• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

Satyendu Shekher Mishra

Editor

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କା ...more

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।

less

Posts by Satyendu Shekher Mishra

mahanga
ମାହାଙ୍ଗା ଡବଲ ମର୍ଡର ଘଟଣାରେ ପୁଣି ନୂଆ ଫର୍ଦ୍ଦ ! IICଙ୍କୁ କୋର୍ଟଙ୍କ ତାଗିଦ୍‌, କହିଲେ ତୁରନ୍ତ ତଦନ୍ତ ଶେଷ କର

ଦୁଇ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରିବାକୁ ଆବେଦନ କରିଥିଲା ପୋଲିସ । ମାମଲା ADJ କୋର୍ଟରେ ଥିବାରୁ ରିମାଣ୍ଡ ଆବେଦନ ଖାରଜ କଲେ JMFC ।

Drone Attack
ଆତଙ୍କବାଦୀଙ୍କ ହାତ ! ୩ ତେଲ ଟ୍ୟାଙ୍କରକୁ ଡ୍ରୋନ୍‌ ମାଡ଼, ଅନ୍ତର୍ଜାତୀୟ ବିମାନବନ୍ଦରରେ ବଡ଼ ଧରଣର ବିସ୍ଫୋରଣ

ବିସ୍ଫୋରଣରେ ୨ ଭାରତୀୟ ଏବଂ ଜଣେ ପାକିସ୍ତାନୀ ନାଗରିକ ମୃତ । ବିସ୍ଫୋରଣରେ ଆଉ ୬ ଜଣ ଗୁରୁତର ହୋଇଥିବା ମଧ୍ୟ ସୂଚନା । ଏହାସହ ଅନ୍ୟ କ’ଣ ସବୁ କ୍ଷୟକ୍ଷତି ହୋଇଛି ସେନେଇ କୌଣସି ସ୍ପଷ୍ଟ ତଥ୍ୟ ସାମ୍ନାକୁ ଆସିନାହିଁ ।

Corona
ଖୁସି ଖବର, ମାର୍ଚ୍ଚରୁ ୧୨ରୁ ୧୪ ବର୍ଷ ବୟସ ବର୍ଗର ପିଲାଙ୍କୁ ଦିଆଯିବ ଟିକା !

ଦେଶରେ ଏବେ ତଳମୁହାଁ ହୋଇଛି ଦୈନିକ ସଂକ୍ରମଣ । ଦେଶରେ ଦିନକରେ ୨ ଲକ୍ଷ ୫୮ ହଜାର ୮୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲିଠାରୁ ୧୩ ହଜାର ୧୧୩ ଜଣ କମ୍ ସଂକ୍ରମିତ ଚିହ୍ନଟ ହୋଇଥିବା ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Corona
ଡରିବାର ନାହିଁ ! ‘ଓମିକ୍ରନ୍‌ ଯେମିତି ଶୀଘ୍ର ମାଡ଼ୁଛି ସେମିତି ଶୀଘ୍ର ଦୁର୍ବଳ ହେବ’

ଓମିକ୍ରନ ଅଧିକ ସଂକ୍ରାମକ । କିନ୍ତୁ ଫୁସଫୁସରେ ପହଞ୍ଚିଲା ବେଳକୁ ଦୁର୍ବଳ ହୋଇଯାଉଛି । ଫୁସଫୁସରେ ପହଞ୍ଚିଲା ବେଳକୁ ଦୁର୍ବଳ ହୋଇପଡୁଥିବାରୁ କ୍ଷତି କରିପାରୁନି ଓମିକ୍ରନ୍‌ ।

