ଆୟର୍ଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-ଟ୍ୱେଣ୍ଟିରେ ଟିମ୍ ଇଣ୍ଡିଆ ବିଜୟୀ । ମ୍ୟାଚ୍ ଜିତିବା ସହ ୨-୦ରେ ସିରିଜ୍ ଜିତିଲା ଭାରତ ।
ରାଉରକେଲାରେ ସୁପର ସ୍ପେଶାଲିଟି ହସ୍ପିଟାଲର କାର୍ଯ୍ୟକ୍ଷମ ଦାବି କରି ଖବରର ଶିରୋନାମାରେ ରହିଥିଲେ ମୁକ୍ତିକାନ୍ତ ।
୧୮ ଓ ତଦୁର୍ଦ୍ଧ ପ୍ରାପ୍ତ ବୟସ୍କଙ୍କ ପାଇଁ ଅନୁମତି । ୨ରୁ ୮ ଡିଗ୍ରୀ ସେଲସିୟସରେ ରହୁଥିବା ପ୍ରଥମ କୋଭିଡ୍ ଭ୍ୟାକ୍ସିନ୍ ।
ସ୍ମାର୍ଟ୍ କ୍ଲାସ ରୁମ୍ ପ୍ରତିଷ୍ଠା ଲାଗି ବିଶ୍ୱବିଦ୍ୟାଳୟ ପାଖରେ ପାଣ୍ଠି ଅଛି । ଉଚ୍ଚ ଶିକ୍ଷା ବିଭାଗ ଏଥିଲାଗି ଅନୁଦାନ ଦେଇ ପାରିବ ନାହିଁ ।
୧୫ଦିନର ଅନବସର ପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାବାହୁ । ଦୁଇବର୍ଷ ପରେ ନବଯୌବନ ଦର୍ଶନ ଲାଗି ଭକ୍ତଙ୍କୁ ସୁଯୋଗ ।
ଆସନ୍ତା ଗୁରୁବାର ମହାରାଷ୍ଟ୍ରରେ ଉଦ୍ଧବ ସରକାରର ଭାଗ୍ୟ ନିର୍ଦ୍ଧାରଣ । ଗୁରୁବାର ବହୁମତ ସାବ୍ୟସ୍ତ ଲାଗି ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ ।
ଖରାଛୁଟି ପରେ ସ୍କୁଲ ଖୋଲିଥିଲା, ହେଲେ ଶିକ୍ଷକ ନଥିବାରୁ ସ୍କୁଲ ପାଠ ପଢ଼ାରେ ବ୍ୟାପକ ଅବ୍ୟବସ୍ଥା ଦେଖାଦେଇଥିଲା ।
ଯଦି ସଂକ୍ରମଣ ବଢେ ଓ ହସପିଟାଲର ଆବଶ୍ୟକତା ପଡେ, ତେବେ ପୂର୍ବ ଭଳି ସମସ୍ତ ପ୍ରକାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।
ବଲାଙ୍ଗିର କାରାଗାରକୁ ନିୟମିତ ଆସି ସ୍ୱାମୀଙ୍କୁ ଭେଟୁଛନ୍ତି । ଦୁଇ ପରସ୍ତର ଲୁହାଜାଲିର ଝରକା ଦେଇ ଦୁଃଖସୁଖ ହେଉଛନ୍ତି । ଆଜିକୁ ବର୍ଷେ ହୋଇଗଲା ଜେଲ୍ରେ ସଜା କାଟୁଛନ୍ତି ସ୍ୱାମୀ ଜୟପାଲ ମହାକୁଡ଼ ।
ଅପରାହ୍ନ ୨ଟାରୁ ୩ଟା, ସନ୍ଧ୍ୟା ୬ଟାରୁ ସାଢେ ୬ଟା, ରାତି ୯ଟାରୁ ସାଢେ ୧୦ଟା ଏବଂ ରାତି ସାଢେ ୧୧ରୁ ସାଢେ ୧୨ଟା ଯାଏଁ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ ।
