ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଗୃହମନ୍ତ୍ରୀ ଅମିତ ଶାହା ।
ନୂଆମନ୍ତ୍ରୀ ଭାବେ ରୋହିତ ପୂଜାରୀଙ୍କୁ ମିଳିଲା ଉଚ୍ଚଶିକ୍ଷା । ବିଭାଗ ବଜାୟ ରଖିଲେ ଅଶୋକ, ସମୀର, ପ୍ରଫୁଲ୍ଲ, ନବ ଓ ନିରଞ୍ଜନ । କ୍ୟାବିନେଟ୍ ପାହ୍ୟାକୁ ଜଗନ୍ନାଥ ଓ ଅଶୋକଙ୍କୁ ପଦୋନ୍ନତି ।
ଟାଣୁଆ ମନ୍ତ୍ରୀ ସୁଶାନ୍ତ ସିଂ ମନ୍ତିମଣ୍ଡଳରୁ ବାଦ୍ ପଡିଥିଲେ ମଧ୍ୟ ତାଙ୍କୁ ବଡ଼ ସାଙ୍ଗଠନିକ ଦାୟିତ୍ୱ ମିଳିବା ଚର୍ଚ୍ଚା ହେଉଛି ।
ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ପୂର୍ବ ମନ୍ତ୍ରିମଣ୍ଡଳର ସଦସ୍ୟ ସଂଖ୍ୟା ୨୧ ଥିଲା ବେଳେ ଏହା ସର୍ବୋଚ୍ଚସୀମା ୨୨କୁ ସଂପ୍ରସାରିତ ହୋଇଛି ।
ବିଜେଡିର ନିର୍ବାଚନୀ ଇସ୍ତାହାର ଅନୁସାରେ କାମ କରିବାକୁ କହିଛନ୍ତି । କାର୍ଯ୍ୟରେ ସ୍ୱଚ୍ଛତା ବଜାୟ ରଖିବା ସହିତ କୌଣସି ବିବାଦରେ ନ ପଡ଼ିବାକୁ ମୁଖ୍ୟମନ୍ତ୍ରୀ ସବୁ ମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ।
ଲୁଟ୍ ଘଟଣାରେ ମହିଳାଙ୍କ ସହ ତାଙ୍କ ପ୍ରେମିକ ଓ ଅନ୍ୟ ଜଣେ ନାବାଳକକୁ ଗିରଫ କରିଛି କଟକ ଲାଲବାଗ ଥାନା ପୋଲିସ । ଗିରଫ ଅଭିଯୁକ୍ତ ହେଲେ ପ୍ରିୟଙ୍କା ସାହୁ ଓ ତାଙ୍କ ପ୍ରେମିକ ଅରବିନ୍ଦ ନାୟକ ।
ପୂର୍ବରୁ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଥିବା ଟୁକୁନି ସାହୁଙ୍କୁ ରିପିଟ୍ କରାଯାଇଛି । ମନ୍ତ୍ରିମଣ୍ଡଳରେ ନୂଆ ମୁହଁ ଭାବେ ଏଥର ବିଜେପୁର ବିଧାୟିକା ରୀତା ସାହୁ ଓ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ସାମିଲ କରାଯାଇଛି ।
ମାମଲା ହାଇକୋର୍ଟରେ ଥିବା ବେଳେ ସୁପ୍ରିମକୋର୍ଟ ଯିବା କିଛି କାରଣ ନଥିଲା । ଏନେଇ କିଛି ସ୍ପଷ୍ଟତା ଆସିନି, ଏସବୁର ସ୍ପଷ୍ଟ କରାଯିବା ଦରକାର ବୋଲି ସେ କହିଛନ୍ତି ।
ଭାଟପଡ଼ା ଗାଁର କୃପାସିନ୍ଧୁ ସାହୁ ନାମକ ଜଣେ ବ୍ୟକ୍ତି ଦୁର୍ଘଟଣାରେ ଗୁରୁତର ହୋଇ ମେଡିକାଲ ଆସିଥିଲେ । ପରେ ତାଙ୍କର ମୋବାଇଲ ଲାଇଟ୍ରେ ଚିକିତ୍ସା କରାଯାଇଥିଲା ।
ବ୍ୟବଚ୍ଛେଦ ପାଇଁ କାନ୍ଧରେ ବୋହି କୋରାପୁଟ ଚାଲିଲେ ପରିବାର । ଟିକିରି ଥାନା ପୋଲିସର ଦାୟିତ୍ୱହୀନତାକୁ ନେଇ ଅସନ୍ତୋଷ ।