Sealed
ମାତିଛି କରୋନା ! କଟକ ପରେ ଅନୁଗୋଳ କୋର୍ଟ ସିଲ୍‌

ଜନସାଧାରଣଙ୍କ ନିରାପତ୍ତା ଦୃଷ୍ଟିରୁ ଆଜି ସକାଳ ୭ଟାରୁ ଜାନୁୟାରୀ ୩୧ ତାରିଖ ସକାଳ ୭ଟା ପର୍ଯ୍ୟନ୍ତ ଜିଲ୍ଲା କୋର୍ଟ ପରିସରକୁ କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା କରାଯାଇଥିବା ନେଇ ଅନୁଗୋଳ ଉପଜିଲ୍ଲାପାଳ ବାସୁଦେବ ଶତପଥୀ ସୂଚନା ଦେଇଛନ୍ତି ।

Mudirasta
ପୁଣି ଦାୟିତ୍ୱ ନେଲେ ମୁଦିରସ୍ତ, ଗଜପତିଙ୍କ ବଦଳରେ କରିବେ ସମସ୍ତ ନୀତିକାନ୍ତି

ପୁଣି ଆଉ ୧ ବର୍ଷ ପାଇଁ ମୁଦିରସ୍ତଙ୍କୁ ଦାୟିତ୍ୱ ଦିଆଯାଇଛି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି । ଏହାସହ ସେ ସମସ୍ତ ନୀତିକାନ୍ତି ସୂଚର ରୂପେ କରିବେ ବୋଲି ଗଜପତି ମହାରାଜା କହିଛନ୍ତି ।

Abhisekh's Wife Mousumi
ସମସ୍ତଙ୍କ ପାଇଁ ପ୍ରେରଣା ପାଲଟିଲେ ଅଭିଷେକଙ୍କ ପତ୍ନୀ ମୌସୁମୀ, CMRFକୁ ୪୦ ଲକ୍ଷ ଟଙ୍କା ଦେଲେ

ସ୍ୱାମୀଙ୍କୁ ବଞ୍ଚାଇବାକୁ ଲୋକଙ୍କୁ ଆକୁଳ ନିବେଦନ କରିଥିଲେ ପତ୍ନୀ ମୌସୁମୀ । ବାସୁଦେବପୁର ମନ୍ଦାରୀ ଅଞ୍ଚଳର ଅଭିଷେକ ମହାପାତ୍ର ବିବାହର ମାତ୍ର ୮ ଦିନ ପରେ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହୋଇପଡିଥିଲେ । ଲୋକମାନେ ବି ସାହାଯ୍ୟ କରିଥିଲେ । ହେଲେ ବଞ୍ଚିପାରି ନଥିଲେ ଅଭିଷେକ ।...

Anant Das
କ୍ଷମତାକୁ ଆସିବା ପରେ ହୁ ହୁ ହୋଇ ବଢ଼ିଲା ସମ୍ପତ୍ତି, ଇଏ ବିଜେଡି ନେତା !

ବାଲେଶ୍ୱର ଜିଲ୍ଲା ଭୋଗରାଇ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ଅନନ୍ତ ଦାସଙ୍କ ନାଁରେ ଆସିଛି ଏଭଳି ସାଂଘାତିକ ଅଭିଯୋଗ । ଏମିତିକି ଲୋକାୟୁକ୍ତରେ ବି ହୋଇଛି ତାଙ୍କ ନାଁରେ ଅଭିଯୋଗ ।

The decision of Virat Kohli make storm in cricket world
ବିରାଟ କୋହଲି ଟେଷ୍ଟ କ୍ୟାପ୍ଟେନ୍‌ସିପ୍‌ ଛାଡ଼ିବା ପରେ ବଢ଼ିଲା ଚର୍ଚ୍ଚା

ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍ ହାରିବା ପରେ ହଠାତ୍ ଟେଷ୍ଟ୍‌ ଅଧିନାୟକ ପଦରୁ ବିରାଟଙ୍କ ଇସ୍ତଫା ନେଇ ହଇଚଇ ସୃଷ୍ଟି ହୋଇଛି। ବିସିସିଆଇ ସହ ବିବାଦକୁ ନେଇ ବିରାଟ ଏଭଳି ନିଷ୍ପତ୍ତି ନେଇଥିବା ଚର୍ଚ୍ଚା ହେଉଛି। 

