ଦେଶମୁଖଙ୍କ ପତ୍ନୀ ଗୋଟିଏ ଦିନ ପୂର୍ବରୁ ସ୍ୱାମୀ ନିଖୋଜ ଥିବା ନେଇ ଅକୋଲା ପୋଲିସ ଷ୍ଟେସନ୍ରେ ଏତଲା ଦେଇଥିଲେ । ଦେଶମୁଖ ଅକୋଲା ଜିଲ୍ଲାର ବାଲାପୁର ନିର୍ବାଚନମଣ୍ଡଳୀର ବିଧାୟକ ରହିଛନ୍ତି ।
ରାହୁଲକୁ ଦେଖିଲେ ଲାଗୁଛି ଯେମିତି ମେଡିକାଲ ବେଡ ଉପରେ ବସି ରହି ସବୁ ପଛ କଥାକୁ ଭୁଲିଯିବାକୁ ଚାହୁଁଛି ।
ଏକ ପ୍ରେସମିଟ ଜରିଆରେ ଦ୍ରୌପଦୀଙ୍କ ନାଁ ଘୋଷଣା କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ପ୍ରାର୍ଥୀ ଘୋଷଣା ପରେ OTVକୁ ଦ୍ରୌପଦୀ ମୁର୍ମୁ ଦେଇଥିଲେ ପ୍ରଥମ ପ୍ରତିକ୍ରିୟା ।
ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ୨୦ ଜୁନ ୧୯୫୮ । ସେ ଜଣେ ବିଶିଷ୍ଟ ରାଜନୀତିଜ୍ଞ ।
ଅଗ୍ନିବୀରଙ୍କ ପାଇଁ କର୍ପୋରେଟ୍ ଜଗତର ଅଫର୍ । ଅଗ୍ନିବୀରଙ୍କୁ ନିଯୁକ୍ତି ପାଇଁ ଓଡ଼ିଶା ସରକାରଙ୍କ ବିଚାର ବିମର୍ଶ ।
ବୋଡେନ୍ ବ୍ଲକ୍ ପାଟଧରା ସଂରକ୍ଷିତ ଜଙ୍ଗଲରେ ମାଓବାଦୀଙ୍କ ହମଲା । ଯବାନମାନେ ଗୋଟିଏ କ୍ୟାମ୍ପରୁ ଅନ୍ୟ କ୍ୟାମ୍ପକୁ ଯିବା ବେଳେ ମାଓବାଦୀ ମାନେ ହମଲା କରିଛନ୍ତି ।
ଧିରେ ଧିରେ ଆମେ ସିଧାସଳଖ ଯୋଗାଯୋଗ ବିହୀନ ଯୁଦ୍ଧ ଆଡ଼କୁ ଯାଉଛୁ । ଯୁଦ୍ଧ, ପ୍ରତିରକ୍ଷାରେ ବୈଷୟିକ ଜ୍ଞାନକୌଶଳ ନିର୍ଣ୍ଣାୟକ ହେବାକୁ ଯାଉଛି ।
SDJMଙ୍କ ନିର୍ଦ୍ଦେଶ ଉପରେ ଅନ୍ତରୀଣ ରୋକ ଲଗାଇଲେ କଟକ ଜିଲ୍ଲା ଜଜ୍ ।
ଶିବସେନା ବିଧାୟକ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ବିଦ୍ରୋହ । ୩୦ରୁ ଅଧିକ ବିଧାୟକଙ୍କୁ ନେଇ ସୁରତରେ ଡେରା ପକାଇଛନ୍ତି ଏକନାଥ ।
ବଦ୍ରୀ କହିଛନ୍ତି, ଯୁବବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଅଗ୍ରାଧିକାର ଦେଉଛନ୍ତି । ଆଉ ଏହାକୁ ନେଇ ବଦ୍ରୀ ପାତ୍ର ଦେଇଛନ୍ତି ବଡ଼ ବୟାନ । ସେ କହିଛନ୍ତି ୨୦୨୪ରେ ଯୁବକମାନଙ୍କୁ ବାଟ ଛାଡ଼ିବାକୁ ପଡ଼ିବ ।