ଆର୍ଥିକ ଅବସ୍ଥା ଏତେ ସ୍ୱଚ୍ଛଳ ବି ନାହିଁ ଯେ, କୌଣସି ଗାଡ଼ି କି ଟ୍ରାଏ ସାଇକେଲ୍ କିଣି ପାରିବେ ପରଭେଜ୍ । ସ୍କୁଲରେ ଜଣେ ଭଲ ଛାତ୍ର ହେବା ସହ ଭଲ ଖେଳାଳି ମଧ୍ୟ ପରଭେଜ୍ ।
ସେବାୟତଙ୍କୁ ପୂର୍ବରୁ ଦିଆଯାଇଥିବା ଜମି ଠାକୁରଙ୍କ ଖାତାକୁ ଫେରିଯିବା ଏବଂ କପିଳନାଥ ଓ ପ୍ରଭୁ ଲିଂଗରାଜଙ୍କ ସେବାୟତଙ୍କ ମଧ୍ୟରେ ଥିବା ବିବାଦ ସମାଧାନ ନହେବାରୁ ଅସହଯୋଗ କରିଛନ୍ତି ଉଭୟ ନିଯୋଗ ।
ୱାର୍ଡ ସଭ୍ୟାଙ୍କ ସହ ତାଙ୍କୁ ସମର୍ଥନ କରିଥିବା ଗାଁର କିଛି ପରିବାରକୁ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି । ଏପଟେ ଜିଲ୍ଲାପାଳ କହିଛନ୍ତି, ଏଭଳି ଅଭିଯୋଗର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ।
ନୂଆ ଆଶା ନେଇ, ନୂଆ ଅବତାରରେ ପୁଣି ଫେରୁଛି ରାସ୍ତାର ରାଜା । ଦିନେ ଭାରତୀୟ ସଡ଼କର ସୁଲ୍ତାନ ଭାବେ ପରିଚିତ ଥିବା ଆମ୍ବାସଡର୍ କାର୍, ଆସନ୍ତା ୨ ବର୍ଷ ଭିତରେ ପୁଣି ଭାରତୀୟ ବଜାରରେ ନୂଆ ରୂପରେ ପ୍ରବେଶ କରିବ ବୋଲି ସ୍ପଷ୍ଟ କରିଛି ହିନ୍ଦୁସ୍ତାନ ମୋଟର୍ସ...
ଆଜି ଦିନର ମହତ୍ତ୍ୱ କଣ ରହିଛି, ଆସନ୍ତୁ ଜାଣିବା । ୨୦୨୨ ମସିହା ଜୁନ ତା ୪ ରିଖ ଶନିବାର ବୃଷ ୨୧ ଦିନ ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥି ପୂଷ୍ୟା । ନକ୍ଷତ୍ର କର୍କଟ ଚନ୍ଦ୍ର
ଯେଉଁ ନମ୍ବରରେ ମେସେଜ ଆସିଥିଲା ସେ ନମ୍ବରକୁ ଫୋନ କରିବା ପରେ ସେ ତାଙ୍କ ଠାରୁ ଚତୁରତାର ସହ SBI ୟୋନୋର ଆଇଡି ପାସୱାର୍ଡ ମାଗି ନେଇଥିଲେ ।
ତିନି ତିନି ଜଣ ଅଫ୍ ଡ୍ୟୁଟି ପୋଲିସ କର୍ମଚାରୀ ଏବଂ ଜଣେ ମଦଦୋକାନ ମାଲିକ । କେବଳ ମେ’ ମାସରେ ସାତ ସାତଟି ଟାର୍ଗେଟ୍ କିଲିଂ ହୋଇଥିବା ବେଳେ, ଆଜି ମଧ୍ୟ ଜଣଙ୍କୁ ହତ୍ୟା କରାଯାଇଛି ।
ଶ୍ରୀମନ୍ଦିର ଚତୁର୍ପାଶ୍ୱରେ ହେଉଥିବା ନିର୍ମାଣକୁ ବିରୋଧ କରି ଅର୍ଦ୍ଧେନ୍ଦୁ ଦାସ ଓ ସୁମନ୍ତ ଘଡେଇଙ୍କ ଦ୍ୱାରା ଦାଖଲ ଅଲଗା ଅଲଗା ଦୁଇଟି ସ୍ୱତନ୍ତ୍ର ଲିଭ୍ ପିଟିସନ୍ ଉପରେ ଶୁଣାଣି ହୋଇଥିଲା ।
ଭୁବନେଶ୍ୱର ଏୟାରପୋର୍ଟରେ ପ୍ରେମକୁ ନେଇ ହାଇଡ୍ରାମା । ପ୍ରେମୀଯୁଗଳଙ୍କୁ ଏସ୍କର୍ଟ କରି ଆଣିଲା ପୋଲିସ । ପାଠ ପଢିବା ବେଳେ ଯୁବକ-ଯୁବତୀଙ୍କ ମଧ୍ୟରେ ଗଢିଉଠିଥିଲା ପ୍ରେମ ସମ୍ପର୍କ ।
ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ଘଟଣାର ୫ ଦିନ ପରେ ସରକାର ଏନେଇ ନିଷ୍ପତି ନେଇଛନ୍ତି ।