Air Bag In Car
ଏଇଟ୍ ସିଟର୍ ଯାଏଁ ସବୁ କାର୍‌ରେ ବାଧ୍ୟତାମୂଳକ ହେବ ୬ ଏୟାର ବ୍ୟାଗ୍

ଏଇଟ୍ ସିଟର୍ ଯାଏଁ ସବୁ କାର୍‌ରେ ବାଧ୍ୟତାମୂଳକ ହେବ ୬ ଏୟାର ବ୍ୟାଗ୍ । ଆସନ୍ତା ଅକ୍ଟୋବର ପହିଲାରୁ ଲାଗୁ ହେବ ଏହି ନୂଆ ନିୟମ । ଅର୍ଥାତ୍ ଅକ୍ଟୋବର ପରଠାରୁ ବଜାରକୁ ଆସିବାକୁ ଥିବା ସବୁ ଏମ୍-ଓ୍ୱାନ୍ ବର୍ଗର ଯାନବାହନ ଅର୍ଥାତ ଆଠ ସିଟ୍ ଯାଏଁ କ୍ଷମତା ବିଶିଷ୍ଟ ସବୁ...

Panchayat Election
ରାତି ପାହିଲେ ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହେବ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା

ରାତି ପାହିଲେ ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହେବ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । କେତେ ଗଣନା, କେତେ ଫନ୍ଦିଫିକର । ଗୋଟିଏ ପଟେ ଡିଜିଟାଲ କ୍ୟାମ୍ପେନ୍ ଅନ୍ୟପଟେ ପ୍ରାର୍ଥୀ ଚୟନର ଗୋଲକ ଧନ୍ଦା । 

Corona Vaccination
ଟିକାକରଣକୁ ବର୍ଷେ ପୁରିଲା

୨୦୨୧ ଜାନୁଆରୀ ୧୬ରୁ ସ୍ୱାସ୍ଥ୍ୟକର୍ମୀ, ଫେବ୍ରୁଆରୀ ୨ରୁ ଫ୍ରଣ୍ଟଲାଇନ୍ ଓ୍ୱାର୍କର, ମାର୍ଚ୍ଚ ୧ରୁ ୬୦ବର୍ଷରୁ ଉର୍ଦ୍ଧ୍ୱ ଏବଂ ୪୫ରୁ ଅଧିକ ବହୁବିଧ ଆକ୍ରାନ୍ତ । ମହାମାରୀର ମହା ମୁକାବିଲା ପାଇଁ ଗତବର୍ଷ ତମାମ, ବିଭିନ୍ନ ସମୟରେ ଏମିତି ଦେଶରେ ଆଗେଇ ଚାଲିଥିଲା କୋଭିଡ୍ ଟିକାକରଣ ଅଭିଯାନ ।

Theft
ଚତୁର ଚୋରଙ୍କ ଅଭିନବ ଫଣ୍ଡା

ଚତୁର ଚୋରଙ୍କ ଅଭିନବ ଫଣ୍ଡା । ଆମେ ଆପଣଙ୍କୁ ଦୁଇଟି ଘଟଣା କହିବାକୁ ଯାଉଛୁ । ଗୋଟିଏ କୋରାପୁଟ ଲକ୍ଷ୍ମୀପୁରର, ଆଉ ଏକ ଘଟଣା ପର୍ଯ୍ୟଟନ କ୍ଷେତ୍ର ପୁରୀର ।

