କେମିତି ଉଦ୍ଧାର ପାଇଥିଲା ରାହୁଲ ? ଛୋଟ ପିଲା ତାଙ୍କୁ ଉଦ୍ଧାର କରିଥିଲା ନା ଉଦ୍ଧାରକାରୀ ଦଳ ?
ଆୟକର ଫାଙ୍କି ଅଭିଯୋଗରେ ରେଡ୍ ସୂଚନା । ଘର, ଅଫିସ ଓ କ୍ରସର ୟୁନିଟ୍ରେ ରେଡ୍ ।
ଛତିଶଗଡ ଉରଣ୍ଡାବେଡା ଥାନା ଅଞ୍ଚଳରେ ଘଟଣା । ହାତବାନ୍ଧି ଗାଁ ଦାଣ୍ଡରେ ବୁଲାଇବା ସହ ଦେଲେ ଶାରିରୀକ ନିର୍ଯାତନା ।
ବିରୋଧ ପ୍ରଦର୍ଶନ ବେଳେ କଂଗ୍ରେସ କର୍ମୀ ଗୋଟିଏ ସ୍କୁଟର ପୋଡି ଦେଇଥିବା ସହ ୩ଟି ସରକାରୀ ବସ୍ ଭଙ୍ଗାରୁଜା କରିଛନ୍ତି ।
ଆଠଗଡ ବନଖଣ୍ଡ ବଡମ୍ବା ରେଞ୍ଜର ଖାରଡ଼ ଓ ଜେନାପାଳ ଗାଁ ମାଟିତଳୁ ଦୁଇଟି ହାତୀ କଙ୍କାଳ ମିଳିଥିଲା।
ଅଗ୍ନିପଥ ଯୋଜନାରେ ନିଯୁକ୍ତ ହେବେ ଅଗ୍ନିବୀର । ନିଯୁକ୍ତ ସୈନ୍ୟ ଅଗ୍ନିବୀର ନାମରେ ତିନି ବାହିନୀରେ ଭର୍ତ୍ତି ହେବେ
୮ ଦିନ ତଳେ ଆହତ ହାତୀ ଠାବ ପରେ ଚିକିତ୍ସା ଆରମ୍ଭ ହୋଇଥିଲା । ହାତୀର ଶରୀରରେ ମୋଟ ୬ଟି ଗୁଳି ବାଜିଥିବା ଜଣାପଡ଼ିଥିଲା ।
ପୂର୍ବରୁ ସୂର୍ଣ୍ଣକୂପର ସଂସ୍କାରାଦି ପରେ ସ୍ନାନବେଦୀ ସୁସସ୍କୃତ ହୋଇ ଚନ୍ଦ୍ରାତପାଦି ଦ୍ୱାରା ସୁସଜିତ ଥାଏ । ଶ୍ରୀ ସୁଦର୍ଶନ, ଶ୍ରୀ ବଳଭଦ୍ର, ଶ୍ରୀ ଶୁଭଦ୍ରା, ଶ୍ରୀ ଜଗନ୍ନାଥ ଯଥାକ୍ରମେ ସ୍ନାନବେଦୀକୁ ଯାତ୍ରା କରିବା ପରେ ଶ୍ରୀ ମଦନ ମୋହନ ବିଜେ ହୁଅନ୍ତି । ଦେବବିଗ୍ରହ ଯାତ୍ରା ମାନଙ୍କର ଏହି...
