିଧାନସଭା ଆସନରୁ ବିଜୟ ହୋଇଥିବା ବେଳେ ଥରେ ବୟନଶିଳ୍ପ ମନ୍ତ୍ରୀ ଓ ପରେ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଭାବେ ଦାୟିତ୍ୱ ମୁଣ୍ଡାଇଥିଲେ ।

Shree Mandir
‘ବେଆଇନ୍‌ ଭାବେ ବନ୍ଦ କରାଯାଇଛି ଶ୍ରୀମନ୍ଦିର’: ଜଗନ୍ନାଥ ସେନା

ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଚାଲିଛି ସେହି ରାଜ୍ୟରେ ଭକ୍ତଙ୍କୁ ଭଗବାନଙ୍କଠାରୁ କାହିଁକି ଦୂରରେ ରଖାଯାଉଛି ବୋଲି ପ୍ରଶ୍ନ କରିଛନ୍ତି ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ।

Ajay Pradhan Blood Donation
ନାମାଙ୍କନ ପରେ ରକ୍ତଦାନ କରି ଜୀବନ ବଞ୍ଚାଇଲେ ଅଜୟ

ଘଟଣାଟି ଏମିତି ଥିଲା ଯେ, ପୁରୀ ସଦର ବ୍ଲକରେ ନାମାଙ୍କନ ପତ୍ର ଦାଖଲ କରି ଫେରିବା ସମୟରେ ଅଜୟଙ୍କ ପାଖକୁ ଏକ ମେସେଜ ଆସିଲା । ସୁମିତ୍ରା ଜେନା ବୋଲି ଜଣେ ଭଉଣୀଙ୍କର ରକ୍ତ ଅବଶ୍ୟକ ରହିଛି ।

Biseswar Tudu
୨ ସରକାରୀ ଅଧିକାରୀଙ୍କୁ ମାଡ଼ ଘଟଣାରେ, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱରଙ୍କ ନାଁରେ ମାମଲା

କେନ୍ଦ୍ରମନ୍ତ୍ରୀଙ୍କ ମାଡ଼ରେ ଡେପୁଟି ଡିରେକ୍ଟର ଦେବାଶିଷ ମହାପାତ୍ରଙ୍କ ହାତ ଭାଙ୍ଗିଥିବା ବେଳେ ଆସିଷ୍ଟାଣ୍ଟ ଡିରେକ୍ଟର ଅଶ୍ୱିନୀ ମଲ୍ଲିକ ମଧ୍ୟ ଆହତ ହୋଇଛନ୍ତି । ତେବେ ମାଡ଼ ଅଭିଯୋଗ ନେଇ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ପ୍ରତିକ୍ରିୟା ମିଳି ପାରିନି ।

CDA PEOPLE Patrolling
ପୋଲିସ ଉପରୁ ତୁଟିଯାଉଛି କି ଲୋକଙ୍କ ଭରସା ?

ପୋଲିସ ଉପରୁ ତୁଟିଯାଉଛି କି ଲୋକଙ୍କ ଭରସା ? କାରଣ ଏବେ ନିଜ ଅଞ୍ଚଳର ସୁରକ୍ଷା ପାଇଁ ଅଣ୍ଟା ଭିଡିଛନ୍ତି ଲୋକେ । ଆମେ କହୁଛୁ କଟକ ସିଡିଏ ଅଞ୍ଚଳର କଥା । 

Panchayat election
ଏଥର ପଂଚାୟତ ନିର୍ବାଚନରେ ପ୍ରକମ୍ପିତ ହେଉଛି ଗାଁ..

ଏଥର ପଂଚାୟତ ନିର୍ବାଚନରେ ପ୍ରକମ୍ପିତ ହେଉଛି ଗାଁ.. କିଏ ଇଂଜିନିୟର ଚାକିରି ଛାଡି ନାମାଙ୍କନ ଭରିଛି ତ ଆଉ କିଏ ଡାକ୍ତର ଚାକିରି ଛାଡ଼ି, ତେବେ ଭେଟନ୍ତୁ କିଛି ଏମିତି ପ୍ରାର୍ଥୀଙ୍କୁ ।

Panchayat election
ପଂଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ରାଜକୁମାରୀ

ପଂଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ରାଜକୁମାରୀ: କହିଲେ, ଲୋକଙ୍କ ସେବା କରିବା ପାଇଁ ରାଜନୀତି ଶ୍ରେଷ୍ଠ ମାଧ୍ୟମ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।