Theft
ଭୋଲାଭାଲା ଚେହେରା, ଫର୍ମାଲ୍ ଡ୍ରେସ୍ ଆଉ ଲୁକ୍‌ସରେ ନୂଆ ଷ୍ଟାଇଲ୍‌ର ଚୋରି ! ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଭୋଲାଭାଲା ଚେହେରା, ଫର୍ମାଲ୍ ଡ୍ରେସ୍, ଫର୍ମାଲ୍ ଲୁକ୍‌ସ । ଏଭଳି ବ୍ୟକ୍ତି ଯେ ବ୍ୟାଙ୍କରେ ପଶି କଳାକନା ବୁଲାଇଦେବ, ସହଜରେ ବିଶ୍ୱାସ ହେବା ମୁସ୍କିଲ । କିନ୍ତୁ ଜାଣିରଖନ୍ତୁ ତାର କଳା କାରନାମାା ।

Air Bag In Car
ଏଣିକି ଗୋଟିଏ କି ଦୁଇଟି ନୁହେଁ କାର୍‌ରେ ୬ ଏୟାରବ୍ୟାଗ୍‌ ବାଧ୍ୟତାମୂଳକ

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ୍ ଗଡ଼କରୀ ଟ୍ୱିଟ୍ କରି କହିଛନ୍ତି, ୨୦୧୯ ଜୁଲାଇରୁ ଦେଶରେ ଡ୍ରାଇଭର ଏୟାର ବ୍ୟାଗ୍‌କୁ ବାଧ୍ୟତାମୂଳକ କରାଯାଇଥିଲା । ୨୦୨୨ ଜାନୁଆରୀ ପହିଲାରୁ ସହ-ଯାତ୍ରୀ ଏୟାର ବ୍ୟାଗ୍ ବାଧ୍ୟତାମୂଳକ କରାଯାଇଛି ।

Panchayat Election
ରାତି ପାହିଲେ ପଞ୍ଚାୟତ ନିର୍ବାଚନର ନାମାଙ୍କନ ଦାଖଲ, ତଥାପି ଛିଣ୍ଡୁନି ଗଣିତ ! କିଏ ହେବ ପ୍ରାର୍ଥୀ ?

ହାତରେ ସମୟ କମ୍, ତଥାପି ବିଜେଡି, ବିଜେପି ଓ କଂଗ୍ରେସର ଅଙ୍କ ଛିଡ଼ୁନି । ମାଳ ମାଳ ଆଶାୟୀଙ୍କୁ ନେଇ ୮୫୩ ଜିଲ୍ଲା ପରିଷଦ ଲାଗି ଟିକେଟ ବଣ୍ଟା ଫାଇନାଲ୍ ଏଯାଏ ହୋଇପାରୁନି ।

Corona Vaccination
ଟିକାକରଣକୁ ବର୍ଷେ, ହେଲେ ଏବେ ବି ଲୋକଙ୍କ ମନାରୁ ଯାଇନି ଭୟ

ଗତବର୍ଷ ମେ’ ପହିଲାରୁ ୧୮ ବର୍ଷରୁ ଉର୍ଦ୍ଧ୍ୱ ଅର୍ଥାତ୍ ଯୁବ ବର୍ଗଙ୍କୁ କୋଭିଡ୍ କବଚ ପ୍ରଦାନ ଆରମ୍ଭ ହୋଇଯାଇଥିଲେ ବି କିଶୋର ବର୍ଗଙ୍କୁ ଭ୍ୟାକ୍ସିନେସନ ପାଇଁ ପୁରା ବର୍ଷେ ଅପେକ୍ଷା କରିବାକୁ ପଡ଼ିଥିଲା ।

Stone Artist
ଓଃ କି ଦୁଃଖ ! ଭଲ ପଥର ମିଳୁନି କି ଗରାଖ ବି ନାହାନ୍ତି, ଭୋକ ଉପାସରେ ପଥର କାରିଗର