NCP ସୁପ୍ରିମୋ ଶରଦ ପାୱାରଙ୍କ ଉପସ୍ଥିତିରେ ଖାର୍ଗେଙ୍କ ଘୋଷଣା । ଆଜି ପୂର୍ବାହ୍ନରେ TMCରୁ ଇସ୍ତଫା ଦେଇଥିଲେ ଯଶୱନ୍ତ ସିହ୍ନା
ଗୋଟିଏ ପରିବାରର ୯ଜଣଙ୍କ ମୃତଦେହ ଘରେ ମିଳିବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି ।
ଓ୍ୱାର୍ଲଡ୍ ଫୁଡ୍ ପ୍ରୋଗ୍ରାମ୍ -WFP ପକ୍ଷରୁ ରୋମ୍କୁ ତାଙ୍କୁ ନିମନ୍ତ୍ରଣ କରଯାଇଛି ।
କେବେ ଟେଲିଭିଜନରେ ଅଭିନୟ କରୁଥିଲେ ତ କେବେ ବିଭିନ୍ନ ଗୀତରେ ରିଲ୍ ବନାଇ ସୋସିଆଲ୍ ମିଡିଆରେ ଛାଡ଼ୁଥିଲେ ।
ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଦେଶବ୍ୟାପୀ ରେଳରୋକ ବି କରାଯାଇଛି । ଫଳରେ ୫ ଶହରୁ ଅଧିକ ଟ୍ରେନ ଚଳାଚଳ ପ୍ରଭାବିତ ହୋଇଛି ।
ଫସଲ ନଷ୍ଟ କରୁଥିବାରୁ ଗୁଳି ଚଳାଇବାକୁ ବି ପଛାଉ ନାହାଁନ୍ତି ଲୋକେ । କିଛି କ୍ଷେତ୍ରରେ ବନ କର୍ମଚାରୀଙ୍କ ତ୍ରୁଟି ଓ ଉଦାସୀନତାରୁ ବି ହାତୀଙ୍କ ଜୀବନ ଯାଉଛି । ଏଭଳି ବିଭିନ୍ନ କାରଣକୁ ନେଇ ଆମ ରାଜ୍ୟର ହାତୀ ଏବେ ସଙ୍କଟରେ ।
ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତ । ରୋମ୍ରେ ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା । ସାଙ୍ଗରେ କେହି ମନ୍ତ୍ରୀ ଯାଇନଥିବାରୁ ତେଜିଲା ରାଜନୀତି ।
ରଶ୍ମୀରେଖାଙ୍କ ମୃତ୍ୟୁକୁ ନେଇ ରାଜଧାନୀରେ ହଇଚଇ । ଲିଭ୍ ଇନ୍ରେ ରହୁଥିବା ଯୁବକଙ୍କ ବିରୁଦ୍ଧରେ ହତ୍ୟା ଅଭିଯୋଗ । ଭୁବନେଶ୍ୱର ଡିସିପି କହିଲେ ଯୁବତୀ ଆତ୍ମହତ୍ୟା କରିଛନ୍ତି ।
ଟ୍ରାଫିକ ଜାମ୍ ଯୋଗୁଁ ଗୁରୁଗ୍ରାମ-ଦିଲ୍ଲୀ ରୋଡ୍ରେ ଲୋକେ ନୟାନ୍ତ । ଅଗ୍ନିପଥ ପ୍ରତ୍ୟାହାର ଦାବିରେ ଭାରତ ବନ୍ଦର ପ୍ରଭାବ, ଦେଶବ୍ୟାପି ୫ ଶହ ଟ୍ରେନ୍ ଚଳାଚଳ ପ୍ରଭାବିତ ।
ମନ୍ତ୍ରୀ ପ୍ରତାପ ଜେନାଙ୍କ ଦୁଇ ସହଯୋଗୀ ବାପି ବିଶ୍ୱାଳ ଓ ପୂର୍ବତନ ବ୍ଲକ୍ ଅଧକ୍ଷ ଶରତ ନାୟକଙ୍କ ବୟାନ ମଧ୍ୟ ପୂର୍ବରୁ ରେକର୍ଡ କରି ଏହି କେଶ ଡାଏରିରେ ଦାଖଲ କରାଯାଇଛି ।