ଆମେରିକାର କାଲିଫର୍ଣ୍ଣିଆରେ ଓଡ଼ିଶା ସୋସାଇଟି ଅଫ୍ ଆମେରିକାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହେଉଛି ଜୁଲାଇ ୨ ତାରିଖରେ ।
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଲୋକଙ୍କୁ ଶାନ୍ତି ବଜାୟ ରଖିବାକୁ ଅପିଲ୍ କରିଛନ୍ତି ।
ଘୋଷଯାତ୍ରା ପାଇଁ ବଡଦାଣ୍ଡରେ ଠିଆ ତିନି ରଥ ନିର୍ମାଣ କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ । ରଥରୁ ମେଣ୍ଡି କଢ଼ାଯିବା ପରେ ତିନି ପାର୍ଶ୍ୱରେ ୨୭ଟି ଶିଖର ଡମ୍ବୁରୁ ଲଗାଯାଇଛି ।
ସ୍ୱାମୀଙ୍କୁ ମୁକୁଳାଇବା ପାଇଁ ଆଇନଗତ ଲଢ଼େଇ ଲଢ଼ୁଛନ୍ତି ପତ୍ନୀ । ପଢ଼ନ୍ତୁ ବଲାଙ୍ଗିର ଜିଲ୍ଲାର ଜଟିଳ ପ୍ରେମ କାହାଣୀ ।
ଅର୍ଦ୍ଧେନ୍ଦୁଙ୍କ ନାଁରେ କଟକ ପୁରୀଘାଟ ଥାନାରେ ଏତଲା ଦାଏର ହୋଇଛି । କଟକର ବ୍ୟବସାୟୀ ନିସିତ ଅଗ୍ରୱାଲଙ୍କଠାରୁ ୧୧ ଲକ୍ଷ ଟଙ୍କାର ଆସବାବପତ୍ର କିଣି ୬ ଲକ୍ଷ ୬୦ ହଜାର ବଳକା ଟଙ୍କା ଦେଉନଥିବା ଅଭିଯୋଗ ହୋଇଛି ।
ବିଲ୍ଡିଂ ଭାସିଯିବା ଭିଡିଓ ଏବେ ସୋସିଆଳ ମିଡିଆରେ ଭାଇରାଲ ହୋଇଛି ।
ଏକାନଥ ସିନ୍ଧେଙ୍କ ଗୋଷ୍ଠୀ ମୁମ୍ବାଇ ଆସି ରାଜ୍ୟପାଳଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ରାଜ୍ୟପାଳଙ୍କୁ ଭେଟି ସେ ଉଦ୍ଧବ ସରକାରଙ୍କଠାରୁ ବିଧିବଦ୍ଧ ଭାବେ ସମର୍ଥନ ପ୍ରତ୍ୟାହାର କରିବେ ବୋଲି କୁହାଯାଉଛି ।
ବିଶ୍ୱ ତଥା ଦେଶର ଅନ୍ୟତମ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ ରିଲାଏନ୍ସ ଜିଓରୁ ଇସ୍ତଫା ଦେବା ପରେ ତାଙ୍କ ପୁଅ ଆକାଶ ଅମ୍ବାନୀଙ୍କୁ ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି ।
ଅତିରିକ୍ତ ପୋଲିସ ଡିଜି ରାଧାକୃଷ୍ଣ ଶର୍ମାଙ୍କ ନେତୃତ୍ୱରେ ତିନୋଟି ରଥରେ ନିଯୁକ୍ତ ପୋଲିସ ଓ ମାଜିଷ୍ଟ୍ରେଟଙ୍କୁ ଉପସ୍ଥିତିରେ ଏହି ଅଭ୍ୟାସ କରାଯାଇଛି ।
ମୃତକଙ୍କ ବାପା କହିଲେ ବାନ୍ଧବୀ ସହ ମିଶି ପୁଅକୁ ମାରିଛନ୍ତି ବୀରେନ୍ଦ୍ର । ମାମଲା ଚପାଇବାକୁ ପୋଲିସ କରୁଛି ଉଦ୍ୟମ ।