ଖୁବ୍ କମ୍ ସମୟ ଭିତରେ ରାହୁଲ ଉଦ୍ଧାର ହେବ ବୋଲି ଆଶ କରାଯାଉଛି । ତେବେ ରାହୁଲକୁ ଉଦ୍ଧାର କିରବା ପରେ ଗ୍ରୀନ୍ କରିଡର ଜରିଆରେ ବିଳାସପୁର ନିଆଯିବ ବୋଲି ସୂଚନା ମିଳିଛି ।
ଆଜି ମହାପ୍ରଭୁଙ୍କ ପବିତ୍ର ସ୍ନାନଯାତ୍ରା । ଭକ୍ତଙ୍କୁ ହାତୀବେଶରେ ଦେଖାଦେବେ କାଳିଆ ଠାକୁର । ବଡ଼ଦାଣ୍ଡରୁ ଭକ୍ତ ଦେଖିବ ଚତୁର୍ଦ୍ଧା ମୂରତି। ପବିତ୍ର ସ୍ନାନଯାତ୍ରାର ଟିକିନିକି ଖବର ଓ ଭିଡିଓ ଦେଖନ୍ତୁ ଓଟିଭିର ଏହି ଲାଇଭ୍ ପେଜ୍ରେ ।
ରଜ ଗୀତ ଓ ଓଡ଼ିଆ ଆଧୁନିକ ଗୀତର ତାଳେ ତାଳେ ନାଚଗୀତ ଆରମ୍ଭ କଲେଣି କଟକ, ସାଲେପୁର ଅଞ୍ଚଳର କୁନି କୁନି ପଲାମାନେ । ଭଳିକି ଭଳି ଡିଜାଇନର ମେହେନ୍ଦି ସାଙ୍ଗକୁ ଅଳତା ବି ନାଇଛନ୍ତି ପାଦରେ ।
୪୫ ଦିନ ଧରି ଯମୁନା ନଦୀକୁ ସଫା କରିବା ଲାଗି ଦୁଇ ପରିବାରଙ୍କୁ କୋର୍ଟ କହିଛନ୍ତି ।
୨୨ ରାଜ୍ୟ ତାଲିକାରେ ଓଡ଼ିଶାର ସ୍ଥାନ ୧୫, ସ୍ୱାସ୍ଥ୍ୟ ଭିତ୍ତିଭୂମି ଓ କୁପୋଷଣକୁ ଦାୟୀ କଲେ ବିଶେଷଜ୍ଞ । ପଛୁଆ ଓ ଆଦିବାସୀ ଜିଲ୍ଲାରେ ସ୍ଥିତି ସଂଗୀନ ।
ସୁଡ଼ଙ୍ଗ ଖୋଳି, ଚାଲିଛି ଉଦ୍ଧାର କାର୍ଯ୍ୟ । ରାହୁଲଠୁ ମାତ୍ର କିଛି ଫୁଟ୍ ଦୂରରେ ରେସ୍କ୍ୟୁ ଟିମ୍ । ଜଳସ୍ତର ହ୍ରାସ ପାଇଁ ଆଖପାଖ ଗାଁରେ ଖୋଲିଦିଆଯାଇଛି ବୋରୱେଲ ।
ରତ୍ନବେଦୀରୁ ସ୍ନାନବେଦୀକୁ ଓହ୍ଲାଇବେ ଚତୁର୍ଦ୍ଧା ମୂରତି । ୨ବର୍ଷ ପରେ ଚର୍ମଚକ୍ଷୁରେ ସ୍ନାନଲୀଳା ଦେଖିବାକୁ ଉଚ୍ଛନ୍ନ ଭକ୍ତ । ସୁରକ୍ଷା ଦାୟିତ୍ୱରେ ୫୨ ପ୍ଲାଟୁନ୍ ଫୋର୍ସ ।
କେବଳ ରବର୍ଟ ଭଦ୍ରା ନୁହଁ, ପୁରା ଗାନ୍ଧି ପରିବାର ହିଁ ରିଅଲ ଇଷ୍ଟେଟ କାରବାର ପ୍ରତି ମୋହଗ୍ରସ୍ତ ଥିଲା ବୋଲି କହି କଡ଼ା ସମାଲୋଚନା କରିଛନ୍ତି ସ୍ମୃତି ।
ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ଏହି ଘଟଣାର କିଛି ଦିନ ପରେ ଘଟଣା ସହ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତର ମଧ୍ୟ ମୃତ୍ୟୁ ହୋଇଥିଲା ।
କୋରାପୁଟ ଜିଲ୍ଲାପରିଷଦ ସଦସ୍ୟ ଟିକାଈ ଗେମେଲ ଏନେଇ ଆଶଙ୍କା ପ୍ରକାଶ କରିଛନ୍ତି ।
ବଲାଙ୍ଗିର ବିଧାୟକ କହିଛନ୍ତି, ନିରଂଜନ ଲଢୁନଥିଲେ, ନାଟକ କରୁଥିଲେ । ତେବେ ଏନେଇ ନିରଞ୍ଜନଙ୍କ ପ୍ରତିକ୍ରିୟା ମିଳିପାରିନି ।
ଲକ୍ଷ୍ମୀଙ୍କ ଜଗମୋହନରେ ପଡିଥିବା ଖଟ ଉପରେ ପ୍ରତିମାଙ୍କୁ ବିଜେ କରାଇଥାନ୍ତି ସେବକ ।