ପଥର କାରିଗରୀ ପାଇଁ ପ୍ରସିଦ୍ଧ ଗଞ୍ଜାମ ଜିଲ୍ଲା ପୋଲସରା ନିକଟ ମଥୁରା ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ଗ୍ରାମର କିଛି ହାତ ଗଣତି ଶିଳ୍ପୀ ହିଁ ନିଜ କୌଳିକ ବୃତ୍ତିକୁ ବଞ୍ଚାଇ ରଖିବାକୁ ପ୍ରାଣପଣେ ଚେଷ୍ଟା କରୁଛନ୍ତି ।

Novak Djokovic
ବିଶ୍ୱର ୧ନଂ ଖେଳାଳିଙ୍କ ଅଷ୍ଟ୍ରେଲିଆନ୍‌ ଓପନ୍ ଆଶା ଧୂଳିସାତ୍‌ ! ଫେରାଇ ଦେଲେ ଅଷ୍ଟ୍ରେଲିଆ ସରକାର

କୋଭିଡ-୧୯ ପ୍ରତିଷେଧକ ଟିକା ନେବାକୁ ଅମଙ୍ଗ ଜୋକୋଭିଚ୍ ଫେରିଲେ । ଅଷ୍ଟ୍ରେଲିଆନ ଓପନ୍ ଜିଣି ରେକର୍ଡ ୨୧ତମ ଗ୍ରାଣ୍ଡସ୍ଲାମ ସ୍ୱପ୍ନ ଧୂଳିସାତ୍‌ ହୋଇଛି । ବିଶ୍ୱର ଏକ ନମ୍ବର ଟେନିସ ଖେଳାଳି ନୋଭାକ୍ ଜୋକୋଭିଚ୍‌ଙ୍କ ଅଷ୍ଟ୍ରେଲିଆନ୍ ଓପନ୍ ଖେଳିବା ଆଶା ଧୂଳିସାତ୍ ।

DGP Sunil Bansal
ପ୍ରଥମ ଥର ପାଇଁ ମାଓ ଇଲାକାରେ ନୂଆ ଡିଜିପି

ଏସ୍‌ପି ଅଫିସ୍‌ରେ ହୋଇଥିବା ଏହି ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସ, ଆଇଜି ଅପରେସନ ଅମିତାଭ ଠାକୁର,  ଡିଆଇଜି ଅନିରୁଦ୍ଧ ସିଂ ଓ ନୂଆପଡ଼ା ଏସପି ପ୍ରତ୍ୟୁଷ ଦିବାକର ଉପସ୍ଥିତ ଥିଲେ ।

ମୁଁ ସତ୍ୟେନ୍ଦୁ ଶେଖର ମିଶ୍ର । ୨୦୧୬ରୁ ମୁଁ ସାମ୍ବାଦିକତା କରି ଆସୁଛି । ଦୈନିକ ଖବର କାଗଜ ଓଡ଼ିଶା ଭାସ୍କର ରୁ ମୋର ଏହି ନୂଆ ଜୀବନ ଆରମ୍ଭ । ଦୁଇରୁ ଅଢ଼େଇ ବର୍ଷ ସେଠାରେ sub-editor ଭାବେ କାର୍ଯ୍ୟ କରିବା ପରେ ଓଡ଼ିଶାର ପ୍ରଥମ ଡିଜିଟାଲ ନ୍ୟୁଜ ଚ୍ୟାନେଲ ARGUS ଜରିଆରେ ନିଜର ଡିଜିଟାଲ ମିଡିଆ କ୍ୟାରିୟର ଆରମ୍ଭ କଲି। ସେଠାରେ ୨ ବର୍ଷ କାମ କରିବା ପରେ ନନ୍ଦିଘୋଷ ଟିଭି ଡିଜିଟାଲ ରେ କାମ କରିବାକୁ ସୁଯୋଗ ପାଇଲି। ଆଉ ଏବେ ମୁଁ ଓଡ଼ିଶାର ୧ ନଂ ଚ୍ୟାନେଲ OTV ରେ କାର୍ଯ୍ୟରତ ।