ଇଞ୍ଜିନିୟରିଂ ଛାତ୍ରୀଙ୍କ ପୁରୁଷ ବନ୍ଧୁ ପଶ୍ଚିମବଙ୍ଗରେ ଥିବା ଜଣାପଡ଼ିବା ସହ ତାଙ୍କ ମୋବାଇଲ କୋଲକାତା ଚିତପୁରରେ ଥିବା ଦେଖାଉଛି । ଛାତ୍ରୀଙ୍କୁ ଉଦ୍ଧାର କରିବାକୁ ସ୍ଥାନୀୟ ପୋଲିସର ସହାୟତା ନେଇଛି ଜିଆରପି ।
ସକାଳ ପ୍ରାୟ ୧୧ଟା ସମୟରେ ରାହୁଲକୁ ବିଳାସପୁରର ଆପୋଲୋ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହାପରେ ରାହୁଲ ୨ଟା ବେଳେ ଜାଞ୍ଜଗିର ଚାମ୍ପା ଜିଲ୍ଲାପାଳଙ୍କୁ ସାକ୍ଷାତ କରିବ । ଅପରାହ୍ନ ୩ଟା ବେଳକୁ ନିଜ ଗାଁ ପିହରିଡ୍ରେ ପହଞ୍ଚିବ ରାହୁଲ ।
ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ତଥା ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ନେଇ ରାମଗୋପାଲ ବର୍ମା କରିଛନ୍ତି ବିବାଦୀୟ ଟ୍ୱିଟ୍ । ଆଉ ଏହା ପରେ ଦେଇଛନ୍ତି ସଫେଇ ।
ମାୟାବତୀ ସିଧାସଳଖ ଦ୍ରୌପଦୀଙ୍କୁ ସମର୍ଥନ କରିବେ କହିଛନ୍ତି । ବିଜେପି କିମ୍ବା NDAକୁ ନୁହେଁ ଦଳର ଆଭିମୁଖ୍ୟ ପାଇଁ ସମର୍ଥନ କରୁଥିବା ଘୋଷଣା କରିଛନ୍ତି ମାୟାବତୀ ।
ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଲକ ବେଲହାରୀ ଗ୍ରାମର ଆଦିବାସୀ ଝିଅ ନାମସି ଜାରିକା । ବାପ ଛେଉଣ୍ଡ ନାମସୀଙ୍କ ପିଲାଟି ଦିନରୁ ଖେଳ ପ୍ରତି ଥିଲା ବେଶ ଆଗ୍ରହ । ବହୁ କଷ୍ଟରେ ହକି ଖେଳ ପ୍ରତି ଆଗ୍ରହ ରଖିଥିବା ନାମସୀ ୨୦୧୪ ମସିହାରେ ରାଉରକେଲା ସ୍ଥିତ ପାନପୋଷ...
ପୁରୀ ସଦର ଥାନା ମୁକୁନ୍ଦ ମିଶ୍ର ନଗରରେ ବୋମାମାଡ଼ । ଜଣେ ଆହତ; ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି ।
କିଶନନଗର ଥାନା ସାମ୍ନାରେ ନିଜ ଦେହରେ ନିଆଁ ଲଗାଇଥିବା ବ୍ୟକ୍ତିଙ୍କ ମୃତ୍ୟୁ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ।
କଂଗ୍ରେସ ଓ ଏନସିପି ସମର୍ଥନ କରୁଥିବା ବେଳେ ନିଜ ଦଳ ପଛରୁ ଛୁରୀମାଡ କରିଛନ୍ତି ବୋଲି ଉଦ୍ଧବ କହିଛନ୍ତି ।
ଖବର ପାଇବା ମାତ୍ରେ ତାଙ୍କ ପାଖ ପଡ଼ୋଶୀଙ୍କଠାରୁ ଆରମ୍ଭ କରି ଓଡ଼ିଆ ସିନେ ଜଗତର ଅନେକ କଳାକାର ତାଙ୍କ ଶେଷ ଦର୍ଶନ ପାଇଁ ବାସଭବନ ଆଗରେ ରୁଣ୍ଡ ହୋଇଥିଲେ । ଆଉ ସମସ୍ତଙ୍କ ମୁହଁରେ ଥିଲା ସେଇ ଗୋଟିଏ ପ୍ରଶ୍ନ ।
ରାଇମୋହନଙ୍କ ପରଲୋକ ଖବର ପାଇବା ପରେ ଲୁବୁନ୍ ତାଙ୍କ ବାସଭବନରେ ପହଞ୍ଚିଥିଲେ । ସେଠାରେ ଓଟିଭି ଆଗରେ ନିଜର ଦଃଖ ପ୍ରକାଶ କରିବା ସହ ଗତକାଲି ରାଇମୋହନଙ୍କୁ ଭେଟିଥିବା ସେ କହିଥିଲେ ।
ସମସ୍ତଙ୍କ ମନରେ ସେଇ ଗୋଟିଏ କଥା, ରାଇମୋହନ ଆତ୍ମହତ୍ୟା କରିଛନ୍ତି ବୋଲି ବିଶ୍ୱାସ ହେଉନି । ସବୁବେଳେ ବିନ୍ଦାସ ରହୁଥିବା ଲୋକଟି କେମିତି ବା ଆତ୍ମହତ୍ୟା କରିପାରିବ ?
