କିଏ ଗଳିକୁ ଗଳି ଯାଇ ପ୍ରଚାର କରୁଛନ୍ତି ତ ଆଉ କିଏ ସଭା ସମିତି କରି ମତଦାତାଙ୍କୁ ଆକର୍ଷିତ କରୁଛନ୍ତି । ସବୁଥର ଭଳି ଏଥର ବି ବହୁ ଆଶା ଦେଖାଉଛନ୍ତି, ଅନେକ ପ୍ରତିଶ୍ରୁତି ଦେଉଛନ୍ତି ।
ନ୍ୟାସନାଲ ଆସେମ୍ଲି ଭଙ୍ଗ କରି ଆସନ୍ତା ଜୁନ୍ରେ ନିର୍ବାଚନ ନକରାଇଲେ, ସାରା ଦେଶରୁ ୨୦ ଲକ୍ଷ ସମର୍ଥକଙ୍କୁ ଧରି ପୁଣି ଇସ୍ଲାମାବାଦ ଫେରିବାକୁ ସଫାସଫା ଶୁଣାଇ ଦେଇଛନ୍ତି ।
ଗଳିକୁ ଗଳି ଯାଇ ପ୍ରଚାର କରୁଛନ୍ତି ତ ଆଉ କିଏ ସଭା ସମିତି କରି ମତଦାତାଙ୍କୁ ଆକର୍ଷିତ କରୁଛନ୍ତି । ସବୁଥର ଭଳି ଏଥର ବି ବହୁ ଆଶା ଦେଖାଉଛନ୍ତି, ଅନେକ ପ୍ରତିଶ୍ରୁତି ଦେଉଛନ୍ତି ।
ରାଜ୍ୟ ସରକାରଙ୍କ ବେଆଇନ ନିର୍ମାଣ କାମକୁ ନେଇ ବ୍ୟାପକ ଜନଜାଗରଣ ପାଇଁ ସଜ ହେଉଛି ।
ସାଂସଦ ଓ ମୁଖ୍ୟମନ୍ତ୍ରୀ ଗୋଟିଏ କାର୍ଯ୍ୟକ୍ରମରେ ପହଞ୍ଚିଥିବାରୁ ସ୍ଥାନୀୟ ଅଞ୍ଚଳରେ ଏହା ଚର୍ଚ୍ଚାର ବିଷୟ ହୋଇଥିଲା ।
ହରିଆଣାର ଅମ୍ବାଲା ପୋଲିସ ଅମ୍ବାଲା ଜିଲ୍ଲା ଶାହଜାଦପୁର ଥାନାରେ ଗଛିତ ରଖାଯାଇଥିବା ପ୍ରାୟ ୪୦ ହଜାର ଲିଟର ମଦକୁ ନଷ୍ଟ କରିଦେଇଛି । ଏହି ମଦର ମୂଲ୍ୟ ପାଖାପାଖି ଏକ କୋଟିଏ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ଶଶୀଭୁଷଣ ବେହେରା ।
ଜାତୀୟ ଗ୍ରୀନ ଟ୍ରିବୁନାଲ୍ରେ ଅଭିଯୋଗ ପରେ ଏନଜିଟି ଏକ କୋଟି ଟଙ୍କାର ଜରିମାନା ଲଗାଇଛନ୍ତି । ଜରିମାନା ଅର୍ଥ ଦୁଇ ସପ୍ତାହ ମଧ୍ୟରେ କଟକ ଡିଏଫଓଙ୍କ ପାଖରେ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
CBI ମାମଲା ରୁଜୁ ନକଲେ ଆରଟିଆଇ ଆଧାରରେ ମିଳିଥିବା ତଥ୍ୟ ଅନୁସାରେ ହାଇକୋର୍ଟରେ ମାମଲା ରୁଜୁ କରିବା ପାଇଁ ଚେତାବନୀ ଦେଇଛି ସେନା ।
ବିରାଜଙ୍କ ପରଲୋକ ନେଇ ସାନ ପୁଅ ଅର୍ଣ୍ଣବ ଦାସଙ୍କ ସୂଚନା । ଅନେକ ଟିଭି ସିରିୟଲ ଓ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରିଥିଲେ ବିରାଜ ।
ବିଲମ୍ବିତ ରାତିରେ ଦୁର୍ଘଟଣା ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲେ ଭଞ୍ଜନଗର ଓ ଜି.ଉଦୟଗିରି ପୋଲିସ । ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ପହଞ୍ଚି ବସ୍ରୁ ଜଣକ ପରେ ଜଣେ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ ।
ବର୍ଷାଙ୍କ ଏତଲା ଭିତ୍ତିରେ IPC ଧାରା ୫୦୯ ଅର୍ଥାତ୍ ମର୍ଯ୍ୟାଦା ହାନୀ ଏବଂ IT ACTରେ ରୁଜୁ ହୋଇଛି ମାମଲା । ବର୍ଷାଙ୍କ ବିରୋଧରେ ସୋସିଆଲ ମିଡିଆରେ ପୋଷ୍ଟ ହୋଇଥିବା ଲେଖାର ସ୍କ୍ରିନସଟ୍ ଜବତ କରିଛି ପୋଲିସ ।
ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ସମସ୍ତଙ୍କୁ ଶୁଣିବା ପରେ ପ୍ରକଳ୍ପକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିବା ସହ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।
ପୋଲିସ ଉପସ୍ଥିତିରେ ଆକ୍ରମଣ କରିଚାଲିଥିଲେ ହେଁ କାବୁ କରିବାକୁ ଯାଇ ନାକେଦମ ହୋଇଥିଲା ପୋଲିସ ।
କେନ୍ଦ୍ର ସରକାର ପକ୍ଷରୁ 'ନ୍ୟାସନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ’ ଏବଂ 'ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ ରିସର୍ଚ୍ଚ'କୁ ସତର୍କ ରହିବାକୁ କୁହାଯାଇଛି ।
ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ NMA ଅନୁମୋଦନ କରିଛି । ପ୍ରେସ ରିଲିଜ୍ ଜରିଆରେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଏଭଳି ମନ୍ତବ୍ୟ ଦେଇଛନ୍ତି ।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧକ୍ଷତାରେ ବସଥିବା ବୈଠକରେ ପୁରୀ ଜିଲ୍ଲାପାଳ, ଏସ୍ପି, ଶ୍ରୀମନ୍ଦିର ପ୍ରଶାସନିକ କର୍ମଚାରୀ ଓ ଛତିଶା ନିଯୋଗର ସମସ୍ତ ସଦସ୍ୟ ଉପସ୍ଥିତ ଥିଲେ ।
ସୂର୍ଯ୍ୟନାରାୟଣ ତ୍ରିପାଠୀ ନାମକ ଯୁବକ ଗୁରୁତର । ପୂର୍ବ ଶତ୍ରୁତାରୁ ଛୁରାମାଡ଼ ହୋଇଥିବା ଆଶଙ୍କା । ଗୁରୁତର ଯୁବକଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।
ଗୁଳିମାଡ଼ ପରେ ସୈଫୁଲ ଓ ତାଙ୍କ ଝିଅଙ୍କୁ ତୁରନ୍ତ ସ୍ଥାନୀୟ ହସ୍ପିଟାଲକୁ ନିଆଯାଇଥିଲା । ତେବେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ତାଙ୍କ ୭ ବର୍ଷୀୟ ଝିଅର ଡାହାଣ ହାତରେ ଗୁଳି ବାଜିଛି ।