ରାଇମୋହନ ଜଣେ ଲୋକପ୍ରିୟ ଅଭିନେତା ଥିଲେ । ଦର୍ଶକଙ୍କ ମନରେ ତାଙ୍କ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ରହିଥିଲା ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ, ନିତିନ ଗଡ଼କରୀ, ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କଲେ ଦ୍ରିପଦୀ ।
କଡ଼ା ସୁରକ୍ଷା ମଧ୍ୟରେ ଓଡ଼ିଶା ଭବନରୁ ଯାଇ ସଂସଦ ଭବନରେ ପହଞ୍ଚିଛନ୍ତି ଦ୍ରୌପଦୀ । ସହଯୋଗୀ ଦଳଙ୍କ ଉପସ୍ଥିତିରେ ଦାଖଲ କରିବେ ନାମାଙ୍କନ ।
୪୦୦୦ ଲୋକଙ୍କ ପାଇଁ ସାଧା ଏବଂ ଆମିଷ ଭୋଜିର ଆୟୋଜନ କରାଯାଇଥିଲା । ଲୋକେ ଭୋଜିଭାତ ଖାଇବା ସହ ଧୁମ୍ ନାଚ ଗୀତ ମଧ୍ୟ କରିଥିଲେ ।
ଗାତ ଖୋଲିଥିବା ଠିକାଦାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦଶମନ୍ତପୁର ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋରାପୁଟ ଜିଲ୍ଲାପାଳ ।
୧୯୮୦ରୁ ତାଙ୍କର ଦେହାବସାନ ହୋଇଥିଲେ ବି ବ୍ରହ୍ମପୁରରେ ତାଙ୍କର ସ୍ମୃତି ରହିଯାଇଛି । ଭି.ଭି ଗିରିଙ୍କ ବାସଭବନରେ ଚାଲିଛି ଗାର୍ଲସ ହାଇସ୍କୁଲ । ତାଙ୍କ ନାଁରେ ବ୍ରହ୍ମପୁରରେ ରାସ୍ତା ଓ ମାର୍କେଟକୁ ନାମିତ କରାଯାଇଛି ।
‘ଉଦ୍ଧବ ଠାକ୍ରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦିଅନ୍ତୁ ବୋଲି ଆମେ କେହି ଚାହୁଁନାହୁଁ । ଆମର ଦାବି ଯେ, ସେ ବିଜେପି ସହ ମେଣ୍ଟ କରନ୍ତୁ ଏବଂ ସରକାର ଗଢ଼ନ୍ତୁ ।’
ସିରିଏଲ ଜଗତରେ ଚହଳ ସୃଷ୍ଟି କରିଥିବା ଅଭିନେତ୍ରୀ ରଶ୍ମିରେଖା ଓଝା ମୃତ୍ୟୁ ମାମଲାରେ ଆଜି ଭୁବନେଶ୍ୱର ନୟାପଲ୍ଲୀ ପୋଲିସ ରଶ୍ମିଙ୍କ ପୂର୍ବତନ ବୟଫ୍ରେଣ୍ଡ୍ ଅଭିନେତା ରାଜାଙ୍କୁ ଡାକି ପ୍ରାୟ ୨ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଜେରା କରିଛି (GFX)।
ବିଜେଡି ମନ୍ତ୍ରୀ ଓ ବିଧାୟକ ଟୁଇଟ୍ କରି ଦ୍ରୌପଦୀଙ୍କୁ ଓଡିଶାର ଗର୍ବ କହିବା ସହ ସ୍ୱାଗତ କରିଥିଲେ ।